ରୋମାଣ୍ଟିକ ହେଲେ ରଣବୀର-ବାଣୀ

ମୁମ୍ବାଇ: ବଲିଉଡ ନାୟକ ରଣବୀର କପୁର ଓ ନାୟିକା ବାଣୀ କପୁରଙ୍କୁ ଖୂବଶୀଘ୍ର ମୁଭି ‘ଶମଶେରା’ରେ ଦେଖିବାକୁ ମିଳବ । ଗୁରୁବାର ଏହାର ଦ୍ୱିତୀୟ ଗୀତ ରିଲିଜ ହୋଇଛି । ଏହି ଗୀତର ବୋଲ ରହିଛି ‘ଫିତୁର’ । ଏହି ଗୀତଟି ୟଶ ରାଜ ବ୍ୟାନର୍ସରେ ପ୍ରସ୍ତୁତ କରାଯାଇଥିବା ବେଳେ ଏହି ଗୀତର ଭିଡଓ ୟଶରାଜ ଫିଲ୍ମସ ତା’ର ଅଫିସିୟାଲ ୟୁଟ୍ୟୁବ ଚ୍ୟାନେଲରେ ଶେୟାର କରିଛି । ଏହା ପୂର୍ବରୁ ଗୀତ ଜି ହୁଜୁର ରିଲିଜ୍ କରାଯାଇଥିଲା । ଏହାକୁ ଦର୍ଶକେ ଖୁବ୍ ପସନ୍ଦ କରିଥିଲେ । ଏବେ ‘ଫିତୁର’କୁ ବି ରଣବୀର ଓ ବାଣୀଙ୍କ ପ୍ରଶଂସକ ଖୁବ୍ ପସନ୍ଦ କରୁଛନ୍ତି । ଏହାର କାରଣ ହେଲା ଏଥିରେ ଉଭୟ ଖୁବ୍ ରୋମାଣ୍ଟିକ ଅବତାରରେ ନଜର ଆସିଛନ୍ତି । ଆଉ ଏହି ଗୀତର ବୋଲ ଦୁହିଁଙ୍କ କେମେଷ୍ଟ୍ରିକୁ ଖାପ୍ ଖାଉଛି । ଏଥିରେ ଏମାନଙ୍କ କ୍ୟାରେକ୍ଟରର ପ୍ରେମ କାହାଣୀକୁ ଦର୍ଶାଯାଇଛି । ଫିତୁର ମରୁଭୂମିର ଖୁବ୍ ସୁନ୍ଦର ଲୋକେଶନରେ ଶୁଟିଂ କରାଯାଇଛି । ଏହି ଗୀତରେ ନାୟକ-ନାୟିକାଙ୍କ ରୋମାଣ୍ଟିକ ଅବତାର ଇଣ୍ଟରନେଟର ପାରାକୁ ବଢାଇ ଦେଇଛି । ଏଥିରେ ଏତେ ରୋମାଣ୍ଟିକ୍ ସିନସ୍ ରହିଛି ଯେ ଦର୍ଶକେ ପଲକ ପକାଇ ପାରୁ ନାହାନ୍ତି । ଏଥିରେ ଅରିଜିତ ସିଂହ ଓ ନୀତି ମୋହନ କଣ୍ଠଦାନ କରିଛନ୍ତି ।
‘ଶମଶେରା’ ଏକ ପିରିୟଡିକ ଡ୍ରାମା ଫିଲ୍ମ ହୋଇଥିବା ବେଳେ ଏଥିରେ ଆକ୍ସନ, ରୋମାନ୍ସ ଓ ଡ୍ରାମା ଭରପୁର ହୋଇ ରହିଛି । ଏଥିରେ ବାଣୀ କପୁର ଓ ରଣବୀର କପୁରଙ୍କ ବ୍ୟତୀତ ସଞ୍ଜୟ ଦତ୍ତ ମୁଖ୍ୟ ଭୂମିକାରେ ନଜର ଆସିବେ ।


Enter your email to get our daily news in your inbox.

All Right Reserved By Dharitri.Com

ଗୁଜରାଟକୁ ହରାଇ ରାଜସ୍ଥାନର ଦ୍ୱିତୀୟ ବିଜୟ

ଅହମଦାବାଦ,୪ା୪: ଯଶସ୍ୱି ଜୟସ୍ୱାଲ ଓ ଧ୍ରୁବ ଜୁରେଲଙ୍କ ଅର୍ଦ୍ଧଶତକ ପରେ ରବି ବିଷ୍ଣୋଇଙ୍କ ୪ ଉଇକେଟ ସଫଳତା ଯୋଗୁ ରାଜସ୍ଥାନ ରୟାଲ୍ସ ୬ ରନରେ ଗୁଜରାଟ ଟାଇଟନ୍ସକୁ…

ମୁମ୍ୱାଇକୁ ହରାଇଲା ଦିଲ୍ଲୀ

ନୂଆଦିଲ୍ଲୀ,୪ା୪: ସମୀର ରିଜ୍‌ଭୀଙ୍କ ବିସ୍ଫୋରକ ବ୍ୟାଟିଂ ବଳରେ ଦିଲ୍ଲୀ କ୍ୟାପିଟାଲ୍ସ (ଡିସି) ଶନିବାର ଅପରାହ୍ନରେ ଖେଳାଯାଇଥିବା ଆଇପିଏଲ୍‌ ମ୍ୟାଚ୍‌ରେ ମୁମ୍ୱାଇ ଇଣ୍ଡିଆନ୍ସ (ଏମ୍‌ଆଇ)କୁ ୬ ଉଇକେଟରେ ପରାସ୍ତ…

ୟୁକ୍ରେନ୍‌ ଉପରେ ରୁଷିଆର ଡ୍ରୋନ୍‌ ଆକ୍ରମଣ, ପୁଣି ବଢ଼ାଇଲା ଚିନ୍ତା…

କିଭ୍‌,୪ା୪: ୟୁକ୍ରେନ୍‌ର ନିକୋପୋଲ୍‌ ସହର ଅନ୍ତର୍ଗତ ଏକ ବଜାର ଉପରେ ଶନିବାର ରୁଷିଆ ଡ୍ରୋନ୍‌ ମାଡ଼ କରିବାରୁ ଅନୂ୍ୟନ ୫ ଜଣଙ୍କ ମୃତ୍ୟୁ ଘଟିବା ସହ ୧୯ଜଣ…

ଉତ୍ସବରେ ଯୋଗଦେଇ ଘରକୁ ଫେରୁଥିଲେ ପରିବାର ଲୋକେ: ରାସ୍ତାପାର୍ଶ୍ୱ କୂଅରେ ଖସିପଡ଼ିଲା କାର୍‌, ଆଉ ତା’ପରେ…

ନାଶିକ୍‌,୪ା୪: ମହାରାଷ୍ଟ୍ରର ନାଶିକ ଜିଲାରେ ଖୋଲା କୂଅକୁ ଏକ କାର୍‌ ଖସିପଡ଼ିବାରୁ ଗୋଟିଏ ପରିବାରର ୯ ସଦସ୍ୟଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ମଧ୍ୟରେ ୬ଜଣ ପିଲା ଥିବା…

ଶ୍ରେୟଶଙ୍କୁ ୨୪ ଲକ୍ଷ ଟଙ୍କା ଜରିମାନା

ଚେନ୍ନାଇ, ୪ା୪: ସ୍ଥାନୀୟ ଏମ୍‌.ଏ. ଚିଦାମ୍ୱରମ ଷ୍ଟାଡିୟମରେ ଚେନ୍ନାଇ ସୁପର କିଙ୍ଗ୍ସ ବିପକ୍ଷ ଆଇପିଏଲ୍‌ ମ୍ୟାଚରେ ଏକ ସ୍ଲୋ-ଓଭର ରେଟ୍‌ ପାଇଁ ପଞ୍ଜାବ କିଙ୍ଗ୍ସ ଅଧିନାୟକ ଶ୍ରେୟସ…

ସିଏସ୍‌କେ ପରାଜୟର କାରଣ କହିଲେ ଗାଭାସ୍କର

ଚେନ୍ନାଇ,୪ା୪: ଭାରତର କିମ୍ୱଦନ୍ତୀ କ୍ରିକେଟର ସୁନୀଲ ଗାଭାସ୍କରଙ୍କ ମତରେ ୫ ଥରର ଚାମ୍ପିୟନ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ) ପାଇଁ ସେମାନଙ୍କର ବୋଲିଂ ସବୁଠୁ ବଡ଼ ସମସ୍ୟା।…

ମହଙ୍ଗା ପଡ଼ିଲା କର୍ତ୍ତବ୍ୟରେ ଅବହେଳା: ବିଏଲ୍‌ଓ ନିଲମ୍ବିତ

ଗଜପତ/ମୋହନା,୪।୪(ଗିରିଧାରୀ ପରିଛା/ମନ୍ମଥ ମିଶ୍ର): ଗଜପତି ଜିଲା ୧୩୭-ପାରଳାଖେମୁଣ୍ଡି ବିଧାନସଭାର କାଶୀନଗର ବ୍ଲକ ଅନ୍ତର୍ଗତ ଭୋଟଗ୍ରହଣ କେନ୍ଦ୍ରର ବୁଥସ୍ତରୀୟ ଅଧିକାରୀ ଦାୟିତ୍ୱରେ ଥିବା ସହକାରୀ ଶିକ୍ଷକଙ୍କୁ ଜିଲା ନିର୍ବାଚନ…

ରେଷ୍ଟୁରାଣ୍ଟ-ଢାବା ମାଲିକଙ୍କ ପାଇଁ ନିର୍ଦ୍ଦେଶ: କେବଳ ଏମିତି କଲେ ମିଳିବ ବାଣିଜ୍ୟିକ ସିଲିଣ୍ଡର

ନୂଆଦିଲ୍ଲୀ,୪।୪: ଦିଲ୍ଲୀ ସରକାର ବାଣିଜ୍ୟିକ LPG ସିଲିଣ୍ଡର ଯୋଗାଣ ନିୟନ୍ତ୍ରଣ ନିୟମକୁ କଡ଼ାକଡ଼ି କରିଛନ୍ତି। ଏବେ, ଯେଉଁ ଅଞ୍ଚଳରେ ପାଇପ ଯୁକ୍ତ ପ୍ରାକୃତିକ ଗ୍ୟାସ (PNG) ନେଟୱାର୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri