ଓ୍ବିକ୍ରମସିଂଘେ ହେଲେ ଶ୍ରୀଲଙ୍କାର ନୂଆ ରାଷ୍ଟ୍ରପତି

କଲମ୍ବୋ,୨୦।୭: ଶ୍ରୀଲଙ୍କାର ନୂଆ ରାଷ୍ଟ୍ରପତି ହେଲେ ରାନିଲ ଓ୍ବିକ୍ରମସିଂଘେ । ତ୍ରିକୋଣୀୟ ମୁକାବିଲାରେ ଓ୍ବିକ୍ରମସିଂଘେ ବିଜୟୀ ହୋଇଛନ୍ତି। ମଙ୍ଗଳବାର ସାଜିଥ୍‌ ପ୍ରେମଦାସା ରାଷ୍ଟ୍ରପତି ନିର୍ବାଚନ ଲଢେଇରୁ ଓହରିବା ପରେ ୩ଜଣଙ୍କ ମଧ୍ୟରେ ପ୍ରତିଦ୍ବନ୍ଦିତା ଚାଲିଥିଲା। ହେଲେ ଏହି ମୁକାବିଲାରେ ଓ୍ବିକ୍ରମସିଂଘେ ସର୍ବାଧିକ ୧୩୪ ଖଣ୍ଡ ଭୋଟ ପାଇ ବିଜୟୀ ହୋଇଛନ୍ତି। ତେବେ ଦୁଲାସ ଅହ୍ଲାପେରୁମା ୮୨ଖଣ୍ଡ ଭୋଟ ପାଇଥିବା ବେଳେ ଅନୁରା କୁମାର ଦିସାନାୟକ ୩ ଖଣ୍ଡ ଭୋଟ ପାଇଥିଲେ।
ସୂଚନାଯୋଗ୍ୟ, ଶ୍ରୀଲଙ୍କାରେ ଆର୍ଥିକ ଓ ରାଜନୈତିକ ଅସ୍ଥିରତା ଲାଗିରହିଛି। ଗୋଟବାୟା ରାଜପକ୍ସେ ନିଜ ପଦରୁ ଇସ୍ତଫା ଦେବା ପରେ ଦେଶର ରାଷ୍ଟ୍ରପତି ପଦ ଖାଲି ପଡ଼ିଥିଲା। ତେବେ ରାନିଲ ଓ୍ବିକ୍ରମସିଂଘେଙ୍କୁ କାର୍ଯ୍ୟକାରୀ ରାଷ୍ଟ୍ରପତି ଭାବେ ଦାୟିତ୍ୱ ଦିଆଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଦେଶରେ ଲାଗିବ କି ଲକ୍‌ଡାଉନ? ମୁଖ୍ୟମନ୍ତ୍ରୀଙ୍କ ସହ କଥା ହେବା ପରେ ମୋଦି କଲେ ବଡ଼ ଘୋଷଣା

ନୂଆଦିଲ୍ଲୀ,୨୭।୩: ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶର ପ୍ରାୟ ସମସ୍ତ ରାଜ୍ୟର ମୁଖ୍ୟମନ୍ତ୍ରୀ ଏବଂ ଉପରାଜ୍ୟପାଳମାନଙ୍କ ସହିତ ଏକ ଭର୍ଚୁଆଲ ବୈଠକର ଅଧ୍ୟକ୍ଷତା କରିଥିଲେ। ଏହି ବୈଠକର…

ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ବଡ଼ ଘୋଷଣା, ଓଡ଼ିଶାକୁ ୧୦,୫୯୯ କୋଟିର…

ନୂଆଦିଲ୍ଲୀ,୨୭।୩: ଓଡ଼ିଶାର ରେଳ ଭିତ୍ତିଭୂମି ବିକାଶ କ୍ଷେତ୍ରରେ କେନ୍ଦ୍ର ସରକାର ଏକ ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି। ଆର୍ଥିକ ବର୍ଷ ୨୦୨୫-୨୬ ପାଇଁ ଓଡ଼ିଶାକୁ ରେଳବାଇ କ୍ଷେତ୍ରରେ…

ପଶ୍ଚିମ ଏସିଆ ସଂଘର୍ଷ: ମୁଖ୍ୟମନ୍ତ୍ରୀମାନଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ; ସାମିଲ ହେଲେ ନାହିଁ ଏସବୁ ରାଜ୍ୟର CM

ନୂଆଦିଲ୍ଲୀ,୨୭।୩: ପଶ୍ଚିମ ଏସିଆରେ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ବିଶ୍ୱସ୍ତରୀୟ ପ୍ରଭାବକୁ ଦୃଷ୍ଟିରେ ରଖି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ଭିଡିଓ କନଫରେନ୍ସିଂ ମାଧ୍ୟମରେ…

୩ୟ ବିଶ୍ୱଯୁଦ୍ଧର ଭୟଙ୍କର ରୂପ! ଆମେରିକା ସହ ଯୁଦ୍ଧ କରିବେ ୧୨ବର୍ଷର ପିଲା

ତେହରାନ,୨୭।୩: ଇରାନ-ଇସ୍ରାଏଲ ବିବାଦ ମଧ୍ୟରେ, ଯେତେବେଳେ ଆମେରିକା ଗୋଟିଏ ମୋର୍ଚ୍ଚାରେ ଇରାନରେ ତାର ସୈନ୍ୟ ମୁତୟନ କରିବାକୁ ପ୍ରସ୍ତୁତ ହେଉଛି, ଅନ୍ୟପଟେ ଇରାନ ଏବେ ତାର ସୈନ୍ୟବାହିନୀକୁ…

ଯୁଦ୍ଧ ଭିତରେ ମିସାଇଲ କିଣିଲା ଭାରତ, ଥରିଲା ପାକିସ୍ତାନ!

ନୂଆଦିଲ୍ଲୀ,୨୭।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଭାରତ ରୁଷିଆଠାରୁ ‘ଟୁଙ୍ଗୁସ୍କା’ ଆଣ୍ଟି-ଏୟାରକ୍ରାଫ୍ଟ ଏବଂ ମିସାଇଲ ସିଷ୍ଟମ ହାସଲ କରିବାକୁ ଯୋଜନା କରିଛି। ଏଥିପାଇଁ, ଭାରତ ରୁଷିଆର ରୋସୋବୋରୋନେକ୍ସପୋର୍ଟ…

ନୂଆ ପ୍ରଧାନମନ୍ତ୍ରୀଙ୍କୁ ଶୁଭେଚ୍ଛା ଜଣାଇଲେ ମୋଦି, କହିଲେ ଗୁରୁତ୍ୱପୂର୍ଣ୍ଣ କଥା

ନୂଆଦିଲ୍ଲୀ/କାଠମାଣ୍ଡୁ,୨୭।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ନେପାଳର ନୂଆ ପ୍ରଧାନମନ୍ତ୍ରୀ ବଲେନ୍ଦ୍ର ‘ବାଲେନ’ ଶାହଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ସେ କହିଛନ୍ତି ଯେ ଉଭୟ ଦେଶର ପାରସ୍ପରିକ ଲାଭକୁ…

ଭାରତର ବଡ଼ ବାଜି: ଏବେ ରୁଷିଆରୁ ଆସିବ LNGର ଭଣ୍ଡାର!

ନୂଆଦିଲ୍ଲୀ/ମସ୍କୋ,୨୭।୩: ମଧ୍ୟପ୍ରାଚ୍ୟକୁ ଗ୍ରାସ କରୁଥିବା ବିନାଶକାରୀ ଅଶାନ୍ତିର ନିଆଁ ଏବେ ଭାରତର ରୋଷେଇ ଘରଠାରୁ ଆରମ୍ଭ କରି କାରଖାନା ପର୍ଯ୍ୟନ୍ତ ସବୁଠି ପହଞ୍ଚିଛି। ସାମ୍ପ୍ରତିକ ରଏଟର୍ସ ରିପୋର୍ଟ…

ଟେନ୍‌ସନ୍‌ରେ ଆମେରିକା: ଇରାନ ବିକଶିତ କରୁଛି ଏମିତି ଜିନିଷ

ଓ୍ବାଶିଂଟନ୍‌,୨୭।୩: ଯୁଦ୍ଧ ମଧ୍ୟରେ ଇରାନ ଏକ ଜ୍ୟାକେଟ ଯୁକ୍ତ ପରମାଣୁ ବୋମା ବିକଶିତ କରିପାରେ। ଆମେରିକାର ଉପରାଷ୍ଟ୍ରପତି ଜେ.ଡି. ଭାନ୍ସ ଏହି ଚିନ୍ତା ପ୍ରକାଶ କରିଛନ୍ତି। ଭାନ୍ସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri