ରାମମନ୍ଦିର ପ୍ରତିଷ୍ଠା ଉତ୍ସବରେ ଯୋଗଦେବେ ରଣଦୀପ

ମୁମ୍ବାଇ: ବଲିଉଡ୍‌ ଅଭିନେତା ରଣଦୀପ ହୁଡ୍ଡା ପ୍ରାୟତଃ ସବୁବେଳେ ଚର୍ଚ୍ଚାରେ ରହିଥାନ୍ତି। କିଛିଦିନ ଆଗରୁ ସେ ତାଙ୍କ ବିବାହକୁ ନେଇ ଚର୍ଚ୍ଚାରେ ଥିଲେ। ଆସନ୍ତା ୨୨ ତାରିଖରେ ଅଯୋଧ୍ୟାରେ ରାମମନ୍ଦିରର ପ୍ରାଣ ପ୍ରତିଷ୍ଠା ସମାରୋହରେ ଯୋଗଦେବାକୁ ଅଭିନେତାଙ୍କୁ ନିମନ୍ତ୍ରଣ କରାଯାଇଛି। ରାମମନ୍ଦିର ସମାରୋହରେ ଦେଶର ବଡ଼ ବଡ଼ ବ୍ୟକ୍ତିବିଶେଷ, ସାଧୁ ସନ୍ଥ ଯୋଗଦେବାର କାର୍ଯ୍ୟକ୍ରମ ରହିଛି। ଏଏନ୍‌ଆଇ ଏକ ପୋଷ୍ଟରେ ରଣଦୀପ ରାମମନ୍ଦିର ସମାରୋହରେ ଭାଗ ନେବାକୁ ଅଫିସିଆଲ ନିମନ୍ତ୍ରଣ ପାଇଥିବା ନଜରକୁ ଆସିଛନ୍ତି। କହିବାକୁ ଗଲେ ତାଙ୍କ ପୂର୍ବରୁ ଅଭିନେତ୍ରୀ ଆଲିଆ ଭଟ୍ଟ ଏବଂ ରଣବୀର କପୁର ମଧ୍ୟ ଏହି ଉତ୍ସବରେ ଭାଗନେବାକୁ ନିମନ୍ତ୍ରଣ ପାଇଛନ୍ତି। ଏବେ କୁହାଯାଉଛି କି ରଣଦୀପଙ୍କ ସହିତ ତାଙ୍କ ସ୍ତ୍ରୀଙ୍କୁ ମଧ୍ୟ ଏହି କାର୍ଯ୍ୟ ପାଇଁ ନିମନ୍ତ୍ରଣ କରାଯାଇଛି; ଯାହାର ଫଟୋ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ତେବେ ରଣଦୀପ ୨୦୦୧ରୁ ତାଙ୍କ ଫିଲ୍ମ କ୍ୟାରିୟର ଆରମ୍ଭ କରିଥିଲେ। ଶେଷ ଥର ପାଇଁ ତାଙ୍କୁ ସର୍ଜିଏଣ୍ଟରେ ଦେଖିବାକୁ ମିଳିଥିଲା। ଆଗକୁ ତାଙ୍କ ହାତରେ ଆଉ ୨ଟି ଫିଲ୍ମ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

୧୦୦ ଫୁଟ ଘେରିବନ୍ଧ ଭୁଶୁଡ଼ିବା ପରେ ତରବରିଆ କାମ, ଯନ୍ତ୍ରୀଙ୍କ ଦେଖାନାହିଁ, ଯନ୍ତ୍ର କରୁଛି…

ମହାକାଳପଡ଼ା,୫ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ରଡ଼ିଆ-କଂସାର-ବଡ଼ ଦାଣ୍ଡୁଆ ଲୁଣା ଘେରିବନ୍ଧ ନିର୍ମାଣ କାର୍ଯ୍ୟରେ ବହୁ କୋଟି ଟଙ୍କା ବ୍ୟୟ ଅଟକଳ କରାଯାଇଛି।…

୩୧ ଅକ୍ଟୋବର ଯାଏ ୩ରାଶିଙ୍କ ଫିଟିଲା ଭାଗ୍ୟ; ଚାକିରିରେ ମିଳିବ ବଡ଼ ପ୍ରମୋଶନ, ହୁ ହୁ ହୋଇ ବଢିବ ଟଙ୍କା…

ବୈଦିକ ଜ୍ୟୋତିଷରେ ଦେବଗୁରୁ ବୃହସ୍ପତିଙ୍କୁ ଜ୍ଞାନ, ଧନ, ସୁଖ, ସନ୍ତାନ ଏବଂ ସୌଭାଗ୍ୟର କାରକ ଗ୍ରହ ଭାବେ ବିବେଚନା କରାଯାଏ। ଗୁରୁ ଯେତେବେଳେ ରାଶି ପରିବର୍ତ୍ତନ କରନ୍ତି,…

କେସିଙ୍ଗା ଅବକାରୀ ଥାନାରେ ନୂଆ ଓଆଇସିଙ୍କ ଯୋଗଦାନ

କେସିଙ୍ଗା,୫ା୯(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଅବକାରୀ ଥାନାରେ ନୂତନ ଭାବେ ମଳୟ ପ୍ରଧାନ ଓଆଇସି ଭାବେ ଯୋଗଦାନ କରିଛନ୍ତି। ସେ ଏହା ପୂର୍ବରୁ ବରଗଡ଼ରେ ଏଆଇସି…

ହୃଦୟ ଜିଣିଲେ ହାର୍ଦ୍ଦିକ ପାଣ୍ଡ୍ୟା: ଭାରତୀୟ ସୈନ୍ୟଙ୍କ ସହ…

ନୂଆଦିଲ୍ଲୀ,୫।୯: ଭାରତୀୟ କ୍ରିକେଟ ଦଳର ଷ୍ଟାର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ଫଟୋ BSF (ସୀମା ସୁରକ୍ଷା ବଳ) କର୍ମଚାରୀଙ୍କ ସହ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ସେ…

ସ୍ତ୍ରୀ ପଛେ ପଛେ ସ୍ବାମୀଙ୍କ ମୃତ୍ୟୁ, ବ୍ୟବଚ୍ଛେଦ ପାଇଁ ମାଟି ତଳୁ ଖୋଳି ଆଣିଲେ ୨ ମୃତଦେହ, ସନ୍ଦେହରେ…

ଭଦ୍ରକ,୫ା୯(ସନାତନ ରାଉତ): ମୃତ୍ୟୁର ୨ ଦିନ ପରେ ବ୍ୟବଚ୍ଛେଦ ପାଇଁ ମାଟି ତଳୁ ଖୋଳା ହେଲା ଶବ। ସାପ କାମୁଡ଼ାରେ ମୃତ୍ୟୁ ହୋଇଥିବା ସନ୍ଦେହ କରି ପରିବାର…

‘ଯୁଗେ ଯୁଗେ ଗୁରୁ ହିଁ ଶ୍ରେଷ୍ଠ, ଗୁରୁ ହେଉଛନ୍ତି ସମାଜ ସଂସ୍କାରକ’

ଅମରପାଲି,୫ା୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଅମରପାଲି ହାଇସ୍କୁଲରେ ଗୁରୁଦିବସ ପାଳନ ଅବସରରେ ଛାତ୍ରୀମାନଙ୍କ ଦ୍ୱାରା ନାଟକ ତସ୍ମୈ ଶ୍ରୀ ଗୁରବେ ନମଃ ପରିବେଷଣ…

ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କଲା ଆମେରିକା; ଖାର୍ଗ ଦ୍ୱୀପ ନିକଟରେ ୪ କ୍ଷେପଣାସ୍ତ୍ର ମାଡ଼

ତେହରାନ,୫।୯: ଆମେରିକା ଖାର୍ଗ ଦ୍ୱୀପ ନିକଟରେ ଏକ ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କରିଛି। ଆମେରିକା ଜାହାଜ ଉପରେ ଲଗାତାର ଚାରୋଟି କ୍ଷେପଣାସ୍ତ୍ର ମାଡ଼ କରିଛି।…

ଫାଇନାଲ ମ୍ୟାଚ ପୂର୍ବରୁ ବୈଭବଙ୍କୁ ନେଇ ଏ କ’ଣ କହିଦେଲେ ଇଶାନ କିଶନ, ଚାରିଆଡେ ହେଲାଣି ଚର୍ଚ୍ଚା

ନୂଆଦିଲ୍ଲୀ, ୫।୯: ଇଷ୍ଟ ଜୋନ ଓ ସାଉଥ ଜୋନ ମଧ୍ୟରେ ରବିବାରଠାରୁ ଦୁଲୀପ ଟ୍ରଫି ୨୦୨୬ର ଫାଇନାଲ ମ୍ୟାଚ ଖେଳାଯିବ। ଚେନ୍ନାଇର ଏମଏ ଚିଦମ୍ବରମ ଷ୍ଟାଡିୟମରେ ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri