‘ରାମାୟଣ’ ପାଇଁ ଆମିଷ-ମଦ ଛାଡୁଛନ୍ତି ରଣବୀର, ନେଉଛନ୍ତି ସ୍ପେଶାଲ ଟ୍ରେନିଂ

ମୁମ୍ବାଇ: ବଲିଉଡରେ ଏବେ ନୀତୀଶ ତିୱାରୀଙ୍କ ରାମାୟଣକୁ ନେଇ ଚର୍ଚ୍ଚା ଜୋରଶୋରରେ ଚାଲିଛି। ଫିଲ୍ମର ଷ୍ଟାର କାଷ୍ଟକୁ ନେଇ ଚର୍ଚ୍ଚା ଲାଗି ରହିଛି। ଫିଲରେ ରଣବୀର କପୁର ପ୍ରଭୁ ରାମଙ୍କ ଭୂମିକାରେ ନଜର ଆସିବେ। କିନ୍ତୁ ମାତା ସୀତାଙ୍କ ଠାରୁ ହନୁମାନ ପର୍ଯ୍ୟନ୍ତ ଷ୍ଟାର କାଷ୍ଟର ନାମ ଏପର୍ଯ୍ୟନ୍ତ ଜଣାପଡିନାହିଁ। ତେବେ ରାମଙ୍କ ଭୂମିକା ପାଇଁ ରଣବୀର କଠିନ ପରିଶ୍ରମ କରୁଥିବା ଜଣାପଡିଛି।

ସୂଚନା ଅନୁଯାୟୀ, ଅଭିନେତା ତାଙ୍କ ଚରିତ୍ର ଉପରେ କଠିନ ପରିଶ୍ରମ କରୁଛନ୍ତ। ଚରିତ୍ରକୁ କିପରି ଭଲ ଭାବରେ ନିଭାଇପାରିବେ ସେଥିପାଇଁ ସେ ପୁରା ଦମ୍‌ ଲଗାଇଦେଇଛନ୍ତି। ସୁଟିଂସେଟ୍‌କୁ ଯିବା ପୂର୍ବରୁ ରଣବୀର ନିଜକୁ ସବୁ ପ୍ରକାରରେ ପ୍ରସ୍ତୁତ କରୁଛନ୍ତି। ଏହାରି ଭିତରେ ଜଣାପଡିଛି କି, ରଣବୀର ରାମାୟଣ ପାଇଁ ଭଏସ ଓ ଡିକ୍ଟେଶନର ସ୍ବତନ୍ତ୍ର ତାଲିମ ନେଉଛନ୍ତି। ନୀତୀଶ ତିୱାରୀ ତାଙ୍କ ପାଇଁ ଏକ ସ୍ବତନ୍ତ୍ର ଡ଼ିକ୍ସେଶନ ଟ୍ରେନର ନିଯୁକ୍ତ କରିଛନ୍ତି। ଫଇଲ୍ମ ପାଇଁ ପୁରା କର୍ତ୍ତବ୍ୟନିଷ୍ଠ ଭାବେ ମଦ ଓ ଆମିଷ ଛାଡିଦେଇଛନ୍ତି। ଏଥିସହ ସେ ଫିଲ୍ମ ସ୍କ୍ରିପ୍ଟକୁ ଘଣ୍ଟା ଘଣ୍ଟା ପଢି ଭିଡିଓ ପ୍ରସ୍ତୁତ କରି ନୀତୀଶଙ୍କୁ ପଠାଉଛନ୍ତି। ରାମଙ୍କ ଚରିତ୍ରରେ ଅଭିନୟ କରିବା ପାଇଁ ରଣବୀରଙ୍କ ପୋଷାକକୁ ମଧ୍ୟ ବିଶେଷ ଗୁରୁତ୍ୱ ଦିଆଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

UPI AutoPay ମାଧ୍ୟମରେ SIP ଏବଂ Insurance ଭରୁଛନ୍ତି କି? ଜାଣନ୍ତୁ ୧୫ ଅକ୍ଟୋବରରୁ କ’ଣ ବଦଳିବ…

ନୂଆଦିଲ୍ଲୀ,୧୭।୯: ଯଦି ଆପଣ ପ୍ରତିମାସରେ Mutual Fund SIP, ଇନ୍ସୁରାନ୍ସ ପ୍ରିମିୟମ୍, OTT ସବସ୍କ୍ରିପସନ୍ କିମ୍ବା ବିଜୁଳି-ମୋବାଇଲ୍ ବିଲ୍ ପରିଶୋଧ ପାଇଁ UPI AutoPay ବ୍ୟବହାର କରୁଛନ୍ତି,…

ସ୍କୁଟିରେ ଗଞ୍ଜେଇ ଚାଲାଣ ବେଳେ ମାଡିବସିଲା ଅଡବା ପୋଲିସ, ବ୍ୟାଗରୁ ମିଳିଲା

ମୋହନା,୧୭।୯(ମନ୍ମଥ ମିଶ୍ର): ସ୍କୁଟିରେ ଚାଲାଣ ହେଉଥିଲା ୪୦ କେଜି ଗଞ୍ଜେଇ । ପୋଲିସ ଚେକିଂ ବେଳେ ଧରାପଡ଼ିଲା ଚାଲାଣକାରୀ । ଏଭଳି ଘଟଣା ଦେଖିବାକୁ ମିଳିଛି ଗଜପତି…

ଏବେଠୁ ସତର୍କ ରୁହନ୍ତୁ ୩ ରାଶି: ଡିସେମ୍ବର ଯାଏ କଲବଲ କରିବେ ରାହୁ-କେତୁ, ହାତରୁ ଯିବ ଚାକିରି! ସହିବେ ବଡ଼ କ୍ଷତି

ବୈଦିକ ଜ୍ୟୋତିଷରେ ରାହୁ ଓ କେତୁଙ୍କୁ ଛାୟା ଗ୍ରହ ଭାବେ ବିବେଚନା କରାଯାଏ। ଜ୍ୟୋତିଷୀୟ ମତ ଅନୁସାରେ ଏହି ଦୁଇ ଗ୍ରହଙ୍କ ପ୍ରଭାବରେ ଜୀବନରେ ହଠାତ୍‌ ଲାଭ,…

ସେମିକନ୍ ଇଣ୍ଡିଆରେ ବଡ଼ କଥା କହିଦେଲେ ମୋଦି, ଭାରତ ଉପରେ ସାରା ବିଶ୍ବର…

ନୂଆଦିଲ୍ଲୀ,୧୭।୯: ଭାରତର ସେମିକଣ୍ଡକ୍ଟର ଓ ଇଲେକ୍ଟ୍ରୋନିକ୍ସ କ୍ଷେତ୍ରକୁ ନୂଆ ଦିଗ ଦେବା ଲକ୍ଷ୍ୟରେ ଆୟୋଜିତ ‘ସେମିକନ୍ ଇଣ୍ଡିଆ ୨୦୨୬’ର ଉଦ୍‌ଘାଟନ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ।…

ପାରାଦୀପ ଚଳଚଞ୍ଚଳ: ଆଜିଠାରୁ ୨୩ ପର୍ଯ୍ୟନ୍ତ ପୂଜା ପାଇବେ ପ୍ରଭୁ ବିଶ୍ୱକର୍ମା

ପାରାଦୀପ,୧୭।୯(ଶରତ ରାଉତ): ପାରାଦୀପର ପ୍ରସିଦ୍ଧ ବିଶ୍ୱକର୍ମା ପୂଜା ମହୋତ୍ସବ ଗୁରୁବାରଠାରୁ ଆରମ୍ଭ ହେଉଛି। ଏହା ସେପ୍ଟେମ୍ବର ୨୩ ପର୍ଯ୍ୟନ୍ତ ଚାଲିବ। ଏଥିପାଇଁ ଆୟୋଜକମାନଙ୍କ ପ୍ରସ୍ତୁତି କାର୍ଯ୍ୟ ଚୂଡ଼ାନ୍ତ…

ଅଜବ ପ୍ରେମ…୧୯ ବର୍ଷୀୟ ଜ୍ୱାଇଁ ପ୍ରେମରେ ୫ ସନ୍ତାନର ମା’! ଝିଅର ସ୍ୱାମୀଙ୍କୁ ନେଇ ଶାଶୁ ଫେରାର

ଲକ୍ଷ୍ନୌ,୧୭।୯: ଉତ୍ତରପ୍ରଦେଶର ମୈନପୁରୀରୁ ଶାଶୁ-ଜ୍ବାଇଁଙ୍କ ସମ୍ପର୍କକୁ ନେଇ ଏକ ଅଜବ ଘଟଣା ସାମ୍ନାକୁ ଆସିଛି । ଅଭିଯୋଗ ଅନୁସାରେ, ଜଣେ ମହିଳା ନିଜ ଜ୍ବାଇଁଙ୍କ ସହ ଫେରାର…

ସ୍ବାମୀଙ୍କୁ ପିଟିଦେଲା ବାଇକ୍‌, ରକ୍ତାକ୍ତ ଅବସ୍ଥାରେ ରାସ୍ତା ଉପରେ ପଡ଼ିଥିବା ଖବର ଶୁଣି ସ୍ତ୍ରୀଙ୍କୁ ହେଲା…

କଲ୍ୟାଣସିଂହପୁର,୧୭ା୯(ଦୀପକ କୁମାର ପରିଡ଼ା): ଦ୍ରୁତଗତିରେ ଆସୁଥିବା ଏକ ବାଇକ୍‌ ଧକ୍କାରେ ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି। ଗୁରୁତର ଜଣକ ହେଲେ ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ବୁଡ଼ାଗୁଡ଼ା…

ଓରାଙ୍ଗ୍‌ଉଟାନଙ୍କ ସ୍ବାସ୍ଥ୍ୟକୁ ନେଇ ବଡ଼ ଅପଡେଟ୍; ୩ ରକ୍ତହୀନତାରେ ପୀଡ଼ିତ

ଭୁବନେଶ୍ୱର/ବାରଙ୍ଗ,୧୭।୯(ବନ୍ଦନା ସେଠୀ/ଲିଙ୍ଗରାଜ ରାଉତ): ଓଡ଼ିଶାରୁ ଉଦ୍ଧାର କରାଯାଇଥିବା ୫ଟି ଶାବକ ଓରାଙ୍ଗ୍‌ଉଟାନଙ୍କ ମଧ୍ୟରୁ ୩ ଜଣ ରକ୍ତହୀନତା (ଆନେମିଆ) ରୋଗରେ ପୀଡ଼ିତ ଥିବା ବୁଧବାର ନନ୍ଦନକାନନ ପ୍ରାଣୀଉଦ୍ୟାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?