ପୁଣି ଏକାଠି ନଜର ଆସିବେ ଏହି ଯୋଡି

ମୁମ୍ବାଇ: ବଲିଉଡ୍‌ର ଲୋକପ୍ରିୟ ଅଭିନେତା ସୈଫ ଅଲ୍ଲୀ ଖାନ ଏବଂ ଅଭିନେତ୍ରୀ ରାଣୀ ମୁଖାର୍ଜୀଙ୍କୁ ଦର୍ଶକ ଏକାଠି ଦେଖିବାକୁ ପାଇବେ। ଖୁବ୍‌ ଶୀଘ୍ର ସେମାନେ ଫିଲ୍ମ‘ବଣ୍ଟି ଔର ବବଲି ୨’ରେ ନଜର ଆସିବାକୁ ଯାଉଛନ୍ତି । ଫିଲ୍ମର ଷ୍ଟାରକାଷ୍ଟ ଏହାର ପ୍ରମୋଶନ ଆରମ୍ଭ କରି ଦେଇଛନ୍ତି । ଫିଲ୍ମଟି ୧୯ ନଭେମ୍ବରରେ ରିଲିଜ ହେବା ନେଇ କୁହାଯାଉଛି।
ଏହି ଫିଲ୍ମରେ ସୈଫ ଅଲ୍ଲୀ ଖାନ ଏବଂ ରାଣୀ ମୁଖାର୍ଜୀଙ୍କ ବ୍ୟତୀତ, ସିଦ୍ଧାନ୍ତ ଚର୍ତୁବେଦୀ ନଜର ଆସିବେ। ଏବେ ତାଙ୍କର ଫିଲ୍ମର ପ୍ରମୋଶନର ଭିଡିଓ ସୋସିଆଲ ମିଡିଆରେ ଭାଥରାଲ ହେବାରେ ଲାଗିଛି। ଏଥିରେ ରାଣୀ ମୁଖାର୍ଜୀ ସିଦ୍ଧାନ୍ତ ଚର୍ତୁବେଦୀଙ୍କ ସହ ପୋଜ ଦେଉଥିବା ନଜର ଆସୁଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ହସ୍ପିଟାଲରେ ପହଞ୍ଚିଥିଲେ କରୀନା କପୁର

ବଲିଉଡ୍‌ ଅଭିନେତ୍ରୀ କରିନା କପୁର ଏବେ ନିଜର ଗର୍ଭାବସ୍ଥା ଉପଭୋଗ କରୁଛନ୍ତି। ବର୍ତ୍ତମାନ ତାଙ୍କର ୭ ମାସ ଚାଲିଛି। ନିକଟରେ ସୈଫ୍‌ ହିମାଞ୍ଚଳପ୍ରଦେଶରେ ତାଙ୍କର ଆଗାମୀ...

ଏକତାଙ୍କ ବାୟୋପିକରେ ଦିଶା

ମୁମ୍ବାଇ: ବଲିଉଡ୍‌ର ହଟ୍‌ ଓ ସେକ୍ସି ନାୟିକା ଦିଶାା ପାଟନି ଏବେ ଚଣ୍ଡିଗଡ଼ରେ ଅଛନ୍ତି। ସେ ତାଙ୍କ ଅପ୍‌କମିଙ୍ଗ ଫିଲ୍ମ ‘କେ ଟିନା’ର ଶୁଟିଂରେ ବ୍ୟସ୍ତ...

ଅପେକ୍ଷା ଡିସେମ୍ବରକୁ

ଚୁଲ୍‌ବୁଲ୍‌ ପାଣ୍ଡେଙ୍କୁ ନେଇ ଏବେ ବଲିଉଡ୍‌ରେ ଚର୍ଚ୍ଚା। ସେ ଆସିବା ମାତ୍ରେ ସେଠାରେ ଉପସ୍ଥିତ ଦର୍ଶକଙ୍କ ଉତ୍ସାହ ଆହୁରି ବଢ଼ିଯାଉଛି। କେମିତି ତାଙ୍କ ସହ ଦୁଇପଦ...

୯୮ ବର୍ଷରେ ଟ୍ରାଜେଡି କିଙ୍ଗ୍‌ ଦିଲ୍ଲୀପ କୁମାର

ମୁମ୍ବାଇ,୧୧।୧୨: ଟ୍ରାଜେଡି କିଙ୍ଗ୍‌ ଦିଲ୍ଲୀପ କୁମାର ଶୁକ୍ରବାର ୯୮ ବର୍ଷରେ ପଦାର୍ପଣ କରିଛନ୍ତି। ୧୯୨୨ ଡିସେମ୍ବର ୧୧ରେ ସେ ପେଶଓ୍ବାରରେ ଜନ୍ମଗ୍ରହଣ କରିଥିଲେ। ତାଙ୍କର ପ୍ରକୃତ...

୨୭ ପଇସା ନେଇ ବମ୍ବେ ଆସିଥିଲେ ଏହି ଖ୍ୟାତନାମା ଗୀତିକାର: ସଲମାନଙ୍କ ବାପାଙ୍କ ଯୋଗୁ ବଦଳିଯାଇଥିଲା ଭାଗ୍ୟ

ବମ୍ବେ: ଆଜି ନିଜର ଜନ୍ମଦିନ ପାଳୁଛନ୍ତି ଖ୍ୟାତନାମା ଗୀତିକାର ତଥା ପୂର୍ବ ରାଜ୍ୟ ସଭା ସାଂସଦ ଜାଭେଦ ଅଖ୍‌ତର। ‘ଅନ୍ଦାଜ’ ଠାରୁ ଆରମ୍ଭ କରି ‘ଜଞ୍ଜିର’,...

ଧର୍ମେନ୍ଦ୍ରଙ୍କୁ ଏକୁଟିଆ ନ ଭେଟିବା ପାଇଁ ହେମାମାଳିନୀଙ୍କ ପିତା କରିଥିଲେ ଏମିତି କାମ

ବଲିଉଡର ଭେଟେରାନ ଅଭିନେତ୍ରୀ ହେମାମାଳିନୀ ନିଜ ଅଭିନୟ ଯାଦୁରେ ଦର୍ଶକଙ୍କ ହୃଦୟରେ ସ୍ବତନ୍ତ୍ର ସ୍ଥାନ ସୃଷ୍ଟି କରିଛନ୍ତି। ଦୀର୍ଘ ୬ ଦଶନ୍ଧି ଧରି ସେ ଅନେକ...

ବ୍ରେକ୍‌ଅପ୍‌ ପରେ ମଧ୍ୟ ସିର୍ଦ୍ଧାର୍ଥଙ୍କୁ ଭୁଲି ପାରିନାହାନ୍ତି ତାରା

ମୁମ୍ବାଇ: ଖୁବ୍‌ଶୀଘ୍ର ରିଲିଜ ହେବାକୁ ଯାଉଛି ସିର୍ଦ୍ଧାର୍ଥ ମଲହୋତ୍ରା ଏବଂ ତାରା ସୁତାରିଆ ଅଭିନୀତ ଫିଲ୍ମ ‘ମରଜାଓ୍ବା’। ଏବେ ଉଭୟ ଏହାର ପ୍ରମୋଶନରେ ବ୍ୟସ୍ତ। ନିକଟ...

ରିଲିଜ୍‌ ଅପେକ୍ଷାରେ ‘ଗୁଡ୍‌ ନ୍ୟୁଜ’ ଟ୍ରେଲର୍‌

ମୁମ୍ବାଇ: ରୋମାଣ୍ଟିକ କମେଡି ଡ୍ରାମା ଫିଲ୍ମ ‘ଗୁଡ୍‌ ନ୍ୟୁଜ’ର ଟ୍ରେଲର୍‌ ସୋମବାର ରିଲିଜ୍‌ ହେବ ବୋଲି ଖିଲାଡି ବୟ ଅକ୍ଷୟ କୁମାର ଟୁଇଟ୍‌ କରି ସୂଚନା...

Advertisement
Archives

Model This Week