କରୀନାଙ୍କ ସାନ ପୁଅର ଫଟୋ ଭୁଲ୍‌ରେ ଶେୟାର କରିଦେଲେ ଅଜା

ବଲିଉଡ ଅଭିନେତ୍ରୀ କରୀନା କପୁର ଚଳିତ ବର୍ଷ ଫେବୃଆରୀରେ ଦ୍ୱିତୀୟ ପୁତ୍ର ଜନ୍ମ ଦେଇଛନ୍ତି। ସୈଫ ଏବଂ କରୀନା ସେମାନଙ୍କର ନବଜାତକ ପାଇଁ ବେଶ୍‌ ସତର୍କ ଅଛନ୍ତି। କରୀନା ତାଙ୍କ ସାନ ପୁଅକୁ ଗଣମାଧ୍ୟମଠାରୁ ସମ୍ପୂର୍ଣ୍ଣ ଦୂରରେ ରଖିଛନ୍ତି। ସୋସିଆଲ ପ୍ଲାଟଫର୍ମରେ ବହୁତ ସକ୍ରିୟ ଥିବା କରୀନା ପୁଅର ଚେହେରା କାହାକୁ ଦେଖାଇ ନାହାନ୍ତି। ପ୍ରଶଂସକମାନେ କରିନାଙ୍କ ଦ୍ୱିତୀୟ ପୁଅର ଲୁକକୁ ଅପେକ୍ଷା କରିଛନ୍ତି। ଏଥି ସହିତ କରୀନା ଏପର୍ଯ୍ୟନ୍ତ ଦ୍ୱିତୀୟ ପୁଅର ନାମ ଗଣମାଧ୍ୟମ ସହ ଶେୟାର କରିନାହାନ୍ତି। କିନ୍ତୁ ଅଜା ରଣଧୀର କପୁର ହଠାତ୍‌ ଇନଷ୍ଟାଗ୍ରାମରେ ଦ୍ୱିତୀୟ ନାତିର ପ୍ରଥମ ଫଟୋ ଛାଡିଥିଲେ। ତେବେ ତୁରନ୍ତ ଏହି ଫଟୋ ସେ ଡିଲିଟ କରି ଦେଇଥିଲେ। ଅଳ୍ପ ସମୟ ମଧ୍ୟରେ ଏହି ଭାଇରାଲ ହୋଇଛି। ଏହି ଫଟୋ ଦେଖି କୁହାଯାଉଛି ଯେ ଏହା କରୀନାଙ୍କର ଦ୍ୱିତୀୟ ପୁଅ । ସେ ତୈମୁରଙ୍କ ଭଳି ଦେଖାଯାଉଛନ୍ତି। ରଣଧୀର କପୁର ଇନଷ୍ଟାଗ୍ରାମରେ ତାଙ୍କ ଦୁଇ ନାତୀଙ୍କ ଫଟୋ ଏକ କରି ଅପଲୋଡ କରିଥିଲେ। ଏହାପୂର୍ବରୁ କରୀନାଙ୍କ ବଡ଼ ପୁଅ ତୈମୁର ସୋସିଆଲ ମିଡିଆରେ ବେଶ୍‌ ଚର୍ଚ୍ଚାରେ ଥାନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଭିନ୍ନ ଦାବିରେ ଭଦ୍ରକ-ଧାମରା ରେଳପଥ ଅବରୋଧ, ବେକାର ଯୁବକମାନଙ୍କୁ ନିଯୁକ୍ତି ପ୍ରଦାନ ସହ…

ତିହିଡ଼ି,୯ା୧୦(ସଞ୍ଜିତ ବଳ): ଭଦ୍ରକ -ଧାମରା ରେଳପଥର ତିହିଡ଼ି ବ୍ଲକ ପୀରହାଟ ଥାନା ଅଧୀନ ସାହାପୁର ଲେଭଲକ୍ରସିଂଠାରେ ଶୁକ୍ରବାର ପୂର୍ବାହ୍ନ ୧୦ଟାରୁ ରେଳପଥ ଅବରୋଧ କରାଯାଇଛି। ଧାମରା ପୋର୍ଟ…

ଛାତ୍ର ସଂସଦ ନିର୍ବାଚନକୁ ନେଇ କଲେଜ କ୍ୟାମ୍ପସରେ ଉତ୍କଣ୍ଠା, ନାମାଙ୍କନ ଦାଖଲ ପରେ…

ବଞ୍ଚୋ,୯ା୧୦(ପ୍ରଦୋଷ ବିଶ୍ୱାଳ): ଆନନ୍ଦପୁର ମହାବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ ପରିପ୍ରେକ୍ଷୀରେ ଭାଜପା, ବିଜେଡି ଓ କଂଗ୍ରେସ ସମର୍ଥିତ ଛାତ୍ରୀଛାତ୍ରଙ୍କ ପକ୍ଷରୁ ବିଭିନ୍ନ ପଦବୀ ନିମନ୍ତେ ନାମାଙ୍କନପତ୍ର ଦାଖଲ…

ବାରମ୍ବାର ଅଭିଯୋଗ ସତ୍ତ୍ୱେ ଉଠୁନି ଅଳିଆ

ଛତ୍ରପୁର,୯ା୧୦(ଦିଲ୍ଲୀପ ସାମଲ): ଛତ୍ରପୁର ସହରର ମଧ୍ୟଭାଗରେ ଅବସ୍ଥିତ ଐତିହାସିକ ପିଲ୍ଲୀ ବନ୍ଧ ପାର୍ଶ୍ୱରେ ଥିବା ଜନବସତିର ଅନ୍ତେବାସୀ ପୌରପରିଷଦ କାର୍ଯ୍ୟାଳୟରେ ଅନେକ ସମୟରେ ଅଭିଯୋଗ କରିବା ସତ୍ତ୍ୱେ…

ନବରାତ୍ରୀର ପ୍ରଥମ ଦିନରେ ସୂର୍ଯ୍ୟଙ୍କ ଗୋଚର, ୫ ରାଶିଙ୍କର ହୁ ହୁ ହୋଇ ବଢିବ ଟଙ୍କା!

ସୂର୍ଯ୍ୟ ଗ୍ରହ ୧୧ ଅକ୍ଟୋବର ୨୦୨୬ ରବିବାର ରାତି ୨ଟା ୨୫ ମିନିଟରେ ହସ୍ତା ନକ୍ଷତ୍ରରୁ ଚିତ୍ରା ନକ୍ଷତ୍ରରେ ପ୍ରବେଶ କରିବେ। ସୂର୍ଯ୍ୟ ଗ୍ରହ ମଙ୍ଗଳଙ୍କ ନକ୍ଷତ୍ରରେ…

ଚଳଚଞ୍ଚଳ କ୍ୟାମ୍ପସ  ସରିଲା ନାମାଙ୍କନ, ବୈଧ ପ୍ରାର୍ଥୀ ତାଲିକାକୁ ଅପେକ୍ଷା

ଖୋର୍ଦ୍ଧା,୯।୧୦(ପ୍ରଭାତ ପାଣିଗ୍ରାହୀ): ଛାତ୍ର ସଂସଦ ନିର୍ବାଚନକୁ ନେଇ କଲେଜ କ୍ୟାମ୍ପସ ଚଳଚଞ୍ଚଳ ହୋଇଉଠିଛି। ଦୀର୍ଘ ୮ ବର୍ଷ ପରେ କ୍ୟାମ୍ପସ୍‌ରେ ଛାତ୍ର ସଂସଦନିବାଚନ ହେଉଥିବାରୁ ଛାତ୍ରଛାତ୍ରୀଙ୍କ ମଧ୍ୟରେ…

ଛାତ୍ର ନିର୍ବାଚନରେ ବଢୁଛି ଉତ୍ସାହ: ଅତାବିରା କଲେଜରେ ୨୪ଜଣଙ୍କ ନାମାଙ୍କନ ଦାଖଲ

ଅତାବିରା,୯।୧୦(ଯୁଧିଷ୍ଠିର ମହାପାତ୍ର): ଦୀର୍ଘ ୮ ବର୍ଷର ବ୍ୟବଧାନ ପରେ ରାଜ୍ୟରେ ଛାତ୍ର ସଂସଦ ନିର୍ବାଚନ ହେଉଥିବା ବେଳେ ଅତାବିରା କଲେଜରେ ନିର୍ବାଚନୀ ଉତ୍ସାହ ଦେଖିବାକୁ ମିଳିଛି। କଲେଜର…

ସୁନା ଜିତିବା ପରେ ଟଙ୍କା ବର୍ଷା: ଏହି ଖେଳାଳିଙ୍କୁ ମିଳିବ କୋଟି କୋଟି ଟଙ୍କା

ନୂଆଦିଲ୍ଲୀ,୯।୧୦: ଏସିଆନ ଗେମ୍ସରେ ସ୍ବର୍ଣ୍ଣ ପଦକ ଜିତିବା ପ୍ରତ୍ୟେକ ଖେଳାଳିଙ୍କ ପାଇଁ ଏକ ବଡ଼ ଉପଲବ୍ଧି। ଏହି ସଫଳତା ସହ ଯଦି ଲକ୍ଷ ଲକ୍ଷ ଟଙ୍କାର ନଗଦ…

ମା’ ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟରେ ନାମାଙ୍କନପତ୍ର ଦାଖଲ: ଶକ୍ତି ପ୍ରଦର୍ଶନ କରି ଛାତ୍ରୀଛାତ୍ର…

ଭବାନୀପାଟଣା,୯ା୧୦(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ମା’ ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ ନାମାଙ୍କନରେ ଦେଖିବାକୁ ମିଳିଛି ଶକ୍ତି ପ୍ରଦର୍ଶନ। ବିଶାଳ ପଟୁଆରରେ ବିଶ୍ୱବିଦ୍ୟାଳୟକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?