କରଣଙ୍କୁ ନେଇ ରଣବୀରଙ୍କୁ ସତର୍କ କରିଥିଲେ ବାପା, କାରଣ ଜାଣିଲେ…

ବଲିଉଡ୍‌ ଅଭିନେତା ରଣବୀର କପୁର ବର୍ତ୍ତମାନ ତାଙ୍କ ଫିଲ୍ମକୁ ନେଇ ଚର୍ଚ୍ଚାରେ ଅଛନ୍ତି। ଅନ୍ୟପଟେ ରଣବୀର ପ୍ରଥମ ଥର ଆଲିଆ ଭଟ୍ଟଙ୍କ ସହ ଫିଲ୍ମ ‘ବ୍ରହ୍ମାସ୍ତ୍ର’ରେ ନଜର ଆସିବେ। ବର୍ତ୍ତମାନ ରଣବୀର କପୁର ଫିଲ୍ମ ‘ଶମଶେରା’ର ପ୍ରମୋଶନରେ ବ୍ୟସ୍ତ ଅଛନ୍ତି। ଫିଲ୍ମ ସହ ନିଜର ବ୍ୟକ୍ତିଗତ ଜୀବନ ବିଷୟରେ ମଧ୍ୟ ଖୋଲାଖୋଲି କହିଛନ୍ତି। ରଣବୀର ବାପା ଋଷି କପୁର ଓ ନିର୍ଦ୍ଦେଶକ କରଣ ମଲହୋତ୍ରାଙ୍କ ସହ ଜଡ଼ିତ ଏକ କଥା ଶେୟାର କରିଛନ୍ତି ।
‘ଶମଶେରା’ର ନିର୍ଦ୍ଦେଶକ କରଣ ମଲହୋତ୍ରାଙ୍କ ଫିଲ୍ମ ଅଗ୍ନିପଥରେ ଋଷି କାମ କରିଥିଲେ। ଏହି ବିଷୟରେ ରଣବୀର କହିଛନ୍ତି, ବାପା ତାଙ୍କୁ ସତର୍କ କରାଇ କହିଥିଲେ, ଆଗକୁ ଯେତେବେଳେ ତାଙ୍କ ସହ କାମ କରିବୁ ତୁ’ ବହୁତ ଅନୁତାପ କରିବୁ। କରଣ ମଲହୋତ୍ରା ବହୁତ ହାର୍ଡ ଟାକ୍ସମାଷ୍ଟର। ବହୁତ ଟାକ୍ସ ଦେଇଥାନ୍ତି , ଧର୍ଯ୍ୟର ପରୀକ୍ଷା ନିଅନ୍ତି । ପ୍ରସ୍ତୁତ ରହିବୁ। ହେଲେ ଯେବେ ଆମେ ଫିଲ୍ମ ଦେଖୁ , ସବୁ ପରିଶ୍ରମ ଆଦାୟ ହୋଇଯାଏ ।


Enter your email to get our daily news in your inbox.

All Right Reserved By Dharitri.Com

ବ୍ରାଜିଲକୁ ବଞ୍ଚାଇଲେ ଭିନିସିଅସ

ଇଷ୍ଟ ରଦରଫୋର୍ଡ,୧୪ା୬- ଭିନିସିଅସ ଜୁନିୟରଙ୍କ ଗୋଲ ବଳରେ ମରକୋ ବିପକ୍ଷ ମ୍ୟାଚ୍‌କୁ ବ୍ରାଜିଲ ୧-୧ ଗୋଲ୍‌ରେ ଡ୍ର’ ରଖିଛି। ଏହି ମ୍ୟାଚ୍‌ରେ ମରକୋ ବିଶ୍ୱକପ୍‌ ଇତିହାସର ପ୍ରଥମ…

ଅଡବା ପୋଲିସର ଚଢ଼ାଉ, ୧୫୦ ଲିଟର ଦେଶୀ ମଦ…

ମୋହନା,୧୪।୬( ମନ୍ମଥ ମିଶ୍ର ): ଗଜପତି ଜିଲା ଅଡବା ପୋଲିସର ଚଢ଼ାଉ କରି ୧୫୦ ଲିଟର ଦେଶୀ ମଦ ନଷ୍ଟ କରିଛି । ଏଭଳି ଘଟଣା ଦେଖିବାକୁ…

ଟି୨୦ ବିଶ୍ୱକପ୍‌ରେ ପାକିସ୍ତାନକୁ ହରାଇଲା ଭାରତ

ବର୍ମିଂହାମ, ୧୪ା୬: ସ୍ମୃତି ମନ୍ଧାନାଙ୍କ ବିସ୍ଫୋରକ ଅର୍ଦ୍ଧଶତକ ଏବଂ ପରେ ଦୀପ୍ତି ଶର୍ମାଙ୍କ ୫ ଉଇକେଟ ସଫଳତା ବଳରେ ରବିବାର ଖେଳାଯାଇଥିବା ମହିଳା ଟି୨୦ କ୍ରିକେଟ ବିଶ୍ୱକପ୍‌ରେ…

ଗ୍ୟାରେଜ୍‌ରେ ପଶି ମାଲିକଙ୍କୁ ଗୁଳିକରି ହତ୍ୟା

ନୟାଗଡ଼,୧୪।୬(ଲୋକନାଥ ମିଶ୍ର): ନୟାଗଡ଼ ଜିଲା ଗଣିଆ ଥାନା ଅଧୀନ ପାଣ୍ଡରାସିଂହା ଛକରେ ରବିବାର ସନ୍ଧ୍ୟାରେ ଏକ ଗୁଳିକାଣ୍ଡ ଘଟିଛି। ଦୁର୍ବୃତ୍ତମାନେ ଗ୍ୟାରେଜ୍‌ରେ ପଶି ଅତର୍କିତ ଫାୟାରିଂ କରିଥିଲେ।…

ମହିଳା ବିଶ୍ୱକପ୍‌ରେ ପାକିସ୍ତାନ ସହ ହାତ ମିଳାଇଲା ନାହିଁ ଭାରତ

ବର୍ମିଂହାମ, ୧୪ା୬: ପଡ଼ୋଶୀ ପାକିସ୍ତାନ ସହ ହାତ ନ ମିଳାଇବା ନୀତି ଭାରତ ଜାରି ରଖିଛି। ରବିବାର ମହିଳା ବିଶ୍ୱକପ୍‌ ମ୍ୟାଚ୍‌ରେ ଭାରତର ଅଧିନାୟିକା ହରମନପ୍ରୀତ କୌର…

ଏନ୍‌ଇଇଟି-ୟୁଜି ସାନି ପରୀକ୍ଷା ଆଡମିଟ୍‌ କାର୍ଡ ଜାରି, ଜୁନ୍‌ ୨୧ରେ…

ନୂଆଦିଲ୍ଲୀ,୧୪ା୬ : ଏନ୍‌ଇଇଟି-ୟୁଜି ସାନି ପରୀକ୍ଷା ଆସନ୍ତା ୨୧ରେ ଅନୁଷ୍ଠିତ ହେବାକୁ ଯାଉଥିବାବେଳେ ଏଥିପାଇଁ ପରୀକ୍ଷା ପରିଚାଳନାକାରୀ ସଂସ୍ଥା ନ୍ୟାଶନାଲ ଟେଷ୍ଟିଂ ଏଜେନ୍ସି (ଏନ୍‌ଟିଏ) ଆଡମିଟ୍‌ କାର୍ଡ…

ବରଗଡ଼ରେ ଆତଙ୍କ ମଚାଉଛନ୍ତି ଲୁଟେରା, ଦିବା ଆଲୋକରେ ଲୁଟପାଟ୍

ବରଗଡ଼,୧୪।୬(ପ୍ରେମାନନ୍ଦ ଖମାରୀ): ବରଗଡ଼ରେ ଲୁଟେରାମାନଙ୍କ ଦୌରାତ୍ମ୍ୟ ବଢ଼ି ଯାଇଛି । ଗତ ୩ଦିନତଳେ କଲାପାଣି ଛକ ନିକଟରେ ବିଚ୍‌ରାସ୍ତା ଉପରୁ ଜଣେ ମହିଳାଙ୍କ ସୁନାଚେନ୍‌ ଲୁଟ୍‌ ହୋଇଥିବାବେଳେ…

ମହିଳା ଟି୨୦ ବିଶ୍ୱକପ୍‌: ପାକିସ୍ତାନ ସମ୍ମୁଖରେ ୧୭୧ ରନ୍‌ର ଚ୍ୟାଲେଞ୍ଜିଂ ଟାର୍ଗେଟ

ବର୍ମିଂହାମ,୧୪ା୬: ଚଳିତ ମହିଳା ଟି୨୦ କ୍ରିକେଟ ବିଶ୍ୱକପ୍‌ରେ ରବିବାର ଖେଳାଯାଉଥିବା ଗୁରୁତ୍ୱପୂର୍ଣ୍ଣ ମ୍ୟାଚ୍‌ରେ ଭାରତ ଓ ପାକିସ୍ତାନ ପରସ୍ପରକୁ ଭେଟିଛନ୍ତି। ସ୍ମୃତି ମନ୍ଧାନାଙ୍କ ବିସ୍ଫୋରକ ଅର୍ଦ୍ଧଶତକ ବଳରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri