ଚୁମ୍ବନ ସିନ୍‌ ଯୋଗୁ ଚର୍ଚ୍ଚାରେ ଥିଲେ ଏହି ହିଟ୍‌ ଯୋଡି: କଟ୍‌ କହିବା ପରେ ମଧ୍ୟ..

ବଲିଉଡ୍‌ ଅଭିନେତ୍ରୀ ଦୀପିକା ପାଦୁକୋନ ଏବଂ ରଣବୀର ସିଂ ଇଣ୍ଡଷ୍ଟ୍ରିର ସବୁଠାରୁ ହିଟ୍‌ କପଲ୍‌ ଭାବେ ଜଣାଶୁଣା। ଅଫସ୍କ୍ରିନ ହେଉ କିମ୍ବା ଅନସ୍କ୍ରିନ ହେଉ, ଦୁହେଁ ପ୍ରାୟତଃ ପରସ୍ପରକୁ ସମ୍ମାନ ଦେଉଥିବା ଦେଖାଯାଏ। ଉଭୟଙ୍କ ମଧ୍ୟରେ ପ୍ରେମ ସମ୍ପର୍କ ସଞ୍ଜୟ ଲୀଲା ଭନସାଲୀଙ୍କ ଫିଲ୍ମ ‘ଗୋଲିୟୋଂ କି ରାସଲୀଲା .. ରାମଲୀଲା’ ରୁ ଆରମ୍ଭ ହୋଇଥିଲା। ଏହି ଫିଲ୍ମରେ ରଣବୀର ଏବଂ ଦୀପିକାଙ୍କ ଯୋଡି ଏତେ ଜବରଦସ୍ତ ଥିଲା ଯେ ଦର୍ଶକମାନେ ଆଶ୍ଚର୍ଯ୍ୟ ହୋଇଯାଇଥିଲେ ଏବଂ ସେଠାରୁ ସେମାନଙ୍କ ପ୍ରେମ ସମ୍ପର୍କ ବିଷୟରେ ଚର୍ଚ୍ଚା ଆରମ୍ଭ ହୋଇଥିଲା।
‘ରାମ ଲୀଲା’ର ଜଣେ କ୍ରୁ ସଦସ୍ୟ ଏକ ସାକ୍ଷାତକାରରେ କହନ୍ତି ‘ଅଙ୍ଗ ଲାଗା ଦେ ରେ’ ଗୀତର ଶୁଟିଂ ସମୟରେ ଦୀପିକା-ରଣବୀର ପରସ୍ପର ମଧ୍ୟରେ ଏତେ ହଜି ଯାଇଥିଲେ ଯେ ସଞ୍ଜୟ ଲୀଲା ଭନସାଲୀଙ୍କ କଟ ପରେ ମଧ୍ୟ ଦୁହେଁ ପରସ୍ପରକୁ ଚୁମ୍ବନ ଦେବା ଜାରି ରଖିଥିଲେ। ସେତେବେଳେ ସେଠାରେ ୫୦ ଜଣ ଲୋକ ଉପସ୍ଥିତ ଥିଲେ ଏବଂ ସମସ୍ତେ ଆଶ୍ଚର୍ଯ୍ୟ ହୋଇଯାଇଥିଲେ। ତା’ପରେ ସମସ୍ତେ ଅନୁଭବ କଲେ ଯେ, ଦୁହେଁ ପ୍ରେମରେ ପଡିଯାଇଛନ୍ତି। ଆମର ଏକ ଧାରଣା ଥିଲା ଯେ ଉଭୟଙ୍କ ମଧ୍ୟରେ କିଛି ଚାଲିଛି, କିନ୍ତୁ ପରେ ଏହା ନିଶ୍ଚିତ ହୋଇଗଲା। ରାମଲୀଲା ପରେ ରଣବୀର ଏବଂ ଦୀପିକା ପରସ୍ପରକୁ ଅନେକ ବର୍ଷ ଡେଟ କରିଥିଲେ। ସେମାନେ ‘ଫାଇଡିଙ୍ଗ୍‌ ଫ୍ୟାନ’, ‘ବାଜିରାଓ ମସ୍ତାନୀ’ ଏବଂ ‘ପଦ୍ମାବତ’ରେ ମଧ୍ୟ କାମ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଅନ୍ତେବାସୀଙ୍କୁ ମିଳୁଥିଲା ପୋକରା ଚାଉଳ ଭାତ: ଅଧିକାରୀଙ୍କୁ ଜଣାଇବାକୁ ୮ କି.ମି. ଚାଲିଲେ ଛାତ୍ରୀଛାତ୍ର

ଉଦଳା,୨୧।୯(ସନ୍ତୋଷ ବାଛିନୀ): ହଷ୍ଟେଲରେ ଦୁଇ ମାସରୁ ଊର୍ଦ୍ଧ୍ୱ ହେଲା ଅବ୍ୟବସ୍ଥା ଲାଗି ରହିଥିବା ବେଳେ ଛାତ୍ରୀଛାତ୍ରମାନଙ୍କୁ ଆବଶ୍ୟକ ମୌଳିକ ସୁବିଧା ଯୋଗାଇ ଦିଆଯାଉ ନାହିଁ। ଯାହାକୁ ନେଇ…

ବ୍ୟାକ୍ଟେରିଆ ରୋକିବାର ସହଜ ଉପାୟ

ବ୍ୟାକ୍ଟେରିଆ ଆମ ଶରୀରରେ କାୟା ବିସ୍ତାର କଲେ ତାହା କେତେକ ରୋଗର କାରଣ ସାଜିଥାଏ। ତେବେ ଏହାକୁ ପ୍ରତିହତ କରିବାର ଏକ ସହଜ ତଥା ସରଳ ଉପାୟ…

ଜଏଣ୍ଟ ରିପ୍ଲେସମେଣ୍ଟ ସର୍ଜରି

ଏବେ ଆମ ଦେଶରେ ଜଏଣ୍ଟ ରିପ୍ଲେସମେଣ୍ଟ ସର୍ଜରିର ଚାହିଦା ଅଭୂତପୂର୍ବ ଭାବେ ବୃଦ୍ଧି ପାଉଛି। ଗୁରୁତର ଆର୍ଥ୍ରାଇଟିସ ଏବଂ ଜଏଣ୍ଟର ଅନ୍ତିମ ପର୍ଯ୍ୟାୟର ରୋଗରେ ପୀଡ଼ିତ ଅନେକ…

ସଲମାନଙ୍କ ସମର୍ଥନରେ ବାହାରିଲେ ରୋହିତ ଶେଟ୍ଟୀ; ଟ୍ରୋଲର୍ସଙ୍କୁ ଦେଲେ ଜବରଦସ୍ତ ଜବାବ

ମୁମ୍ବାଇ,୨୧।୯: ବଲିଉଡ୍ ଷ୍ଟାର୍ ସଲମାନ ଖାନ୍‌ ଏବେ ‘ବିଗ୍ ବସ୍ ୨୦’କୁ ନେଇ ଚର୍ଚ୍ଚାରେ ରହିଛନ୍ତି । ନିକଟରେ ‘ୱିକେଣ୍ଡ କା ୱାର୍’ରେ ସୋସିଆଲ ମିଡିଆ ଟ୍ରୋଲର୍ସଙ୍କ…

ରାସ୍ତାରେ ଛିଡ଼ା ହୋଇଥିବା ବେଳେ ଯୁବକଙ୍କୁ ଧକ୍କା ଦେଲା ବସ୍‌, ଆଉ ତା’ପରେ…

କୁଚିଣ୍ଡା,୨୧।୯(ବିରଞ୍ଚି ଦର୍କା): ସମ୍ବଲପୁର ଜିଲା କୁଚିଣ୍ଡା ଥାନା ଅଧୀନ ପତ୍ରାପାଲି ନିକଟରେ ଏକ ଘରୋଇ ବସ୍‌ ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ ହୋଇଛି। ମୃତକ ହେଲେ କୁଚିଣ୍ଡା…

ବିହାରରେ ଅସଦାଚରଣ! ବାଇକରେ ଯାଉଥିବା ନାବାଳିକା ଛାତ୍ରୀଙ୍କୁ ବ୍ୟାଡ ଟଚ୍‌; ଭିଡିଓ ଭାଇରାଲ

ପାଟନା,୨୧।୯: ବିହାରର ଜାମୁଇ ଜିଲାରେ ଏକ ରାସ୍ତା ଉପରେ ଜଣେ ନାବାଳିକା ଛାତ୍ରୀଙ୍କୁ ହଇରାଣ-ହରକତ ଓ ଅଶାଳୀନ ବ୍ୟବହାର କରାଯିବା ଏବଂ ତାଙ୍କ ସହ ଜଣେ ନାବାଳକ…

ବସ୍ତା ରେଳ ଷ୍ଟେଶନ୍‌ରେ ଅଘଟଣ; ୨ ମହିଳାଙ୍କୁ ଧକ୍କା ଦେଲା ଟ୍ରେନ, ତାପରେ…

ବାଲେଶ୍ୱର,୨୧।୯( ବାଞ୍ଛାନିଧି ଦେ): ଦକ୍ଷିଣପୂର୍ବ ରେଳପଥର ଖଡ଼ଗପୁର ଡିଭିଜନ ଅନ୍ତର୍ଗତ ବସ୍ତା ରେଳ ଷ୍ଟେଶନ ନିକଟରେ ବଡ଼ ଦୁର୍ଘଟଣା ଘଟିଯାଇଛି । ସୋମବାର ଟ୍ରେନ ଧକ୍କାରେ ଦୁଇ…

ସମଗ୍ର ପୃଥିବୀରେ କୋଣାର୍କ ସର୍ବାପେକ୍ଷା ଅଧିକ ଅଳଂକୃତ ମନ୍ଦିର

ଉପରେ ଯେଉଁ ଶୀର୍ଷକ ବ୍ୟବହାର କରିଛୁ, ତାହା ଫର୍ଗୁସନ୍‌ଙ୍କ ମତ। ସେ ମଧ୍ୟ ଶ୍ରୀପଦ୍ମକେଶର ମନ୍ଦିର ଶବ୍ଦ ବ୍ୟବହାର କରିନାହାନ୍ତି। ଜଣେ ଭାରତୀୟ ମନମୋହନ ଗାଙ୍ଗୁଲି ମଧ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?