ସେପଟେ ପ୍ରେମିକର ବାହାଘର, ଏପଟେ ପିଣ୍ଡଦାନ କଲେ Rani Panda

ଭୁବନେଶ୍ୱର,୨୩।୨: କାନ୍ଦି କାନ୍ଦି ପ୍ରେମିକର ପିଣ୍ଡ ଦେଲେ Rani Panda । ଏମିତି କିଛି ଭିଡିଓ ସାମ୍ନାକୁ ଆସିଛି ଯାoହା ଏବେ ସାରା ଓଡ଼ିଶାରେ ଚର୍ଚ୍ଚାର ବିଷୟ ପାଲଟିଛି। ବୟଫ୍ରେଣ୍ଡ ଜିଇ ଥାଉ ଥାଉ ଶୁଦ୍ଧି କ୍ରିୟା କରିଛନ୍ତି ପ୍ରେମିକା । ଯାତ୍ରା ଅଭିନେତ୍ରୀ Rani Panda ଶୁଦ୍ଧି ହୋଇଛନ୍ତି । ପ୍ରେମିକ ବଞ୍ଚି ଥାଉ ଥାଉ ତାଙ୍କୁ ଶୁଦ୍ଧି ହୋଇପଡିଛନ୍ତି ରାଣୀ ପଣ୍ଡା । ଆଶ୍ଚର୍ଯ୍ୟ ଲାଗୁଥିଲେ ବି ସତ ।

ଘଟଣା ଏପରି କି, ଆଜି ପ୍ରେମିକର ବାହାଘର । ବାଜା ବଜାଇ ବାଣ ଫୁଟାଇ ଧୁମଧାମରେ ବାହା ହେଉଛି ବୟଫ୍ରେଣ୍ଡ । ସେପଟେ ବାହାଘର ଚାଲିଛି ଆଉ ଏପଟେ ଶୁଦ୍ଧି କ୍ରିୟା ଚାଲିଛି । ବୟଫ୍ରେଣ୍ଡ ଜିଇ ଥାଉ ଥାଉ ଶୁଦ୍ଧି ହେଉଛି ପ୍ରେମିକା ।

ସୂଚନା ଅନୁସାରେ, ଆଜି Rani Pandaଙ୍କ ପୂର୍ବତନ ପ୍ରେମିକଙ୍କ ବାହାଘର । ଆଉ ଜଣେ ଯୁବତୀଙ୍କୁ ବାହା ହେଉଛନ୍ତି ରାଣୀ ପଣ୍ଡାଙ୍କ ପୂର୍ବତନ ପ୍ରେମିକ । ଆଉ ଏହିକଥାକୁ ସହଜରେ ଗ୍ରହଣ କରିପାହାନ୍ତି ରାଣୀ ପଣ୍ଡା । ସିଧା ନଈ ପଠାକୁ ଯାଇ ବୟଫ୍ରେଣ୍ଡକୁ ଶୁଦ୍ଧି ହୋଇପଡିଛନ୍ତି ରାଣୀ । ପୂରା ରୀତିନୀତିରେ ବ୍ରାହ୍ମଣ ଡକାଇ ଶୁଦ୍ଧି ହୋଇଛନ୍ତି ସେ । କେବଳ ସେତିକି ନୁହେଁ ରାଣୀଙ୍କୁ ତାଙ୍କ ପ୍ରେମିକ ଯେତେବି ଉପହାର ଦେଇଥିଲେ ସେ ସବୁକୁ ପାଣିରେ ଭସାଇ ଦେଇଛନ୍ତି ରାଣୀ ପଣ୍ଡା ।


Enter your email to get our daily news in your inbox.

All Right Reserved By Dharitri.Com

ଅସହାୟ ପରିବାରର କରୁଣ କାହାଣୀ: ବାପାଙ୍କ ଦଶାହ କାର୍ଯ୍ୟ ପାଇଁ ଭିକ୍ଷା ମାଗୁଛନ୍ତି ଦୁଇ ଝିଅ-ପୁଅ

ଦିଗପହଣ୍ଡି,୨୦ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୌଡ଼ଗାଁ ନୂଆସାହିର ଗୋବିନ୍ଦ ମହାରଣା (୪୯)ଙ୍କ ଗତ ୧୫ ତାରିଖ ବିଳମ୍ବିତ ରାତିରେ ଆକସ୍ମିକ ମୃତ୍ୟୁ ଘଟିଛି।…

ଏହି ଜିଲାରେ ବନ୍ଦ ରହିବ ୨୦୫ ସ୍କୁଲ, ୨୬୫ ଅଙ୍ଗନୱାଡି କେନ୍ଦ୍ର, ଜାଣନ୍ତୁ

ଭଦ୍ରକ,୨୦।୮(ସନାତନ ରାଉତ): ଭଦ୍ରକ ଜିଲାରେ ଜାରି ରହିଥିବା ବନ୍ୟା ସ୍ଥିତିକୁ ଦୃଷ୍ଟିରେ ରଖି ଶୁକ୍ରବାର ୪ ବ୍ଲକର ୨୦୫ ସ୍କୁଲ ଓ ୨୬୫ ଅଙ୍ଗନୱାଡି କେନ୍ଦ୍ର ବନ୍ଦ…

ଭଷ୍ମାରେ ଭୟାବହ ସଡ଼କ ଦୁର୍ଘଟଣା: ଟ୍ରଲର ଚକା ତଳେ ଚାଲିଗଲା ମହିଳାଙ୍କ ସମେତ ୨ ଶିଶୁଙ୍କ ଜୀବନ

ସୁନ୍ଦରଗଡ଼,୨୦।୮(ଜୟ ନାରାୟଣ ମେଣ୍ଡୁଳି): ରାଉରକେଲା-ସମ୍ବଲପୁର ବିଜୁ ଏକ୍ସପ୍ରେସ୍‌ୱେ’ର ସୁନ୍ଦରଗଡ଼ ଜିଲା ଭଷ୍ମା ପେଟ୍ରୋଲ ପମ୍ପ ନିକଟରେ ଗୁରୁବାର ସନ୍ଧ୍ୟା ପ୍ରାୟ ୭ଟା ସମୟରେ ଏକ ମର୍ମନ୍ତୁଦ ସଡ଼କ…

ଲଡର୍‌ସରେ ଗାଙ୍ଗୁଲିଙ୍କ ସେଲିବ୍ରେଶନକୁ ପୁଣି ଦୋହରାଇଲେ ଭାରତୀୟ ଖେଳାଳି

ଲଣ୍ଡନ,୨୦ା୮: ଲଡର୍‌ସ କ୍ରିକେଟ ଗ୍ରାଉଣ୍ଡରେ ଗୁରୁବାର ଖେଳାଯାଇଥିବା ସପ୍ତମ ତଥା ଅନ୍ତିମ ମିକ୍ସଡ୍‌ ଭିନ୍ନକ୍ଷମ ଟି୨୦ ଅନ୍ତର୍ଜାତୀୟ ମ୍ୟାଚ୍‌ରେ ଇଂଲଣ୍ଡକୁ ୧୧୮ ରନରେ ହରାଇ ଭାରତ ବିଜୟ…

ଭାତ ଖାଇବା ବେଳେ ଗଡ଼ିଲା ମୁଣ୍ଡ: ସାମାନ୍ୟ କଳିରୁ ବଡ଼ ଭାଇଙ୍କୁ ଟାଙ୍ଗିଆରେ ହାଣିଲେ ସାନ ଭାଇ

ଭବାନୀପାଟଣା,୨୦।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସଦର ଥାନା ଅନ୍ତର୍ଗତ ବଳରାମପୁର ଗ୍ରାମରେ ଗୁରୁବାର ଅପରାହ୍ନରେ ଏକ ଅଭାବନୀୟ ତଥା ରକ୍ତାକ୍ତ ଘଟଣା ସାମ୍ନାକୁ ଆସିଛି।…

ଗାଧୋଇବା ବେଳେ ଭାସିଗଲେ ୩ ଯୁବକ, ଆଉ ତା’ପରେ…

ସମ୍ବଲପୁର,୨୦।୮,ସମ୍ବଲପୁର ଜିଲା ମାନେଶ୍ବର ମାଳତି ଯୋରରେ ଗୁରୁବାର ଏକ ଦୁଖଃଦ ଘଟଣା ଘଟିଛି। ଗାଧୋଇବା ବେଳେ ୩ଜଣ ଯୁବକ ଭାସି ଯାଇଥିଲେ। ଖବର ପାଇ ଅଗ୍ନିଶମ ବିଭାଗର…

କେତୁଙ୍କ ଘରେ ବୁଧଙ୍କ ପ୍ରବେଶ, ୩ ରାଶିଙ୍କ ଘରେ ପଡିଯିବ ଅକାଳ! ଆଖି ପିଛୁଳାକେ ଚାଲିଯିବ ସବୁ ଟଙ୍କା…

ଜ୍ୟୋତିଷ ଶାସ୍ତ୍ର ଅନୁସାରେ ଗ୍ରହ ଏବଂ ନକ୍ଷତ୍ରମାନଙ୍କର ଚାଲି ପରିବର୍ତ୍ତନ ଆମ ଜୀବନ ଉପରେ ଗଭୀର ପ୍ରଭାବ ପକାଇଥାଏ। ବୁଧ ଏବଂ କେତୁଙ୍କ ସ୍ଥିତି ଓ ନକ୍ଷତ୍ର…

ବ୍ରହ୍ମପୁରର ସୁନା ପୁଅ: ମହାକାଶ ବିଜ୍ଞାନରେ ଗବେଷଣା କରି ସୁନାମ ଆଣିଛନ୍ତି ବିଶ୍ୱଜିତ

ବ୍ରହ୍ମପୁର,୨୦।୮(ସୁବାସ ଚନ୍ଦ୍ର ପାଢ଼ୀ): ମହାକାଶ ବିଜ୍ଞାନ କ୍ଷେତ୍ରରେ ଅସାଧାରଣ ଗବେଷଣା କରି ବ୍ରହ୍ମପୁର ସହର ପାଇଁ ସୁନାମ ଆଣିଛନ୍ତି ହିଲପାଟଣା ନିବାସୀ ହୃଷିକେଶ ଦାଶ ଓ ସଂଯୁକ୍ତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri