ରାଣୀ ପଣ୍ଡାଙ୍କ କାର୍‌ ଦୁର୍ଘଟଣା,ଚିକିତ୍ସାଧୀନ ଅବସ୍ଥାରେ ବାଇକ୍‌ ଆରୋହୀଙ୍କ ମୃତ

ଆଠଗଡ,୨୬।୧୧(ଡି.ଏନ.ଏ.) କଟକ ଜିଲା ଆଠଗଡ ବ୍ଲକ ଡାଳଖାଇ ଛକ ନିକଟରେ ଗୁରୁବାର ରାତିରେ ଯାତ୍ରା ଅଭିନେତ୍ରୀ ରାଣୀ ପଣ୍ଡାଙ୍କ କାର୍‌ ଦୁର୍ଘଟଣା ଗସ୍ତ ହୋଇଛି। ଏକ ବାଇକ୍‌ ସହ ତାଙ୍କ କାର୍‌ ମୁହାଁମୁହିଁ ଧକ୍କା ହୋଇଛି। ଫଳରେ ବାଇକ୍‌ ଆରୋହୀଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି। ମୃତ ବାଇକ ଆରୋହୀ ଜଣଙ୍କ ହେଲେ ରାଜନଗର ଗାଁର ସୁକାନ୍ତ ବେହେରା।
ସୂଚନାଯୋଗ୍ୟ, ଗତକାଲି ରାତିରେ ରାଣୀ ପଣ୍ଡା ବିବାହ ଭୋଜି ଖାଇ ଘରକୁ ଫେରୁଥିଲେ। ଏହି ସମୟରେ ତାଙ୍କ କାର୍‌ ସହ ବାଇକ୍‌ ମୁହାଁମୁହିଁ ଧକ୍କା ହୋଇଥିଲା। ଏଥିରେ ବାଇକ୍‌ ଆରୋହୀ ଗୁରୁତର ଆହତ ହୋଇଥିଲେ। ତାଙ୍କୁ କଟକ ବଡ ମେଡିକାଲରେ ଭର୍ତ୍ତି କରାଯାଇଥିଲା। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଖୋଲିଲା ମେଡିକାଲ ମୁଖ୍ୟ ଫାଟକ

ଅନୁଗୋଳ ଅଫିସ, ୯।୬: ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟର ମୁଖ୍ୟ ଫାଟକ ୨୩ ଦିନ ପରେ ବୁଧବାର ଖୋଲିଛି। ମୁଖ୍ୟ ଫାଟକ ଛାତ ମରାମତି ପରେ ଖୋଲା...

୩୪ତମ ବୋଇତ ବନ୍ଦାଣ ମହୋତ୍ସବ ଉଦ୍‌ଘାଟିତ: ସୁଦୃଢ଼ ପାଇଁ ସହଯୋଗ କରିବ ସଂସ୍କୃତି ବିଭାଗ

ଅନୁଗୋଳ ଅଫିସ, ୧୦।୧୧ – ଅନୁଗୋଳର ସେବା ଓ ସାଂସ୍କୃତିକ ଅନୁଷ୍ଠାନ ‘କଳାକାର’ ପକ୍ଷରୁ ୩୪ତମ ବୋଇତ ବନ୍ଦାଣ ମହୋତ୍ସବ ୨୦୧୯ ଶନିବାର ଉଦ୍‌ଘାଟିତ ହୋଇଯାଇଛି।...

ମଶା ଦାଉରେ କଲବଲ ରାଜଧାନୀବାସୀ

ଭୁବନେଶ୍ୱର, ୧୭।୧୨ (ବ୍ୟୁରୋ): ମଶା ଦାଉରେ କଲବଲ ରାଜଧାନୀବାସୀ। ରାତି ହେଉ କି ଦିନ ଘରେ, ବାହାରେ ସାଲୁବାଲୁ ହେଉଛନ୍ତି ମଶା। ବସ୍ତିରୁ ଆପାର୍ଟମେଣ୍ଟ, ସ୍କୁଲରୁ...

ନୂଆ ବର୍ଷରେ ନୂଆ ଡିଜିପି

ଭୁବନେଶ୍ୱର,୧୧।୧୧(ବ୍ୟୁରୋ): ଡିସେମ୍ବର ଶେଷରେ ଅବସର ନେବେ ଓଡ଼ିଶା ପୋଲିସ ମୁଖ୍ୟ ଅଭୟ। ତାଙ୍କ ଅବସର ନେଇ ଓଡ଼ିଶା ସରକାର ଅନୁମତି ଦେଇଛନ୍ତି । ଡିସେମ୍ବର ୩୧ରେ...

ମଧ୍ୟାହ୍ନଭୋଜନ ଖାଇ ୨୫ ଛାତ୍ରୀଛାତ୍ର ଅସୁସ୍ଥ, କଟକ ବଡ଼ ମେଡିକାଲରେ ଭର୍ତ୍ତି

ନରାଜ,୯।୧(ଡି.ଏନ୍‌.ଏ.): ବାରଙ୍ଗ ବ୍ଲକ ଅନ୍ତର୍ଗତ ଷଣ୍ଢପୁର ଉପ୍ରା ବିଦ୍ୟାଳୟର ଛାତ୍ରୀଛାତ୍ରମାନେ ଗୁରୁବାର ମଧ୍ୟାହ୍ନଭୋଜନ ଖାଇ ଅସୁସ୍ଥ ହୋଇପଡ଼ିଛନ୍ତି। ଅସୁସ୍ଥ ଅନୁଭବ କରୁଥିବା ୨୫ଜଣ ପିଲାଙ୍କୁ କଟକ...

ନିଆରା ଢଙ୍ଗରେ ଭୋଟ୍‌ ପ୍ରଚାର

ଯାଜପୁର ଟାଉନ,୨୪ା୧(ଡି.ଏନ.ଏ.): ଯାଜପୁର ବ୍ଲକ ଅଞ୍ଚଳର ପ୍ରତ୍ୟେକ ପଞ୍ଚାୟତରେ ପ୍ରଚାର ଆରମ୍ଭ ହୋଇଛି। ଏବେ ପ୍ରାର୍ଥୀପ୍ରାର୍ଥିନୀ ଘରଘର ବୁଲି ଭୋଟରଙ୍କୁ ଭୋଟ ଭିକ୍ଷା କରୁଛନ୍ତି। ତେବେ...

ସ୍କୁଲର ୭ଜଣଙ୍କୁ କରୋନା

ଚନ୍ଦାହାଣ୍ଡି,୪।୮ (ଡି.ଏନ୍‌.ଏ.): ନବରଙ୍ଗପୁର ଜିଲା ଚନ୍ଦାହାଣ୍ଡି ବ୍ଲକରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଗତ ସପ୍ତାହରେ ୧୩ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବାବେଳେ...

ଟିକାକରଣକୁ ନେଇ ଦ୍ୱନ୍ଦ୍ୱ

ଭୁବନେଶ୍ୱର,୩୦।୪: ସରକାର ମେ’ ୧ରୁ ୧୮ ବର୍ଷରୁ ୪୪ ବର୍ଷ ବୟସ୍କ ବ୍ୟକ୍ତିଙ୍କ ଟିକାକରଣ ପାଇଁ ଘୋଷଣା କରିଥିଲେ। ମାତ୍ର ଟିକାକରଣ ନେଇ ଏବେ ଦ୍ୱନ୍ଦ୍ୱ...

Advertisement
Archives

Model This Week