ସଂସ୍କୃତି ବିଭାଗ ସଚିବ ହେଲେ ରଞ୍ଜନ କୁମାର ଦାସ

ଭୁବନେଶ୍ୱର,୧୩।୧୧(ବ୍ୟୁରୋ): ଓଡିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ନିର୍ଦ୍ଦେଶକ ତଥା ଅତିରିକ୍ତ ସଚିବ ଆଇଏଏସ ରଞ୍ଜନ କୁମାର ଦାସ ବିଭାଗର ସଚିବ ଭାବେ କାର୍ଯ୍ୟ କରିବେ। ଏ ନେଇ ରାଜ୍ୟ ସରକାର ଅନୁମତି ଦେଇଛନ୍ତି। ତେବେ ସାଧାରଣ ପ୍ରଶାସନ ବିଭାଗ ବିଜ୍ଞପ୍ତି ପକ୍ଷରୁ ଜାରି ହୋଇଛି।

ଓଡିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ସଚିବ ସୁରେଶ କୁମାର ଦଳେଇଙ୍କୁ ଉତ୍ତରାଞ୍ଚଳ ରାଜସ୍ବ କମିଶନର ଭାବେ ସମ୍ବଲପୁର ବଦଳି କରାଯାଇଛି। ତାଙ୍କ ସ୍ଥାନରେ ରଞ୍ଜନଙ୍କୁ ବିଭାଗର ଦାୟିତ୍ୱ ତୁଲାଇବାକୁ କୁହାଯାଇଛି। ସେ ଏବେ ବିଭାଗର ନିର୍ଦ୍ଦେଶକ ଭାବେ କାର୍ଯ୍ୟ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭିଜିଲାନ୍ସ ଜାଲରେ ବାଲିଗୁଡ଼ା ପୂର୍ତ୍ତ ବିଭାଗ ଆକାଉଣ୍ଟାଣ୍ଟ

ଫୁଲବାଣୀ ଅଫିସ/ବାଲିଗୁଡ଼ା/କୋଟଗଡ଼(ଡି.ଏନ୍‌.ଏ.)୨୪ା୧୨-କନ୍ଧମାଳ ଜିଲା ବାଲିଗୁଡ଼ା ପୂର୍ତ୍ତ ବିଭାଗ ଆକାଉଣ୍ଟାଣ୍ଟ ଭିନିତ୍‌ ପ୍ରସାଦ ଶ୍ରୀବାସ୍ତବ ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି। ଏକ ପୁରୁଣା ବିଲ୍‌ ପାସ୍‌ କରାଇ ଦେବାପାଇଁ...

ଶ୍ରୀମନ୍ଦିର ପାଇଁ ୨୫ ପ୍ଲାଟୁନ ଫୋର୍ସ

ପୁରୀ ଅଫିସ, ୧୬ା୬: ଦବସ୍ନାନ ପୂର୍ଣ୍ଣିମା ସହ ସୋମବାର ମହାପ୍ରଭୁଙ୍କ ହାତୀବେଶ ଅନୁଷ୍ଠିତ ହେବ। ଏହାକୁ ଦେଖିବା ଲାଗି ପୁରୀରେ ଭକ୍ତଙ୍କ ପ୍ରବଳ ସମାଗମ ହେବ।...

ଗ୍ରାମାଞ୍ଚଳରେ ଆତଙ୍କ ସହ ପୋଲିସ ଉପରକୁ ବୋମାମାଡ଼ ଘଟଣା: ଦୁର୍ଦ୍ଦାନ୍ତ ଶିବ ସମେତ ୮ ଗିରଫ; ବନ୍ଧୁକ, ଗୁଳି, ବୋମା, ଖଣ୍ଡା ଜବତ

ବ୍ରହ୍ମପୁର ଅଫିସ,୨୩।୮- ଗଞ୍ଜାମ ଜିଲାର ଗ୍ରାମାଞ୍ଚଳରେ ଆତଙ୍କରାଜ ଚଳାଇଥିବା ଶିବ ସେଠୀ ଗ୍ୟାଙ୍ଗର ମୁଖ୍ୟ ଦୁର୍ଦ୍ଦାନ୍ତ ଶିବ ସମେତ ୮ଜଣଙ୍କୁ କାବୁ କରିଛି ବ୍ରହ୍ମପୁର ପୋଲିସ।...

ରାଜ୍ୟ ଗାଇଡ୍‌ କମିଶନରଙ୍କ ବିଶ୍ୱ ଜାମ୍ବୋରୀରେ ଯୋଗଦାନ

ଭୁବନେଶ୍ୱର,୧୬।୭(ବ୍ୟୁରୋ): ଭାରତ ସ୍କାଉଟସ୍‌ ଏବଂ ଗାଇଡସ୍‌ ରାଜ୍ୟ ସଂସ୍ଥାର ସହକାରୀ ଗାଇଡ୍‌ କମିଶନର ଡ. ନମିତା ପଟ୍ଟନାୟକ ଉତ୍ତର ଆମେରିକାର ପଶ୍ଚିମ ଭର୍ଜିନିଆରେ ହେଉଥିବା ୨୪ତମ...

ଜୀବନ ଯୁଦ୍ଧରେ ହାରିଗଲେ ଭଦ୍ରକର ଅଭିଷେକ

ଭୁବନେଶ୍ୱର(ବ୍ୟୁରୋ)/ଭଦ୍ରକ ଅଫିସ,୪।୯: ଜୀବନ ଯୁଦ୍ଧରେ ହାରିଗଲେ ଭଦ୍ରକର ଅଭିଷେକ ମହାପାତ୍ର। କରୋନାରେ ଗୁରୁତର ହେବା ପରେ କୋଲକାତାରେ ତାଙ୍କର ଇକ୍‌ମୋ ଚିକିତ୍ସା ଚାଲିଥିଲା। ଶୁକ୍ରବାର ରାତିରେ...

ଦୁଇ ବଛର ହେଲା ଚାଲିଛେ ତିଆରି କାମ୍‌: ପାଏନ୍‌ ପ୍ରକଳ୍ପକେ ନେଇ ଅଁଧାରେ ଗଁ।ବାସୀ

ଡୁଙ୍ଗୁରିପାଲି, ୧ା୨ (ଡି.ଏନ୍‌.ଏ.)- ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଲକ ପହଣ୍ଡି ଗଁାରେ ଗ୍ରାମ୍ୟ ଜଳ ଯୋଗାଣ ବିଭାଗ ତରଫୁ ୨ ବଛର ହେଲା ଗୁଟେ ପିଇଲା...

କେସିଆଇର ଅଲ୍‌ ବ୍ରିଡ୍‌ ଜଜ୍‌ ଭାବେ ଓଡ଼ିଶାର ସଞ୍ଜିତ କୁମାର ମନୋନୀତ

ଭୁବନେଶ୍ୱର,୨୦।୪(ବ୍ୟୁରୋ): କେନେଲ କ୍ଲବ ଅଫ୍‌ ଇଣ୍ଡିଆ(କେସିଆଇ)ର ଅଲ୍‌ ବ୍ରିଡ୍‌ ଜଜ୍‌ ଭାବେ ଓଡ଼ିଶାର ସଞ୍ଜିତ କୁମାର ମହାନ୍ତି ମନୋନୀତ ହୋଇଛନ୍ତି। ସେ ପ୍ରଥମ ଓଡ଼ିଆ ଭାବେ...

ମରାମତି ଅଭାବରୁ ରାସ୍ତା ଶୋଚନୀୟ

ନାଉଗାଁ,୧୦।୧୧(ସ୍ବ.ପ୍ର.): ନାଉଗାଁ  ବ୍ଲକ ଛକରୁ ତିହୁଡାକୁ ସଂଯୋଗ କରୁଥିବା ରାସ୍ତା ଶୋଚନୀୟ ହୋଇ ପଡିଛି। ବିଭିନ୍ନ ସଙ୍ଗଠନ, ବୁଦ୍ଧିଜୀବୀଙ୍କ ପକ୍ଷରୁ ବାରମ୍ବାର ଦାବି ସତ୍ତ୍ୱେ ରାସ୍ତାର...

Advertisement
Archives

Model This Week