ବିବାହ ପରେ କାମକୁ ଫେରିଲେ ରଣବୀର

ବିବାହ ପରେ ପୁଣି ଥରେ କାମକୁ ଫେରିଛନ୍ତି ଅଭିନେତା ରଣବୀର କପୁର। ନିକଟରେ ତାଙ୍କୁ ଟି-ସିରିଜ ଅଫିସ୍‌ ବାହାରେ ଦେଖିବାକୁ ମିଳିଥିଲା। ସେ ଏକ ଧଳା ରଙ୍ଗର ଟି-ସାର୍ଟ ଏବଂ ବେଜି ରଙ୍ଗର ପ୍ୟାଣ୍ଟରେ ନଜର ଆସିଥିଲେ।
ଏପ୍ରିଲ ୧୪ରେ ରଣବୀର ଏବଂ ଆଲିଆଙ୍କର ଧୁମ୍‌ଧାମ୍‌ରେ ବିବାହ ହୋଇଯାଇଛି। ୫ ବର୍ଷର ପ୍ରେମ ସମ୍ପର୍କକୁ ଦୁହେଁ ଅଫିସିଆଲ କରିଛନ୍ତି। ମୁମ୍ବାଇ ସ୍ଥିତ ବାସ୍ତୁ ଆପାର୍ଟମେଣ୍ଟରେ ଦୁହିଁଙ୍କ ବିବାହ ଅନୁଷ୍ଠିତ ହୋଇଥିଲା। ତାଙ୍କ ବିବାହରେ ପରିବାର ସଦସ୍ୟ ସହ ବି-ଟାଉନର ଅନେକ ସେଲିବ୍ରିଟି ମଧ୍ୟ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗୁରୁଙ୍କ ନକ୍ଷତ୍ରରେ ମଙ୍ଗଳଙ୍କ ଏଣ୍ଟ୍ରି, ୫ ରାଶିଙ୍କ ଲାଗିଲା ଲଟେରୀ! ବଢିବ ଧନ-ସମ୍ପତ୍ତି…

ଦ୍ରିକ ପଞ୍ଚାଙ୍ଗ ଅନୁସାରେ, ମଙ୍ଗଳ ଗ୍ରହ ବୃହସ୍ପତି (ଦେବଗୁରୁ ବୃହସ୍ପତି)ଙ୍କ ଦ୍ୱାରା ଶାସିତ ପୁନର୍ୱାସୁ ନକ୍ଷତ୍ରରେ ୨ ସେପ୍ଟେମ୍ୱର, ୨୦୨୬ ରେ ପ୍ରବେଶ କରିବାକୁ ଯାଉଛି। ମଙ୍ଗଳ…

ରାହୁଙ୍କ ନକ୍ଷତ୍ରରେ ମଙ୍ଗଳଙ୍କ ଉଗ୍ର ଚାଲ! ୨ ସେପ୍ଟେମ୍ବର ପର୍ଯ୍ୟନ୍ତ ଏହି ୫ଟି ରାଶି ଉପରେ ବଡ଼ ସଙ୍କଟ

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହମାନଙ୍କର ସେନାପତି ମଙ୍ଗଳ ଏବଂ ଛାୟା ଗ୍ରହ ରାହୁଙ୍କ ସମ୍ବନ୍ଧକୁ ଅତ୍ୟନ୍ତ ଉଗ୍ର ଓ ସମ୍ବେଦନଶୀଳ ମାନାଯାଏ। ପରାକ୍ରମ, ଉର୍ଜା ଏବଂ କ୍ରୋଧର କାରକ…

ସୁଭଦ୍ରା ଟଙ୍କା ଆସିବା ଆଗରୁ ମୋଦିଙ୍କୁ ଭେଟିଲେ ପ୍ରଭାତୀ ପରିଡ଼ା, ହୋଇପାରେ ବଡ଼ ଘୋଷଣା!

ଭୁବନେଶ୍ୱର,୨୫।୮: ବଡ଼ ଖବର । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା । ଏ ନେଇ ସୋସିଆଲ ମିଡିଆରେ ପୋଷ୍ଟ କରି ସୂଚନା ଦେଇଛନ୍ତି…

ସୂର୍ଯ୍ୟ-କେତୁ ଆଣିବେ ବଡ଼ ସଙ୍କଟ! ଆଗାମୀ ୨୬ ଦିନ ୩ ରାଶି ପାଇଁ ବଢିବ ଅଯଥା ଟେନସନ୍, ହୋଇଯାଆନ୍ତୁ ସାବଧାନ…

ଜ୍ୟୋତିଷ ଶାସ୍ତ୍ରରେ, ସୂର୍ଯ୍ୟ ଦେବତାଙ୍କୁ ଆତ୍ମା, ପିତା, ସମ୍ମାନ ଏବଂ ନେତୃତ୍ୱର କାରକ ଭାବରେ ବିବେଚନା କରାଯାଏ । ସମାନକ୍ରମରେ ପାପି କେତୁଙ୍କୁ ଏକ ଛାୟା ଗ୍ରହ…

କିରିକୁଟିରେ ‘ଆମ ଗାଁ ଆମ ତହସିଲ: ଅଭିଯୋଗ ଶୁଣିଲେ

ଦାରିଙ୍ଗବାଡ଼ି, ୨୫।୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ତହସିଲ ଅଧୀନ କିରିକୁଟି ପଞ୍ଚାୟତ କାର୍ଯ୍ୟାଳୟ ପରିସରରେ ମଙ୍ଗଳବାର ‘ଆମ ଗାଁ ଆମ ତହସିଲ’ ଶିବିର ଅନୁଷ୍ଠିତ…

ଟ୍ରେନରେ ଆସୁଛି ୮୦୦ଟନ୍‌ ପିଆଜ, କିଲୋ ପ୍ରତି ଏତେ କମିଯିବ ପିଆଜ ଦର?

ନୂଆଦିଲ୍ଲୀ,୨୫।୮: ଏହି ଦିନଗୁଡ଼ିକରେ ପିଆଜ ଦର ଆକାଶଛୁଆଁ ହେଉଛି। ପିଆଜ କିଣିବା ଦାମ୍‌ରେ ହାରାହାରି ୫୯ ପ୍ରତିଶତରୁ ଅଧିକ ବୃଦ୍ଧି ରେକର୍ଡ କରାଯାଇଛି। ଏଭଳି ପରିସ୍ଥିତିରେ କେନ୍ଦ୍ର…

ତୃତୀୟ ଦିନରେ ଶ୍ରୀଲଙ୍କାର ଲଢ଼ୁଆ ବ୍ୟାଟିଂ, ଭାରତର ନିୟନ୍ତ୍ରଣରେ ଦ୍ୱିତୀୟ ଟେଷ୍ଟ

କଲମ୍ବୋ,୨୫ା୮: ଶ୍ରୀଲଙ୍କା ବିପକ୍ଷରେ ଚାଲିଥିବା ଦ୍ୱିତୀୟ ଟେଷ୍ଟ ତୃତୀୟ ଦିନ ଶେଷ ସୁଦ୍ଧା ଭାରତ ନିୟନ୍ତ୍ରଣରେ ରହିଛି। ପ୍ରଥମ ଇନିଂସ୍‌ରେ ଭାରତ ୫୦୩/୯ ସ୍କୋର କରିଥିବା ବେଳେ…

ଦାରିଙ୍ଗବାଡ଼ି ମିଳିତ ମଞ୍ଚ ଗଠନ, କର୍ମକର୍ତ୍ତା ଚୟନ: ବ୍ରାହ୍ମଣୀଗାଁରେ ବ୍ଲକ୍ କାର୍ଯ୍ୟାଳୟ ସ୍ଥାପନ ଦାବି

ଦାରିଙ୍ଗବାଡ଼ି, ୨୫।୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ୍ ପାଳକ ସଂଘର କମ୍ୟୁନିଟି ହଲ୍‌ରେ ମଙ୍ଗଳବାର ଦାରିଙ୍ଗବାଡ଼ି ମିଳିତ ମଞ୍ଚ ଗଠନ ଓ କର୍ମକର୍ତ୍ତା ଚୟନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri