‘ପିକେ-୨’ରେ ନଜର ଆସିବେ ରଣବିର

ବମ୍ବେ: ୨୦୧୪ରେ ରିଲିଜ୍‌ ହୋଇଥିଲା ଫିଲ୍ମ ‘ପିକେ’। ଏଥିରେ ଅଭିନେତା ଆମିର ଖାନ୍‌ ଏବଂ ଅଭିନେତ୍ରୀ ଅନୁଷ୍କା ଶର୍ମାଙ୍କ ଅଭିନୟକୁ ବେଶ୍‌ ପସନ୍ଦ କରାଯାଇଥିଲା। ଫିଲ୍ମଟି ସେତେବେଳେ ସୁପରହିଟ୍‌ ହେବା ସହ କାହାଣୀକୁ ନେଇ ଚର୍ଚ୍ଚାର କେନ୍ଦ୍ରବିନ୍ଦୁ ପାଲଟିଥିଲା। ଫିଲ୍ମର ଅନ୍ତିମ ଦୃଶ୍ୟରେ ଆମିରଙ୍କ ସହ ରଣବିର କପୁର ନଜର ଆସିଥିଲେ। ଏହାପରେ ଫିଲ୍ମର ଦ୍ୱିତୀୟ ଭାଗ ଆସିପାରେ ବୋଲି କୁହାଯାଉଥିଲା। ଏବେ ତାହା ସତ ହେବାକୁ ଯାଉଛି। ପ୍ରଯୋଜକ ବିଧୁ ବିନୋଦ ଚୋପ୍ରା ନିକଟରେ ଫିଲ୍ମର ଦ୍ୱିତୀୟ ଭାଗ ହେବାକୁ ଯାଉଥିବା ନେଇ ସୂଚନା ଦେଇଛନ୍ତି। ଏଥିରେ ରଣବିର ନଜର ଆସିବେ।

ଏହି ଫିଲ୍ମ ବ୍ୟତିତ ରଣବିର କରିବାକୁ ଥିବା ଚଳଚ୍ଚିତ୍ର ତାଲିକା ବହୁତ ଲମ୍ବା। ପ୍ରେମିକା ଆଲିଆ ଭଟ୍ଟଙ୍କ ସହ ସେ ବ୍ରହ୍ମାସ୍ତ୍ରରେ ଅଭିନୟ କରିଛନ୍ତି। ସେହିଭଳି ଶ୍ରଦ୍ଧା କପୁରଙ୍କ ସହ ‘ଲଭ୍‌ ରଞ୍ଜନ’ରେ ସେ କାମ କରିବେ। ଆସନ୍ତା ବର୍ଷ ହୋଲିରେ ଏହା ପରଦାକୁ ଆସିବ। ଏନେଇ ନିକଟରେ ଅଭିନେତ୍ରୀ ଶ୍ରଦ୍ଧା ନିଜର ସୋସିଆଲ ପୃଷ୍ଠାରେ ପ୍ରଶଂସକଙ୍କୁ ଜଣାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ତାରାତାରିଣୀ ମନ୍ଦିର ନିକଟ ହୋଟେଲରୁ ମିଳିଲା ଯୁବକଙ୍କ ମୃତଦେହ: ବଢୁଛି ସନ୍ଦେହ

ପୁରୁଷୋତ୍ତମପୁର,୧।୭ (ସବିତା ମିଶ୍ର) ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ତାରାତାରିଣୀ ମନ୍ଦିର ନିକଟରେ ଥିବା ଏକ ହୋଟେଲ ଲକ୍ଷ୍ମୀପ୍ରିୟା ନିକଟରୁ ବୁଧବାର ସକାଳେ ଯୁବକଙ୍କ ମୃତଦେହ…

ଧନୁଯାତ୍ରା ତୋରଣ ଭାଙ୍ଗିବା ଘଟଣା: ଚିଠିରେ ସୀମିତ ରହିଲା କାର୍ଯ୍ୟାନୁଷ୍ଠାନ, ମାରିଦେଲେ ପ୍ୟାଚ୍‌ଅପ୍‌

ବରଗଡ଼,୧।୭(ପ୍ରେମାନନ୍ଦ ଖମାରୀ):ବରଗଡ଼ ଥାନାଛକ ଆଗରେ ରହିଥିବା ଧନୁଯାତ୍ରା ତୋରଣ ଭାଙ୍ଗିବା ଘଟଣାକୁ ମାସେ ବିତିଯାଇଛି। ହେଲେ ଏପର୍ଯ୍ୟନ୍ତ ଏହି ଘଟଣା ପାଇଁ ଦାୟୀ କୌଣସି ଅଧିକାରୀଙ୍କ ବିରୋଧରେ…

ପାକିସ୍ତାନରେ ପଶି ଏୟାରଷ୍ଟ୍ରାଇକ୍‌ କଲା ଆଫଗାନିସ୍ତାନ: ISIS ଆଡ୍ଡାକୁ ଟାର୍ଗେଟ୍‌

କାବୁଲ,୧।୭: ଆଫଗାନିସ୍ତାନ ଦାବି କରିଛି ଯେ ଏହାର ବାୟୁସେନା ପାକିସ୍ତାନ ଭିତରେ ଥିବା ISIS ଆଡ୍ଡା ଉପରେ ଏୟାରଷ୍ଟ୍ରାଇକ୍‌ କରିଛି। ଏହି ଆକ୍ରମଣଗୁଡ଼ିକ ବେଲୁଚିସ୍ତାନ ଏବଂ ଖାଇବର…

କାହିଁ ଆମର ସ୍ବାଭିମାନ

ବେଳେ ବେଳେ ମନେହୁଏ, ସ୍ବତନ୍ତ୍ର ଉତ୍କଳ ପ୍ରଦେଶ ଗଠନର ଏତେ ବର୍ଷ ପରେ ଆମେ ଓଡ଼ିଶାର ଅଧିବାସୀ ତଥା ଓଡ଼ିଆ ଭାଷାଭାଷୀମାନେ ସାମଗ୍ରିକ ଭାବରେ ଆମ ରାଜ୍ୟ…

ବଢ଼ୁଛି ସହରୀକରଣ: ୨୧୦୦ ସୁଦ୍ଧା ୩୮% ଲୋକ ବଡ଼ ସହରରେ କରିବେ ବାସ

ନୂଆଦିଲ୍ଲୀ,୧।୭ (ପିଟି):ସମୟର ତାଳେ ତାଳେ ସାରା ବିଶ୍ୱରେ ସହରୀକରଣ ବୃଦ୍ଧି ପାଇବାରେ ଲାଗିଛି। ଆଉ ଏହି ଧାରା ଜାରି ରହିଲେ ୨୧୦୦ ମସିହା ସୁଦ୍ଧା ୩୮% ଲୋକ…

ସାଧାରଣ ଜନତାଙ୍କୁ ବଡ଼ ଆଶ୍ୱସ୍ତି: କମିଲା ଗ୍ୟାସ୍‌ ଦର

ନୂଆଦିଲ୍ଲୀ,୧।୭: ଜୁଲାଇ ମାସ ଆରମ୍ଭରୁ ଗ୍ରାହକଙ୍କୁ ବଡ଼ ଆଶ୍ୱସ୍ତି। ମାର୍କେଟିଂ କମ୍ପାନୀଗୁଡ଼ିକ ୧୯ କିଲୋଗ୍ରାମ ବାଣିଜି୍ୟକ ଏଲପିଜି ସିଲିଣ୍ଡରର ମୂଲ୍ୟ ୧୮୩.୫୦ ହ୍ରାସ କରିଛନ୍ତି। ଏହି ନିଷ୍ପତ୍ତି…

ଇଂଲଣ୍ଡ ପହଞ୍ଚୁ ପହଞ୍ଚୁ ଟିମ୍‌ ଇଣ୍ଡିଆକୁ ବଡ଼ ଝଟ୍‌କା: ଦିନିକିଆ ସିରିଜରୁ ବାଦ୍‌ ପଡ଼ିବେ ଏହି ଷ୍ଟାର ଖେଳାଳି!

ନୂଆଦିଲ୍ଲୀ,୩୦।୬: ଆୟରଲ୍ୟାଣ୍ଡ ବିପକ୍ଷ ଟି-୨୦ ସିରିଜ୍ ହରାଇବା ପରେ ଭାରତୀୟ ଦଳ ଏବେ ଇଂଲଣ୍ଡରେ ପହଞ୍ଚି ସାରିଛି। ଜୁଲାଇ ୧ ତାରିଖରୁ ଭାରତ ଏବଂ ଇଂଲଣ୍ଡ ମଧ୍ୟରେ…

ବୈଭବ ସୂର୍ଯ୍ୟବଂଶୀଙ୍କୁ ପୁଣି ମିଳିବନି ସୁଯୋଗ? ଡେବ୍ୟୁକୁ ନେଇ ଏ କ’ଣ କହିଦେଲେ ଅଧିନାୟକ

ନୂଆଦିଲ୍ଲୀ,୩୦।୬: ଆୟରଲ୍ୟାଣ୍ଡ ବିପକ୍ଷ ଟି-୨୦ ସିରିଜ୍‌ରେ ଆଶ୍ଚର୍ଯ୍ୟଜନକ ପରାଜୟ ପରେ ଭାରତୀୟ ଦଳର ବ୍ୟାଟିଂ ଲାଇନ୍-ଅପ୍‌କୁ ନେଇ ଅନେକ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ବିଶେଷ କରି ଚମତ୍କାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri