ଚୁମ୍ବନ ସିନ୍‌ ଯୋଗୁ ଚର୍ଚ୍ଚାରେ ଥିଲେ ଏହି ହିଟ୍‌ ଯୋଡି: କଟ୍‌ କହିବା ପରେ ମଧ୍ୟ..

ବଲିଉଡ୍‌ ଅଭିନେତ୍ରୀ ଦୀପିକା ପାଦୁକୋନ ଏବଂ ରଣବୀର ସିଂ ଇଣ୍ଡଷ୍ଟ୍ରିର ସବୁଠାରୁ ହିଟ୍‌ କପଲ୍‌ ଭାବେ ଜଣାଶୁଣା। ଅଫସ୍କ୍ରିନ ହେଉ କିମ୍ବା ଅନସ୍କ୍ରିନ ହେଉ, ଦୁହେଁ ପ୍ରାୟତଃ ପରସ୍ପରକୁ ସମ୍ମାନ ଦେଉଥିବା ଦେଖାଯାଏ। ଉଭୟଙ୍କ ମଧ୍ୟରେ ପ୍ରେମ ସମ୍ପର୍କ ସଞ୍ଜୟ ଲୀଲା ଭନସାଲୀଙ୍କ ଫିଲ୍ମ ‘ଗୋଲିୟୋଂ କି ରାସଲୀଲା .. ରାମଲୀଲା’ ରୁ ଆରମ୍ଭ ହୋଇଥିଲା। ଏହି ଫିଲ୍ମରେ ରଣବୀର ଏବଂ ଦୀପିକାଙ୍କ ଯୋଡି ଏତେ ଜବରଦସ୍ତ ଥିଲା ଯେ ଦର୍ଶକମାନେ ଆଶ୍ଚର୍ଯ୍ୟ ହୋଇଯାଇଥିଲେ ଏବଂ ସେଠାରୁ ସେମାନଙ୍କ ପ୍ରେମ ସମ୍ପର୍କ ବିଷୟରେ ଚର୍ଚ୍ଚା ଆରମ୍ଭ ହୋଇଥିଲା।
‘ରାମ ଲୀଲା’ର ଜଣେ କ୍ରୁ ସଦସ୍ୟ ଏକ ସାକ୍ଷାତକାରରେ କହନ୍ତି ‘ଅଙ୍ଗ ଲାଗା ଦେ ରେ’ ଗୀତର ଶୁଟିଂ ସମୟରେ ଦୀପିକା-ରଣବୀର ପରସ୍ପର ମଧ୍ୟରେ ଏତେ ହଜି ଯାଇଥିଲେ ଯେ ସଞ୍ଜୟ ଲୀଲା ଭନସାଲୀଙ୍କ କଟ ପରେ ମଧ୍ୟ ଦୁହେଁ ପରସ୍ପରକୁ ଚୁମ୍ବନ ଦେବା ଜାରି ରଖିଥିଲେ। ସେତେବେଳେ ସେଠାରେ ୫୦ ଜଣ ଲୋକ ଉପସ୍ଥିତ ଥିଲେ ଏବଂ ସମସ୍ତେ ଆଶ୍ଚର୍ଯ୍ୟ ହୋଇଯାଇଥିଲେ। ତା’ପରେ ସମସ୍ତେ ଅନୁଭବ କଲେ ଯେ, ଦୁହେଁ ପ୍ରେମରେ ପଡିଯାଇଛନ୍ତି। ଆମର ଏକ ଧାରଣା ଥିଲା ଯେ ଉଭୟଙ୍କ ମଧ୍ୟରେ କିଛି ଚାଲିଛି, କିନ୍ତୁ ପରେ ଏହା ନିଶ୍ଚିତ ହୋଇଗଲା। ରାମଲୀଲା ପରେ ରଣବୀର ଏବଂ ଦୀପିକା ପରସ୍ପରକୁ ଅନେକ ବର୍ଷ ଡେଟ କରିଥିଲେ। ସେମାନେ ‘ଫାଇଡିଙ୍ଗ୍‌ ଫ୍ୟାନ’, ‘ବାଜିରାଓ ମସ୍ତାନୀ’ ଏବଂ ‘ପଦ୍ମାବତ’ରେ ମଧ୍ୟ କାମ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆତ୍ମହତ୍ୟା କଲେ ଅଭିନେତ୍ରୀ, ସରକାରୀ ଚାକିରି କରିବାକୁ ଚାପ ପକାଉଥିଲେ ପରିବାର

ବେଙ୍ଗାଲୁରୁ,୨୯।୧୨: ସରକାରୀ ଚାକିରି ଆଉ ବିବାହ ଚାପରୁ ମୁକୁଳିପାରି ନାହାନ୍ତି ଲୋକପ୍ରିୟ ଅଭିନେତ୍ରୀ ନନ୍ଦିନୀ ସିଏମ୍‌। ବେଙ୍ଗାଲୁରୁର କେଙ୍ଗେରୀ ସ୍ଥିତ ଏକ ପେଇଂ ଗେଷ୍ଟ (PG)...

ଲୋକ ସଭା ସାଂସଦଙ୍କ ମହାନତା: ନିଜ ଦରମାରୁ ଜଳଖିଆ ଅନୁଷ୍ଠାନକୁ ଦାନକଲେ ଏକ ଲକ୍ଷ ଟଙ୍କା

ମଥୁରାନଗରୀ,୨୯।୧୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ମୁଖ୍ୟ ଡାକ୍ତରଖାନା ନିକରେ ରହିଥିବା ମା ଏକଟଙ୍କିଆ ଜଳଖିଆ ଅନୁଷ୍ଠାନର ବାର୍ଷିକୋତ୍ସବରେ ସୋମବାର ଅନୁଷ୍ଠିତ ହୋଇଛି। ଅନୁଷ୍ଠାନର ମୁଖ୍ୟ ଉମେଶ ପ୍ରଧାନଙ୍କ...

ମଥୁରା ପରିଭ୍ରମଣରେ ବାହାରି ପୂର୍ତ୍ତ ବିଭାଗରେ ପହଞ୍ଚିଲେ କଂସ ମହାରାଜ, କହିଲେ ପି.ସି ଖାଉଛ, ରାସ୍ତାରେ ଚାଲିପାରୁନି…

ମଥୁରାନଗରୀ,୨୯।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ସୋମବାର ଥିଲା ଷଷ୍ଠ ଦିବସ। ଅନ୍ୟଦିନ ଭଳି ରାଜ ମହଲରୁ ମଥୁରା ପରିଭ୍ରମଣରେ ବାହାରିଥିଲେ...

ଦିଲ୍ଲୀ ସାଧାରଣତନ୍ତ୍ର ପରେଡ୍‌ରେ ଯୋଗଦେବେ ପିପୁଲ୍ସ କଲେଜର ୨ ଛାତ୍ରୀ, ପ୍ରଥମଥର ପାଇଁ ହେଲେ ମନୋନୀତ

ବୁଗୁଡା, ୨୯।୧୨(କାଳିଚରଣଦାଶ): ବୁଗୁଡ଼ା ପିପୁଲ୍ସ କଲେଜର ଅଧ୍ୟାପକ ତଥା ଲେଫ୍ଟନାଣ୍ଟ ଅଜୟ କୁମାର ସାହୁଙ୍କ ନିଷ୍ଠାପର ଉଦ୍ୟମ ଯୋଗୁ ବୁଗୁଡା ପିପୁଲ୍ସ କଲେଜର ଦୁଇଜଣ ଏନସିସି...

ଫୁଲ ତୋଳିବାକୁ ଯାଇଥିବାବେଳେ ଘରେ ପଶିଗଲା ଚୋର, ଧରାପଡିବା ପରେ…

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାଇପାସ ରୋଡ ଗିରିଧାରୀ ସ୍ବାଇଁଙ୍କ ଘରୁ ସୋମବାର ପ୍ରତ୍ୟୁଷରେ ଜଣେ ଦୁର୍ବୃତ୍ତ ପଶି ସୁନା ଅଳଙ୍କାର ଓ ନଗଦ...

ଘରକୁ ଫେରୁଥିବାବେଳେ ଭାରସାମ୍ୟ ହରାଇ ଗଛରେ ପିଟିହେଲା ବାଇକ, ତା’ପରେ…

ଲାଞ୍ଜିଗଡ଼,୨୯।୧୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ଥାନା ଅନ୍ତର୍ଗତ ଲାଞ୍ଜିଗଡ ଆଶ୍ରମପଡା ନିକଟରେ ଏକ ବାଇକ ଗଛରେ ପିଟିହୋଇ ଦୁର୍ଘଟଣା ଘଟିଥିବାବେଳେ ଏଥିରେ ଜଣେ...

ନିର୍ଯାତିତ ମହିଳା ନୂତନ ଜୀବନର ଆଶା ପାଇବେ: ଭଞ୍ଜନଗର ମେଡ଼ିକାଲରେ ମହିଳା ସହାୟତା କେନ୍ଦ୍ର ଉଦ୍‌ଘାଟିତ

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡ ଚିକିତ୍ସାଳୟରେ ସୋମବାର ଅତିରିକ୍ତ ୱାନ ଷ୍ଟପ ସେଣ୍ଟର ବା ମହିଳା ସହାୟତା କେନ୍ଦ୍ର ଉଦ୍‌ଘାଟିତ ହୋଇଯାଇଛି। ଏହାକୁ...

ଜିଲାପାଳ, ଏସପିଙ୍କ ମିଳିତ ଅଭିଯୋଗ ଶୁଣାଣି: ସମସ୍ୟା ସମାଧାନ କଲେ…

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପ ଜିଲପାଳଙ୍କ ସମ୍ମିଳନୀ କକ୍ଷରେ ସୋମବାର ଗଞ୍ଜାମ ଜିଲାପାଳ ଭି. କିର୍ତ୍ତି ଭାସନ ଓ ଗଞ୍ଜାମ ଏସ୍‌ପି ଶୁଭେନ୍ଦୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri