କରୋନା କବଳରେ କରିନା କପୁରଙ୍କ ବାପା; ଅବସ୍ଥା ଗୁରୁତର ଥିବାରୁ…

ବମ୍ବେ: ବଲିଉଡ୍‌ର ବିଶିଷ୍ଟ ଅଭିନେତା ରାଜ କପୁରଙ୍କ ବଡ଼ ପୁଅ ତଥା ୭୦ ଏବଂ ୮୦ ଦଶକର ନାୟକ ରଣଧୀର କପୁରଙ୍କୁ କରୋନା। କୋଭିଡ୍‌ ସଂକ୍ରମଣ ଯୋଗୁ ବୁଧବାର ଅପରାହ୍ନରେ ତାଙ୍କ ସ୍ବାସ୍ଥାବସ୍ଥା ବିଗିଡ଼ି ଯାଇଥିଲା। ଫଳରେ ତାଙ୍କୁ ବମ୍ବେସ୍ଥିତ କୋକିଲାବେନ ଧିରୁଭାଇ ଅମ୍ବାନୀ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ତାଙ୍କ ଚିକିତ୍ସା ଜାରି ରହିଥିବା ନେଇ ଡାକ୍ତରଖାନା ପକ୍ଷରୁ ଜାରି ବିବୃତିରେ କୁହାଯାଇଛି।

ଗୁରୁବାର ସକାଳେ କରିନାଙ୍କ ବାପା ରଣଧୀରଙ୍କ କରୋନା ଟେଷ୍ଟ ରିପୋର୍ଟ ପଜିଟିଭ୍‌ ଆସିଥିଲା। ଡାକ୍ତରଙ୍କ ଏକ ଟିମ୍‌ ତାଙ୍କ ଚିକିତ୍ସା କରୁଥିବା ବେଳେ ସ୍ବାସ୍ଥାବସ୍ଥା ସ୍ଥିର ଥିବା ନେଇ କୁହାଯାଉଛି। ସେ ମଧୁମେହ ସହ ଅନ୍ୟ ରୋଗରେ ପୀଡ଼ିତ ଥିବା ଯୋଗୁ ତାଙ୍କ ଉପରେ ନଜର ରଖାଯାଇଛି।

୧୯୫୫ରେ ରିଲିଜ ହୋଇଥିବା ‘ଶ୍ରୀ ୪୨୦’ ଫିଲ୍ମରେ ଶିଶୁ କଳାକାର ଭାବେ ଅଭିନୟ ଆରମ୍ଭ କରିଥିଲେ ରଣଧୀର।୧୯୭୧ରେ ସେ ଯୁବ ଅଭିନେତା ଭାବେ ନଜର ଆସିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କ୍ୟାଟ୍ରିନା ପିନ୍ଧିଥିବା ଲେହେଙ୍ଗାକୁ ପୂର୍ବରୁ ପିନ୍ଧି ସାରିଛନ୍ତି ଏହି ମଡେଲ୍‌

ମୁମ୍ବାଇ: ବଲିଉଡ୍‌ ଅଭିନେତ୍ରୀ କ୍ୟାଟ୍ରିନା କୈଫ ଏବଂ ଭିକି କୌଶଲଙ୍କ ଡିସେମ୍ବର ୯ରେ ହୋଇଯାଇଛି। ବିବାହ ପରେ ସୋସିଆଲ ମି଼ଡିଆରେ ଫଟୋ ଶେୟାର କରିବା ପରେ...

ବିବାହ ପାଇଁ ନେହା କରିଥିଲେ ପ୍ରପୋଜ, ରୋହନପ୍ରୀତ କହିଥିଲେ ନା

ବଲିଉଡ୍‌ ଗାୟିକ ନେହା କକ୍କର ନିକଟରେ ବିବାହ ବନ୍ଧନରେ ଆବଦ୍ଧ ହୋଇଛନ୍ତି। ସେ ରୋହନପ୍ରୀତ ସିଂଙ୍କୁ ବିବାହ କରି ତାଙ୍କ ଜୀବନ ଆରମ୍ଭ କରିଛନ୍ତି। ଜୀବନର...

ସେପ୍ଟେମ୍ବରରୁ ଏହି ଯୁବତୀଙ୍କୁ ବିବାହ କରିସାରିଲେଣି ପ୍ରଭୁଦେବା, ହେଲେ…

କୋରିଓଗ୍ରାଫର୍‌ ପ୍ରଭୁଦେବା ଗତ ସେପ୍ଟେମ୍ବରରେ ସିକ୍ରେଟ୍‌ ବିବାହ କରିଛନ୍ତି। ବିବାହ ତାଙ୍କ ମୁମ୍ବାଇ ବାସଭବନରେ ଅନୁଷ୍ଠିତ ହୋଇଥିଲା। ନବଦମ୍ପତି ଏବେ ଚେନ୍ନାଇରେ ରହୁଛନ୍ତି। ତାଙ୍କ ସ୍ତ୍ରୀ...

ପୂର୍ବ ପ୍ରେମିକାଙ୍କ ସହ ଫାର୍ମହାଉସ୍‌ରେ ନୂତନ ବର୍ଷକୁ ସ୍ବାଗତ କଲେ ସଲ୍‌ମାନ

ବମ୍ବେ: ଏକଦା ସଙ୍ଗୀତା ବିଜଲାନୀଙ୍କ ସହ ପ୍ରେମ ସମ୍ପର୍କରେ ବାନ୍ଧି ହୋଇଥିଲେ ଦବଙ୍ଗ ଖାନ୍‌। ହେଲେ ଏହା ବେଶି ଦିନ ତିଷ୍ଠି ନ ଥିଲା। ଏଣୁ...

ମା’ଙ୍କ ମୃତ୍ୟୁପରେ ଭାବପ୍ରବଣ ହେଲେ ଏହି ପ୍ରସିଦ୍ଧ ଗାୟକ

ବଲିଉଡ୍‌ର ପ୍ରସିଦ୍ଧ ଗାୟକ ତଥା ଭାଜପା ନେଥା ବାବୁଲ ସୁପ୍ରିୟୋଙ୍କ ମା’ଙ୍କର ଗୁରୁବାର ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୭୨ ବର୍ଷ ହୋଇଥିଲା। ମା’ଙ୍କ...

କିମ୍ବଦନ୍ତୀ ସଙ୍ଗୀତକାର ଖାୟମ୍‌ଙ୍କ ପରଲୋକ

ମୁମ୍ବାଇ,୨୦ା୮- ଜାତୀୟ ପୁରସ୍କାରପ୍ରାପ୍ତ ବଲିଉଡ ସଙ୍ଗୀତ ନିର୍ଦ୍ଦେଶକ ମହମ୍ମଦ ଜାହିର ହାଶ୍‌ମି ସୋମବାର ଏକ ଘରୋଇ ହସ୍ପିଟାଲ୍‌ରେ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି। ତାଙ୍କୁ ୯୨ବର୍ଷ...

୯ ଥର ମହାଦେବଙ୍କ ଭୂମିକାରେ ନଜର ଆସିଛନ୍ତି ଏହି ଅଭିନେତା

ବମ୍ବେ: କଳାକାରଟିଏ ପ୍ରତିଟି ଚରିତ୍ରକୁ ବାସ୍ତବତାର ରୂପ ଦେବାକୁ ଯଥାସମ୍ଭବ ଚେଷ୍ଟା କରିଥାଏ। ସେଥିପାଇଁ ତ ଦିନେ ସେହି ଚରିତ୍ର ତାର ପରିଚୟ ପାଲଟିଯାଏ। ସେଭଳି...

କେବେ ଶାହରୁଖ ପଛରେ ଛିଡ଼ା ହୋଇଥିବା ଆସିମ ଏବେ ଷ୍ଟାର, ଭାଇରାଲ ହେଉଛି ପୂର୍ବର ଭିଡିଓ

ବମ୍ବେ: ‘ବିଗ୍‌ ବସ୍‌’ରୁ ରାତାରାତି ଷ୍ଟାର ପାଲଟିଯାଇଛନ୍ତି ଜମ୍ମୁ-କଶ୍ମୀରର ମଡେଲ୍‌ ଆସିମ ରିଆଜ। ଆଜି ବିଶ୍ୱର କୋଣ ଅନୁକୋଣରେ ତାଙ୍କ ଫ୍ୟାନ୍‌। ତାଙ୍କର ଟିକିଏ ଝଲକ...

Advertisement
Archives

Model This Week