ପାକିସ୍ତାନ ଅଭିନେତ୍ରୀଙ୍କ ସହ ସିଗାରେଟ୍‌ ଟାଣି ଚର୍ଚ୍ଚାକୁ ଆସିଥିଲେ ରଣବୀର

ମୁମ୍ବାଇ: ଦିନ କେଇଟାରେ ମିସେସ୍‌ କପୁର ହେବେ ଚୁଲ୍‌ବୁଲୀ ଆଲିଆ ଭଟ୍ଟ। ଏକଦା ଅନେକ ଯୁବତୀଙ୍କ ମନର ମଣିଷ ସାଜିଥିବା ରଣବୀର କପୁରଙ୍କ ହାତ ଧରିବେ ସେ। ଜଣେ ପ୍ରଶଂସିକା ସହ ନମ୍ବର ଓ୍ବାନ୍‌ ପ୍ରେମିକା ବୋଲି ତାଙ୍କୁ କୁହାଯାଏ। କାରଣ ସେ ରଣବୀରଙ୍କୁ ପାଗଳ ଭଳି ଭଲ ପାଆନ୍ତି। ପୂର୍ବରୁ ଅନେକ ବାର ରଣବୀର ପ୍ରେମରେ ପଡ଼ିଥିଲେ ହେଁ ତାଙ୍କୁ ସେସବୁର ଫରକ ପଡେ ନାହିଁ।

ଅନେକ ନାୟିକାଙ୍କ ସହ ରଣବୀରଙ୍କ ନାଁ ଯୋଡ଼ା ଯାଇଛି। ସେଥିରେ ଦୀପିକା ପାଦ୍ୟୁକୋନ, କଟ୍ରିନା କୈଫଙ୍କଠାରୁ ଆରମ୍ଭ କରି ପାକିସ୍ତାନର ଲୋକପ୍ରିୟ ଅଭିନେତ୍ରୀ ମାହିରା ଖାନ୍‌ ମଧ୍ୟ ଅଛନ୍ତି। କିଛି ବର୍ଷ ପୂର୍ବେ ରଣବୀର-ମାହିରାଙ୍କ ସମ୍ପର୍କ ବେଶ ଚର୍ଚ୍ଚାରେ ରହିଥିଲା। ଉଭୟଙ୍କର ଏକାଧିକ ଫଟୋ ଭାଇରାଲ ମଧ୍ୟ ହୋଇଥିଲା। ନ୍ୟୁୟର୍କରେ ରଣବୀର ମାହିରାଙ୍କ ସହ ସିଗାରେଟ୍‌ ଟାଣୁଥିବା ନଜର ଆସିଥିଲେ। ଏହାକୁ ନେଇ ଫଟୋ ଭାଇରାଲ ହେବା ପରେ ଡେଟିଂ ନେଇ ଅନେକ ଖବର ପ୍ରକାଶ ପାଇଥିଲା।

କୁହାଯାଏ କଟ୍ରିନାଙ୍କ ସହ ବ୍ରେକ୍‌ଅପ୍‌ ହେବା ପରେ ମାହିରାଙ୍କ ନିକଟତର ହୋଇଥିଲେ ରଣବୀର। ଅପରପକ୍ଷେ ମାହିରା ମଧ୍ୟ ସ୍ବାମୀ ଅଲି ଅସକରଙ୍କଠାରୁ ଅଲଗା ହେବା ପରେ ରଣବୀରଙ୍କ ସହ ମିଳାମିଶା କରୁଥିଲେ। ହେଲେ ହଠାତ ଆଲିଆ ରଣବୀରଙ୍କ ଜୀବନରେ ଏଣ୍ଟ୍ରି ମାରିଥିଲେ। ସେବେଠାରୁ ସେ ତାଙ୍କୁ ବହୁତ ସହଜରେ ନିଜର କରିନେଇଛନ୍ତି। ଏବେ ଉଭୟଙ୍କ କେମେଷ୍ଟ୍ରିକୁ ବେଶ ପସନ୍ଦ କରାଯାଉଛି। ଖୁବ୍‌ଶୀଘ୍ର ସେମାନେ ବିବାହ କରିବାକୁ ଯାଉଥିବାରୁ ପ୍ରଶଂସକ ବେଶ ଉତ୍ସାହିତ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରବଳ ଖରା ସହ କାଳବୈଶାଖୀ; ୧୫ ଯାଏ ସତର୍କ ରହିବାକୁ ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର, ୯ା୬(ବନ୍ଦନା ସେଠୀ)- ରାଜ୍ୟରେ ବର୍ଷା ଆରମ୍ଭ ହୋଇଥିଲେ ମଧ୍ୟ ଗରମ ଓ ଗୁଳୁଗୁଳି ଜାରି ରହିଛି। ମଙ୍ଗଳବାର ୭ଟି ସହରର ତାପମାତ୍ରା ୪୦ ଡିଗ୍ରୀ ଏବଂ…

ଜୋଡିମାଦିଲି ଘାଟିରେ ଭୟଙ୍କର ଦୁର୍ଘଟଣା: କାର୍‌କୁ ଧକ୍କା ଦେଇ ଗାତକୁ ଖସି ପଡିଲା ମକା ବୋଝେଇ ଟ୍ରକ୍, ଚାଲିଗଲା…

ପଟ୍ଟାଙ୍ଗି, ୯।୬ (ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ସୁଙ୍କି ଥାନା ଅଧୀନ ଜୋଡିମାଦିଲି ଘାଟିରେ ଏକ ଭୟାବହ ସଡ଼କ ଦୁର୍ଘଟଣା ଘଟିଯାଇଛି।…

ଓଡ଼ିଆ ଚଳଚ୍ଚିତ୍ର ‘ମେହେର ମୁଣ୍ଡା’କୁ କରମୁକ୍ତ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୯ା୬(ବନ୍ଦନା ସେଠୀ) – ସିନେ ନିର୍ଦ୍ଦେଶକ ନିକୁଞ୍ଜ ହୋତାଙ୍କ ଦ୍ୱାରା ନିର୍ଦ୍ଦେଶିତ ଓଡ଼ିଆ ଚଳଚ୍ଚିତ୍ର ‘ମେହେର ମୁଣ୍ଡା’କୁ କରମୁକ୍ତ ଘୋଷଣା କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ…

ହୋମଗାର୍ଡଙ୍କୁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଭେଟି: ବଢ଼ିଲା ଦୈନିକ ଭତ୍ତା, ଜାଣନ୍ତୁ ଏବେ ମିଳିବ କେତେ..?

ଭୁବନେଶ୍ୱର,୯।୬(ସୁନୀତ ମିଶ୍ର): ରାଜ୍ୟର ଗୃହରକ୍ଷୀ (Home Guards) ମାନଙ୍କ ପାଇଁ ଏକ ଖୁସି ଖବର ଆସିଛି। ଗୃହରକ୍ଷୀମାନଙ୍କର ଦୈନିକ ଭତ୍ତା ବୃଦ୍ଧି କରିବାକୁ ରାଜ୍ୟ ସରକାର ନିଷ୍ପତ୍ତି…

ପ୍ରଥମ ଥର ଘର କିଣିବାକୁ ଯାଉଛନ୍ତି କି? କରନ୍ତୁନି ଏଭଳି ଭୁଲ, ନଚେତ ବୁଡ଼ିଯିବ ସାରା ଜୀବନର କଷ୍ଟାର୍ଜିତ ସଞ୍ଚୟ!

ନୂଆଦିଲ୍ଲୀ,୯।୬: ନିଜର ଗୋଟିଏ ସୁନ୍ଦର ଘରଟିଏ ହେଉ ବୋଲି ପ୍ରତ୍ୟେକ ବ୍ୟକ୍ତିର ସ୍ବପ୍ନ ଥାଏ। କିନ୍ତୁ ପ୍ରଥମ ଥର ପାଇଁ ଘର କିଣୁଥିବା ଲୋକଙ୍କ ପାଇଁ ଏହି…

ଅସରପା ବି ଅଟନ୍ତି ବିୟରପ୍ରେମୀ, କାରଣ ଜାଣିଲେ ତାଜୁବ ହେବେ…

ଆଜିକାଲି ଇଣ୍ଟରନେଟ ଏବଂ ସୋସିଆଲ ମିଡିଆ ଦୁନିଆରେ କକ୍ରୋଚ (ଅସରପା) ନାମଟି ବେଶ୍‌ ଭାଇରାଲ ହେବାରେ ଲାଗିଛି। ସାଧାରଣତଃ ଏହି ଜୀବର ନାମ ଶୁଣିବା ମାତ୍ରେ ଲୋକଙ୍କ…

ଏମ୍‌କେସିଜି ଚିକିତ୍ସକଙ୍କୁ ସମ୍ବର୍ଦ୍ଧନା

ଦିଗପହଣ୍ଡି,୯।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ବ୍ରହ୍ମପୁର ଏମ୍‌କେସିଜି ମେଡିକାଲ କଲେଜର ସ୍ନାୟୁ ଶଲ୍ୟ ବିଭାଗ ମୁଖ୍ୟ ଚିକିତ୍ସକଙ୍କ ସମେତ ଅନ୍ୟସମସ୍ତ ଚିକିତ୍ସକଙ୍କୁ ଖେମୁଣ୍ଡି ଓକିଲ ସଂଘ…

କାଳବୈଶାଖୀ ତାଣ୍ଡବ: ଅନ୍ଧାରରେ ୪ଗାଁ

ଗଞ୍ଜାମ,୯।୬(ବିଦ୍ୟାଧର ସାହୁ): କାଳବୈଶାଖୀ ପ୍ରଭାବରେ ଝଡତୋଫାନ ଘଟି ଗଞ୍ଜାମ ବ୍ଲକ ପାଳିବନ୍ଧ ପଞ୍ଚାୟତର ବିଭିନ୍ନ ଗ୍ରାମରେ କ୍ଷୟକ୍ଷତି ହୋଇଥିବା ଅଭିଯୋଗ ହୋଇଛି। ଝଡ଼ତୋଫାନ ବର୍ଷା ଯୋଗୁ ଅଞ୍ଚଳର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri