ରୋମାଣ୍ଟିକ କମେଡି ଫିଲ୍ମରେ ନଜର ଆସିବେ ଶ୍ରଦ୍ଧା

ମୁମ୍ବାଇ: ‘ପ୍ୟାର କା ପଞ୍ଚନାମା’, ‘ସୋନୁ କେ ଟିଟୁକି ସ୍ୱିଟି’ ଭଳି ରୋମାଣ୍ଟିକ ଓ କମେଡି ଫିଲ୍ମ ନିର୍ଦ୍ଦେଶନା ଦେଉଥିବା ନିର୍ଦ୍ଦେଶକ ଲଭ ରଞ୍ଜନଙ୍କ ଆଗାମୀ ଫିଲ୍ମକୁ ଦର୍ଶକେ ବଡ ଉତ୍ସୁକତାର ସହ ଅପେକ୍ଷା ରଖିଛନ୍ତି । କାରଣ ଏହି ଫିଲ୍ମରେ ପ୍ରଥମଥର ଲାଗି ଶ୍ରଦ୍ଧା କପୁର ଓ ରଣବୀର କପୁରଙ୍କ ଯୋଡିକୁ ଦେଖିବାକୁ ମିଳିବ । ଏବେ ଏହି ଫିଲ୍ମର ରିଲିଜ୍ ଡେଟ୍ ସାମ୍ନାକୁ ଆସିଛି । ଦ ମଚ ଆୱେଟେଡ ଫିଲ୍ମ ୧୮ ମାଚ୍ଚ ୨୦୨୨ରେ ହୋଲିରେ ରିଲିଜ ହେବ ବୋଳି ଜଣାପଡିଛି । ସୋସିଆଲ ମିଡିଆରେ ଏହି ଖବର ଦିଆଯାଇଛି । ରଣବୀର ଓ ଶ୍ରଦ୍ଧା କପୁରଙ୍କ ଷ୍ଟାରର ଏହି ଫିଲ୍ମରେ ବୋନି କପୁର ଓ ଡିମ୍ପଲ କାପାଡିଆ ବି ଗୁରୁତ୍ୱପୂର୍ଣ୍ଣ ଭୂମିକାରେ ନଜର ଆସିବେ । ଏହି ଅନଟାଇଟଲ୍ଡ ରୋମାଣ୍ଟିକ କମ୍ କମେଡି ଫିଲ୍ମର ଶୁଟିଂ ଜାନୁୟାରୀରୁ ଦିଲ୍ଲୀରେ ଆରମ୍ଭ ହୋଇଯାଇଛି । ତେବେ ଏହାର ରିଲିଜ୍ ଡେଟ୍ ଘୋଷଣା ହେବା ପରେ ପ୍ରଶଂସକମାନେ ରଣବୀର-ଶ୍ରଦ୍ଧା ରୋମାଣ୍ଟିକ ଯୋଡିଙ୍କୁ ଦେଖିବାକୁ ଖୁବ୍ ଉତ୍ସାହ ପ୍ରକାଶ କରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରମିଳାଙ୍କ ଘରେ ହଠାତ୍‌ ପହଞ୍ଚିଲେ ଯାଜପୁର ନେତା, ଉପସ୍ଥିତ ଅଛନ୍ତି ଏମାନେ ସବୁ…

ଭୁବନେଶ୍ୱର,୭।୪: ପ୍ରମିଳାଙ୍କ ସରକାରୀ ବାସଭବନରେ ଯାଜପୁର ନେତାଙ୍କ ମେଳିକୁ ନେଇ ରାଜନୀତିରେ ହଇଚଇ। ଭଦ୍ରକ ମଣ୍ଡଳ ଦମ୍ପତିଙ୍କୁ ସସପେଣ୍ଡ ପରେ ଯାଜପୁର ସଂଗଠନକୁ ନେଇ ବୈଠକ ଚାଲିଥିବା…

ଏମିତି ଖେଳ ଖେଳିଲା ଇରାନ, ପବନରେ ଉଡ଼ିଯିବ ଟ୍ରମ୍ପଙ୍କ ମଙ୍ଗଳବାର ବାଲା ଧମକ

ତେହରାନ,୭।୪: ସମ୍ଭାବ୍ୟ ଆମେରିକୀୟ ଆକ୍ରମଣ ବିରୁଦ୍ଧରେ ଇରାନ ତାର ଶକ୍ତି କେନ୍ଦ୍ରଗୁଡ଼ିକୁ ସୁରକ୍ଷିତ ରଖିବା ପାଇଁ ଏକ ନୂତନ ରଣନୀତି ପ୍ରସ୍ତୁତ କରିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ…

ଗୋରୁ ବ୍ୟବସାୟୀଙ୍କ ଘରେ ଚଢାଉ: ଲକ୍ଷ ଲକ୍ଷ ଟଙ୍କା ସହ ଅଳଙ୍କାର ଜବତ

ଖଇରା,୭।୪(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ବର ଜିଲା ବାହାନଗା ଅଞ୍ଚଳର ଜଣେ ଗୋରକ୍ଷକ କୃପାସିନ୍ଧୁ ବେହେରା ଗୋରୁ ବ୍ୟବସାୟୀଙ୍କ ଆକ୍ରମଣରେ ମୃତ୍ୟୁବରଣ କରିବା ପରେ ବାଲେଶ୍ବର ଏସପିଙ୍କ ଆକ୍ସନ ମୋଡ୍‌…

ମଧ୍ୟପ୍ରାଚ୍ୟ ସଙ୍କଟ ମଧ୍ୟରେ କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି : ୫ କିଲୋଗ୍ରାମ ସିଲିଣ୍ଡରର ଯୋଗାଣକୁ କଲେ ଦ୍ୱିଗୁଣିତ

ନୂଆଦିଲ୍ଲୀ,୭।୪: ମଧ୍ୟପ୍ରାଚ୍ୟରେ ଯୁଦ୍ଧ ହେବାର ଏକ ମାସରୁ ଅଧିକ ସମୟ ବିତିଗଲାଣି। ଏହାର ପ୍ରଭାବ ଏସୀୟ ଦେଶଗୁଡ଼ିକରେ ଏଲପିଜି ଏବଂ ପେଟ୍ରୋଲ-ଡିଜେଲର ଯୋଗାଣ ଉପରେ ଦେଖାଯାଉଛି। ତଥାପି,…

ଗୋ’ ମାଫିଆଙ୍କ ଘରେ ରେଡ୍‌: ମିଳିଲା ପୁଳାପୁଳା ଟଙ୍କା-ସୁନା, ମାରଣାସ୍ତ୍ର

ଭଦ୍ରକ, ୭।୪(ସନାତନ ରାଉତ): ପୂର୍ବାଞ୍ଚଳ ଡିଆଇଜିଙ୍କ ନିଦ୍ଦେର୍ର୍ଶକ୍ରମେ ବାଲେଶ୍ୱର, ଭଦ୍ରକ ଓ ମୟୁରଭଞ୍ଜ ଜିଲାରେ ପୋଲିସ ପକ୍ଷରୁ ଗୋ’ ମାଫିଆଙ୍କ ଘରେ ରେଡ କରାଯାଇଛି l ଭଦ୍ରକର…

ନିର୍ବାଚନ ପୂର୍ବରୁ କଂଗ୍ରେସକୁ ବଡ଼ ଝଟକା, ନୂଆ ଦଳ ଗଠନ କଲେ ସିଦ୍ଧୁ! ଦଳରୁ ଅଲଗା ହେବା ପରେ…

ଚଣ୍ଡିଗଡ଼,୭।୪: ୨୦୨୭ ପଞ୍ଜାବ ବିଧାନସଭା ନିର୍ବାଚନ ପୂର୍ବରୁ, ରାଜ୍ୟର ରାଜନୈତିକ ଦୃଶ୍ୟପଟରେ ଏକ ଗୁରୁତ୍ୱପୂର୍ଣ୍ଣ ଘଟଣା ଘଟିଛି। ନବଜୋତ ସିଂହ ସିଦ୍ଧୁଙ୍କ ପତ୍ନୀ ଡକ୍ଟର ନବଜୋତ କୌର…

ମୋରଡାରୁ ପଶ୍ଚିମବଙ୍ଗ ହେଉଥିଲା ଗୋ ଚାଲାଣ, ୧୩ ଗୋରୁ ଜବତ କଲା ପୋଲିସ

ମୋରଡା,୭/୪(ସ୍ମାରକ ମାଜୀ)- ମୟୂରଭଞ୍ଜ ଜିଲା ମୋରଡା ଥାନା ଅଞ୍ଚଳରେ ବେଆଇନ ଭାବେ ଗୋ ଚାଲାଣ ବୃଦ୍ଧି ପାଉଥିବାର ଦେଖାଯାଇଛି । ଅନେକ ସ୍ଥାନରେ ପୋଲିସର ଚଢ଼ାଉ ଜାରି…

୨୦ହଜାର କୋଟି କ୍ଷତି, ଝୁଲୁଛି AI 171 ତଦନ୍ତର ଖଣ୍ଡା , ଏୟାର ଇଣ୍ଡିଆ ଛାଡିଲେ ସିଇଓ କ୍ୟାମ୍ପବେଲ ୱିଲସନ

ନୂଆଦିଲ୍ଲୀ,୭।୪: ଟାଟା ଗ୍ରୁପର ମାଲିକାନାରେ ଥିବା ଏୟାରଲାଇନ୍ସ ଏୟାର ଇଣ୍ଡିଆରେ ଏକ ବଡ଼ ପରିବର୍ତ୍ତନ ଆସିଛି। ଏୟାରଲାଇନ୍ସର ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ (ସିଇଓ), କ୍ୟାମ୍ପବେଲ ୱିଲସନ ତାଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri