ଡ୍ୟାନ୍ସ ନମ୍ବରରେ ଦର୍ଶକଙ୍କ ଦିଲ ଜିତିବେ ରଣବୀର

ମୁମ୍ବାଇ: ବଲିଉଡ ଅଭିନେତା ରଣବୀର କପୁରଙ୍କୁ କୋରିଓଗ୍ରାଫରରୁ ନର୍ଦ୍ଦେଶକ ହୋଇଥିବା ବୋସକୋ ଲେସଲି ମାର୍ଟିସଙ୍କ ନିର୍ଦ୍ଦେଶନାରେ ନିର୍ମାଣ କରାଯାଇଥିବା ପ୍ରଥମ ମୁଭି ‘ରକେଟ ଗ୍ୟାଙ୍ଗ’ରେ ଏକ ବିଶେଷ ଡ୍ୟାନ୍ସ ନମ୍ବରରେ ସାମିଲ କରାଯାଇଛି । ଏହାର ଟିଜର ସୋମବାର ରିଲିଜ୍ ହେବ । ରଣବୀର ଓ ବୋସ୍‌କୋ ଇମିତିଆଜ ଅଲିଙ୍କ ‘ତମାସା’ ଓ ’ରକଷ୍ଟାର\’ ସହ କିଛି ପ୍ରୋଜେକ୍ଟରେ ଏକାଠି କାମ କରିସାରିଛନ୍ତି ।
ସେଥିପାଇଁ ଅଭିନେତା ତାଙ୍କ ବନ୍ଧୁଙ୍କ ପ୍ରଶଂସା ପାଇଁ ଆଇଟମ ନମ୍ବରରେ ଆସିବାକୁ ସ୍ଥିର କରିନେଲେ । ଏହାକୁ ନେଇ ବୋସକୋ କହିଛନ୍ତି, ମୁଁ ରଣବୀରଙ୍କୁ ବିଶେଷ ଅତିଥି ଭାବେ ପାଇଥିବାରୁ ଖୁବ୍ ଖୁସି । ସେ ଜଣେ ଭଲ ଡ୍ୟାନ୍ସର ଓ ଅଭିନେତା । ମୁଁ ସମ୍ପୂର୍ଣ୍ଣ ଗୀତକୁ କୋରିଓଗ୍ରାଫ କରିଛି ଆଉ ବାସ୍ତବରେ ମୁଁ ଖୁସି ଅଛି ।
ସୂଚନା ଅନୁଯାୟୀ, ମୁଭି ‘ରକେଟ ଗ୍ୟାଙ୍ଗ’ ଏକ ଡ୍ୟାନ୍ସ ହରର-କମେଡି ଫିଲ୍ମ । ଏଥିରେ ନିକିତା ଦତ୍ତ ଓ ଲୋକପ୍ରିୟ ଡ୍ୟାନ୍ସ ରିୟଲିଟି ଶୋ’ର ବାଳ କଳାକାରଙ୍କ ସହ ଆଦିତ୍ୟ ସିଲ ମୁଖ୍ୟ ଭୂମିକାରେ ନଜର ଆସିବେ । ଏହା ୧୧ ନଭେମ୍ବରରେ ରିଲିଜ୍ ହେବ ।


Enter your email to get our daily news in your inbox.

All Right Reserved By Dharitri.Com

ବନ୍ୟାଜଳରେ ବୁଡ଼ିଲା କୁକୁଡ଼ା ଫାର୍ମ, ୩ ହଜାରରୁ ଅଧିକ କୁକୁଡ଼ା ମୃତ

ଗଞ୍ଜାମ, ୨୬/୯ (ଅନାଥ ତରାଇ/ଦିଲୀପ ସାମଲ): ଗଭୀର ଅବପାତ ପ୍ରଭାବରେ ଲଗାଣ ବର୍ଷା ଯୋଗୁଁ ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ଦାମୋଦରପୁର ଅଞ୍ଚଳରେ ଏକ କୁକୁଡ଼ା ଫାର୍ମରେ ପାଣି…

ବାଇକ୍‌-ବୋଲେରୋ ମୁହାଁମୁହିଁ ଧକ୍କା: ଯୁବକ ମୃତ

ବଲାଙ୍ଗିର, ୨୬।୯(ସୁନିଲ ମହାନ୍ତି ): ବଲାଙ୍ଗୀର-ସୋନପୁର ରାସ୍ତାର ମଳମୁଣ୍ଡା ନିକଟରେ ଶୁକ୍ରବାର ଏକ ବାଇକ୍‌ ଓ ବୋଲେରୋ ମଧ୍ୟରେ ଦୁର୍ଘଟଣା ଘଟି ଜଣେ ଯୁବ ବାଇକ୍‌ ଚାଳକଙ୍କ…

ପୂର୍ବାଞ୍ଚଳ ଜୁନିଅର ଆଥଲେଟିକ୍ସ ଚାମ୍ପିୟନଶିପ୍‌ : କଳାହାଣ୍ଡି ଝିଅ ରେଶମା ବେହେରା ଜିତିଲେ ସ୍ୱର୍ଣ୍ଣ ପଦକ

ଭବାନୀପାଟଣା, ୨୬।୯ (ଉତ୍ତମ କୁମାର ଦାଶ): ବିହାରର ପାଟନାଠାରେ ଗତ ୩ ଦିନ ଧରି ପୂର୍ବାଞ୍ଚଳ ଜୁନିଅର ଆଥଲେଟିକ୍ସ ଚାମ୍ପିୟନଶିପ୍‌ ଆୟୋଜିତ ହୋଇଥିଲା। ଏଥିରେ କଳାହାଣ୍ଡିର ଝିଅ…

ତାମ୍ପରା ହ୍ରଦର ଜଳସ୍ତର : ଆଉ ୪ ଫୁଟ ପାଣି ବଢ଼ିଲା, ଜଳନିଷ୍କାସନ ନ ହେଲେ ବଢ଼ିବ ସମସ୍ୟା

ଛତ୍ରପୁର, ୨୬।୯ (ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଛତ୍ରପୁର ପୌରପରିଷଦ ଉପକଣ୍ଠ ତାମ୍ପରା ହ୍ରଦ କୂଳରେ ଅବସ୍ଥିତ ବ୍ୟାଙ୍କ କଲୋନୀ ଅଞ୍ଚଳରେ ଜମି ରହିଥିବା ଜଳସ୍ତର ଶନିବାର ସକାଳୁ…

ମାଡ଼ି ଆସୁଛି ସମୁଦ୍ର: ଗର୍ଭରେ ଲୀନ ହେବାକୁ ବସିଲାଣି ଆଉ ଦୁଇ ମନ୍ଦିର

ଛତ୍ରପୁର, ୨୬।୯ (ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲ୍ଲା ଛତ୍ରପୁର ଉପକଣ୍ଠ ଆର୍ଯ୍ୟପଲ୍ଲୀ ସମୁଦ୍ରକୂଳରେ ଦିନକୁ ଦିନ ସମୁଦ୍ର ଅତିକ୍ରମଣ କରିବା ସହ ଉଚ୍ଚ ଜୁଆର ଢେଉ…

ଘରେ ତାଲା ଭାଙ୍ଗି ଗହଣା ଲୁଟ୍‌

ଡେରାବିଶ, ୨୬।୯ (ବାର୍ତ୍ତାଦାତା ଅଜୟ ଦାସ): ନିକିରେଇ ଥାନା ଅନ୍ତର୍ଗତ ଡେରାବିଶ ବ୍ଲକ ଛୋଟୀ ପଞ୍ଚାୟତର ଛୋଟୀ ଗ୍ରାମରେ ଗୃହକର୍ତ୍ତାଙ୍କ ଅନୁପସ୍ଥିତିର ସୁଯୋଗ ନେଇ ଶୁକ୍ରବାର ବିଳମ୍ବିତ…

ଆସନ୍ତା ଦୁର୍ଗା ପୂଜା ପାଇଁ ପ୍ରସ୍ତୁତି ଜୋର୍‌ଦାର: ମୂର୍ତ୍ତି ନିର୍ମାଣରେ ନିମଗ୍ନ କାରିଗର

ଦାରିଙ୍ଗବାଡ଼ି,୨୬ା୯(ଅରୁଣ ସାହୁ): ଆଗକୁ ପାର୍ବଣ ଋତୁ। ଏଥିପାଇଁ ଚାରିଆଡ଼େ ଚଳଚଞ୍ଚଳ। ଏହି ପ୍ରରିପ୍ରେକ୍ଷୀରେ କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ିଠାରେ ଏହି ପର୍ବ ପାଳନ ପାଇଁ ମା’…

ବ୍ୟାଟେରି ଚୋରି କରି ବନ୍ଧାହେଲେ ଦୁଇ ଅଭିଯୁକ୍ତ

ଛତ୍ରପୁର,୨୬ା୯(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ପୋଲିସ ଶନିବାର ଦୁଇ ଅଭିଯୁକ୍ତଙ୍କୁ ଗିରଫ କରିଛି। ସେମାନେ ହେଲେ ଚମାଖଣ୍ଡି ଥାନା ଅନ୍ତର୍ଗତ କଣମଣା ଗ୍ରାମର ଏସ.…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?