ଚର୍ଚ୍ଚାରେ ରଣବୀରଙ୍କ ଏୟାରପୋର୍ଟ ଲୁକ୍‌

ମୁମ୍ବାଇ: ବଲିଉଡ ଅଭିନେତା ରଣବୀର ସିଂହ ନିଜର ଷ୍ଟାଇଲିସ ଲୁକ୍‌କୁ ନେଇ ସେବୁବେଳେ ଚର୍ଚ୍ଚାରେ। ଏବେ ରଣବୀରଙ୍କ ନୂଆ ହେୟାର ଷ୍ଟାଇଲକୁ ନେଇ ବିଭିନ୍ନ ମେମେ ଶେୟାର ହେଉଛି। ନିକଟରେ ରଣବୀରଙ୍କୁ ରାମଚରଣ ଓ କିଆରା ଆଡଭାନୀଙ୍କ ଚଳଚିତ୍ରର ଉନ୍ମୋଚନ ସମୟରେ ଦେଖିବାକୁ ମିଳିଥିଲା। ସେ ଡବଲ ପନିଟେଲ କରି ସେଠାକୁ ଆସିଥିଲେ। ରଣବୀରଙ୍କ ସେହି ହେୟାର ଷ୍ଟାଇଲ କ୍ୟାମେରାରେ କଏଦ ହେବା ପରେ ତାହା ଏବେ ଭାଇରାଲ ହେବାରେ ଲାଗିଛି।


Enter your email to get our daily news in your inbox.

All Right Reserved By Dharitri.Com

ଏବେ ବି ଆଇସିୟୁରେ ଅଛନ୍ତି ସୁରସମ୍ରାଜ୍ଞୀ ଲତା ମଙ୍ଗେସ୍‌କର, ଆରୋଗ୍ୟ କାମନା କଲେ ପ୍ରଶଂସକ

ମୁମ୍ବାଇ: ଭାରତରତ୍ନ ତଥା ସୁରସମ୍ରାଜ୍ଞୀ ଲତା ମଙ୍ଗେସକର ଶ୍ୱାସ ପ୍ରଶ୍ୱାସ ନେବାରେ କଷ୍ଟ ଅନୁଭବ କରିବାରୁ ତାଙ୍କୁ ଆଇସିୟୁରେ ରଖାଯାଇଛି। ତାଙ୍କ ସ୍ବାସ୍ଥ୍ୟାବସ୍ଥା ଧୀରେ ଧୀରେ...

ରଣବୀରଙ୍କ ନାୟିକା ସାଜିବେ ଶାଳିନୀ

ବମ୍ବେ: ନିଜର ଆଗାମୀ ଚଳଚ୍ଚିତ୍ରରେ ଜଣେ ଦକ୍ଷିଣ ଭାରତୀୟ ହିରୋଇନ୍‌ଙ୍କ ସହ ରୋମାନ୍ସ କରିବେ ରଣବୀର ସିଂହ। ଫିଲ୍ମ ‘ଜୟେଶଭାଇ ଜୋରଦାର୍‌’ରେ ଅଭିନେତ୍ରୀ ଶାଳିନୀ ପାଣ୍ଡେଙ୍କ...

ଥରେ ନୁହେଁ ଦୁଇ ଦୁଇଥର ମୃତ୍ୟୁକୁ ଅତି ପାଖରୁ ଦେଖିଛନ୍ତି ବଲିଉଡ୍‌ର ଏହି ଲୋକପ୍ରିୟ ଅଭିନେତ୍ରୀ

ଅନେକ ଥର ଦେଖିଥିବେ ଫିଲ୍ମରେ, ଅଭିନେତ୍ରୀମାନେ ଗୁରୁତର ଦୁର୍ଘଟଣାର ଶିକାର ହୁଅନ୍ତି। କିନ୍ତୁ ସେମାନେ ମୃତ୍ୟୁ ମୁଖରୁ ବଞ୍ଚିକି ଆସିଥାନ୍ତି। ମାତ୍ର ଆପଣ କ’ଣ ଜାଣନ୍ତି...

ଘର ଭଡ଼ା ନେଲେ ସଲମାନ: ମାସକୁ ଗଣିବେ ଏତିକି ଟଙ୍କା

ବଲିଉଡର ଅଭିନେତା ସଲମାନ ଖାନ ତାଙ୍କ ପରିବାର ସହିତ ବାନ୍ଦ୍ରାସ୍ଥିତ ଲୋକପ୍ରିୟ ଗାଲାକ୍ସି ଆପାର୍ଟମେଣ୍ଟରେ ରୁହନ୍ତି। ଏହା ସହିତ ସେ ପାନଭେଲର ଫାର୍ମ ହାଉସରେ ମଧ୍ୟ...

ଜନ୍ମ ପୂର୍ବରୁ ନେହାଙ୍କୁ ମାରିଦେବାକୁ ଚାହୁଁଥିଲେ ମା’

ବଲିଉଡ୍‌ର ପ୍ରସିଦ୍ଧ ଗାୟିକା ନେହା କକ୍କର ଆଜି ୩୪ ବର୍ଷରେ ପଦାର୍ପଣ କରିଛନ୍ତି। ସଫଳତାର ଶିଖରରେ ପହଞ୍ଚିଥିବା ନେହାଙ୍କ ଜୀବନ ସଂଘର୍ଷରେ ପରିପୂର୍ଣ୍ଣ ଥିଲା। ଗୀତ...

ଗର୍ଲଫ୍ରେଣ୍ଡଙ୍କ ସହ ପ୍ୟାରିସରେ ଜନ୍ମଦିନ ପାଳିବେ ଅର୍ଜୁନ

ବଲିଉଡ ଅଭିନେତା ଅର୍ଜୁନ କପୁରଙ୍କ ଏଥର ଜନ୍ମଦିନ ବହୁତ ଖାସ୍‌ ହେବାକୁ ଯାଉଛି। ଗର୍ଲଫ୍ରେଣ୍ଡ ମଲାଇକା ଆରୋରାଙ୍କ ସହ ଏଥର ଜନ୍ମଦିନ ସେ ପ୍ୟାରିସରେ ପାଳନ...

ମୁହଁ,ହାତରେ ବନ୍ଧା ହୋଇଛି ବ୍ୟାଣ୍ଡେଜ୍‌: ଆହତ ଅବସ୍ଥାରେ ନଜର ଆସିଲେ ଶାହରୁଖ

ମୁମ୍ବାଇ: ବଲିଉଡ୍‌ ଅଭିନେତା ଶାହରୁଖ ଖାନଙ୍କ ପ୍ରଂଶସକ ପାଇଁ ଏକ ଖୁସି ଖବର। ଶେଷରେ ସାଉଥ୍‌ ଫିଲ୍ମ ନିର୍ମାତା ଏଟଲିଙ୍କ ସହ ସହଯୋଗିତାରେ କିଙ୍ଗ୍‌ ଖାନ...

ଦ୍ୱିତୀୟଥର କରୋନା ଆକ୍ରାନ୍ତ ଏହି ପ୍ରସିଦ୍ଧ ଅଭିନେତ୍ରୀ

ଲୋକପ୍ରିୟ ଟିଭି ଧାରାବାହିକ ଅନୁପମାରେ ଡକ୍ଟର ମୋନା ଭୂମିକାରେ ଅଭିନୟ କରୁଥିବା ଅଭିନେତ୍ରୀ ପାରୁଲ ଚୌଧରୀ ପୁଣିଥରେ କରୋନା ଆକ୍ରାନ୍ତ ହୋଇଛନ୍ତି। ପାରୁଲଙ୍କ ସହ ତାଙ୍କ...

Advertisement
Archives

Model This Week