ନବୀନଙ୍କୁ ରାଜାଙ୍କ ଚିଠି, ହାଇଜ୍ୟାକ୍‌ କଥା କହି ତେରେଛା ବାଣ ମାରିଲେ ଦେବୀ

ଭୁବନେଶ୍ୱର,୧୪ା୪: ବିଜୁ ଜନତା ଦଳରେ ନେତାମାନଙ୍କ ମଧ୍ୟରେ ବିଭିନ୍ନ ପ୍ରସଙ୍ଗକୁ ନେଇ ମତାନ୍ତର ଦେଖିବାକୁ ମିଳୁଛି। ୱାକଫ୍‌ ବିଲ୍‌ ପ୍ରସଙ୍ଗରେ ଦଳର ମୁଖିଆ ନବୀନ ପଟ୍ଟନାୟକଙ୍କୁ ବରିଷ୍ଠ ନେତା ତଥା ଆଠଗଡ ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ୱାଇଁ ଚିଠି ଲେଖି କିଛି ପ୍ରସ୍ତାବ ଦେଇଛନ୍ତି। ଯାହାକୁ ନେଇ ଜବାବ ଦେଇଛନ୍ତି ଦଳର ଉପସଭାପତି ଦେବୀ ପ୍ରସାଦ ମିଶ୍ର।

ଦେବୀ ପରୋକ୍ଷରେ ରାଜାଙ୍କୁ ତେରେଛା ବାଣ ମାରି କହିଛନ୍ତି, ”ହାଇଜ୍ୟାକ୍‌ କଥା ସେ ଭଲସେ ବୁଝେଇ ପାରିବେ, ହାଇଜାକ କଥା ବେଶି ଜାଣିଥିବେ, ତାଙ୍କର ସେ ବିଷୟରେ ଉପଲବ୍ଧି ଥିବ। ଏହାସହିତ ଆଗରୁ କିଏ ହାଇଜାକ କରିଦେଇଛି କି ଦେବୀ ପ୍ରଶ୍ନ କରିଥିଲେ ଏବଂ କହିଥିଲେ ଆମେ ନଈ ନ ଦେଖୁଣୁ କାହିଁକି ଲଙ୍ଗଳା ହେବା। ସଂଗଠନରେ ସମସ୍ତଙ୍କୁ ନେଇ ଚାଲୁଛୁ, ସବୁ ବର୍ଗଙ୍କୁ କାମ ଦେଉଛୁ।”

ପୂର୍ବରୁ ମୁଖିଆ ନବୀନ ପଟ୍ଟନାୟକଙ୍କୁ ଚିଠି ଲେଖି ସଂଗଠନରେ ସଂରକ୍ଷଣ ନେଇ ନବୀନଙ୍କୁ ପ୍ରସ୍ତାବ ଦେଇଛନ୍ତି ରାଜା। ବିଜେଡି ସାମାଜିକ ନ୍ୟାୟ, ଧର୍ମ ନିରପେକ୍ଷତା, ଆଞ୍ଚଳିକ ସନ୍ତୁଳନକୁ ନେଇ ବଢ଼ୁ, ଏସସି,ଏସ୍‌ଟି, ମହିଳାଙ୍କୁ ସଂଖ୍ୟା ଅନୁପାତରେ ବିଜେଡିରେ ସ୍ଥାନ ମିଳୁ ବୋଲି ସେ କହିଛନ୍ତି। ତେଣୁ କିଛି ଲୋକଙ୍କୁ ଦଳର ସଂଗଠନକୁ ହାଇଜାକ କରିବାକୁ ନଦିଆଯାଉ, ଧର୍ମ ନିରପେକ୍ଷତା ଓ ନ୍ୟାୟ ଆଦର୍ଶକୁ ଉଜ୍ଜୀବିତ ପାଇଁ ପଦେଷକ୍ଷପ ନିଆଯାଉ ବୋଲି ସେ ତାଣ୍କ ଚିଠିରେ କହିଛନ୍ତି।

ସେପଟେ ସୋମବାର ବିଭିନ୍ନ ଖବର କାଗଜରେ ରାଜା ସ୍ୱାଇଁଙ୍କର ଏକ ଆଲେଖ୍ୟ ପ୍ରକାଶ ପାଇଛି। ଯେଉଁଥିରେ ସେ ସାମାଜିକ ଫାଟକୁ ଦୂରକରି ଏକ ସୁସ୍ଥ ଓ ଭେଦଭାବହୀନ ସମାଜ ଗଠନ ଆବଶ୍ୟକତା ଉପରେ ବାବା ସାହେବ ଆମ୍ବେଦକରଙ୍କ ବାଣୀକୁ ଜୋର ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କୋସଲୀ ସାଂସ୍କୃତିକ ମହୋତ୍ସବ ଆରମ୍ଭ

ନୂଆପଡ଼ା,୨୦ା୧୨ (ମକାରୁ ବେମାଲ): ନୂଆପଡ଼ା ପୋଲିସ ପଡ଼ିଆ ରଙ୍ଗମଞ୍ଚଠାରେ କୋସଲୀ ସାଂସ୍କୃତିକ ମହୋତ୍ସବ ଉଦ୍‌ଘାଟିତ ହୋଇଯାଇଛି। ଅନୁଷ୍ଠାନର ସଭାପତି ସୁରଜିତସିଂ ମହାରଥାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉଦ୍‌ଘାଟନୀ...

ଶୀତରେ ଥରୁଛି କଳାହାଣ୍ଡି

ଭବାନୀପାଟଣା,୨୦ା୧୨(ଉତ୍ତମ କୁମାର ଦାଶ)- ସାରା ରାଜ୍ୟରେ ଶୀତର ପ୍ରକୋପ ଜାରି ରହିଛି। ଆହୁରି ସପ୍ତାହେ ଧରି ଏଭଳି ସ୍ଥିତି ଜାରି ରହିବ ବୋଲି ପାଣିପାଗ ବିଭାଗ...

ଆଶେସ ବିଜୟ ଲକ୍ଷ୍ୟରେ ଅଷ୍ଟ୍ରେଲିଆ

ଆଡିଲେଡ୍‌,୨୦ା୧୨: ଇଂଲଣ୍ଡର ଦ୍ୱିତୀୟ ଇନିଂସରେ ବିପର୍ଯ୍ୟୟ ପରେ ଅଷ୍ଟ୍ରେଲିଆ ଆଶେସ ସିରିଜ ବିଜୟ ପଥରେ ଅଗ୍ରସର ହେଉଛି। ନାଥାନ ଲିଅନ ଇଂଲଣ୍ଡର ୩ଟି ଉଇକେଟର ପତନ...

୩ ଜିଲାକୁ ଘନ କୁହୁଡ଼ି ଓ୍ବାର୍ନିଂ: ୭ଦିନ ଯାଏଁ…ଜି. ଉଦୟଗିରିରେ…

ଭୁବନେଶ୍ୱର, ୨୦ା୧୨(ବନ୍ଦନା ସେଠୀ) – ସାରା ରାଜ୍ୟରେ ଶୀତ ଲହରି ଜନଜୀବନକୁ ପ୍ରଭାବିତ କରୁଛି। ପାରଦ ତଳମୁହଁା ରହିଥିବାବେଳେ କେତେକ ଜିଲାରେ ଘନ କୁହୁଡ଼ି ଦେଖିବାକୁ...

ନୋରା ଫତେହିଙ୍କ କାର ଦୁର୍ଘଟଣା: ମଦ୍ୟପ ଚାଳକଙ୍କ ଧକ୍କାରେ…

ମୁମ୍ବାଇ,୨୦।୧୨: ଲୋକପ୍ରିୟ ବଲିଉଡ ଅଭିନେତ୍ରୀ ତଥା ନୃତ୍ୟଶିଳ୍ପୀ ନୋରା ଫତେହି ଶନିବାର ମୁମ୍ବାଇରେ ଏକ ସଡ଼କ ଦୁର୍ଘଟଣାର ସମ୍ମୁଖୀନ ହୋଇଛନ୍ତି। ବିଶ୍ୱପ୍ରସିଦ୍ଧ ମ୍ୟୁଜିକ୍ ପ୍ରୋଗ୍ରାମ ‘ସୁନବର୍ଣ୍ଣ...

ଇସ୍ରୋର ବଡ଼ ପଦକ୍ଷେପ: ଗଗନୟାନ ମିଶନ ପାଇଁ ସଫଳ ହେଲା ପାରାଚ୍ୟୁଟ୍‌ ପରୀକ୍ଷା

ନୂଆଦିଲ୍ଲୀ,୨୦ା୧୨: ମହାକାଶକୁ ଭାରତର ପ୍ରଥମ ମାନବ ପ୍ରେରଣ ଦିଗରେ ଶନିବାର ଆଉ ଏକ ବଡ଼ ପଦକ୍ଷେପ ସଫଳ ହୋଇଛି। ଭାରତୀୟ ମହାକାଶ ଗବେଷଣା ସଂଗଠନ (ଇସ୍ରୋ)...

ଅଣ୍ଡା ଖାଇଲେ ହେବେ କି କ୍ୟାନ୍ସର ? ସ୍ପଷ୍ଟୀକରଣ ଦେଲା FSSAI

ନୂଆଦିଲ୍ଲୀ,୨୦।୧୨: ଦେଶରେ ବିକ୍ରି ହେଉଥିବା ଅଣ୍ଡା ସମ୍ପୂର୍ଣ୍ଣ ସୁରକ୍ଷିତ। ଏଥିରେ କ୍ୟାନ୍ସର ସୃଷ୍ଟିକାରୀ ଉପାଦାନ ଥିବା ନେଇ ଚର୍ଚ୍ଚା ହେଉଥିବା ଖବରକୁ ଭାରତୀୟ ଖାଦ୍ୟ ସୁରକ୍ଷା...

ଭଗବାନଙ୍କ ଦର୍ଶନ ସାରି ଫେରିବା ବାଟରେ ଜଗିଥିଲା ଯମ: ବାପାମା’ଙ୍କ ସହ ଚାଲିଗଲା ଭଉଣୀଙ୍କ ଜୀବନ, ସୌଭାଗ୍ୟକୁ… 

ଗଜପତି,୨୦।୧୨(ଗିରିଧାରୀ ପରିଚ୍ଛା)- ଏମିତି ବି ଆସେ ମୃତ୍ୟୁ। ଭଗବାନଙ୍କ ଦର୍ଶନ ସାରି ଫେରିବା ବାଟରେ ଦୁର୍ଘଟଣା ଚାଲିଗଲା ଜୀବନ। ମୃତକମାନେ ହେଲେ ଗଜପତି ଜିଲା ଗୋଶାଣୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri