Posted inଜାତୀୟ

ରଞ୍ଜନ ଗୋଗୋଇ ବହିର୍ବ୍ୟାପାର ଗୃହ କମିଟିକୁ ମନୋନୀତ

ନୂଆଦିଲ୍ଲୀ,୨୫ା୭: ରାଜ୍ୟ ସଭା ସଦସ୍ୟ ଭାରତର ପୂର୍ବତନ ପ୍ରଧାନ ବିଚାରପତି ରଞ୍ଜନ ଗୋଗୋଇଙ୍କୁ ବହିର୍ବ୍ୟାପାର ସଂସଦୀୟ କମିଟିକୁ ମନୋନୀତ କରାଯାଇଛି। ସେହିପରି ପୂର୍ବତନ ପ୍ରଧାନମନ୍ତ୍ରୀ ଦେବେଗୌଡା ରେଲଓ୍ବେ କମିଟିରେ ସ୍ଥାନ ପାଇଛନ୍ତି। ରାଜ୍ୟ ସଭା ଅଧ୍ୟକ୍ଷ ଏମ୍‌. ଭେଙ୍କାୟା ନାଇଡୁ ବିଭିନ୍ନ କମିଟିରେ ସଦସ୍ୟମାନଙ୍କ ଚୟନକୁ ଚୂଡ଼ାନ୍ତ କରିଛନ୍ତି। ଜ୍ୟୋତିରାଦିତ୍ୟ ସିନ୍ଧିଆ ଏବଂ ଭୁବନେଶ୍ୱର କାଲିଟାଙ୍କୁ ମାନବ ସମ୍ବଳ ବିକାଶ ସମ୍ପର୍କିତ ସଂସଦୀୟ କମିଟିକୁ ମନୋନୀତ କରାଯାଇଛି। ମହାରାଷ୍ଟ୍ରର ଭାଜପା ନେତା ବିନୟ ସହସ୍ରବୁଦ୍ଧେ ଏହି କମିଟିର ମୁଖ୍ୟ ରହିଛନ୍ତି। ଏନ୍‌ସିପି ଅଧ୍ୟକ୍ଷ ଶରଦ ପାଓ୍ବାରଙ୍କୁ ପ୍ରତିରକ୍ଷା କମିଟି, କଂଗ୍ରେସ ନେତା ମଲ୍ଲିକାର୍ଜୁନ ଖାର୍ଗେଙ୍କୁ ବାଣିଜ୍ୟ କମିଟି, ପୂର୍ବତନ ରେଳମନ୍ତ୍ରୀ ଦିନେଶ ତ୍ରିବେଦୀଙ୍କୁ ଗୃହ ବ୍ୟାପାର କମିଟିକୁ ମନୋନୀତ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କୁକୁର ବେଲ୍ଟରେ କ୍ୟାମେରା

ନୂଆଦିଲ୍ଲୀ, ୨୮।୧: ଭାରତୀୟ ସୁରକ୍ଷା ବ୍ୟବସ୍ଥାରେ ଡଗ୍‌ ସ୍କ୍ବାଡ୍‌କୁ ନିୟୋଜିତ କରାଯାଇଥାଏ। ତେବେ ଏବେ ଏହି ସ୍କ୍ବାଡ୍‌ର ପ୍ରତି କୁକୁରଙ୍କ ବେଲ୍ଟରେ କ୍ୟାମେରା ଲଗାଯାଇ ସେମାନଙ୍କୁ...

୪ ରାଜନେତାଙ୍କ ଉପରୁ ହଟିଲା ନଜରବନ୍ଦୀ

ଶ୍ରୀନଗର,୨।୨: ଜମ୍ମୁ-କଶ୍ମୀରରେ ୪ ଜଣ ରାଜନେତାଙ୍କ ଉପରୁ ନଜରବନ୍ଦୀ ହଟାଇ ନିଆଯାଇଛି। ସେମାନଙ୍କ ମଧ୍ୟରେ ନ୍ୟାସନାଲ୍‌ କନଫରେନ୍ସ୍‌ର ଅବଦୁଲ୍‌ ମଜିଦ୍‌ ଲାରମୀ, ଗୁଲାମ ନବୀ ଭଟ୍ଟ,...

ସ୍ଥଳସେନାର ଉପମୁଖ୍ୟ ଦାୟିତ୍ୱ ନେଲେ ଚଣ୍ଡୀ ପ୍ରସାଦ

ନୂଆଦିଲ୍ଲୀ,୧।୨: ଭାରତୀୟ ସ୍ଥଳସେନାର ଉପମୁଖ୍ୟ ଭାବେ ଲେଫ୍ଟନାଣ୍ଟ ଜେନେରାଲ ଚଣ୍ଡୀ ପ୍ରସାଦ ମହାନ୍ତି ସୋମବାର ବିଧିବଦ୍ଧ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି। ରାଷ୍ଟ୍ରୀୟ ଇଣ୍ଡିୟାନ ମିଲିଟାରି...

କେଦାରନାଥ ମନ୍ଦିରରେ ଅଟକି ରହିଲେ ୨ ମୁଖ୍ୟମନ୍ତ୍ରୀ

କେଦାରନାଥ,୧୬।୧୧: ଶୀତଦିନ ଯୋଗୁ କେଦାରନାଥ ମନ୍ଦିର କପାଟ(ଫାଟକ) ସୋମବାରଠାରୁ ବନ୍ଦ କରାଯାଇଛି। ଏଠାରେ କପାଟ ବନ୍ଦ ପୂର୍ବରୁ ସକାଳ ୮ଟା ୩୦ରେ ହୋଇଥିବା ପାରମ୍ପରିକ ପୂଜାରେ...

ମାନ୍ଦାବସ୍ଥା ମାଡ଼:ମାରୁତି ସୁଜୁକିର ୩୦୦୦ ଅସ୍ଥାୟୀ କର୍ମଚାରୀଙ୍କୁ ଛଟେଇ

ନୂଆଦିଲ୍ଲୀ,୨୮-୮:ଅଟୋ ଉଦ୍ୟୋଗରେ ମାନ୍ଦାବସ୍ଥା ଉତ୍କଟ ହେବାରେ ଲାଗିଛି। ଦୈନିକ ବିକ୍ରି ହ୍ରାସ ପାଇବା କାରଣରୁ ମାରୁତି ସୁଜୁକି ଏହାର ୩୦୦୦ ଅସ୍ଥାୟୀ କର୍ମଚାରୀଙ୍କୁ ଛଟେଇ କରିବାକୁ...

ଯୋଗୀ ସରକାରଙ୍କ ସତ୍ୟପାଠ: ରାତ୍ରରେ ସଂସ୍କାର ନ କରିଥିଲେ ସକାଳେ ଥିଲା ଦଙ୍ଗାର ଆଶଙ୍କା

ନୂଆଦିଲ୍ଲୀ, ୬।୧୦: ଉତ୍ତରପ୍ରଦେଶ ହାଥରସ୍‌ରେ ହୋଇଥିବା ବଳାତ୍କାର ମାମଲାରେ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିିତ୍ୟନାଥ ସରକାର ସୁପ୍ରିମ୍‌କୋର୍ଟରେ ସତ୍ୟପାଠ ଦାଖଲ କରିଛନ୍ତି। ଏଥିରେ ଉଲ୍ଲେଖ କରାଯାଇଛି ଯେ,...

ତଦନ୍ତ ଲାଗି ଚାଇନା ଯିବ ଡବ୍ଲ୍ୟୁଏଚ୍‌ଓ ଟିମ୍‌

ନୂଆଦିଲ୍ଲୀ,୪।୭: ମହାମାରୀ କରୋନା ଭୂତାଣୁ ସଂକ୍ରମଣର ଉତ୍ପତ୍ତି ସ୍ଥଳ ଚାଇନାକୁ ବିଶ୍ୱ ସ୍ବାସ୍ଥ୍ୟ ସଙ୍ଗଠନ (ଡବ୍ଲ୍ୟୁଏଚ୍‌ଓ)ର ଏକ ଟିମ୍‌ ଆସନ୍ତା ସପ୍ତାହରେ ତଦନ୍ତ ଲାଗି ଗସ୍ତ...

୯ ମାସ ହେଲା ଧୂଳି ଖାଉଛି ପିଏମ୍‌ କେୟାର୍ସର ୨୫ ଭେଣ୍ଟିଲେଟର…

ଦରଭଙ୍ଗା,୧୯।୫: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତି ସଙ୍କଟ ଜନକ ହେବାରେ ଲାଗିଛି। ଏପରିସ୍ଥଳେ କରୋନା ଆକ୍ରାନ୍ତଙ୍କ ଚିକିତ୍ସା ପାଇଁ ପିଏମ୍‌ କେୟାର୍ସ ଫଣ୍ଡ୍‌ ପକ୍ଷରୁ...

Advertisement


Archives

Model This Week