ବ୍ରେକ୍ ନେଇ ପାରନ୍ତି ରଣବୀର

ମୁମ୍ବାଇ: ବଲିଉଡର କ୍ୟୁଟ କପୁଲ ଆଲିଆ ଭଟ୍ଟ ଓ ରଣବୀର କପୁର ନିକଟରେ ପ୍ୟାରେଣ୍ଟସ ହୋଇଛନ୍ତି । ତେବେ ମାତାପିତା ହେବା ପରେ ଏମାନଙ୍କ ଜୀବନଶୈଳି ସମ୍ପୂର୍ଣ୍ଣ ବଦଳି ଯାଇଥିବା ଏମାନେ କୁହନ୍ତି । ଉଭୟ ବଲିଉଡର ବିଜି କଳାକାର ହୋଇଥିଲେ ବି ନିଜ ଝିଅ ପାଇଁ ଏବେ ସମୟ ଦେବାକୁ ପ୍ରସ୍ତୁତ ଅଛନ୍ତି । ନିକଟରେ ଏକ ସାକ୍ଷାତକାରରେ ରଣବୀର କହିଛନ୍ତି ମୁଁ ୧୮୦-୨୦୦ ଦିନ କାମ କରୁଛି । ହେଲେ ଆଲିଆ ମୋଠାରୁ ଅଧିକ କାମ କରୁଛନ୍ତି । ତେଣୁ ସେ ଶୁଟିଂକୁ ଗଲେ ମୁଁ ଝିଅ ରାହାର ସମସ୍ତ ଯତ୍ନ ନେବି ବୋଲି ରଣବୀର କହିଛନ୍ତି । ଏମିତିକି ଆବଶ୍ୟକ ପଡିଲେ କିଛିଦିନ ପାଇଁ ସେ ବ୍ରେକ୍ ନେଇ ପାରନ୍ତି ବୋଲି ବି କହିଛନ୍ତି ।
ଆଲିଆ ବି ମାଆ ହେବା ପରେ ଏକ ସାକ୍ଷାତକାରରେ କହିଛନ୍ତି, ମଦରହୁଡ ମୋତେ ଖୁବ୍ କମ୍ ସମୟ ମଧ୍ୟରେ ପରିବର୍ତ୍ତନ କରିଦେଲା । ଏତେ କଷ୍ଟ ଭିତରେ ମୋ ଝିଅ ମାସକର ହୋଇଯାଇଥିଲେ ବି ମୋତେ ଏବେବି ଲାଗୁନି ମୋ ଉପରେ ଏତେ ଦାୟିତ୍ୱ ବଢି ଯାଇଛି । ହେଲେ ମାଆ ହେବା ପରେ ମୋର ନଜରରେ ବି ପରିବର୍ତ୍ତନ ଆସିଛି । ମୁଁ ସବୁକଥାକୁ ଭିନ୍ନ ଦୃଷ୍ଟିରେ ଦେଖୁଛି ।


Enter your email to get our daily news in your inbox.

All Right Reserved By Dharitri.Com

ଦୀପ ଜାଳି କ୍ୟାପ୍‌ଟେନଙ୍କ ଆରୋଗ୍ୟ କାମନା କଲେ ଛାତ୍ରୀଛାତ୍ର

ନିରାକାରପୁର,୪।୧୦ (ମାନସ ଚନ୍ଦ୍ର ପଟ୍ଟନାୟକ ): ଭାରତୀୟ ପାଇଲଟ୍‌ କ୍ୟାପ୍‌ଟେନ ସ୍ମିତ ମଚ୍ଛରଙ୍କ ଆରୋଗ୍ୟ କାମନା କରି କାଶୀପୁର ସରକାରୀ ପ୍ରାଥମିକ ବିଦ୍ୟାଳୟ ପରିସରରେ ଏକ କାର୍ଯ୍ୟକ୍ରମ…

ଘରେ ନ ଥିବା ବେଳେ କଳାକନା ବୁଲାଇଲେ ଟାଇଲ୍‌ ମିସ୍ତ୍ରୀ

ବଞ୍ଚୋ,୪।୧୦(ପ୍ରଦୋଷ ବିଶ୍ୱାଳ): ଘରେ କେହି ନ ଥିବାର ସୁଯୋଗ ନେଇ ତାଲା ଭାଙ୍ଗି ନଗଦ ଟଙ୍କା ସହ ସୁନା ଏବଂ ରୁପା ଅଳଙ୍କାର ଚୋରି ଘଟଣାରେ ଘସିପୁରା…

କେନ୍ଦୁଝରରେ ଧରିତ୍ରୀ ଖବରଦାତାଙ୍କୁ ଆକ୍ରମଣ, ଅଭିଯୁକ୍ତକୁ ବାନ୍ଧିଲା ପୋଲିସ

ହାଟଡିହୀ,୪।୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ରାମଚନ୍ଦ୍ରପୁର ଥାନା ଅଞ୍ଚଳରେ ଜଣେ ବରିଷ୍ଠ ଖବରଦାତାଙ୍କୁ ଆକ୍ରମଣ ହୋଇଥିବା ନେଇ ଅଭିଯୋଗ ହୋଇଛି । ଅଭିଯୋଗକୁ ଭିତ୍ତି…

ଆମ୍ବେଦକର ସେବା ସଂଘର ଶୋଭାଯାତ୍ରା, କର୍ମକର୍ତ୍ତା ଚୟନ

ଦିଗପହଣ୍ଡି,୪।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିଠାରେ ଅନୁସୂଚିତ ଜାତି ଓ ଜନଜାତି ବର୍ଗଙ୍କ ସାମ୍ବିଧାନିକ ମୌଳିକ ଅଧିକାର, ସାମାଜିକ ନ୍ୟାୟ, ଜମି ଅଧିକାର, ଶିକ୍ଷା ଓ…

ଜାଲରେ ଛନ୍ଦି ହୋଇଥିଲା ୮ ଫୁଟର ଅଜଗର, ଟାମଣା ଘାଟି ଜଙ୍ଗଲରେ….

ଛତ୍ରପୁର,୪ା୧୦(ଦିଲ୍ଲୀପ ସାମଲ /ଦ୍ଵାରିକା ପଟ୍ଟନାୟକ): ଛତ୍ରପୁର ବ୍ଲକ ଅନ୍ତର୍ଗତ ଅନ୍ତନ୍ତପୁର ଓ ସୀତାରାମପୁର ଦେଇ ଯାଇଥିବା ଏକ ନାଳରୁ ୮ ଫୁଟିଆ ଅଜଗର ସାପ ଉଦ୍ଧାର କରାଯାଇଛି…

ଏସିଆନ ଗେମ୍ସର ୨୦ତମ ସଂସ୍କରଣ ଉଦ୍‌ଯାପିତ

ନାଗୋୟା,୪ା୧୦: ଜାପାନର ପରମ୍ପରା ଓ ଆତିଥ୍ୟକୁ ପ୍ରଦର୍ଶିତ କରୁଥିବା ଲାଇଟ୍‌ ଓ ମ୍ୟୁଜିକାଲ ଶୋ’ ସହିତ ଏସିଆନ ଗେମ୍ସର ୨୦ତମ ସଂସ୍କରଣ ରବିବାର ଉଦ୍‌ଯାପିତ ହୋଇଯାଇଛି। ଦୁଇ…

ବୈଭବ ସୂର୍ଯ୍ୟବଂଶୀଙ୍କ ବଡ଼ ଗୁମର ଖୋଲିଲେ ଆୟର, ସମୟ ଆସିଲେ….

ନୂଆଦିଲ୍ଲୀ,୪।୧୦: ୱେଷ୍ଟଇଣ୍ଡିଜ୍ ବିପକ୍ଷ ଟି-୨୦ ସିରିଜ୍‌ ପୂର୍ବରୁ ଭାରତୀୟ ଟି-୨୦ ଦଳର ଅଧିନାୟକ ଶ୍ରେୟସ ଆୟର ଦଳର ଖେଳ ରଣନୀତି ଓ ଯୁବ ଖେଳାଳି ବୈଭବ ସୂର୍ଯ୍ୟବଂଶୀଙ୍କୁ…

ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼, ବୈଠକ ସାରି ବାହାରିଲା ବେଳେ …

ଭୁବନେଶ୍ବର,୪।୧୦: ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼ ହୋଇଛି । ବୈଠକ ସାରି ଫେରୁଥିବା ବେଳେ କିଛି ବ୍ୟକ୍ତି ତାଙ୍କ ଗାଡି ଉପରକୁ ଟେକା ଫିଙ୍ଗିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?