ଆସିକା ଲୋକ ସଭା ଆସନ ପାଇଁ ନାମାଙ୍କନପତ୍ର ଦାଖଲ କଲେ ରଞ୍ଜିତା

ଛତ୍ରପୁର,୨ା୫(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାରେ ନାମାଙ୍କନପତ୍ର ଦାଖଲର ୫ମ ଦିନରେ ଆସିକା ଲୋକ ସଭା ଆସନ ନିମନ୍ତେ ବିଜୁ ଜନତା ଦଳର ଏମ୍‌ପି ପ୍ରାର୍ଥିନୀ ରଞ୍ଜିତା ସାହୁ ଗୁରୁବାର ନାମାଙ୍କନପତ୍ର ଦାଖଲ କରିଛନ୍ତି। ହଜାର ହଜାର ସମର୍ଥକଙ୍କ ସହ ବିରାଟ ଶୋଭାଯାତ୍ରାରେ ଗଞ୍ଜାମ ଜିଲାପାଳଙ୍କ ଅଫିସ ନିକଟରେ ପହଞ୍ଚିଥିଲେ। ପରେ ନିର୍ବାଚନ ଅଧିକାରୀ ତଥା ଗଞ୍ଜାମ ଜିଲାପାଳ ଦିବ୍ୟଜ୍ୟୋତି ପରିଡ଼ାଙ୍କ ନିକଟରେ ସେ ତାଙ୍କର ନାମାଙ୍କନପତ୍ର ଦାଖଲ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାଇକିଆ ଥାନାରେ ନିଶାମୁକ୍ତ ଅଭିଯାନ, ଏହି ଶପଥ ନେଲେ ଛାତ୍ରୀଛାତ୍ର

ରାଇକିଆ,୧।୭(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ଥାନାରେ ବୁଧବାର ନିଶା ମୁକ୍ତ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଥାନା ଅଧିକାରୀ ଏ.ସ୍ୱର୍ଣ୍ଣଲତା ପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ…

ନୂତନ ବ୍ଲକ ଶିକ୍ଷା ଅଧିକାରିଣୀ ଭାବେ ଯୋଗଦେଲେ ମଧୁସ୍ମିତା:ଏକ ନମ୍ବର ଶିକ୍ଷା ବ୍ଲକ କରିବା ଲକ୍ଷ୍ୟ

କର୍ଲାମୁଣ୍ଡା:୧/୭(ପ୍ରଦୀପ କୁମାର ସାହୁ):କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଶିକ୍ଷା ବିଭାଗରେ ନୂତନ ଭାବେ ବୁଧବାର ବ୍ଲକ ଶିକ୍ଷା ଅଧିକାରିଣୀ ମଧୁସ୍ମିତା ନାଏକ ଯୋଗ ଦେଇଛନ୍ତି। କାର୍ଯ୍ୟାଳୟରେ ଯୋଗଦେବା…

ଗଜପତି ପୋଲିସକୁ ବଡ଼ ସଫଳତା: ଆନ୍ତଃରାଜ୍ୟ ମାନବ ଚାଲାଣର ପର୍ଦ୍ଦାଫାଶ, ୬ ନାବାଳିକା…

ଗଜପତି,୧।୭(ଗିରିଧାରୀ ପରିଛା): ଗଜପତି ପୋଲିସ ଏକ ଆନ୍ତଃରାଜ୍ୟ ମାନବ ଚାଲାଣର ପର୍ଦ୍ଦାଫାଶ କରି ୬ ଜଣ ନାବାଳିକାଙ୍କ ସମେତ ୭ ଜଣ ପୀଡ଼ିତାଙ୍କୁ ହାଇଦ୍ରାବାଦରୁ ଉଦ୍ଧାର କରିଛି।…

ଆଜିଠାରୁ ଅନିର୍ଦ୍ଦିଷ୍ଟକାଳ ଯାଏ ରୋଗୀସେବା ବନ୍ଦ, ହନ୍ତସନ୍ତ ହେଉଛନ୍ତି ରୋଗୀ

ବଞ୍ଚୋ,୧।୭(ପ୍ରଦୋଷ ବିଶ୍ୱାଳ ): ଓଡ଼ିଶା ମେଡିକାଲ ସର୍ଭିସ ଆସୋସିଏଶନ (ଓମ୍‌ସା)ର ୮ ଦଫା ଦାବି ପୂରଣ ନ ହେବା ପ୍ରତିବାଦରେ ଜାତୀୟ ଡାକ୍ତର ଦିବସ ଅବସରରୁ ବୁଧବାର…

ଆଜି ଭାରତ-ଇଂଲଣ୍ଡ ମ୍ୟାଚ୍‌: ବୈଭବଙ୍କ ଉପରେ ଇଂଲଣ୍ଡ ଅଧିନାୟକ ବଡ଼ ବୟାନ, ଦେଲେ

ଚେଷ୍ଟର ଲେ ଷ୍ଟ୍ରିଟ,୧।୭: ଭାରତ ଏବଂ ଇଂଲଣ୍ଡ ମଧ୍ୟରେ T20 ସିରିଜର ପ୍ରଥମ ମ୍ୟାଚ୍‌ ଜୁଲାଇ ୧ ତାରିଖ ଅର୍ଥାତ୍‌ ଆଜି ଖେଳାଯିବ। ଖେଳ ପୂର୍ବରୁ, ଇଂଲଣ୍ଡ…

ଗଣଶିକ୍ଷା ବିଭାଗର ବଡ଼ ଘୋଷଣା, ଛାତ୍ରୀଛାତ୍ରଙ୍କୁ ମିଳିବ ସମ୍ପୂର୍ଣ୍ଣ ନୂଆ ବହି

ଭୁବନେଶ୍ୱର,୧।୭: ଛାତ୍ରଛାତ୍ରୀଙ୍କୁ ମିଳିବ ସମ୍ପୂର୍ଣ୍ଣ ନୂଆ ବହି । ଚଳିତ ବର୍ଷରେ ହିଁ ନୂଆ ବହି ଯୋଗାଇ ଦେବେ ସରକାର । ଯଥା  ସମ୍ଭବ ଛାତ୍ରୀଛାତ୍ରଙ୍କୁ ବହି…

ଆଜିଠୁ ଶସ୍ତା ହେଲା ୫ କେଜିଆ ଗ୍ୟାସ୍ ସିଲିଣ୍ଡର, ଜାଣନ୍ତୁ ଆପଣଙ୍କ ସହରର ନୂଆ ଦର!

ନୂଆଦିଲ୍ଲୀ,୧।୭: ମହଙ୍ଗା ମାଡ଼ ମଧ୍ୟରେ ଏବେ ଏଲପିଜି (LPG) ଗ୍ରାହକଙ୍କୁ ସାମାନ୍ୟ ଆଶ୍ୱସ୍ତି ମିଳିଛି। ଆଜି କମର୍ସିଆଲ ଗ୍ୟାସ୍ ସିଲିଣ୍ଡର ସହିତ ‘ଛୋଟ ଗ୍ୟାସ୍ ସିଲିଣ୍ଡର’ ମଧ୍ୟ…

ମୟୂରଭଞ୍ଜ ଜିଲା ମୁଖ୍ୟ ଚିକିତ୍ସାଳୟରେ ଡାକ୍ତରୀ ସେବା ସମ୍ପୂର୍ଣ୍ଣ ଠପ: ଓମସାର କାର୍ଯ୍ୟବନ୍ଦ ଆନ୍ଦୋଳନ

ବାରିପଦା, ୧।୭ (ନୀଳାଦ୍ରି ବିହାରୀ ଦଣ୍ଡପାଟ): ଓଡ଼ିଶା ମେଡିକାଲ ସର୍ଭିସେସ ଆସୋସିଏସନ (ଓମସା)ର କାର୍ଯ୍ୟବନ୍ଦ ଆନ୍ଦୋଳନ ଯୋଗୁଁ ରାଜ୍ୟ ସମେତ ମୟୂରଭଞ୍ଜ ଜିଲା ମୁଖ୍ୟ ଚିକିତ୍ସାଳୟରେ  …

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri