୩ ମୃତ ଛାତ୍ରଙ୍କ ପରିବାରକୁ ରାଣୀ ପଣ୍ଡାଙ୍କ ସହାୟତା

ରାଜନଗର,୫ା୧(ଡି.ଏନ.ଏ.): ଗତମାସ ୨୩ରେ କେନ୍ଦ୍ରାପଡ଼ା ଜିଲା ରାଜନଗର ବ୍ଲକ ସାତଭାୟା ପଞ୍ଚାୟତ ବଗପାଟିଆ ଗ୍ରାମର ୩ ସପ୍ତମ ଶ୍ରେଣୀ ଛାତ୍ର ବିଶାଳ,ସନ୍ଦୀପ,ବ୍ରିବେନ ପାଣିରେ ବୁଡ଼ି ପ୍ରାଣ ହରାଇଥିଲେ । ସେହି ଦୁଃଖରେ ପରିବାର ସଦସ୍ୟମାନେ ଏବେ ବି ଦୁଃଖରେ ଅଛନ୍ତି। ସେହି ପରିବାର ସଦସ୍ୟଙ୍କୁ ସମବେଦନା ଜଣାଇବା ପାଇଁ ଯାତ୍ରା ଅଭିନେତ୍ରୀ ରାଣୀ ପଣ୍ଡା ବୁଧବାର ସାରେ ବଗପାଟିଆରେ ପହଞ୍ଚତ୍ ଥିଲେ । ସେ ମୃତ ଛାତ୍ରଙ୍କ ପରିବାର ସଦସ୍ୟଙ୍କୁ ଭେଟି ସମବେଦନା ଜଣାଇବା ସହ ସହାୟତାର ହାତ ବଢ଼ାଇଛନ୍ତି । ରାଣୀ ପଣ୍ଡାଙ୍କ ଏପରି ମହନୀୟତାକୁ ଅଞ୍ଚଳବାସୀ ପ୍ରଶଂସା କରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ସଠିକ୍‌ ପରଚୟ ଯାଞ୍ଚ ନ କରି ଦିଆଯାଉଛି ଘରଭଡ଼ା, ବଢୁଛି ଆପରାଧିକ କାର୍ଯ୍ୟକଳାପ

ଅମରପାଲି,୨୩ା୮(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲାର ବୀରମହାରାଜପୁର ଓ ଉଲୁଣ୍ଡା ଅଞ୍ଚଳରେ ବିନା ପୋଲିସ ଭେରିଫିକେଶନ ଏବଂ ସଠିକ୍‌ ପରିଚୟ ଯାଞ୍ଚ ନ କରି ଘରଭଡ଼ା ଦିଆଯାଉଥିବାରୁ ଆପରାଧିକ…

ଖୁଦୁରୁକୁଣୀ ପୂଜା ପାଇଁ ନଦୀକୁ ଯାଇ ବୁଡ଼ିଗଲେ ଜଣେ ଯୁବତୀ, ୩ ଅଳ୍ପକେ ରକ୍ଷା

ଧାମନଗର,୨୩ା୮(ସନ୍ତୋଷ କୁମାର ମହାପାତ୍ର): ଖୁଦୁରୁକୁଣୀ ପୂଜା ପାଇଁ ନିକଟସ୍ଥ ନଦୀକୁ ଯାଇ ଏକ ଦୁଃଖଦ ଘଟଣା ଘଟିଛି। ରବିବାର ସକାଳେ ୪ ଜଣ ଝିଅ ନଦୀକୁ ଯାଇଥିବାବେଳେ…

ମୁଖ୍ୟମନ୍ତ୍ରୀ ବସ୍‌ ଧକ୍କାରେ ୨ ଭାଇ ଗୁରୁତର, ବସ୍‌କୁ ଜବତ କରି…

ଦିଗପହଣ୍ଡି,୨୩ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଟି.ଗୋବିନ୍ଦପୁର ପଞ୍ଚାୟତ ସାମନ୍ତରାପୁର ଗ୍ରାମ ରାଜଘାଇ ମହୁଲଘୋଡଣି ବୁଲାଣି ନିକଟରେ ରବିବାର ସକାଳେ ମୁଖ୍ୟମନ୍ତ୍ରୀ ସରକାରୀ ବସ୍‌…

ହାତୀ ନଦୀରେ ଛଡ଼ାଗଲା ଚଳିତ ବର୍ଷର ପ୍ରଥମ ବନ୍ୟାଜଳ

ଭବାନୀପାଟଣା,୨୩।୮(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲାରେ ଗତ ୨ ଦିନ ଧରି ଲଗାଣ ବର୍ଷା ଯୋଗୁଁ ନଦୀ ଗୁଡିକର ଜଳ ସ୍ତର ବଢ଼ିବାରେ ଲାଗିଛି। ଏପରି ସ୍ଥଳେ ଜିଲାରେ…

ସମାଜସେବା ସହ ଆଧ୍ୟାତ୍ମିକ ଜ୍ଞାନ: ରକ୍ତ ଦାନ ମହତ ଦାନ

ଭଞ୍ଜନଗର, ୨୩।୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ପ୍ରଜାପିତା ବ୍ରହ୍ମାକୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ (ଓମ୍ ଶାନ୍ତି)ର ଶାନ୍ତି ସ୍ରୋତ ଭବନ ପରିସରରେ ରବିବାର ଏକ ରକ୍ତଦାନ…

ସୁନା ବ୍ୟବସାୟୀଙ୍କ ଘରେ ମାରଣାସ୍ତ୍ର ଦେଖାଇ ଡକାୟତି: ପ୍ରାୟ କୋଟିଏ ଟଙ୍କାର ସୁନାଗହଣା ଲୁଟ୍

ବଲାଙ୍ଗୀର, ୨୩।୮ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ସିନ୍ଧେକେଲା ଅଞ୍ଚଳରେ ଏକ ବଡ଼ଧରଣର ସଶସ୍ତ୍ର ଡକାୟତି ଘଟଣା ଘଟିଛି। ସିନ୍ଧେକେଲା ଥାନାଠାରୁ ମାତ୍ର ୧୦୦ ମିଟର…

ଆଧ୍ୟାତ୍ମିକ ଜ୍ଞାନ ପ୍ରଚାର ପ୍ରସାର ପାଇଁ ଆହ୍ବାନ

ଦିଗପହଣ୍ଡି,୨୩ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିଠାରେ ଶନିବାର ଆଧ୍ୟାତ୍ମିକ ଜ୍ଞାନ ପ୍ରଚାର ସଭା ଅନୁଷ୍ଠିତ ହୋଇଯାଇଛି। ପ୍ରମୋଦ ପଣ୍ଡାଙ୍କ ବାସଭବନରେ ଆୟୋଜିତ ସଭାରେ ପୁରୀ ଗୋବର୍ଦ୍ଧନ…

ଗୋବରୀ ନଦୀ ପାଇଁ ଜମ୍ବୁବାସୀଙ୍କ ଚିନ୍ତା: ଫାଇଲରେ ରହିଗଲା ଯୋଜନା, ବିପଦସଙ୍କୁଳ ଅବସ୍ଥାରେ ନଦୀ ପାର୍‌ ହେଉଛନ୍ତି ଛାତ୍ରୀଛାତ୍ର

ମହାକାଳପଡ଼ା,୨୩।୮(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳ ନଦୀ, ନାଳ ଘେରା ଜମ୍ବୁ ପଞ୍ଚାୟତକୁ ଦୀର୍ଘ ବର୍ଷଧରି ଡଙ୍ଗାରେ ଲୋକମାନେ ଯାତାୟାତ କରୁଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri