ବୈବାହିକ ଜୀବନରେ ଝଡ଼ ନା ଆଉ କିଛି! ଜନ୍ମଦିନର ଗୋଟିଏ ଦିନ ପୂର୍ବରୁ ରଣବୀର ନେଲେ ବଡ଼ ନିଷ୍ପତ୍ତି

ମୁମ୍ବାଇ: ଚର୍ଚ୍ଚାରେ ବଲିଉଡ୍‌ ଅଭିନେତା ରଣବୀର ସିଂହ। ନିଜର ଅଭବ ଡ୍ରେସିଂ ଷ୍ଟାଇଲ୍‌ ସହ ଅଭିନୟକୁ ନେଇ ଲୋକପ୍ରିୟତା ହାସଲ କରିଥିବା ଏହି ଅଭିନେତା ବଡ଼ ପଦକ୍ଷେପ ନେଇଛନ୍ତି। ସେ ତାଙ୍କ ଇନଷ୍ଟାଗ୍ରାମରୁ ସମସ୍ତ ପୋଷ୍ଟଗୁଡ଼ିକ ହଟାଇ ଦେଇଛନ୍ତି। ଜନ୍ମଦିନର ଗୋଟିଏ ଦିନ ପୂର୍ବରୁ ତାଙ୍କର ଏଭଳି ନିଷ୍ପତ୍ତି ସମସ୍ତଙ୍କୁ ଚମକାଇଦେଇଛି।

ଜୁଲାଇ ୬ ହେଉଛି ରଣବୀରଙ୍କ ଜନ୍ମଦିନ। ସେନିଜର ୪୦ତମ ଜନ୍ମଦିନ ପାଳନକରିବାକୁ ଯାଉଛନ୍ତି। ପ୍ରଶଂସକ ଏଥିଲାଗି ବେଶ ଉତ୍ସାହିତ ଥିବା ବେଳେ ଗୋଟିଏ ଦିନ ପୂର୍ବରୁ ରଣବୀରଙ୍କ ନିଷ୍ପତ୍ତି ଚକିତ କରିଛି। କେବଳ ଏତିକି ନୁହେଁ ରଣବୀର ନିଜର ପ୍ରୋଫାଇଲ ଫଟୋ ହଟାଇ ବ୍ଲାକ୍‌ କଲର୍‌ ଅପ୍‌ଡେଟ୍‌ କରିଦେଇଛନ୍ତି।

ସମସ୍ତ ପୋଷ୍ଟ ଡିଲିଟ କରିବା ସହିତ, ରଣବୀର ଇନଷ୍ଟାଗ୍ରାମ ଷ୍ଟୋରୀରେ ଏକ ପୋଷ୍ଟ କରିଛନ୍ତି। ସେ ଏକ କ୍ରସ ସୋର୍ଡ ଇମୋଜି ପୋଷ୍ଟ କରିଛନ୍ତି ଏବଂ ତା ସହିତ ୧୨:୧୨ ଲେଖିଛନ୍ତି। ଏବେ ସେ ସମସ୍ତ ପୋଷ୍ଟ କାହିଁକି ଡିଲିଟ କଲେ? ଏହି ୧୨:୧୨ ଏବଂ ସୋର୍ଡ ଇମୋଜିର ଅର୍ଥ କ’ଣ? ଏହା ବିଷୟରେ କେବଳ ରଣବୀର ହିଁ ଭଲ ଭାବରେ କହିପାରିବେ। ତଥାପି, ଏହା ମଧ୍ୟ ବିଶ୍ୱାସ କରାଯାଉଛି ଯେ ଏପରି କରିବା ପଛରେ ତାଙ୍କର ଆଗାମୀ ଫିଲ୍ମ ’ଧୁରନ୍ଧର’ ସହ ଜଡିତ ହୋଇପାରେ।

Ranveer Insta

’ଏବେ ରଣବୀରଙ୍କ ପୋଷ୍ଟ ହଟାଇବାର କାରଣ ଏହି ଫିଲ୍ମ ସହିତ ଜଡିତ କି ନାହିଁ, ତାହା ଆଗାମୀ ସମୟରେ ହିଁ ଜଣାପଡିବ। ’ଧୁରନ୍ଧର’ରେ ରଣବୀର ସିଂହଙ୍କ ସହିତ ସଞ୍ଜୟ ଦତ୍ତ, ଅର୍ଜୁନ ରାମପାଲ, ସଞ୍ଜୟ ଦତ୍ତ ଏବଂ ଆର. ମାଧବନ ମଧ୍ୟ ନଜର ଆସିବେ। ଏହି ଫିଲ୍ମରେ ରଣବୀର ଜଣେ ଭାରତୀୟ ଗୁପ୍ତଚର ଏଜେଣ୍ଟ ଭୂମିକାରେ ନଜର ଆସିବେ।


Enter your email to get our daily news in your inbox.

All Right Reserved By Dharitri.Com

ଆଶା ଦିଦିଙ୍କ ପାଇଁ ଖୁସି ଖବର; ମାସିକ ପ୍ରୋତ୍ସାହନ ରାଶି ୬ ହଜାରକୁ ବୃଦ୍ଧି, ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ନୂଆଦିଲ୍ଲୀ,୬।୧୦: ଆଶା କର୍ମୀଙ୍କ ପାଇଁ ଖୁସି ଖବର। ମୁଖ୍ୟମନ୍ତ୍ରୀ ଆଶା ଦିଦିମାନଙ୍କ ନିଷ୍ଠା ଓ ଦିନରାତିର କଠିନ ପରିଶ୍ରମକୁ ସମ୍ମାନ ଜଣାଇ ସେମାନଙ୍କ ମାସିକ ପ୍ରୋତ୍ସାହନ ରାଶିକୁ…

ଫ୍ରାନ୍ସିସ ହାଲଜେନ୍‌ଙ୍କୁ ପଦାର୍ଥ ବିଜ୍ଞାନରେ ନୋବେଲ ପୁରସ୍କାର

ଷ୍ଟକହୋମ,୬।୧୦: ଫ୍ରାନ୍ସିସ ହାଲଜେନ୍‌ଙ୍କୁ ପଦାର୍ଥ ବିଜ୍ଞାନରେ ନୋବେଲ ପୁରସ୍କାର ପ୍ରଦାନ କରାଯାଇଛି; ମଙ୍ଗଳବାର ଏହି ଘୋଷଣା କରାଯାଇଥିଲା। ରୟାଲ ସ୍ବିଡିସ ଏକାଡେମୀ ଅଫ ସାଇନ୍ସେସ ଫ୍ରାନ୍ସିସ ହାଲଜେନ୍‌…

Gyanesh Kumar Net Worth: ମୁଖ୍ୟ ନିର୍ବାଚନ କମିଶନରଙ୍କ ମାସକୁ ଦରମା କେତେ? ଜାଣନ୍ତୁ ବଙ୍ଗଳା, ଗାଡ଼ିଠାରୁ ପେନସନ ଯାଏ ମିଳୁଥିବା ସବୁ ସୁବିଧା…

ନୂଆଦିଲ୍ଲୀ,୬।୧୦: ଦେଶରେ ଯେତେବେଳେ ବି ନିର୍ୱାଚନ ମାହୋଲ ସୃଷ୍ଟି ହୁଏ କିମ୍ୱା ଭୋଟର ତାଲିକାକୁ ନେଇ ବିବାଦ ଉପୁଜେ, ସେତେବେଳେ ଭାରତୀୟ ନିର୍ୱାଚନ ଆୟୋଗ (ECI) ଏବଂ…

ପ୍ରେମାନନ୍ଦ ମହାରାଜଙ୍କ ଆଶ୍ରମ ପରିଦର୍ଶନ କରିବା ପାଇଁ ବିରାଟ କୋହଲି ୫ କୋଟି ଟଙ୍କା ପାଇଥିଲେ? ଜାଣନ୍ତୁ ଏହା ପଛର ସତ୍ୟତା

ନୂଆଦିଲ୍ଲୀ,୬।୧୦: ଭାରତୀୟ କ୍ରିକେଟ ତାରକା ବିରାଟ କୋହଲି ଏବଂ ତାଙ୍କ ପତ୍ନୀ ଅନୁଷ୍କା ଶର୍ମାଙ୍କୁ ବୃନ୍ଦାବନରେ ପ୍ରେମାନନ୍ଦ ମହାରାଜଙ୍କୁ ଭେଟିବା ଓ ତାଙ୍କ ସହ ଆଲୋଚନା କରିବାର…

ଶୀର୍ଷରେ ହରମନପ୍ରୀତ; ଧୋନି, ବିରାଟ, ରୋହିତ ଏହାର ପାଖାପାଖି ମଧ୍ୟ ନାହାନ୍ତି, ଲିଷ୍ଟ ଦେଖିଲେ ଆଶ୍ଚର୍ଯ୍ୟ ହେବେ

ନୂଆଦିଲ୍ଲୀ,୬।୧୦: ହରମନପ୍ରୀତ କୌର ଭାରତୀୟ ଦଳର ଅଧିନାୟକ ପଦରୁ ଓହରି ଯାଇଛନ୍ତି। T20 କ୍ରିକେଟ ଇତିହାସରେ ସବୁଠାରୁ ସଫଳ ଅଧିନାୟକ ହେବା ପରେ ସେ ଏହି ନିଷ୍ପତ୍ତି…

IT ରେଡ୍‌କୁ ନେଇ ମୁହଁ ଖୋଲିଲେ ରକୁଲପ୍ରୀତ: କହିଲେ, ମୁଁ ୨୦ ବର୍ଷ ବୟସରୁ…

ମୁମ୍ବାଇ: ହିନ୍ଦୀ, ତେଲୁଗୁ ଓ ତାମିଲ ସିନେମାରେ ଅଭିନୟ କରିଥିବା ଅଭିନେତ୍ରୀ ରକୁଲ ପ୍ରୀତ ସିଂ ଏବେ ଆୟକର ବିଭାଗର ନଜରରେ ଅଛନ୍ତି। ନିକଟରେ ରକୁଲ ଏବଂ…

ନାଗାଲାଣ୍ଡରେ ଓଡ଼ିଆ ଯବାନ ଶହୀଦ, ରାୟଗଡ଼ାରେ ଶୋକର ଛାୟା

ରାୟଗଡ଼ା,୬।୧୦(ଜଗନ୍ନାଥ ଗୌଡ଼): ନାଗାଲାଣ୍ଡରେ ସୋମବାର ଜଣେ ଓଡ଼ିଆ ଯବାନ ଶହୀଦ ହୋଇଯାଇଛନ୍ତି। ଶହୀଦ ଯବାନ ଜଣକ ହେଲେ ରାୟଗଡ଼ାର ଭି. ତେଜା। ସେ ଭାରତୀୟ ସେନାର ଆସାମ…

ଆଉ କେବେ କ’ଣ ଟିମ ଇଣ୍ଡିଆ ପାଇଁ ଖେଳିବେ ନାହିଁ ହରମନପ୍ରୀତ? ଅଧିନାୟକ ପଦରୁ ଓହରିବା ସମୟରେ କହିଲେ…

ନୂଆଦିଲ୍ଲୀ,୬।୧୦: ଭାରତୀୟ ମହିଳା କ୍ରିକେଟ ଦଳ ଏକ ନୂତନ ଯୁଗରେ ପ୍ରବେଶ କରିବାକୁ ଯାଉଛି। ହରମନପ୍ରୀତ କୌର ସମସ୍ତ ଫର୍ମାଟରେ ଟିମ ଇଣ୍ଡିଆର ଅଧିନାୟକ ପଦରୁ ଓହରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?