ସାଇକେଲ ଧରି ମୁମ୍ବାଇ ରାସ୍ତାରେ ବୁଲୁଛନ୍ତି ଏହି ଅଭିନେତା

ପ୍ରତିଦିନ ସୋସିଆଲ ମିଡିଆରେ ଅନେକ ଭିଡିଓ ଭାଇରାଲ ହେଉଛି। ବର୍ତ୍ତମାନ ବଲିଉଡ ଅଭିନେତା ରଣବୀର କପୁର ନିଜ ସାଙ୍ଗମାନଙ୍କ ସହ ମୁମ୍ବାଇ ରାସ୍ତାରେ ସାଇକେଲ ଚଳାଉଥିବା ଭିଡିଓ ଭାଇରାଲ ହୋଇଛି। ଭିଡିଓରେ ରଣବୀର ଧୂସର ଏବଂ କଳା ଟ୍ରାକସୁଟ ପିନ୍ଧି ସାଇକେଲିଂ କରୁଥିବା ନଜର ଆସିଛନ୍ତି। ସେହିପରି କପଡା ମାସ୍କରେ ସେ ମୁହଁ ଘୋଡାଇଥିବା ମଧ୍ୟ ଦେଖିବାକୁ ମିଳିଛି। ଏହି ଭିଡିଓକୁ ଅନେକ ଲୋକ ଲାଇକ କରିଥିବାବେଳେ ଅନେକ ଭିନ୍ନ ମତ ଦେଇଛନ୍ତି।

Share