ରେଞ୍ଜର ନିଲମ୍ବିତ, ଡାଟା ଏଣ୍ଟ୍ରି ଅପରେଟର ଗିରଫ

କରଞ୍ଜିଆ,୭।୧୦(ଡି.ଏନ୍‌.ଏ.): ମୟୂରଭଞ୍ଜ ଜିଲା ଦୁଧିଆଣି ରେଞ୍ଜର ସରୋଜ ପଣ୍ଡାଙ୍କୁ କାର୍ଯ୍ୟରୁ ନିଲମ୍ବିତ ହୋଇଛନ୍ତି । କାର୍ଯ୍ୟରେ ଅବହେଳା ପାଇଁ କରଞ୍ଜିଆ ବନଖଣ୍ଡ ଅଧିକାରୀ ତାଙ୍କୁ ନିଲମ୍ବନ କରାଯାଇଛି। ହାତୀ ଉପଦ୍ରବ ଜନିତ କ୍ଷୟକ୍ଷତିର ସହାୟତା ରାଶି ପ୍ରଦାନ କରିବାରେ ବିଳମ୍ବ ଯୋଗୁ ତାଙ୍କୁ ନିଲମ୍ବନ କରାଯାଇଛି। ଶନିବାର ଏହି ଘଟଣାରେ ଡାଟା ଏଣ୍ଟ୍ରି ଅପରେଟର ମୃତ୍ୟୁଞ୍ଜୟ ପଣ୍ଡା ଗିରଫ ହୋଇଥିଲେ। ସେ ହାତୀ ଉପଦ୍ରବ ଦ୍ୱାରା କ୍ଷତି ସହିତ ଲୋକଙ୍କୁ ସହାୟତା ବାବଦକୁ ୪୬,୬୦୦ ଟଙ୍କା ପ୍ରଦାନ କରିବା ବଦଳରେ ନିଜ ବ୍ୟାଙ୍କ ଖାତାରେ ଏହାକୁ ଜମା କରି ଦେଇଥିଲେ। କରଞ୍ଜିଆ ବନଖଣ୍ଡ ଅଧିକାରୀଙ୍କଠାରୁ ଏସମ୍ପର୍କରେ ଅଭିଯୋଗ ପାଇବା ପରେ କରଞ୍ଜିଆ ପୋଲିସ ମୃତ୍ୟୁଞ୍ଜୟଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଫୁଟବଲ ଖେଳ ଚାଲିଥିବା ବେଳେ ଆକାଶରୁ ଖସିଲା ମୃତ୍ୟୁ

କୁଆଁରମୁଣ୍ଡା,୬।୯(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା ବୀରମିତ୍ରପୁର ଥାନା କୁଆଁରମୁଣ୍ଡା ଫାଣ୍ଡି ଅନ୍ତର୍ଗତ କାଲୋଷିହିରିଆ ଗେଲ୍‌ଇଣ୍ଡିଆ ଖଡିଆବସ୍ତି ଫୁଟବଲ ପଡ଼ିଆରେ ରବିବାର ଏକ ଅଘଟଣ ଘଟିଛି। ପଡ଼ିଆରେ…

ଅବୈଧ ସମ୍ପର୍କରେ ବାଧା ସାଜିଲେ ସନ୍ତାନ; ପ୍ରେମିକ ସହ ମିଶି ହତ୍ୟା କଲେ, ଅନ୍ୟ ଜିଲାକୁ ନେଇ ଫିଙ୍ଗିଦେଲେ ମା’

ଚେନ୍ନାଇ,୬।୯: ତାମିଲନାଡୁର ତିରୁପତ୍ତୁର ଜିଲାରୁ ଏକ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି । ୫ ବର୍ଷ ଓ ୩ ବର୍ଷ ବୟସର ଦୁଇ ଶିଶୁଙ୍କୁ କୂଅରେ ଫିଙ୍ଗି…

ରାହୁଙ୍କ ସବୁଠାରୁ ବଡ଼ ଗୋଚର; ୩ ରାଶିଙ୍କୁ ବମ୍ପର ଲାଭ, ଚମକି ଉଠିବ ଭାଗ୍ୟ

ଡିସେମ୍ୱର ୨୦୨୬ରେ ରାହୁ କୁମ୍ଭ ରାଶିରୁ ମକର ରାଶିକୁ ଚଳନ କରିବେ, ଯାହା ଫଳରେ କିଛି ରାଶିର ବ୍ୟକ୍ତିବିଶେଷଙ୍କୁ ପ୍ରଚୁର ଲାଭ ମିଳିବାର ଯୋଗ ରହିଛି। ବୈଦିକ…

UPI Payment: ଭୁଲ ନମ୍ୱରକୁ କରିଦେଇଛନ୍ତି କି ପେମେଣ୍ଟ? ଜାଣନ୍ତୁ କେମିତି ଫେରି ପାଇବେ ଆପଣଙ୍କ ଟଙ୍କା, ତୁରନ୍ତ କରନ୍ତୁ ଏହି କାମ

ନୂଆଦିଲ୍ଲୀ,୬।୯: UPI ପେମେଣ୍ଟ ଟଙ୍କା କାରବାରକୁ ବହୁତ ସହଜ ଏବଂ ଦ୍ରୁତ କରିଦେଇଛି। ତଥାପି, ବେଳେବେଳେ ତରବରିଆ ଭାବେ କିମ୍ୱା ଅସାବଧାନତା ଯୋଗୁଁ ଭୁଲ ନମ୍ୱର ବା…

୭ରୁ ୧୩ ସେପ୍ଟେମ୍ୱର ଯାଏ ଏହି ୪ରାଶିଙ୍କୁ ମିଳିବ ବଡ଼ ଲାଭ; ହୁ ହୁ ହୋଇ ବଢିବ ଇନକମ୍‌, ଘରକୁ ଆସିବ ଖୁସି ଖବର

ସେପ୍ଟେମ୍ୱର ମାସର ଦ୍ୱିତୀୟ ସପ୍ତାହ କିଛି ରାଶିର ବ୍ୟକ୍ତିବିଶେଷଙ୍କ ପାଇଁ ଖୁସି ଏବଂ ସଫଳତାର ଉପହାର ନେଇ ଆସିଛି। ଏହି ସମୟ ମଧ୍ୟରେ ମନମୁତାବକ ଲାଭ ମିଳିବା…

ମନ୍ତ୍ରୀଙ୍କ ପ୍ରଦର୍ଶନ ଉପରେ ମୋଦିଙ୍କ ନଜର, କ୍ୟାବିନେଟ୍ ଅଦଳବଦଳ ନେଇ ବଢ଼ିଲା ଚର୍ଚ୍ଚା

ନୂଆଦିଲ୍ଲୀ,୬ା୯: ମନ୍ତ୍ରୀମାନଙ୍କ କାର୍ଯ୍ୟଧାରା ଓ ବିଭିନ୍ନ ମନ୍ତ୍ରଣାଳୟର ପ୍ରଦର୍ଶନକୁ ନେଇ ସୋମବାର ସନ୍ଧ୍ୟାରେ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ହେବ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏହି ବୈଠକରେ ଅଧ୍ୟକ୍ଷତା…

ଗାଁରେ ମାଙ୍କଡ଼ ଆତଙ୍କ: ଦୁଇଜଣଙ୍କୁ ଗୋଡ଼ାଇ ଗୋଡ଼ାଇ ଆକ୍ରମଣ ପରେ…

ବଞ୍ଚୋ,୬ା୯(ପ୍ରଦୋଷ ବିଶ୍ୱାଳ): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ ମୋଚିନ୍ଦା ଗ୍ରାମରେ ଏକ ବୁଲା ମାଙ୍କଡ଼ର ଉତ୍ପାତକୁ ନେଇ ଗ୍ରାମବାସୀଙ୍କ ମଧ୍ୟରେ ଭୟ ଓ ଆତଙ୍କ ଦେଖାଦେଇଛି। ଗ୍ରାମ…

ପାଳନ ହେବ ଘୁମୁସର ଦିବସ, ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ପ୍ରଦାନ କରାଯିବ…

ଭଞ୍ଜନଗର,୬ା୯(ବାବୁଲା ପ୍ରଧାନ): ଘୁମୁସର ବିକାଶ ପରିଷଦର ଏକ ବୈଠକ ଭଞ୍ଜନଗରଠାରେ ଶନିବାର ଅନୁଷ୍ଠିତ ହୋଇଯାଇଛି। ପରିଷଦର ବରିଷ୍ଠ କର୍ମକର୍ତ୍ତା ସୋମନାଥ ନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଘୁମୁସର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri