Posted inUncategorized

ଅଭିନୟ ନୁହେଁ ବରଂ ଏହି କାର୍ଯ୍ୟ କରିବାକୁ ପସନ୍ଦ କରିଥିଲେ ରାଣୀ ମୁଖାର୍ଜୀ, ପରେ ହୋଇଗଲେ ଷ୍ଟାର

ବଲିଉଡର ପ୍ରସିଦ୍ଧ ଅଭିନେତ୍ରୀ ରାଣୀ ମୁଖାର୍ଜୀ ୨୧ ମାର୍ଚ୍ଚରେ ଜନ୍ମ ହୋଇଥିଲେ। ଆଜି ତାଙ୍କର ୪୩ ତମ ଜନ୍ମଦିନ। ରାଣୀ ୧୬ ବର୍ଷ ବୟସରେ ‘ରାଜା କି ଆଏଗି ବାରତ’ ଫିଲ୍ମରେ ବଲିଉଡରେ ଡେବ୍ୟୁ କରିଥିଲେ। ଏହି ଫିଲ୍ମରେ ରାଣୀ ଖୁବ୍‌ ଦମ୍‌ଦାର ଅଭିନୟ କରିଥିଲେ। ଏହା ସହିତ ତାଙ୍କର ସୌନ୍ଦର୍ଯ୍ୟ ମଧ୍ୟ ଚର୍ଚ୍ଚାର ବିଷୟ ହୋଇଥିଲା। ପରେ ସେ ଅନେକ ହିଟ୍‌ ଫିଲ୍ମ ଦର୍ଶକଙ୍କୁ ଭେଟି ଦେଇଥିଲେ।
ରାଣୀ୨୧ ମାର୍ଚ୍ଚ ୧୯୭୮ରେ କୋଲକାତାରେ ଜନ୍ମଗ୍ରହଣ କରିଥିଲେ। ରାଣୀଏକ ଫିଲ୍ମ ପରିବାରରେ ଜନ୍ମଗ୍ରହଣ କରିଥିଲେ। ତାଙ୍କ ପିତା ଜଣେ ଜଣାଶୁଣା ନିର୍ଦ୍ଦେଶକ। ସାଧାରଣତଃ କୁହାଯାଏ ଯେ, ଚଳଚ୍ଚିତ୍ର ପୃଷ୍ଠଭୂମି ଥିବା ବ୍ୟକ୍ତିମାନେ କାର୍ଯ୍ୟକୁ ସହଜରେ କରିବାକୁ ସକ୍ଷମ ଅଟନ୍ତି । ରାଣୀଙ୍କ ସହ କିଛି ଓଲଟା ଘଟଣା ଘଟିଗଲା ।
କିନ୍ତୁ ବହୁତ କମ ଲୋକ ଜାଣିଥିବେ ଯେ ଚଳଚ୍ଚିତ୍ରରେ ଅଭିନୟ କରିବା ରାଣୀଙ୍କ ପ୍ରଥମ ପସନ୍ଦ ନୁହେଁ। ବାସ୍ତବରେ, ପ୍ରଥମ ସେ ଫ୍ୟାଶନ ଡିଜାଇନର୍‌ ହେବାକୁ ଚାହୁଁଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ନିଜ ସ୍ତ୍ରୀ ଆଗରେ ମହିଳାଙ୍କୁ କଲେ ବଳାତ୍କାର, ନଗ୍ନ ଫଟୋ ଦେଖାଇ ଧର୍ମ ବଦଳାଇବାକୁ କଲେ ବ୍ଲାକମେଲ୍

ନୂଆଦିଲ୍ଲୀ, ୨୨।୪: କର୍ଣ୍ଣାଟକରେ ୨୮ ବର୍ଷ ବୟସ୍କା ବିବାହିତା ମହିଳାଙ୍କୁ କିଛି ବ୍ୟକ୍ତି ତାଙ୍କ ନଗ୍ନ ଫଟୋ ଦେଖାଇ ବ୍ଲାକମେଲ ମାଧ୍ୟମରେ ଇସଲାମ ଧର୍ମ ଗ୍ରହଣ...

ଏମ୍ସ ଡାକ୍ତରଙ୍କ ସହ ୪୦ ମିନିଟ କଥା ହେଲେ କେଜରିଓ୍ବାଲ, ଉଠିଲା ନାହିଁ ଇନସୁଲିନ ପ୍ରସଙ୍ଗ!

ନୂଆଦିଲ୍ଲୀ,୨୧।୪: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲଙ୍କୁ ଏଆଇଆଇଏମଏସର ବରିଷ୍ଠ ଡାକ୍ତରଙ୍କ ସହ ଭିଡିଓ ପରାମର୍ଶର ସୁବିଧା ଦିଆଯାଇଥିଲା। ଯେଉଁଥିରେ ତାଙ୍କୁ ନିଶ୍ଚିତ କରାଯାଇଥିଲା ଯେ ତାଙ୍କ...

ଓଡ଼ିଶାର ୪ ନଦୀରେ ପାଣି ନାହିଁ

ନୂଆଦିଲ୍ଲୀ,୮ା୪:ଦକ୍ଷିଣ ଓଡ଼ିଶାରେ ପ୍ରବାହିତ ୪ଟି ନଦୀ ଏବେ ଶୁଖିଲା ପଡ଼ିଥିବା କେନ୍ଦ୍ରୀୟ ଜଳ ଆୟୋଗ (ସିଡବ୍ଲ୍ୟୁସି)ଙ୍କ ତଥ୍ୟରୁ ଜଣାପଡ଼ିଛି। ଗ୍ରୀଷ୍ମ ଆରମ୍ଭରୁ ରାଜ୍ୟରେ ତାପମାତ୍ରା ଅସହ୍ୟ...

ଚଳିତ ଆର୍ଥିକବର୍ଷର କାରବାର ଶେଷ, ସେନ୍‌ସେକ୍ସ ୭୪,୦୦୦ ନିକଟବର୍ତ୍ତୀ

ନୂଆଦିଲ୍ଲୀ,୨୯।୩: ଚଳିତ ଆର୍ଥିକ ବର୍ଷର ଅବଧି ଶେଷ ପୂର୍ବରୁ ଘରୋଇ ଶେୟାର ବଜାରର କାରବାର ଗୁରୁବାର ଶେଷ ହୋଇଛି। ବିଶେଷକରି ୨୦୨୩-୨୪ ଆର୍ଥିକ ବର୍ଷ (...

କେଜରିଓ୍ବାଲ କିଙ୍ଗପିନ, ସିସୋଡିଆ ମୁଖ୍ୟ ଷଡଯନ୍ତ୍ରକାରୀ: ଇଡି

ନୂଆଦିଲ୍ଲୀ,୨୨।୩: ଦିଲ୍ଲୀ ମଦ ଦୁର୍ନୀତି ମାମଲାରେ ଗୁରୁବାର (୨୧ ମାର୍ଚ୍ଚ ୨୦୨୪) ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲଙ୍କୁ ଏନଫୋର୍ସମେଣ୍ଟ ନିର୍ଦ୍ଦେଶାଳୟ (ଇଡି) ଗିରଫ କରିଛି। ମଦ ନୀତିରେ...

୨୦ ଲକ୍ଷ ଟଙ୍କା ହଡ଼ପ କରିନେଲେ ବିଇଓ

ଦାରିଙ୍ଗବାଡି,୨୦।୩(ଅରୁଣ ସାହୁ): ଶିକ୍ଷକ ନ୍ୟାଶନାଲ ପେନସନ ସିଷ୍ଟମର ୨୦ ଲକ୍ଷ ହଡପ କରି ବିଇଓ ରସାନନ୍ଦ କର ଏବେ ଭିଜିଲାନ୍ସ ମାମଲାରେ ଛନ୍ଦି ହୋଇଯାଇଛନ୍ତି। ଦାରିଙ୍ଗବାଡି...

ନିଜେ ନିଜର ମଜା ଉଡାଇଲେ ଅଶ୍ୱିନ, କହିଲେ-ଏତେ ବର୍ଷ ପରେ ବି ସୁଧାର ନାହିଁ…

ନୂଆଦିଲ୍ଲୀ,୧୩।୩: ନିକଟରେ ଭାରତୀୟ ଟିମ୍‌ର ଷ୍ଟାର ସ୍ପିନର ରବିଚନ୍ଦ୍ରନ ଅଶ୍ୱିନ ନିଜର ୫୦୦ ଉଇକେଟ ପୂରଣ ସହ ୧୦୦ତମ ଟେଷ୍ଟ ଖେଳିବାର ଗୌରବ ହାସଲ କରିଛନ୍ତି।...

ଧର୍ମଶାଳାରେ ଡେବ୍ୟୁ କରିବେ ୮ ଖେଳାଳି 

ନୂଆଦିଲ୍ଲୀ,୫।୩: ଧର୍ମଶାଳାର ଏଚ୍‌ପିସିଏ ଷ୍ଟାଡିୟମରେ ମାର୍ଚ୍ଚ ୭ରୁ ଭାରତ-ଇଂଲଣ୍ଡ ମଧ୍ୟରେ ୫ ମ୍ୟାଚ୍‌ ବିଶିଷ୍ଟ ଟେଷ୍ଟ ସିରିଜର ଅନ୍ତିମ ମୁକାବିଲା ଖେଲାଯିବ। ଏହି ମ୍ୟାଚ୍‌ରେ ବିଜେତା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri