Odisha Elections 2024

ଜନ୍ମଦିନରେ ପ୍ରଶଂସକଙ୍କୁ ଉପହାର ଦେଲେ ରଣବୀର

ରଣବୀର କପୁରଙ୍କ ଫିଲ୍ମ ‘ଆନିମଲ୍‌’ ଘୋଷଣା ହେବା ଦିନରୁ ଚର୍ଚ୍ଚାରେ ରହିଛି। ରଣବୀର ନିଜ ଜନ୍ମଦିନରେ ପ୍ରଶଂସକଙ୍କୁ ଏକ ବଡ଼ ଉପହାର ଦେଇଛନ୍ତି। ଏହି ବିଶେଷ ଦିନରେ ତାଙ୍କ ଅଭିନୀତ ଫିଲ୍ମ ‘ଆନିମଲ୍‌’ ଟିଜର ରିଲିଜ ହୋଇଛି। ଏହି ଫିଲ୍ମଟି ଆକ୍ସନ ଏବଂ ଥ୍ରୀଲର ଭରପୂର ଥିବା ଟିଜରରୁ ସ୍ପଷ୍ଟ ହୋଇଛି।
ନିର୍ଦ୍ଦେଶକ ସନ୍ଦୀପ ରେଡ୍ଡୀ ଭଙ୍ଗାଙ୍କ ଏହି ଫିଲ୍ମରେ ରଣବୀରଙ୍କ ବ୍ୟବତ ରଶ୍ମିକା ମନ୍ଦନା, ଅନିଲ କପୁର ଏବଂ ବବି ଦେଓଲ ପ୍ରମୁଖ ଅଭିନୟ କରିଛନ୍ତି। ଡିସେମ୍ବର ୧ରେ ଏହି ଫିଲ୍ମଟି ପ୍ରେକ୍ଷାଳୟକୁ ଆସିବାକୁ ଯାଉଛି। ଏହି ଚଳଚ୍ଚିତ୍ରଟି ପ୍ରଥମେ ଅଗଷ୍ଟରେ ରିଲିଜ ହେବାର ଥିଲା। କିନ୍ତୁ ଫିଲ୍ମର ପୋଷ୍ଟ ପ୍ରଡକ୍ସନ ଅସମ୍ପୂର୍ଣ୍ଣ ଥିବାରୁ ନିର୍ଦ୍ଦେଶକ ଫିଲ୍ମକୁ ଡିସେମ୍ବର ପର୍ଯ୍ୟନ୍ତ ସ୍ଥଗିତ ରଖିବାକୁ ନିଷ୍ପତ୍ତି ନେଇଥିଲେ। ଗତ ଜୁଲାଇରେ ଫିଲ୍ମ ‘ଆନିମଲ୍‌’ର ପ୍ରି-ଟିଜର ମୁକ୍ତିଲାଭ କରିଥିଲା

 


Enter your email to get our daily news in your inbox.

All Right Reserved By Dharitri.Com

କାନ୍ସରେ ‘ହାବାସପୁରୀ ୱେଭିଙ୍ଗ୍‌’ର ପୋଷ୍ଟର ଉନ୍ମୋଚିତ

ଭୁବନେଶ୍ୱର,୨୮।୫(ଅନୁରାଧା ମହାରଣା):ଅନ୍ତର୍ଜାତୀୟ ଖ୍ୟାତି ସମ୍ପନ୍ନ ଚଳଚ୍ଚିତ୍ର ନିର୍ମାତା, ନିର୍ଦ୍ଦେଶକ ତଥା ଲେଖକ ଓଡ଼ିଶାର ବିଶ୍ୱନାଥ ରଥ କାନ୍ସ ଫିଲ୍ମ ଫେଷ୍ଟିଭାଲର ୭୭ତମ ସଂସ୍କରଣରେ କୋଟପାଡ଼ ହସ୍ତତନ୍ତର...

ମୁନାଓ୍ବର ଫାରୁକିଙ୍କ ଦ୍ୱିତୀୟ ବିବାହ ଚର୍ଚ୍ଚା

ମୁମ୍ବାଇ: ରିଏଲିଟି ଶୋ ‘ବିଗବସ୍‌-୧୭’ର ବିଜେତା ମୁନାଓ୍ବର ଫାରୁକି ଦ୍ୱିତୀୟ ଥର ପାଇଁ ବିବାହ କରିଥିବା ଜାତୀୟ ଗଣମାଧ୍ୟମରେ ଏକ ରିପୋର୍ଟ ପ୍ରକାଶ ପାଇଛି। ୧୦ରୁ ୧୨...

ରିଲିଜ ପୂର୍ବରୁ ୨୦୦ କୋଟି ଆୟ କଲା ଥାଲାପତି ବିଜୟଙ୍କ ଫିଲ୍ମ

ଚେନ୍ନାଇ: ଥାଲାପାତି ବିଜୟଙ୍କ ଫିଲ୍ମ ‘ଦି ଗ୍ରେଟେଷ୍ଟ ଅଫ ଅଲ ଟାଇମ’ ରିଲିଜ ହେବାକୁ ତିନି ମାସରୁ ଅଧିକ ସମୟ ବାକି ଅଛି, କିନ୍ତୁ ଏହା...

ଲୋକପ୍ରିୟ ଅଭିନେତାଙ୍କୁ ସର୍ବସାଧାରଣରେ ଗୁଳି କରି ହତ୍ୟା

ନୂଆଦିଲ୍ଲୀ,୨୭।୫: ଆମେରିକୀୟ ଅଭିନେତା ଜନି ଓ୍ବାକ୍ଟରଙ୍କୁ ସର୍ବସାଧାରଣରେ ଗୁଳି କରି ହତ୍ୟା କରାଯାଇଛି। ତାଙ୍କୁ ମାତ୍ର ୩୭ ବର୍ଷ ହୋଇଥିଲା। ଓ୍ବାକ୍ଟର ଅନେକ ଚଳଚ୍ଚିତ୍ର ଏବଂ...

କାନ୍ସରେ ଭାରତର ଐତିହାସିକ ଶୋ’: ପାୟଲ କାପାଡିଆଙ୍କୁ ଗ୍ରାଣ୍ଡପ୍ରିକ୍ସ ପୁରସ୍କାର

ନୂଆଦିଲ୍ଲୀ,୨୭।୫: ୭୭ତମ କାନ୍ସ ଫିଲ୍ମ ସମାରୋହରେ ଭାରତର ପ୍ରଦର୍ଶନ ଅଭୂତପୂର୍ବ ରହିଛି, ଯେଉଁଥିରେ ୨ ଜଣ ଚଳଚ୍ଚିତ୍ର ନିର୍ମାତା, ଜଣେ ଅଭିନେତ୍ରୀ ଏବଂ ଜଣେ ସିନେମାଟୋଗ୍ରାଫର...

ମହୀଶୂର ଫିଲ୍ମ ନିର୍ମାତାଙ୍କୁ କାନ୍ସ ଲା ସିନେଫ୍‌ ପ୍ରଥମ ପୁରସ୍କାର

କାନ୍ସ,୨୫ା୫(ପି.ଟି.): ୭୭ତମ କାନ୍ସ ଫିଲ୍ମ ଫେଷ୍ଟିଭାଲ୍‌ରେ ଭାରତକୁ ବଡ଼ ସଫଳତା ମିଳିଛି। ମହୀଶୂରର ଫିଲ୍ମ ନିର୍ମାତା ଚିଦାନନ୍ଦ ଏସ୍‌ ନାଏକଙ୍କ କ୍ଷୁଦ୍ର ଚଳଚ୍ଚିତ୍ର ‘ସନ୍‌ଫ୍ଲାଓ୍ବାର୍ସ ଓ୍ବେୟାର ଦି...

ଦୀର୍ଘ ୬ ବର୍ଷର ବିରତି ପରେ ଫେରୁଛନ୍ତି ପ୍ରୀତି, ଅଧିକ ଆୟ ପାଇଁ ଜଏନ କରିଥିଲେ ଆଇପିଏଲ

ମୁମ୍ବାଇ: ବଲିଉଡ ଅଭିନେତ୍ରୀ ପ୍ରୀତି ଜିଣ୍ଟା ବର୍ତ୍ତମାନ ଲାହୋର ୧୯୪୭ ପାଇଁ ସୁଟିଂ କରୁଛନ୍ତି, ଯାହା ସୁପରହିଟ ଭୈୟାଜୀ ହିଟ ହେବାର ଛଅ ବର୍ଷ ମଧ୍ୟରେ...

ଅଭିନେତ୍ରୀ ଲୈଲା ଖାନଙ୍କ ପିତାଙ୍କୁ ଫାଶି ଦଣ୍ଡ, ୧୩ ବର୍ଷ ପରେ ଆସିଲା ହତ୍ୟା ମାମଲାର ରାୟ

ମୁମ୍ବାଇ,୨୪।୫: ଅଭିନେତ୍ରୀ ଲୈଲା ଖାନ ହତ୍ୟା ମାମଲାରେ କୋର୍ଟଙ୍କ ନିଷ୍ପତ୍ତି ଆସିଛି। ମୁମ୍ବାଇର ସେସନ୍ସ କୋର୍ଟ ଦୋଷୀ ପରଭେଜ ଟାକଙ୍କୁ ମୃତ୍ୟୁଦଣ୍ଡ ଦେଇଛନ୍ତି। ସୂଚନାଯୋଗ୍ୟ, ୧୩ବର୍ଷ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri