ରଣବୀର ଡିବିଏଲ୍‌ର ବ୍ରାଣ୍ଡ୍‌ ଆମ୍ବାସାଡର

ଭୁବନେଶ୍ୱର,୨୦।୨: ଦେଶର ପ୍ରମୁଖ ଘରୋଇ ସଂସ୍ଥା ତଥା ଡାଲମିଆ ଗ୍ରୁପର ଅଗ୍ରଣୀ କମ୍ପାନୀ ଡାଲମିଆ ଭାରତ ଲିମିଟେଡ (ଡିବିଏଲ୍‌) ପକ୍ଷରୁ ବଲିଉଡ ଅଭିନେତା ରଣବୀର ସିଂଙ୍କୁ ବ୍ରାଣ୍ଡ୍‌ର ବ୍ରାଣ୍ଡ୍‌ ଆମ୍ବାସାଡର ଭାବେ ନିଯୁକ୍ତ/ଘୋଷଣା କରାଯାଇଛି। ବିଶେଷକରି କମ୍ପାନୀର ନୂଆ ଆଭିମୁଖ୍ୟ ରୁଫ୍‌ କଲମ ଫାଉଣ୍ଡେଶନ (ଆରସିଏଫ୍‌)ର ଗୁଣବତ୍ତା ସହିତ ନୂତନ ଉତ୍ପାଦ ଓ ଆଭିମୁଖ୍ୟକୁ ରଣବୀର ଗ୍ରାହକଙ୍କ ନିକଟରେ ପହଞ୍ଚାଇବା ପାଇଁ ଟିଭିସି ଜରିଆରେ ବ୍ରାଣ୍ଡ୍‌ର ପ୍ରଚାର ପ୍ରସାର କରିବେ। ସେହିଭଳି କମ୍ପାନୀ ନୂତନ ଅଭିଯାନ ‘ଆର୍‌ସିଏଫ ଷ୍ଟ୍ରଙ୍ଗ ତ ଘର ଷ୍ଟ୍ରଙ୍ଗ’ ଗ୍ରାହକଙ୍କ ଚାହିଦା ଓ ବଜାର ଆବଶ୍ୟକତାକୁ ମଧ୍ୟ ପୂରଣ କରିବ ବୋଲି ଆକଳନ କରାଯାଉଛି। ଏ ସମ୍ପର୍କରେ ଡବିଏଲ୍‌ର ଏମ୍‌ଡି ତଥା ସିଇଓ ପୁନିତ ଡାଲମିଆ କହିଛନ୍ତି, ରଣବୀର ସିଂଙ୍କ ସହ ସହଭାଗିତା କରି ଆମେ ବେଶ୍‌ ଉତ୍ସାହିତ ଅଛୁ। ଏପରିକି ଆମ ପରିବାରକୁ ତାଙ୍କୁ ସ୍ବାଗତ କରି ଆନନ୍ଦିତ ଥିଲାବେଳେ ଦୀର୍ଘ ଦଶନ୍ଧି ଧରି ଆମେ ଉଭୟ ହିତାଧିକାରୀ ଓ ଚ୍ୟାନେଲ ପାର୍ଟନରଙ୍କ ସହ ଆଗକୁ ବଢୁଛୁ।


Enter your email to get our daily news in your inbox.

All Right Reserved By Dharitri.Com

ଉତ୍କଳ ଗୌରବ ମଧୁସୂଦନ ଦାସ ଉଚ୍ଚ ବିଦ୍ୟାଳୟରେ ଫରଫର ଉଡ଼ିଲା ତ୍ରିରଙ୍ଗା, ଦେଶପ୍ରେମୀଙ୍କ ବଳିଦାନ ପାଇଁ ଆଜି…

ଦାରିଙ୍ଗବାଡ଼ି,୧୫ା୮(ଅରୁଣ ସାହୁ): ଦେଶ ଆଜି ପାଳୁଛି ୮୦ତମ ସ୍ବାଧୀନତା ଦିବସ। ଏଥିପାଇଁ ପଲ୍ଲୀଠାରୁ ଦିଲ୍ଲୀ ପର୍ଯ୍ୟନ୍ତ ଉତ୍ସବ ମୁଖର ହୋଇପଡ଼ିଛି। ଏହି ପ୍ରରିପ୍ରେକ୍ଷୀରେ କନ୍ଧମାଳ ଜିଲା ଦାରିଙ୍ଗବାଡ଼ି…

ଯୁବଗୋଷ୍ଠୀ ହିଁ ଆମ ରାଷ୍ଟ୍ରର ମହାନ ଶକ୍ତି: ଉପମୁଖ୍ୟମନ୍ତ୍ରୀ

ସୁନ୍ଦରଗଡ,୧୫।୮(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ ଜିଲା ସଦରମହଟୁମାରେ ୮୦ତମ ସ୍ବାଧୀନତା ଦିବସ ସମାରୋହ ହର୍ଷଉଲ୍ଲାସ ମଧ୍ୟରେ ପାଳିତ ହୋଇଯାଇଛି। ସୁନ୍ଦରଗଡ ସରକାରୀ ମହାବିଦ୍ୟାଳୟ ସମ୍ମୁଖ ଯାତରା ପଡିଆଠାରେ…

ବିଭିନ୍ନ ସ୍ଥାନରେ ସ୍ବାଧୀନତା ଦିବସ ପାଳିତ: କୃତୀ ପ୍ରତିଯୋଗୀ ପୁରସ୍କୃତ

ଭଞ୍ଜନଗର, ୧୫।୮(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ଜେଲ ପଡ଼ିଆରେ ଶନିବାର ଉପଖଣ୍ଡସ୍ତରୀୟ ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ଭଞ୍ଜନଗର ଉପଜିଲାପାଳ ଉମାଶଙ୍କର ବେହେରା…

ହର୍ମୁଜରେ ୟୁଏଇର ୨ ଟ୍ୟାଙ୍କର ଉପରେ ଆକ୍ରମଣ

ଦୁବାଇ, ୧୫।୮: ହର୍ମୁଜ ପ୍ରଣାଳୀ ଦେଇ ଯାଉଥିବା ୟୁଏଇର ଦୁଇଟି ତେଲ ଟ୍ୟାଙ୍କର ଉପରେ ଡ୍ରୋନ ଆକ୍ରମଣ ହୋଇଛି। ଏହି ଆକ୍ରମଣ ପାଇଁ ସଂଯୁକ୍ତ ଆରବ ଏମିରେଟ୍ସ…

ଲାଲକିଲ୍ଲାରେ ସମ୍ବୋଧନ ପରେ ପିଲାମାନଙ୍କ ଗହଣରେ ନିଜକୁ ହଜାଇ ଦେଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୧୫।୮: ଦେଶ ଆଜି ତା’ର 80ତମ ସ୍ବାଧୀନତା ଦିବସ ପାଳନ କରୁଛି। ପ୍ରଧାନମନ୍ତ୍ରୀ ମୋଦି ଲାଲକିଲ୍ଲାରୁ ଲଗାତାର 13ତମ ଥର ପାଇଁ ତ୍ରିରଙ୍ଗା ଉତ୍ତୋଳନ କରିଛନ୍ତି। ଲାଲକିଲ୍ଲାର…

Video: ଇଣ୍ଡୋନେସିଆରେ ଭୂକମ୍ପର ଶକ୍ତ ଝଟକା, ସୁନାମି ଆଲର୍ଟ

ଜାକର୍ତ୍ତା,୧୫।୮: ଶନିବାର ସକାଳେ ଇଣ୍ଡୋନେସିଆର ପୂର୍ବ ଭାଗରେ ଏକ ଶକ୍ତିଶାଳୀ ଭୂମିକମ୍ପ ହୋଇଥିଲା। ଫ୍ଲୋରେସ ଦ୍ୱୀପ ନିକଟରେ ୭.୭ ତୀବ୍ରତାର ଭୂମିକମ୍ପ ଲୋକଙ୍କ ମଧ୍ୟରେ ଆତଙ୍କ ସୃଷ୍ଟି…

ସରକାରୀ ପୋଲ ପୋତି ଦେବାରୁ ରାସ୍ତାରେ ଜମୁଛି ପାଣି: ବିପଦ ଆଶଙ୍କା

କେସିଙ୍ଗା, ୧୫/୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲ୍ଲା କେସିଙ୍ଗା ବ୍ଲକ ତାଲଭଅଁରା ସାହାଜପାଟି ଗ୍ରାମ ନିକଟ ପ୍ରଧାନମନ୍ତ୍ରୀ ଗ୍ରାମ୍ୟ ସଡ଼କରେ ଥିବା ସରକାରୀ ପୋଲକୁ ମାଟି ପକାଇ…

ପତାକା ଉତ୍ତୋଳନ ପାଇଁ ଲୁହା ପାଇପ୍‌ ଆଣୁଥିଲେ ଶିକ୍ଷକ, ବାଜିଲା ବିଦ୍ୟୁତ ତାର: ଆଉ ତା’ପରେ ଘଟିଲା…

ସିମୁଳିଆ, ୧୫।୮(ସନ୍ତୋଷ କୁମାର ନାୟକ): ବାଲେଶ୍ୱର ଜିଲା ସିମୁଳିଆ ବ୍ଲକ ମଇତାପୁର ଅଞ୍ଚଳରେ ପ୍ରତିଷ୍ଠିତ ରୟାଲ ହାଇସ୍କୁଲ ଓ ରୟାଲ ପବ୍ଲିକ ସ୍କୁଲ ନାମକ ଏକ ଘରୋଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri