ଆଲିଆଙ୍କ ଫଟୋଗ୍ରାଫର ସାଜିଲେ ରଣବୀର

ମୁମ୍ବାଇ: ରଣବୀର କପୁର-ଆଲିଆ ଭଟ୍ଟ ନିକଟରେ ନୂଆବର୍ଷ ପାଳନ କରିବା ପାଇଁ ଆଫ୍ରିକା ଗସ୍ତରେ ଯାଇଥିଲେ। ଏହି ଅବସରରେ ଉଭୟ ରଣବୀର-ଆଲିଆ ବନ୍ୟଜନ୍ତୁ ସଫାରୀ ବୁଲି ଦେଖିତତ୍ଳେ। ଆଲିଆ ଏହି ସମୟର କିଛି ଫଟୋ ସୋସିଆଲ ମିଡିଆରେ ଶେୟାର କରିଛନ୍ତି। ଏହାସହିତ ସେ ପ୍ରେମିକ ରଣବୀର ସିଂଙ୍କ ନାମ ନ ନେଇ ତାଙ୍କ ପାଇଁ ଏକ କ୍ୟାପଶନ ମଧ୍ୟ ଲେଖିଛନ୍ତି।

ଆଲିଆ ତାଙ୍କ ଅଫିସିଆଲ ଇନ୍‌ଷ୍ଟାଗ୍ରାମ୍‌ରେ ବିନା ମେକ୍‌ଅପ୍‌ରେ ଏକ ଫଟୋ ଶେୟାର କରିଛନ୍ତି। ତାଙ୍କର ଲୁକ୍‌ ଏଥିରେ ଖୁବ୍‌ ସୁନ୍ଦର। ଏହା ସହ ଆଲିଆ କ୍ୟାପଶନରେ ଲେଖିଛନ୍ତି, ଫଟୋଗ୍ରାଫି କୌଶଳକୁ ଜାଣିବା ପାଇଁ ଚେଷ୍ଟା କରୁଛି। ଯଦିଓ ସେ ରଣବୀରଙ୍କ ନାଁ ନେଇ ନାହାନ୍ତି ମାତ୍ର ଏହି କ୍ୟାପଶନ ସେ ତାଙ୍କ ଉଦ୍ଦେଶ୍ୟରେ ଲେଖିଛନ୍ତି। ଉଭୟ ଆଲିଆ ଏବଂ ରଣବୀର ଏକାଠି ଯାଇଛନ୍ତି। ତେଣୁ ଏଥିରୁ ଅନୁମାନ କରି ହେଉଛି ରଣବୀର ହିଁ ଫଟୋଗୁଡ଼ିକୁ ଉଠାଇଛନ୍ତି।

ଏ ତ ଗଲା ଉଭୟଙ୍କ ବ୍ୟକ୍ତିଗତ ଜୀବନ କଥା। ଯଦି ତାଙ୍କ ଓ୍ବାର୍କ ଫ୍ରଣ୍ଟ ବିଷୟରେ କହିବା ତେବେ ଆଲିଆ ବର୍ତ୍ତମାନ ଆଗାମୀ ଫିଲ୍ମ ‘ଆରଆରଆର’କୁ ନେଇ ଚର୍ଚ୍ଚାରେ। ଏହା ବ୍ୟତୀତ ରଣବୀର ଏବଂ ଆଲିଆଙ୍କୁ ବହୁ ପ୍ରତୀକ୍ଷିତ ଫିଲ୍ମ ‘ବ୍ରହ୍ମାସ୍ତ୍ର’ରେ ଏକାଠି ଦେଖିବାକୁ ମିଳିବ। ଏହି ଫିଲ୍ମର ପ୍ରଥମ ଲୁକ୍‌ ରିଲିଜ ହୋଇଛି, ଯାହାକୁ ବହୁତ ପସନ୍ଦ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଖୁବ୍‌ଶୀଘ୍ର ଆସୁଛି ‘କୌନ୍‌ ବନେଗା କରୋଡ଼ପତି’, ଜାଣନ୍ତୁ କେମିତି କରିବେ ରେଜିଷ୍ଟ୍ରେଶନ

ମୁମ୍ବାଇ: ବିଗ୍‌ ବି’ ଅମିତାଭ ବଚ୍ଚନଙ୍କ କୁଇଜ୍‌ ଶୋ’ କୌନ୍‌ ବନେଗା କରୋଡ଼ପତି’ (କେବିସି) ସବୁବେଳେ ଚର୍ଚ୍ଚାରେ ରହିଥାଏ। ବର୍ତ୍ତମାନ ଏହି ଶୋ’ର ପରବର୍ତ୍ତୀ ସିଜନ୍‌ ...

ଅଲଗା ହେଲା ବାଟ, ପ୍ରେମିକଙ୍କଠାରୁ ଅଲଗା ହେଲେ ଶ୍ରୁତି ହାସନ!

ବମ୍ବେ: ବ୍ୟକ୍ତିଗତ ଜୀବନକୁ ନେଇ ଚର୍ଚ୍ଚାରେ ସାଉଥ୍‌ ସୁପରଷ୍ଟାର କମଲ ହାସନଙ୍କ ଝିଅ ତଥା ଅଭିନେତ୍ରୀ ଶ୍ରୁତି ହାସନ। ଦୀର୍ଘଦିନ ଧରି ସେ ଶାନ୍ତନୁ ହଜାରିକାଙ୍କୁ...

ପୁଣି ପ୍ରେମରେ ପଡ଼ିଛନ୍ତି କୋଙ୍କଣା? ପୂର୍ବ ସ୍ବାମୀ କରିଦେଲେ ବଡ଼ ଖୁଲାସା

ବମ୍ବେ: ପୁଣି ପ୍ରେମରେ ପଡ଼ିଛନ୍ତି ଅଭିନେତ୍ରୀ କୋଙ୍କଣା ସେନ୍‌ ଶର୍ମା। କିଛି ଦିନ ଧରି ତାଙ୍କର ଲଭ୍‌ ଲାଇଫକୁ ନେଇ ଚର୍ଚ୍ଚା ହେଉଥିଲା। ହେଲେ ସେ...

ଅଭିନେତ୍ରୀ ତମନ୍ନା ଭାଟିଆଙ୍କୁ ସମନ

ବମ୍ବେ,୨୫।୪: ଅଡ଼ୁଆରେ ଫସିଛନ୍ତି ବଲିଉଡ ଅଭିନେତ୍ରୀ ତମନ୍ନା ଭାଟିଆ। ଅଭିନେତା ସଞ୍ଜୟ ଦତ୍ତଙ୍କ ପରେ ବର୍ତ୍ତମାନ ତମନ୍ନା ଭାଟିଆଙ୍କ ନାମ ମଧ୍ୟ ବେଆଇନ ଆଇପିଏଲ୍‌ ମ୍ୟାଚ୍‌...

ହେମାମାଳିନୀଙ୍କୁ ନିର୍ବାଚନ ଲଢ଼ିବାକୁ ମନା କରିଥିଲେ ଧର୍ମେନ୍ଦ୍ର

ମୁମ୍ବାଇ: ଅଭିନେତ୍ରୀ ହେମାମାଳିନୀ ବର୍ତ୍ତମାନ ରାଜନୀତିରେ ସକ୍ରିୟ ରହିଛନ୍ତି। ମଥୁରାରୁ ୨ ଥର ଲୋକ ସଭା ସଦସ୍ୟ ଭାବେ ନିର୍ବାଚିତ ହୋଇଥିବା ହେମାମାଳିନୀ ଚଳିତ ଥର...

ସେଲ୍ସ ଗର୍ଲ ହେଲେ ଶ୍ରଦ୍ଧା

ମୁମ୍ବାଇ: ବଲିଉଡ୍‌ର ପ୍ରତିଭାବାନ୍‌ ଅଭିନେତ୍ରୀ ଶ୍ରଦ୍ଧା କପୁର ସୋସିଆଲ ମିଡିଆରେ ସବୁବେଳେ ଚର୍ଚ୍ଚାରେ ରହିଥାନ୍ତି। ସେ ନିଜ ଇନ୍‌ଷ୍ଟାଗ୍ରାମରେ ଏକ ଭିଡିଓ ପୋଷ୍ଟ କରିଛନ୍ତି, ଯାହାକୁ...

କ୍ୟାନ୍‌ସରରେ ଆଖି ବୁଜିଲେ ଫେଶନ ଇନ୍‌ଫ୍ଲୁଏନ୍ସର ସୁରଭି ଜୈନ

ନୂଆଦିଲ୍ଲୀ,୨୧ା୪: ଲୋକପ୍ରିୟ ଫେଶନ ଇନ୍‌ଫ୍ଲୁଏନ୍ସର ସୁରଭି ଜୈନଙ୍କର ୩୦ ବର୍ଷ ବୟସରେ ମୃତ୍ୟୁ ଘଟିଛି। ସେ ଦୀର୍ଘଦିନ ହେଲା କ୍ୟାନ୍‌ସରରେ ପୀଡ଼ିତ ଥିଲେ। ଇନ୍‌ଷ୍ଟାଗ୍ରାମରେ ତାଙ୍କର...

ହିନ୍ଦୀ ନ କହିବାରୁ କନ୍ନଡ଼ ଅଭିନେତ୍ରୀଙ୍କୁ ଆକ୍ରମଣ

ବେଙ୍ଗାଲୁରୁ, ୨୦।୪: କନ୍ନଡ଼ ଅଭିନେତ୍ରୀ ହର୍ଷିକା ପୁନାଚାଙ୍କୁ ୨ ଦିନ ତଳେ କେତେଜଣ ଦୁର୍ବୃତ୍ତ ଆକ୍ରମଣ କରିଥିବା ଶୁକ୍ରବାର ସେ ନିଜ ଫେସବୁକରେ ପୋଷ୍ଟ କରି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri