‘ଆନିମଲ’ ପାଇଁ ଫି’ କମାଇଲେ ରଣବୀର

ମୁମ୍ବାଇ: ଅଭିନେତା ରଣବୀର କପୁର ଅଭିନୀତ ‘ଆନିମଲ’ ଚଳିତ ବର୍ଷର ବହୁ ପ୍ରତୀକ୍ଷିତ ଚଳଚ୍ଚିତ୍ର ମଧ୍ୟରୁ ଅନ୍ୟତମ। ସନ୍ଦୀପ ରେଡ୍ଡୀ ବାଙ୍ଗାଙ୍କ ନିର୍ଦ୍ଦେଶିତ ଏହି ଚଳଚ୍ଚିତ୍ରରେ ଅଭିନେତାଙ୍କୁ ଏକ ଭିନ୍ନ ଚରିତ୍ରରେ ଦେଖିବାକୁ ମିଳିବ। ନିକଟରେ ରଣବୀରଙ୍କ ଜନ୍ମଦିନରେ ନିର୍ମାତା ଚଳଚ୍ଚିତ୍ରର ଟିଜର ରିଲିଜ କରିଥିଲେ, ଯାହାକୁ ଦର୍ଶକମାନେ ବହୁତ ପସନ୍ଦ କରିଥିଲେ। ଏହି ସମୟରେ ଅଭିନେତାଙ୍କ ବିଷୟରେ ଏକ ସୂଚନା ସାମ୍ନାକୁ ଆସିଛି। ରିପୋର୍ଟ ଅନୁଯାୟୀ ରଣବୀର ‘ଆନିମଲ’ ପାଇଁ କମ୍‌ ଟଙ୍କା ଚାର୍ଜ କରିଛନ୍ତି।

ଖବର ଅନୁଯାୟୀ, ରଣବୀର ଏକ ଫିଲ୍ମ ପାଇଁ ପ୍ରାୟ ୭୦କୋଟି ଟଙ୍କା ଚାର୍ଜ କରନ୍ତି, କିନ୍ତୁ ‘ଆନିମଲ’ ପାଇଁ ସେ ନିଜ ଫି’କୁ ୫୦ ପ୍ରତିଶତ ହ୍ରାସ କରିଛନ୍ତି। ପିଙ୍କଭିଲ୍ଲାର ରିପୋର୍ଟ ଅନୁଯାୟୀ, ନିର୍ମାତା ଭୂଷଣ କୁମାର ଏବଂ ପ୍ରଣୟ ରେଡ୍ଡୀ ବାଙ୍ଗାଙ୍କୁ ସମର୍ଥନ କରିବା ପାଇଁ ରଣବୀର ଏହା କରିଛନ୍ତି। ରଣବୀର କପୁର ‘ଆନିମଲ’ ପାଇଁ ୩୦-୩୫ କୋଟି ଟଙ୍କା ଚାର୍ଜ କରିଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

କୁଚେଇଯୋର ନିକଟରେ ଓଲଟିଲା ଫ୍ଲାଏ ଆସ୍ ବୋଝେଇ ହାଇୱା: କ୍ୟାବିନ୍‌ରେ ଚାପି ହୋଇ ଡ୍ରାଇଭରଙ୍କ ମୃତ୍ୟୁ, ଯାତାୟାତ ଠପ୍

ଲାଞ୍ଜିଗଡ଼,୧୯।୬(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଭବାନୀପାଟଣାରୁ ବିଶାଖାପାଟଣାକୁ ସଂଯୋଗ କରୁଥିବା ୬ ନମ୍ବର ଜାତୀୟ ରାଜପଥର କୁଚେଇଯୋର (ଡେଙ୍ଗେନ୍)…

ଚାମେଲିଙ୍କ ଭାଇଙ୍କୁ ବି ମିଳିଲା ଜାମିନ

କେନ୍ଦ୍ରାପଡ଼ା/ମହାକାଳପଡା, ୧୬।୬ (ଜଗନ୍ନାଥ ଧଳ/ପ୍ରତାପ ଚନ୍ଦ୍ର ସ୍ୱାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ କାର୍ଯ୍ୟାଳୟ ପରିସରରେ ଘଟିଥିବା ଗଣ୍ଡଗୋଳ ଘଟଣାରେ ଗିରଫ ହୋଇଥିବା ତିଖିରି ସରପଞ୍ଚ ଚାମେଲି…

ଗିରିଜାଶଙ୍କରଙ୍କ ବିବାହ ସମ୍ପନ୍ନ

ପାଟଣା,୧୯ା୬(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ୍‌ ତୁରୁମୁଙ୍ଗା ଗିରିଜାଶଙ୍କର ମନ୍ଦିର ପରିସରରେ ଗୁରୁବାର ରାତିରେ ଦେବ ଦମ୍ପତ୍ତିଙ୍କ ବିବାହ (ଶିବ ବିବାହ ଓ ଶୀତଳଷଷ୍ଠୀ) ଉତ୍ସବ…

ସୁନ୍ଦର ସ୍ବାସ୍ଥ୍ୟ ପ୍ରତିଯୋଗିତା ଜାତୀୟ ସ୍ତରରେ କୃତିତ୍ୱ ହାସଲ କଲେ ଶିବ

ଛତ୍ରପୁର,୧୯ା୬(ଦିଲୀପ ସାମଲ): ଜାତୀୟ ସ୍ତରରେ ଆୟୋଜିତ ସୁନ୍ଦର ସ୍ବାସ୍ଥ୍ୟ ପ୍ରତିଯୋଗିତାରେ ଚମକିଛନ୍ତି ଓଡ଼ିଆ ଯୁବକ। ସେ ହେଲେ ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଆଲିଆବାଦ ଗ୍ରାମର ଶିବ…

ବନ୍ଦ ହୋଇଯିବ ବରଗଡ଼ ସିମେଣ୍ଟ କାରଖାନା: ଅଗଷ୍ଟ ୧୯ରୁ ସମ୍ପୂର୍ଣ୍ଣ ବନ୍ଦ କରି ଦେବାକୁ ନିଷ୍ପତ୍ତି…

ବରଗଡ଼,୧୯।୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ଉପକଣ୍ଠ ବରଡ଼ୋଲସ୍ଥିତ ଏସିସି ଲିମିଟେଡ୍‌ ପରିଚାଳିତ ବରଗଡ଼ ସିମେଣ୍ଟ କାରଖାନା ବନ୍ଦ ହୋଇଯିବ। ଆସନ୍ତା ଅଗଷ୍ଟ ୧୯ରୁ ଏହାକୁ ସମ୍ପୂର୍ଣ୍ଣଭାବେ ବନ୍ଦ…

ଜମି ବିବାଦରୁ ବାପପୁଅଙ୍କୁ ମରଣାନ୍ତକ ଆକ୍ରମଣ, ୪ ଗିରଫ

ପାରଳାଖେମୁଣ୍ଡି,୧୯ା୬(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ଗୋଷାଣି ବ୍ଲକ ଅନ୍ତର୍ଗତ ସାରିଆପଲ୍ଲୀ ଗ୍ରାମରେ ଜମିଜମା ବିବାଦକୁ କେନ୍ଦ୍ରକରି ଗୁରୁବାର ରାତିରେ ଗ୍ରାମର ଗୋଟିଏ ପରିବାରର ବାପପୁଅଙ୍କ ଉପରେ ମରଣାନ୍ତକ…

ଜଗନ୍ନାଥପୁର ପଞ୍ଚାୟତକୁ ଆଇଏସ୍‌ଓ ୯୦୦୧:୨୦୧୫ ମାନ୍ୟତା

ଲାଞ୍ଜିଗଡ଼,୧୯ା୬(ରମେଶ ଚନ୍ଦ୍ର ନାୟକ): ଲାଞ୍ଜିଗଡ଼ ବ୍ଲକର ଜଗନ୍ନାଥପୁର ଗ୍ରାମପଞ୍ଚାୟତ ରାଜ୍ୟ ସରକାରଙ୍କ ଦ୍ୱାରା ଆଇଏସ୍‌ଓ ୯୦୦୧ : ୨୦୧୫ ମାନ୍ୟତା ସହିତ ପ୍ରମାଣପତ୍ର ପ୍ରାପ୍ତ କରିଛି। ଏହି…

ରୟାଲ୍ ଏନଫିଲ୍ଡର ପ୍ରଥମ ଇଲେକ୍ଟ୍ରିକ୍ ବାଇକ୍ ‘Flying Flea C6’ ଲଞ୍ଚ୍: ଜାଣନ୍ତୁ ଦମଦାର୍ ଫିଚର୍ସ-ମୂଲ୍ୟ

ନୂଆଦିଲ୍ଲୀ,୧୯।୬: ଭାରତୀୟ ବାଇକ୍ ନିର୍ମାତା କମ୍ପାନୀ ରୟାଲ୍ ଏନଫିଲ୍ଡର ନୂଆ ଇଲେକ୍ଟ୍ରିକ୍ ବ୍ରାଣ୍ଡ୍ ‘Flying Flea’ ଏହାର ପ୍ରଥମ ଇଲେକ୍ଟ୍ରିକ୍ ମୋଟରସାଇକେଲ୍ Flying Flea C6 ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri