ଆସନ୍ତାକାଲିଠାରୁ ରଙ୍ଗେଇଲୁଣ୍ଡା-ଭୁବନେଶ୍ୱର ବିମାନ ସେବା

ଭୁବନେଶ୍ୱର,୪ା୩(ବ୍ୟୁରୋ): ଆସନ୍ତାକାଲି ଅର୍ଥାତ୍‌ ମାର୍ଚ୍ଚ ୫ରୁ ଗଞ୍ଜାମର ରଙ୍ଗେଇଲୁଣ୍ଡାରୁ ଭୁବନେଶ୍ୱର ଓ ଭୁବନେଶ୍ୱରରୁ ରଙ୍ଗେଇଲୁଣ୍ଡାକୁ ସ୍ବତନ୍ତ୍ର ଚାର୍ଟର ବିମାନସେବା ଆରମ୍ଭ ହେବ।

ପ୍ରଥମ ଦିନ ୯ ଜଣ ଯାତ୍ରୀଙ୍କୁ ନେଇ ଏହି ବିମାନ ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ଜନ୍ମ ବାର୍ଷିକୀରେ ରଙ୍ଗେଇଲୁଣ୍ଡାରୁ ରାଜଧାନୀ ଅଭିମୁଖେ ଯାତ୍ରା କରିବ। ପ୍ରଥମ ବିମାନର ପ୍ରସ୍ତୁତି ଏବଂ ଏୟାରଷ୍ଟ୍ରିପ ଟର୍ମିନାଲରେ କାର୍ଯ୍ୟ ଶେଷ ହୋଇଛି।

ସେହିପରି ଜେଟ୍‌ ଏରିନା ପକ୍ଷରୁ ଆକାଶ ଏୟାର ଲାଇନ୍ସ ଓଡ଼ିଶାରେ ବିମାନ ସେବା ଆରମ୍ଭ ହେବ। ବେଙ୍ଗାଲୁରୁରୁ ଭୁବନେଶ୍ୱର ଏବଂ ଭୁବନେଶ୍ୱରରୁ ପୁଣେ ଏବଂ ପୁଣେରୁ ଭୁବନେଶ୍ୱରକୁ ମଧ୍ୟ ବିମାନ ସେବା ଆରମ୍ଭ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ଗାଁକୁ ସମ୍ପୂର୍ଣ୍ଣ ମଦମୁକ୍ତ କରିବା ପାଇଁ ଜିଲାପାଳଙ୍କଠାରେ ପହଞ୍ଚିଲେ ଶତାଧିକ ମହିଳା

ବଲାଙ୍ଗୀର,୧୨ା୧୦(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ବଙ୍ଗୋମୁଣ୍ଡା ବ୍ଲକ ବେଲପଡ଼ା ପଞ୍ଚାୟତ ଦେଓଗାଁ ଗ୍ରାମରେ ସମ୍ପୂର୍ଣ୍ଣ ମଦ ବିକ୍ରିକୁ ବନ୍ଦ କରିବା ନେଇ ସୋମବାର ଜିଲାପାଳ ଅଫିସରେ…

୧୩ରେ ଲଘୁଚାପ: ପାଣିପାଗ ବିଭାଗର କହିଲା ଏହାର ଗତିବିଧି…

ଭୁବନେଶ୍ୱର,୧୨।୧୦ ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଆସନ୍ତା ୧୩ ଅକ୍ଟୋବର ବେଳକୁ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ତେବେ ଅନୁକୂଳ ପାଣିପାଗ ଓ ସାମୁଦ୍ରିକ ପରିସ୍ଥିତି…

ଅର୍ଥନୀତି କ୍ଷେତ୍ରରେ ନୋବେଲ ପୁରସ୍କାର ଘୋଷଣା: ଏହି ୨ ଜଣଙ୍କୁ ମିଳିଲା

ନୂଆଦିଲ୍ଲୀ,୧୨।୧୦: ୨୦୨୬ ମସିହାର ଅର୍ଥନୀତି କ୍ଷେତ୍ରରେ ନୋବେଲ ପୁରସ୍କାର ଆମେରିକୀୟ ଅର୍ଥନୀତିଜ୍ଞ ରବର୍ଟ ଇ. ହଲ (Robert E. Hall) ଏବଂ ମାଇକେଲ ୱୁଡଫୋର୍ଡ (Michael Woodford)ଙ୍କୁ…

ଝିଅ ସାରାଙ୍କୁ ନେଇ ଏମିତି କହିଲେ ସଚିନ ତେନ୍ଦୁଲକର: ସୋସିଆଲ ମିଡିଆରେ ବଢୁଛି ଚର୍ଚ୍ଚା

ମୁମ୍ବାଇ,୧୨।୧୦: ଭାରତୀୟ କ୍ରିକେଟ୍‌ର କିମ୍ବଦନ୍ତୀ ଖେଳାଳି ସଚିନ ତେନ୍ଦୁଲକରଙ୍କ ଝିଅ ସାରା ତେନ୍ଦୁଲକର ଆଜି ୨୯ ବର୍ଷରେ ପାଦ ଥାପିଛନ୍ତି। ଏହି ବିଶେଷ ଅବସରରେ ସାରାଙ୍କୁ ସୋସିଆଲ…

ମାତ୍ର ୧୩ ରନ କରି ଭାରତକୁ ଜିତାଇଲେ ପ୍ରିନ୍ସ, ତାଙ୍କ ବ୍ୟାଟ୍‌ ପଛର ରୋଚକ କାହାଣୀ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଇନ୍ଦୋର,୧୨।୧୦: ୱେଷ୍ଟଇଣ୍ଡିଜ ବିପକ୍ଷ ତୃତୀୟ ଟି-୨୦ ମ୍ୟାଚ୍‌ରେ ଭାରତୀୟ ଦଳ ୧୪ ରନ୍‌ରେ ବିଜୟୀ ହୋଇଛି। ଏହି ମ୍ୟାଚ୍‌ରେ ପ୍ରିନ୍ସ ଯାଦବ ବୋଲିଂରେ କୌଣସି ଉଇକେଟ ନେଇପାରି…

କରାଟେରେ ଗଞ୍ଜାମର ୫ ଜଣଙ୍କୁ ଗୋଲ୍ଡ ମେଡାଲ, କମାଲ କଲେ ଯାଆଁଳା ଭାଇ

ଗଞ୍ଜାମ,୧୨ା୧୦(ବିଦ୍ୟାଧର ସାହୁ): ଗୁଜରାଟରେ ଅନୁଷ୍ଠିତ ରାଜ୍ୟସ୍ତରୀୟ ପ୍ରଥମ ଓପନ ନ୍ୟାଶନାଲ କଣ୍ଟ୍ରାକ୍ଟ କରାଟେ ଚାମ୍ପିଅନଶିପ୍‌-୨୬ରେ ଗଞ୍ଜାମର ୫ ଜଣ ପ୍ରତିଭାବାନ ଗୋଲ୍ଡ ମେଡାଲ ଜିତି ରାଜ୍ୟ ଓ…

ଧୋନୀଙ୍କ ରେକର୍ଡକୁ ଧୂଳିସାତ୍‌ କଲେ ଶ୍ରେୟସ ଆୟର: କରିଦେଲେ ଏମିତି କାରନାମା

ଇନ୍ଦୋର,୧୨।୧୦: ଟି-୨୦ କ୍ରିକେଟ୍‌ରେ ବଡ଼ ସ୍କୋର କରିବା ସହ ଆକ୍ରମଣାତ୍ମକ ବ୍ୟାଟିଂ ଜାରି ରଖିବା ଯେକୌଣସି ଦଳ ପାଇଁ ଏକ ବଡ଼ ଚ୍ୟାଲେଞ୍ଜ। କିନ୍ତୁ ଶ୍ରେୟସ ଆୟରଙ୍କ…

ଭାରତୀୟ କ୍ରିକେଟ୍‌ର ଗୁମର ଖୋଲିଲେ ଗାଭାସ୍କର: ଦେଲେ ଚାଞ୍ଚଲ୍ୟକର ମନ୍ତବ୍ୟ

ନୂଆଦିଲ୍ଲୀ,୧୨।୧୦:ଭାରତୀୟ ଘରୋଇ କ୍ରିକେଟର ସବୁଠାରୁ ପ୍ରତିଷ୍ଠିତ ପ୍ରଥମ ଶ୍ରେଣୀ ଟୁର୍ନାମେଣ୍ଟ ରଣଜୀ ଟ୍ରଫିର ମାନକୁ ନେଇ ପ୍ରଶ୍ନ ଉଠାଇଛନ୍ତି କିମ୍ବଦନ୍ତୀ କ୍ରିକେଟର ସୁନୀଲ ଗାଭାସ୍କର। ରଣଜୀ ଟ୍ରଫିରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?