ଭିଜିଲାନ୍ସ ହାତରେ ଧରାପଡିଲେ ରେଞ୍ଜର

ଭବାନୀପାଟଣା,୨୧।୧୨(ସ୍ବ.ପ୍ର): ଭିଜିଲାନ୍ସ ଜାଲରେ କଳାହାଣ୍ଡି ଜିଲା କେଗାଁ ବନବିଭାଗ ରେଞ୍ଜର କେଶବ ମାଝୀ। ଆୟ ବର୍ହିଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ବୁଧବାର କେସିଙ୍ଗା ସ୍ଥିତ ଘର, କେଗାଁ କାର୍ଯ୍ୟାଳୟ, କ୍ୱାଟରରେ ଓ ବ୍ରାହ୍ମଣୀର ପୈତୃକ ଘରେ ଭିଜିଲାନ୍ସ ବିଭାଗ ଚଢାଉ କରିଛି। କୋରାପୁଟ ଓ କଳାହାଣ୍ଡି ଭିଜିଲାନ୍ସ ବିଭାଗ ଚଢାଉ କରିଥିବା ଜଣାପଡିଛି। ଏହି ଚଢାଉ ସମୟରେ ତିନି ମହଲା କୋଠା, ଦାମୀ କାର, ବୁଲେଟ୍‌ ଆଦି ବହୁ ସାମଗ୍ରୀ ଠାବ କରାଯାଇଥିବା ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଥାନାରେ ବିବାହ କଲେ ପ୍ରେମୀଯୁଗଳ

ବରଗଡ଼ ଅଫିସ୍‌,୩୧।୩-ବରଗଡ଼ ଟାଉନ ଥାନା ପରିସରରେ ମଙ୍ଗଳବାର ନିରାଡ଼ମ୍ବର ଭାବେ ଏକ ପ୍ରେମୀଯୁଗଳଙ୍କ ବିବାହ ସମ୍ପନ୍ନ ହୋଇଛି। ବରଗଡ଼ ପୌର ପରିଷଦ ଅଧୀନ ୱାର୍ଡ଼ ନଂ-୧୭...

ଭୋଟବାକ୍ସରେ ବନ୍ଦ ହେଲା ୫୧୫ ପ୍ରାର୍ଥୀଙ୍କ ଭାଗ୍ୟ

କୋକସରା,୨୦ା୨(ଡି.ଏନ୍‌.ଏ): କଳାହାଣ୍ଡି ଜିଲା କୋକସରା ବ୍ଲକରେ ତୃତୀୟ ପର୍ଯ୍ୟାୟ ପଞ୍ଚାୟତ ନିର୍ବାଚନ ରବିବାର ଶେଷ ହୋଇଛି । ସକାଳ ୭ଟାରୁ ସନ୍ଧ୍ୟା ପର୍ଯ୍ୟନ୍ତ ମତଦାନ ହୋଇଥିବା...

କୋଭିଡ-୧୯ ରେଗୁଲେସନ୍‌ ଉଲ୍ଲଂଘନ, ହରିହର ନର୍ସିଂହୋମ୍‌କୁ ସିଲ୍‌ କଲା ପ୍ରଶାସନ

ବଲାଙ୍ଗୀର ଅଫିସ, ୯ା୪: କୋଭିଡ-୧୯ ରେଗୁଲେସନ୍‌ ଉଲ୍ଲଂଘନ ଯୋଗୁଁ ବଲାଙ୍ଗୀର ସହରର ସୁଦପଡାଠାରେ ଥିବା ହରିହର ଡାଇଗ୍ନୋଷ୍ଟିକ୍‌ ଏବଂ ନର୍ସିଂହୋମକୁ ଜିଲା ପ୍ରଶାସନ ପକ୍ଷରୁ ଗୁରୁବାର...

୨ ସାଇବର ଠକ ଗିରଫ

କଟକ ଅଫିସ,୭।୬: ଚାଉଳିଆଗଞ୍ଜ ପୋଲିସ ୨ଜଣ ସାଇବର ଠକଙ୍କୁ ଗିରଫ କରି ରବିବାର କୋର୍ଟ ଚାଲାଣ କରିଛି। ଅଭିଯୁକ୍ତ ଦ୍ୱୟ ହେଉଛନ୍ତି ପୁରୀ ସତ୍ୟବାଦୀ ଥାନା...

ଟ୍ୟୁସନ ଯାଉଥିବା ଛାତ୍ରୀଙ୍କୁ ଟଣାଓଟରା ଅଭିଯୋଗ: ୨ ଗିରଫ

ଧାମନଗର ୩।୧୨(ଡି.ଏନ.ଏ.)- ଭଦ୍ରକ ଜିଲା ଧାମନଗର ବ୍ଲକ ଧୂଷୁରୀ ଥାନା ଅନ୍ତର୍ଗତ ନସଲାପୁର ପ୍ରାଥମିକ ବିଦ୍ୟାଳୟ ନିକଟରେ ଟ୍ୟୁସନ ଯାଉଥିବା ଜଣେ ଛାତ୍ରୀଙ୍କୁ ଗତ ୧...

୧୫ ମାସର ପୁଅକୁ ହାତଗୋଡ଼ ବାନ୍ଧି ମାଡ଼

ଗୋପ, ୧୭ା୮(ଡି.ଏନ୍‌.ଏ.): ଜନ୍ମଦାତ୍ରୀ ମା’ ପାଲଟିଲା ନିଷ୍ଠୁର। ପାରିବାରିକ କଳହକୁ ନେଇ ନିଜ ୧୫ମାସର ଶିଶୁ ପୁତ୍ରକୁ ତଳେ ପକାଇ ଅମାନୁଷିକ ଭାବେ ମାଡ଼ ମାରିଛି...

ଆହୁରି ବଢ଼ିବ ତାତି

ଭୁବନେଶ୍ୱର,୧୫ା୪(ବ୍ୟୁରୋ): ସକାଳ ୯ଟାରୁ ମାଡି ଆସୁଛି ପ୍ରଚଣ୍ଡ ଖରା। ଦେହ ମୁଣ୍ଡ ପୋଡି ଜଳିଯାଉଛି। କରୋନା(କୋଭିଡ-୧୯) ସଂକ୍ରମଣ ଆଶଙ୍କା ଥିବାରୁ ଲଡ୍‌କଡାଉନ କଟକଣା ପାଇଁ ଲୋକମାନେ...

ପ୍ରତିଶ୍ରୁତି ଦେଲେ ନବୀନ: ଏନ୍‌ଡିଏ ଉପରାଷ୍ଟ୍ରପତି ପ୍ରାର୍ଥୀଙ୍କୁ ସମର୍ଥନ ଦେବ ବିଜେଡି

ଭୁବନେଶ୍ୱର,୧୭।୭: ଉପରାଷ୍ଟ୍ରପତି ନିର୍ବାଚନରେ ମଧ୍ୟ ଏନ୍‌ଡିଏ ପ୍ରାର୍ଥୀଙ୍କୁ ସମର୍ଥନ ଦେବ ବିଜେଡି। ରବିବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏନ୍‌ଡିଏର ଉପରାଷ୍ଟ୍ରପତି ପ୍ରାର୍ଥୀ ଜଗଦୀପ ଧନକରଙ୍କୁ ସମର୍ଥନ...

Advertisement
Archives

Model This Week