ରଣବୀରଙ୍କ ବୋଲ୍ଡ ଫଟୋଶୁଟ୍‌

ବଲିଉଡ ଅଭିନେତା ରଣବୀର ସିଂ ତାଙ୍କ ଫ୍ୟାଶନ୍‌ ଷ୍ଟାଇଲ୍‌କୁ ନେଇ ପ୍ରାୟତଃ ଚର୍ଚ୍ଚାରେ ଥାାନ୍ତି। ବେଳେବେଳେ ନିଜ ଶୈଳୀକୁ ନେଇ ଟ୍ରୋଲର ଶିକାର ହୁଅନ୍ତି। କିନ୍ତୁ ସେ ନିଜ ଇଚ୍ଛା ଅନୁଯାୟୀ ଡ୍ରେସିଂ ଷ୍ଟାଇଲ ବାଛନ୍ତି। ନିକଟରେ ସେ ଏକ ବୋଲ୍ଡ ଫଟୋଶୁଟ୍‌ କରି ପୁଣିଥରେ ଇଣ୍ଟରନେଟରେ ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଛନ୍ତି। ଏକ ମାଗାଜିନ୍‌ ପାଇଁ ସେ ଏହି ଫଟୋଶୁଟ୍‌ କରିଛନ୍ତି। ରଣବୀରଙ୍କ ଏହି ଅନ୍ଦାଜ୍‌ ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି। ଏହି ଫଟୋଗୁଡିକ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ଗୋଟିଏ ଫଟୋରେ ରଣବୀର ସମ୍ପୂର୍ଣ୍ଣ ନଗ୍ନ ଅବସ୍ଥାରେ ଶୋଇଥିବାବେଳେ ଅନ୍ୟ ଏକ ଫଟୋରେ ସେ ବସିଥିବା ନଜର ଆସିଛନ୍ତି। ଏହି ଫଟୋ ଦେଖି ପ୍ରଶଂସsକ ତାଙ୍କୁ ଟ୍ରୋଲ କରିବାକୁ ପଛାଇ ନାହାନ୍ତି। ଜଣେ ୟୁଜର୍ସ କହିଛନ୍ତି, ଦୀପିକା ପାଦ୍ୟୁକୋନ ଏହି ଫଟୋ ଦେଖି କ’ଣ କହିବେ।
ରଣବୀରଙ୍କୁ ଖୁବ୍‌ଶୀଘ୍ର କରଣ ଜୋହରଙ୍କ ଫିଲ୍ମ ରକି ଫିଲ୍ମରେ ରକି ଔର ରାନୀ ପ୍ରେମ କାହାଣୀରେ ଦେଖିବାକୁ ମିଳିବ। ଏଥିରେ ଆଲିଆ ଭଟ୍ଟ, ଧର୍ମେନ୍ଦ୍ର, ଶବାନା ଆଜମି ଏବଂ ଜୟା ବଚ୍ଚନଙ୍କ ସହ ସେ ନଜର ଆସିବେ। ଏହି ଫିଲ୍ମଟି ଫେବୃଆରୀ ୧୧, ୨୦୨୩୍‌ରେ ପ୍ରେକ୍ଷାଳୟକୁ ଆସିବାକୁ ଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

‘ଦ କପିଲ ଶର୍ମା ଶୋ’ର ଶୁଟିଂରୁ ବ୍ରେକ୍‌ ନେବେ କପିଲ

କମେଡି କିଙ୍ଗ୍‌ କପିଲ ଶର୍ମା ନିଜ ଶୋ’ ‘ଦ କପିଲ ଶର୍ମା ଶୋ’ର ଶୁଟିଂରେ ବ୍ରେକ୍‌ ଦେଇଛନ୍ତି। ଶୁଣିବାକୁ ମିଳିଛି, କପିଲ ଆଉ ୨୦ ଦିନ...

ଧରାପଡ଼ିଲେ ସାରା-କାର୍ତ୍ତିକ!

ମୁମ୍ବାଇ: ବଲିଉଡ୍‌ ସେଲିବ୍ରିଟିମାନେ ତାଙ୍କ ଫିଲ୍ମକୁ ନେଇ ଯେତିକି ଚର୍ଚ୍ଚିତ ତା’ଠାରୁ ଅଧିକ ଚର୍ଚ୍ଚିତ ତାଙ୍କ ରିଲେସନଶିପକୁ ନେଇ। ନିକଟରେ ସାରା ଅଲ୍ଲି ଖାଁ ଓ...

ବଲିଉଡ୍‌ ତାରକାଙ୍କ ଗୁରୁ ଦିବସ: କିଏ ମା’ଙ୍କୁ ତ କେହିକେହି ଶିକ୍ଷକଙ୍କ ପାଇଁ କହିଛନ୍ତି ଏମିତି

ପ୍ରତ୍ୟେକ ବ୍ୟକ୍ତିଙ୍କ ଜୀବନରେ ଜଣେ ଜଣେ ଗୁରୁ ଅଛନ୍ତି । ସେ ମା’ ହୁଅନ୍ତୁ କିମ୍ବା ବିଦ୍ୟାଳୟର ଶିକ୍ଷକ, ଜୀବନରେ ଗୁରୁମାନେ ହିଁ ସଠିକ୍‌ ମାର୍ଗ...

ତକିଆ ତଳେ ଜୋତା ରଖି ଶୋଉଥିଲେ ଅମିତାଭ ବଚ୍ଚନ, ଜାଣନ୍ତୁ କାହିଁକି

ଛୋଟ ପରଦାର ବଡ ରିଏଲିଟ ଶୋ’ ‘କୌନ ବନେଗା କରୋଡ ପତି’କୁ ହୋଷ୍ଟ କରୁଛନ୍ତି ବିଗ୍‌ ବି ଅମିତାଭ ବଚ୍ଚନ। ଏହି ଶୋ’ରେ ଭାଗ ନେଉଥିବା...

ଦୀପାବଳିରୁ ହଜିଛି, ଏଯାଏ ମିଳିନି

ବମ୍ବେ: ଚିନ୍ତାରେ ଅଛନ୍ତି ବିଗ୍‌ବସ୍‌ ପ୍ରତିଯୋଗୀ ତଥା ଅଭିନେତା କୁଶାଲ ଟଣ୍ଡନ। କାରଣ ଦୀପାବଳିଠାରୁ ତାଙ୍କ ପୋଷା କୁକୁର ହଜିଯାଇଛି। ଖୋଜି ଖୋଜି ଥକିଥିଲେ ହେଁ...

ପୋଲିସ ରୋଲ୍‌ ପାଇଁ…

ଥିଏଟର ଅଭିନେତା ପୃଥ୍ବୀରାଜ ଆଚାର୍ଯ୍ୟଙ୍କ ଖୁସି କହିଲେ ନ ସରେ। କାରଣ ଯେଉଁଭଳି ଭୂମିକାଟିଏ ସେ ଖୋଜୁଥିଲେ ତାହା ତାଙ୍କୁ ମିଳିଯାଇଛି। ଚଳଚ୍ଚିତ୍ରଟି ହେଲା ପିନୁ...

ନିଜ ବିବାହକୁ ନେଇ ଫିଲ୍ମ ନିର୍ମାଣ କରିବେ ପ୍ରିୟଙ୍କା

ବଲିଉଡ୍‌ ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏବେ ଭାରତ ଆସିଛନ୍ତି। ବିବାହ ପରେ ପ୍ରାୟତଃ ସ୍ବାମୀ ନିକ୍‌ ଜୋନାସ୍‌ଙ୍କ ସହ ଆମେରିକାରେ ରହୁଥିବା ପ୍ରିୟଙ୍କା ନିଜ ଆଗାମୀ...

୬୨ ବର୍ଷରେ ପାଦ ଦେଲେ ଶୋମା ଆନନ୍ଦ: ଗୋଟିଏ ଭୁଲ ପାଇଁ ଅଭିନୟ ଜୀବନରେ ଆସିଥିଲା ଭଟ୍ଟା

ମୁମ୍ବାଇ: ବଲିଉଡ୍‌ ଅଭିନେତ୍ରୀ ଶୋମା ଆନନ୍ଦ ରବିବାର ୬୨ ବର୍ଷରେ ପାଦ ଦେଇଛନ୍ତି। ୧୯୫୮ ଫେବୃୟାରୀ ୧୬ରେ ସେ ମୁମ୍ବାଇଠାରେ ଜନ୍ମଗ୍ରହଣ କରିଥିଲେ। ୧୯୭୬ରେ ବାରୁଦ...

Advertisement
Archives

Model This Week