ଘର ଛାଡି ଆସିବାକୁ ଚାହୁଁନାହାନ୍ତି ରଣବୀର

ବଲିଉଡ ଅଭିନେତା ରଣବୀର କପୁର ଆଜିକାଲି ତାଙ୍କର ଆଗାମୀ ଚଳଚ୍ଚିତ୍ର ‘ତୁ ଝୁଠି ମେଁ ମକ୍କାର’ର ପ୍ରମୋଶନରେ ବ୍ୟସ୍ତ ଅଛନ୍ତି। ନିକଟରେ ରଣବୀର କୋଲକାତାରେ ଫିଲ୍ମର ପ୍ରମୋସନାଲ ଇଭେଣ୍ଟରେ ପହଞ୍ଚିଥିଲେ। ଏହି ସମୟରେ ଅଭିନେତା ତାଙ୍କ କୁନି ଝିଅ ରାହା ବିଷୟରେ କହିଥିଲେ। କାର୍ଯ୍ୟ ପ୍ରତିଶ୍ରୁତି ହେତୁ ସେ ରାହାଙ୍କଠାରୁ ଦୂରେଇ ଯାଆନ୍ତି ସତ, ମାତ୍ର ସେ ସବୁବେଳେ ତାଙ୍କୁ ମିସ୍‌ କରନ୍ତି। ଘର ଛାଡିବାକୁ ଆସିବାକୁ ଆଦୌ ଚାହାନ୍ତି ନାହିଁ। ରାହାଙ୍କୁ ଦେଖିବା ମାତ୍ରେ ତାଙ୍କ ଶରୀର ସତେଜ ହୋଇଯାଏ। ରାହା ଗତ ଦୁଇ ସପ୍ତାହ ମଧ୍ୟରେ ହସିବା ଆରମ୍ଭ କରି ଦେଇଛି ଏବଂ ସେହି ହସ ଦେଖି ମୁଁ ଆତ୍ମବିଭୋର ହୋଇଉଠିଛି।
ରଣବୀର ଏବଂ ଅଭିନେତ୍ରୀ ଆଲିଆ ଭଟ୍ଟ ୨୦୨୨ ଏପ୍ରିଲରେ ବିବାହ ବନ୍ଧନରେ ଆବଦ୍ଧ ହୋଇଥିଲା। ନଭେମ୍ବରେ ଆଲିଆ ରାହାଙ୍କୁ ଜନ୍ମ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଶେଷରେ ମୀରାଙ୍କ ହାତ ଧରିଥିଲେ ଶାହିଦ୍‌…

ମୁମ୍ବାଇ: ବଲିଉଡ ଷ୍ଟାର ଶାହିଦ କପୁରଙ୍କୁ ଗୁରୁବାର ୪୦ ବର୍ଷ ପୂରଣ ହୋଇଛି। ୧୯୮୧ ଫେବୃୟାରୀ ୨୫ରେ ସେ ନୂଆଦିଲ୍ଲୀଠାରେ ଜନ୍ମଗ୍ରହଣ କରିଥିଲେ। ଅଭିନୟ ପ୍ରତି...

ଆୟୁଷ୍ମାନଙ୍କ ୭ମ ହିଟ୍‌ ଫିଲ୍ମ ‘ବାଲା’: ୪ ଦିନରେ ୫୦ କୋଟି କ୍ଲବରେ ହେଲା ସାମିଲ

ବମ୍ବେ: ଖିଲାଡ଼ି କିଙ୍ଗ୍‌ ଅକ୍ଷୟ କୁମାରଙ୍କ ପରେ ବଲିଉଡରେ ଗୋଟିଏ ପରେ ଗୋଟିଏ ହିଟ୍‌ ଦେଉଥିବା ଅଭିନେତା ପାଲଟିଛନ୍ତି ଆୟୁଷ୍ମାନ ଖୁରାନ୍ନା। ଶୁକ୍ରବାର ରିଲିଜ ହୋଇଥିବା...

‘ପାତାଳ ଲୋକ’ରୁ ହଟିଲା ଭାଜପା ନେତାଙ୍କ ଫଟୋ

ଅଭିନେତ୍ରୀ ଅନୁଷ୍କା ଶର୍ମା ପ୍ରଯୋଜନାରେ ନିର୍ମିତ ‘ପାତାଳ ଲୋକ’ ଏବେ ବିବାଦ ଘେରରେ ରହିଛି। ବିନା ଅନୁମତିରେ ଭାଜପା ନେତା ନନ୍ଦକିଶୋର ଗୁଜରଙ୍କ ଫଟୋ ବ୍ୟବହାରକୁ...

ରୋମ୍‌ରେ ଛୁଟି କାଟୁଚନ୍ତି ଅନନ୍ୟା

ବଲିଉଡ ଅଭିନେତ୍ରୀ ଅନନ୍ୟା ପାଣ୍ଡେ ଆଜିକାଲି ଇଟାଲୀରେ ଛୁଟି କାଟୁଛନ୍ତି। ସେଠାରୁ ତାଙ୍କର ସୁନ୍ଦର ଫଟୋ ସବୁ ମଧ୍ୟ ପ୍ରଶଂସକଙ୍କ ସହ ଶେୟାର କରୁଛନ୍ତି। ଅନନ୍ୟା...

ବିଗ୍‌ ବସ୍‌ରେ ଫ୍ୟାମିଲି ଉଇକ୍‌

ବମ୍ବେ: ଛୋଟ ପରଦାର ଲୋକପ୍ରିୟ ରିଆଲିଟି ଶୋ’ ବିଗ୍‌ବସ୍‌ ଦର୍ଶକଙ୍କ ଖୁବ୍‌ ମନୋରଞ୍ଜନ କରୁଛି। ପ୍ରେମ, ବନ୍ଧୁତ୍ୱ ଏବଂ ଡ୍ରାମାକୁ ନେଇ ଚଳିତ ସିଜିନ ଚର୍ଚ୍ଚାରେ...

ଟାଇଗରଙ୍କ ନାୟିକା ସାଜିବେ ସୈଫ ଲଳନା

ବମ୍ବେ:୨୦୧୮ରେ ଫିଲ୍ମ କେଦାରନାଥ ଜରିଆରେ ବଲିଉଡ୍‌ରେ ପାଦ ରଖିଥିଲେ ସୈଫ୍‌ ଲଳନା ସାରା ଅଲ୍ଲୀ ଖାନ୍‌। ଚଳଚ୍ଚିତ୍ରରେ ତାଙ୍କ ଅଭିନୟକୁ ଦର୍ଶକେ ବେଶ୍‌ ପସନ୍ଦ କରିଥିଲେ।...

ରକୁଲ୍‌ଙ୍କ ଖୁସି

ରକୁଲ୍‌ ପ୍ରୀତ୍‌ ସିଂଙ୍କ ଖୁସି କହିଲେ ନ ସରେ। କାରଣ ସେ ଯାହା ଆଶା କରୁଥିଲେ ତାହା ପୂରଣ ହୋଇଛି। କଥା କ’ଣ ଅଜୟ ଦେବଗନଙ୍କ...

ବିବାହବନ୍ଧନରେ ବାନ୍ଧି ହେବେ ଅର୍ଚ୍ଚିତା-ସବ୍ୟସାଚୀ

ଭୁବନେଶ୍ୱର,୨୮।୨: ସୋମବାର ଓଲିଉଡ୍‌ ଚୁଲ୍‌ବୁଲି ଅଭିନେତ୍ରୀ ଅର୍ଚ୍ଚିତା ସାହୁଙ୍କ ବାହାଘର। ଅଭିନେତ୍ରୀ ଅର୍ଚ୍ଚିତା ଅଭିନେତା ସବ୍ୟସାଚୀ ମିଶ୍ରଙ୍କୁ ବିବାହ କରିବେ। ରାଜସ୍ଥାନର ଏକ ବିଳାସପୂର୍ଣ୍ଣ ପ୍ୟାଲେସରେ...

Advertisement
Archives

Model This Week