କରୋନା କବଳରେ କରିନା କପୁରଙ୍କ ବାପା; ଅବସ୍ଥା ଗୁରୁତର ଥିବାରୁ…

ବମ୍ବେ: ବଲିଉଡ୍‌ର ବିଶିଷ୍ଟ ଅଭିନେତା ରାଜ କପୁରଙ୍କ ବଡ଼ ପୁଅ ତଥା ୭୦ ଏବଂ ୮୦ ଦଶକର ନାୟକ ରଣଧୀର କପୁରଙ୍କୁ କରୋନା। କୋଭିଡ୍‌ ସଂକ୍ରମଣ ଯୋଗୁ ବୁଧବାର ଅପରାହ୍ନରେ ତାଙ୍କ ସ୍ବାସ୍ଥାବସ୍ଥା ବିଗିଡ଼ି ଯାଇଥିଲା। ଫଳରେ ତାଙ୍କୁ ବମ୍ବେସ୍ଥିତ କୋକିଲାବେନ ଧିରୁଭାଇ ଅମ୍ବାନୀ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ତାଙ୍କ ଚିକିତ୍ସା ଜାରି ରହିଥିବା ନେଇ ଡାକ୍ତରଖାନା ପକ୍ଷରୁ ଜାରି ବିବୃତିରେ କୁହାଯାଇଛି।

ଗୁରୁବାର ସକାଳେ କରିନାଙ୍କ ବାପା ରଣଧୀରଙ୍କ କରୋନା ଟେଷ୍ଟ ରିପୋର୍ଟ ପଜିଟିଭ୍‌ ଆସିଥିଲା। ଡାକ୍ତରଙ୍କ ଏକ ଟିମ୍‌ ତାଙ୍କ ଚିକିତ୍ସା କରୁଥିବା ବେଳେ ସ୍ବାସ୍ଥାବସ୍ଥା ସ୍ଥିର ଥିବା ନେଇ କୁହାଯାଉଛି। ସେ ମଧୁମେହ ସହ ଅନ୍ୟ ରୋଗରେ ପୀଡ଼ିତ ଥିବା ଯୋଗୁ ତାଙ୍କ ଉପରେ ନଜର ରଖାଯାଇଛି।

୧୯୫୫ରେ ରିଲିଜ ହୋଇଥିବା ‘ଶ୍ରୀ ୪୨୦’ ଫିଲ୍ମରେ ଶିଶୁ କଳାକାର ଭାବେ ଅଭିନୟ ଆରମ୍ଭ କରିଥିଲେ ରଣଧୀର।୧୯୭୧ରେ ସେ ଯୁବ ଅଭିନେତା ଭାବେ ନଜର ଆସିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଷ୍ଟେଶନରୁ ଶିଶୁପୁତ୍ର ଚୋରି ଘଟଣାର ପର୍ଦ୍ଦାଫାଶ: ବାପା ରଚିଥିଲେ ନାଟକ, ଶାଳୀଙ୍କଠାରୁ ଛୁଆ ଆଣି…

ନିରାକାରପୁର, ୯।୪(ମାନସ ଚନ୍ଦ୍ର ପଟ୍ଟନାୟକ): ନିରାକାରପୁର ରେଳବାଇ ଷ୍ଟେଶନରୁ ୪ ମାସର ଶିଶୁପୁତ୍ର ଚୋରି ଘଟଣାରେ ପର୍ଦ୍ଦାଫାଶ କରିଛି ନିରାକାରପୁର ରେଳବାଇ ଫାଣ୍ଡି ପୋଲିସ। ଯେଉଁ ବାପା…

ପଲିଥିନ୍‌ ବାଣ୍ଟିବାକୁ ନେଉଥିଲେ ଘଟଗାଁ ଅତିରିକ୍ତ ତହସିଲଦାର, ଅଟକାଇଲେ ଲୋକେ

ପାଟଣା,୯ା୪(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ମୂଷାଖରି ପଞ୍ଚାୟତ ମୂଷାଖରି-ମଲ୍ଲୀପୋଷି ରାସ୍ତାର ଆହାର ବନ୍ଧ ନିକଟରେ ପଲିଥିନ୍‌ ବୋଝେଇ ଗାଡ଼ି ଅଟକ ରଖିଛନ୍ତି ଉତ୍ତ୍ୟକ୍ତ ଲୋକେ।…

କୋଟିଏ ଟଙ୍କାର ଗଞ୍ଜେଇ ଜବତ କଲା ପାଡୁଆ ପୋଲିସ, ଜଙ୍ଗଲରେ ଲୁଚାଇ ରଖିଥିଲେ ମାଫିଆ

ନନ୍ଦପୁର/ପାଡୁଆ, ୯।୪(ତୁଷାର କାନ୍ତ ମହାନ୍ତି/ଶଙ୍କର ପୂଜାରୀ): କୋରାପୁଟ ଜିଲା ନନ୍ଦପୁର ପୋଲିସ ଉପଖଣ୍ଡ ଅଧିନ ପାଡୁଆ ପୋଲିସକୁ ଗଞ୍ଜେଇ ଧରପଗଡ ମାମଲାରେ ଏକ ବଡ ସଫଳତା ମିଳିଛି…

ଲକ୍ଷ୍ୟଠାରୁ ଦୂରରେ ଏଜୁକେଶନ କମ୍ପ୍ଲେକ୍ସ, ଧରିତ୍ରୀରେ ଖବର ପ୍ରକାଶ ପରେ ପ୍ରଶାସନ ତତ୍ପର

ଗୁଣପୁର,୯।୪(ସଂକେତ ପାତ୍ର): ଦୁର୍ଗମ ଆଦିବାସୀ ଅଞ୍ଚଳରେ ଶିକ୍ଷାର ଉନ୍ନତି ଲକ୍ଷ୍ୟରେ ପ୍ରାୟ ୫ କୋଟି ଟଙ୍କା ବ୍ୟୟରେ ଗୁଣପୁର ବ୍ଲକ୍‌ ଅନ୍ତର୍ଗତ ଲାଞ୍ଜିଆ ସୌରା ଅଞ୍ଚଳର ଆବଡ଼ାରେ…

ସୁନା-ରୂପା ମୂଲ୍ୟରେ ବଡ଼ ହ୍ରାସ,୩୩୦୦ଟଙ୍କା କମିଲା ଦାମ୍

ନୂଆଦିଲ୍ଲୀ,୯।୪:  ଘରୋଇ ଫ୍ୟୁଚର୍ସ ବଜାରରେ ଗୁରୁବାର ସୁନା ଏବଂ ରୂପାର ମୂଲ୍ୟ ହ୍ରାସ ପାଇଛି । ବାଣିଜ୍ୟ ଆରମ୍ଭ ହେବା ସମୟରେ, ସୁନା ଏବଂ ରୂପା ଉଭୟର…

କାମ ନ କଲେ, ମିଳୁଛି ଛଟେଇ ଧମକ: ବିଧାୟକ କଳିକେଶଙ୍କୁ ଭେଟି ଅଭିଯୋଗ କଲେ ସଫେଇ କର୍ମଚାରୀ, ଏଭଳି ପ୍ରତିଶ୍ରୁତି ଦେଲେ…

ବଲାଙ୍ଗୀର,୯।୪ ( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଭୀମଭୋଇ ମେଡିକାଲ କଲେଜ ହସ୍ପିଟାଲର ସଫେଇ କର୍ମଚାରୀଙ୍କୁ ସେମାନଙ୍କ କାମ ବାହାରେ ଅତିରିକ୍ତ କାର୍ଯ୍ୟ କରିବାକୁ ବାଧ୍ୟ କରାଯାଉଥିବା…

‘ଭାଇ! ଯଦି ତୁମକୁ…’ଯୁଦ୍ଧବିରତି ମଧ୍ୟରେ ଭାରତକୁ ବଡ଼ ଅଫର ଦେଲା ରୁଷିଆ, ବିଶ୍ୱରେ ଚହଳ

ନୂଆଦିଲ୍ଲୀ,୯।୪: ଯେତେବେଳେ ମଧ୍ୟପ୍ରାଚ୍ୟରେ ଯୁଦ୍ଧ ଯୋଗୁ ବିଶ୍ୱର ବିଭିନ୍ନ ଦେଶ ତୈଳ ଅଭାବର ସମ୍ମୁଖୀନ ହେଉଥିଲେ, ସେତେବେଳେ ରୁଷିଆ ଭାରତକୁ ତେଲ ଯୋଗାଇଥିଲା। ଏବେ, ରୁଷିଆ ମଧ୍ୟ…

ଆକ୍ସନ ମୋଡରେ ବନବିଭାଗ, ବେଆଇନ କରତକଳ ଉପରେ ଚଢ଼ାଉ, ମାଲିକ ଫେରାର

ଧାମନଗର,୯।୪(ଦେବେନ୍ଦ୍ର ଆନ୍ଦିଆ): ଧାମନଗର ଅଞ୍ଚଳରେ ଚାଲୁଥିବା ବେଆଇନ କରତକଳ ଗୁଡିକୁ ଧରିବା ପାଇଁ ବନ ବିଭାଗ ଅଣ୍ଟା ଭିଡିଛି । ଭଦ୍ରକ ଜିଲା ଧାମନଗର ରେଞ୍ଜ ଅଧୀନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri