ପିସ୍ତଲ ଗୁଳିଠାରୁ ରଣପୁର ଠେଙ୍ଗାପ୍ରହାର ଶକ୍ତିଶାଳୀ: ବ୍ରିଟିଶ ପାର୍ଲିଆମେଣ୍ଟକୁ ଯାଇଥିଲା ୫୦୦ ଠେଙ୍ଗା

ନୟାଗଡ,୨୬।୧(ଲୋକନାଥ ମିଶ୍ର): ନୟାଗଡ ଜିଲା ସଦର ମହକୁମାସ୍ଥିତ ପିଟିଏସ୍‌ ପଡ଼ିଆରେ ଜିଲାସ୍ତରୀୟ  ୭୭ତମ ସାଧାରଣତନ୍ତ୍ର ଦିବସ ପାଳିତ ହୋଇଯାଇଛି।  ଏଥିରେ ୫୦ଟି ପାରେଡ ଟିମ ଭାଗ ନେଇଥିଲେ। ଉଚ୍ଚ ଶିକ୍ଷା, କ୍ରୀଡା, ଯୁବସେବା, ଓଡ଼ିଆ ଭାଷା ସାହିତ୍ୟ, ସଂସ୍କୃତି ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ମୁଖ୍ୟ ଅତିଥିଭାବେ ଯୋଗ ଦେଇ ପତାକା ଉତ୍ତୋଳନ କରିବା ସହିତ ପାରେ ଅଭିବାଦନ ଗ୍ରହଣ କରିଥିଲେ।
ମନ୍ତ୍ରୀ ତାଙ୍କ ଭାଷଣରେ ସାଧାରଣତନ୍ତ୍ର ଦିବସ ପ୍ରତିଟି ଭାରତୀୟ ପାଇଁ ସ୍ମରଣୀୟ ଦିବସ ବୋଲି କହିଥିଲେ। ଅପରପକ୍ଷେ ପିସ୍ତଲ ଗୁଳିଠାରୁ ରଣପୁର ଠେଙ୍ଗା ପ୍ରହାର ଶକ୍ତିଶାଳୀ ବୋଲି ବ୍ରିଟିଶମାନେ ଜାଣିବା ପରେ  ୫୦୦ ଠେଙ୍ଗା ବ୍ରିଟିଶ ପାର୍ଲିଆମେଣ୍ଟକୁ ଯାଇଥିଲା। ସେହିଭଳି ସ୍ମୃତି, ସଂକଳ୍ପ ଓ ଆତ୍ମ ସମୀକ୍ଷାର ଦିବସ ବୋଲି ଦର୍ଶାଇଥିଲେ । ସ୍ବାଧୀନତା ସଂଗ୍ରାମରେ କଳା ଓ ସଂସ୍କୃତିର ମାଟି ନୟାଗଡର ଅବଦାନ ଅବିସ୍ମରଣୀୟ ବୋଲି ଦର୍ଶାଇଥିଲେ। ଏଠାର ସ୍ବାଧୀନତା ସଂଗ୍ରାମୀଙ୍କ ଆତ୍ମ ବଳୀଦାନ ନୟାଗଡ଼ ମାଟିର ସାହସିକତା, ବୀରତ୍ୱ ଓ ଅପୂର୍ବ ତ୍ୟାଗର ଜ୍ୱଳନ୍ତ ନିଦର୍ଶନ ବୋଲି କହିଥିଲେ। ଗଣତନ୍ତ୍ର ମୂଲ୍ୟବୋଧର ଅନେକ ସ୍ମୃତିକୁ ସାଇତି ରଖି ସଂଗ୍ରାମୀମାନଙ୍କୁ ସମ୍ମାନିତ କରିଛ। ଉତ୍ତର ପିଢ଼ିକୁ ଜାତୀୟତାର ମନ୍ତ୍ରରେ ବାନ୍ଧି ରଖିଛି । ସେହିଭଳି ସରକାରଙ୍କର ସଫଳତାକୁ ବଖାଣିଥିଲେ।
Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଅମରେନ୍ଦ୍ରଙ୍କୁ ବଡ଼ ଦାୟିତ୍ୱ ଦେଲା ବିଜେଡି

ହାଟଡିହୀ,୨୬l୧(ଶୁଭକାନ୍ତ ନାୟକ):କେନ୍ଦୁଝର ଜିଲା ବିଜେଡ଼ିର ମିଡ଼ିଆ ସେଲ ସଂଯୋଜକ ଭାବେ ଦାୟିତ୍ୱ ତୁଲାଇଥିଲାବେଳେ ବିଜୁ ଛାତ୍ର ଜନତା ଦଳ ଜିଲା ସଭାପତି ଭାବେ ହାଟଡ଼ିହୀ ବ୍ଲକ କଳିଙ୍ଗା…

ସାଧାରଣତନ୍ତ୍ର ଦିବସରେ ବଡ଼ ଅଘଟଣ: ଚୁଆରେ ବୁଡିଗଲେ ଶିଶୁକନ୍ୟା, ଆଉ ତା’ପରେ…

ଦାରିଙ୍ଗବାଡି, ୨୬।୧ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଦନେକବାଡି ପଞ୍ଚାୟତ ପାଡ଼ନକେତା ଗ୍ରାମରରେ ଘଟିଯାଇଛି ବଡ଼ ଅଘଟଣ । ଜଣେ ଶିଶୁ କନ୍ୟାଙ୍କ ଚୁଆର…

ବରଗଡ଼ରେ ଜାତୀୟ ପତାକା ଉତ୍ତୋଳନ କଲେ ପଞ୍ଚାୟତିରାଜ ମନ୍ତ୍ରୀ, ସମ୍ବିଧାନର ଲିଖିତ ଆଦର୍ଶକୁ ବଜାଜୟ ରଖି…

ବରଗଡ଼,୨୬ା୧(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ସଦର ମହକୁମାରେ ଆୟୋଜିତ ୭୭ତମ ସାଧାରଣତନ୍ତ୍ର ଦିବସ ସମାରୋହରେ ପାଳିତ ହୋଇଛି। ପଞ୍ଚାୟତିରାଜ ମନ୍ତ୍ରୀ ରବିନାରାୟଣ ନାଏକ ମୁଖ୍ୟ ଅତିଥି ଭାବେ…

ମୋଦି-ମୋହନ ସରକାରଙ୍କ ଗୁଣଗାନ କଲେ ଭାଜପା କର୍ମୀ

ହାଟଡିହୀ,୨୬l୧(ଶୁଭକାନ୍ତ ନାୟକ):କେନ୍ଦୁଝର ଜିଲା ହାଟଡିହୀ ଭାଜପା କାର୍ଯ୍ୟାଳୟରେ ସଧାରଣତନ୍ତ୍ର ଦିବସ ପାଳନ ହୋଇଯାଇଛି l ଆନନ୍ଦପୁର ବିଧାନସଭା କ୍ଷେତ୍ରର ଭାଜପା ନେତା ତଥା ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ…

ଭାରତ ମାତା ପୂଜନ ଉତ୍ସବରେ ଓଲଟା ଉଡ଼ିଲା ତ୍ରିରଙ୍ଗା

ଦାରିଙ୍ଗବାଡ଼ି,୨୬ା୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ସିମନବାଡ଼ି ଶିବ ମନ୍ଦିର ପ୍ରାଙ୍ଗଣରେ ୧୪ ତମ ଭାରତମାତା ପୂଜନ ଉତ୍ସବ ପାଳନ ସହ ବନ୍ଦେ ମାତରଂର ୧୫୦ତମ…

ଦେବଗଡ଼ରେ ଲଜ୍ଜା: ନାମଯଜ୍ଞ ଦେଖିବାକୁ ଯାଇ ବଳାତ୍କାରର ଶିକାର ହେଲେ ଶିଶୁକନ୍ୟା, ଚିତ୍କାର କରିବାରୁ…

ଦେବଗଡ଼,୨୬ା୧(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଥାନା ଅଞ୍ଚଳରେ ୫ ବର୍ଷର ଶିଶୁକନ୍ୟାଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ରବିବାର ରାତିରେ ନାମଯଜ୍ଞ ଦେଖିବାକୁ ଯାଇଥିବା ବେଳେ ବଳାତ୍କାରର…

ମୃତଦେହ ରଖି ରାସ୍ତାରୋକୋ: ଆନ୍ଦୋଳନକାରୀଙ୍କୁ ବିଧାୟକ, ଭାଜପା କାର୍ଯ୍ୟକର୍ତ୍ତା ଭେଟି…

ହାଟଡିହୀ,୨୬।୧(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଶାଳନିଆଁ ବଜାରରେ ରବିବାର ଏକ ହାଇୱା ଦୁର୍ଘଟଣାଗ୍ରସ୍ତ ହୋଇ ଏକ ସାଇକେଲ ଆରୋହୀଙ୍କ ଉପରେ ଚଢ଼ି ଯାଇଥିଲା। ଫଳରେ…

ବଲାଙ୍ଗୀରରେ ସାଧାରଣତନ୍ତ୍ର ସମାରୋହ: କୃତୀ ପ୍ରତିଯୋଗୀଙ୍କୁ ପୁରସ୍କୃତ କରି ଜିଲାପାଳ କହିଲେ…

ବଲାଙ୍ଗୀର,୨୬ା୧(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ସଦର ମହକୁମାରେ ଜିଲାସ୍ତରୀୟ ସାଧାରଣତନ୍ତ୍ର ଦିବସ ପାଳିତ ହୋଇଯାଇଛି। ଗାନ୍ଧୀନଗର ପଡ଼ାସ୍ଥିତ ମହାତ୍ମାଗାନ୍ଧୀଙ୍କ ପ୍ରତିମୂର୍ତ୍ତି ଓ ଗାନ୍ଧୀ ଭବନ ସମ୍ମୁଖ…

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri