ଦୀପିକାଙ୍କୁ ଭେଟିବାକୁ ଗଲେ ରଣବୀର: ଫ୍ୟାଶନ ସେନ୍ସକୁ ନେଇ ହେଉଛି ଚର୍ଚ୍ଚା

ମୁମ୍ବାଇ: ବଲିଉଡ୍ ବିୟୁଟି ଦୀପିକା ପାଦୁକୋନ ଏବେ ଅନନ୍ୟା ପାଣ୍ଡେ ଓ ସିଦ୍ଧାନ୍ତ ଚତୁର୍ବେଦୀଙ୍କ ସହ ଫିଲ୍ମ ଶୁଟିଂରେ ବ୍ୟସ୍ତ ଅଛନ୍ତି । ମଙ୍ଗଳବାର ସକାଳେ ଶୁଟିଂ ପାଇଁ ଦୀପିକା ଅଲିବାଗ ବାହାରିଥିଲେ । ହେଲେ ସକାଳେ ଶୁଟିଂ ପାଇଁ ବାହାରିବା ପୂର୍ବରୁ ରଣବୀର ସିଂ ପତ୍ନୀ ଦୀପିକାଙ୍କୁ ସାକ୍ଷାତ୍ କରିବାକୁ ପହଞ୍ଚିଲେ । ରଣବୀର ସିଂ ଦକ୍ଷିଣ ମୁମ୍ବାଇର ଏକ ଫାଇଭ୍ ଷ୍ଟାର ହୋଟେଲରେ ଦୀପିକାଙ୍କୁ ଦେଖା କରିବାକୁ ପହଞ୍ଚିଲେ । ଆଉ ଏହି ସମୟରେ ପୁଣିଥରେ ସେ ତାଙ୍କର ଫ୍ୟାଶନ ସେନ୍ସକୁ ନେଇ ଚର୍ଚ୍ଚାକୁ ଆସି ଯାଇଥିଲେ । ରଣବୀରଙ୍କ ଆଉଟ୍ ଫିଟ୍ ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଥିଲା । ସେ ବ୍ଲାକ୍ ଆଣ୍ଡ ରେଡ ପ୍ରିଣ୍ଟେଡ ଟ୍ରାକ୍ ଶୁଟ୍ ପିନ୍ଧିଥିଲେ ଯାହା ସମ୍ପୂର୍ଣ୍ଣ ଅଲଗା ଦେଖାଯାଉଥିଲା । ଦୀପିକା ହ୍ୱାଇଟ୍ ଟପ୍ ସାଙ୍ଗକୁ ବ୍ଲାକ କଲର ଲୋବର ପିନ୍ଧିଥିଲେ । ଆଉ ଦୀପିକାଙ୍କୁ ଛାଡିବା ବେଳେ ରଣବୀର ତାଙ୍କୁ କିସ୍ କରିଥିବା ଦେଖାଯାଇଥିଲା । ଯେଉଁ ଦୃଶ୍ୟଥିଲା ଖୁବ୍ ରୋମାଣ୍ଟିକ ।


Enter your email to get our daily news in your inbox.

All Right Reserved By Dharitri.Com

କୋର୍ଟଙ୍କ ବଡ଼ ରାୟ: ହତ୍ୟାକାରୀଙ୍କୁ ଆଜୀବନ ଜେଲ

ଭବାନୀପାଟଣା,୩୦ା୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଏମ୍‌. ରାମପୁର ଥାନା ଅନ୍ତର୍ଗତ କୁଟ୍ରୁପଲା ଗାଁରେ ୨୦୧୪ରେ ହୋଇଥିବା ଏକ ହତ୍ୟା ମାମଲାର ରାୟ ଗୁରୁବାର ପ୍ରକାଶ ପାଇଛି।…

ପ୍ରେମିକଙ୍କ ଘର ବାରଣ୍ଡାରେ ଧାରଣାରେ ବସିଲେ ପ୍ରେମିକା

ମାଲକାନଗିର,୩୦।୭ (ଦୁର୍ଯ୍ୟୋଧନ ପାତ୍ର): ଜଣେ ବିବାହିତ ଯୁବକ ବିବାହର ପ୍ରତିଶ୍ରୁତି ଦେଇ ସମ୍ପର୍କ ଓ ପରେ ପ୍ରତାରଣା ବିରୋଧରେ ବିବାହିତ ପ୍ରେମିକା ଗତ ତିନି ଦିନ ଧରି…

କୋରାପୁଟରେ ୬୫୪. ୫ ମି.ମି. ରେକର୍ଡ ବର୍ଷା, ଭାଙ୍ଗିଲା ୮ ଘର

କୋରାପୁଟ,୩୦ା୭(ଅମିତାଭ ବେହେରା): ଗତ ୨୪ ଘଣ୍ଟା ମଧ୍ୟରେ କୋରାପୁଟ ଜିଲାର ୧୪ ବ୍ଲକରେ ମୋଟ ୬୫୪.୫ ମି.ମି. ବର୍ଷା ରେକର୍ଡ ହୋଇଛି। ହାରାହାରି ବର୍ଷାର ପରିମାଣ ୪୬.୭୫…

ଆମେରିକାର ବଡ଼ ଆକ୍ରମଣ, ଧ୍ୱଂସ ହେଲା ଇରାନର ସାମରିକ ଘାଟି

ବାଗଦାଦ୍‌,୩୦।୭: ଆମେରିକୀୟ ସେନା ଉପରେ ଇରାନର କ୍ଷେପଣାସ୍ତ୍ର ଆକ୍ରମଣର ବଡ଼ ଜବାବ ଦେଇଛି ଆମେରିକା। ଆମେରିକୀୟ ସେନାର ସେଣ୍ଟ୍ରାଲ କମାଣ୍ଡ ଅନୁଯାୟୀ ଇରାନର ବିପ୍ଳବୀ ଗାର୍ଡ କୋର୍‌(ଆଇଆରଜିସି)ର…

ଜର୍ସି ସମର୍ଥନରେ ଅଧିନାୟକ ହରମନପ୍ରୀତ

ନୂଆଦିଲ୍ଲୀ,୩୦ା୭: ହକି ଇଣ୍ଡିଆ (ଏଚ୍‌ଆଇ) ପକ୍ଷରୁ ଭାରତୀୟ ହକି ଦଳର ଜର୍ସି ରଙ୍ଗ ପରିବର୍ତ୍ତନକୁ ନେଇ ବିବାଦ ଦେଖାଦେଇଥିବା ବେଳେ ପୁରୁଷ ଦଳର ଅଧିନାୟକ ହରମନପ୍ରୀତ ଏଥିପ୍ରତି…

ଜାଭେଲିନ ଫାଇନାଲରେ ଏହି ୩ ଭାରତୀୟ

ଗ୍ଲାସ୍‌ଗୋ,୩୦ା୭: ଦୁଇ ଥରର ଅଲିମ୍ପିକ୍‌ ପଦକଧାରୀ ନୀରଜ ଚୋପ୍ରାଙ୍କ ସମେତ ୩ ଭାରତୀୟ ଚଳିତ ରାଜ୍ୟଗୋଷ୍ଠୀ କ୍ରୀଡ଼ାର ପୁରୁଷ ଜାଭେଲିନ ଥ୍ରୋ ଫାଇନାଲରେ ପ୍ରବେଶ କରିଛନ୍ତି। ୨୦୧୮…

ରକ୍ଷାବନ୍ଧନ ପୂର୍ବରୁ ବଡ଼ ଝଟକା! ପୋଷ୍ଟ ଅଫିସ ବଢ଼ାଇଲା ସ୍ପିଡ୍ ପୋଷ୍ଟ ଦର, ଜାଣିନିଅନ୍ତୁ କେତେ…

ନୂଆଦିଲ୍ଲୀ,୩୦।୭: ଆଜି ମଧ୍ୟ, ବହୁ ସଂଖ୍ୟକ ଲୋକ ପାନ୍, ଆଧାର କିମ୍ବା ଅନ୍ୟାନ୍ୟ ଗୁରୁତ୍ୱପୂର୍ଣ୍ଣ ଡକ୍ୟୁମେଣ୍ଟ ପଠାଇବା ପାଇଁ ସ୍ପିଡ୍ ପୋଷ୍ଟ ବ୍ୟବହାର କରିବାକୁ ପସନ୍ଦ କରନ୍ତି…

୪୮ ଘଣ୍ଟା ପାଇଁ ଧବଳେଶ୍ବର ପୀଠକୁ ଯିବା ମନା: ଲାଗିଲା ପ୍ରଶାସନିକ କଟକଣା

ଆଠଗଡ଼, ୩୦।୭: ଆଠଗଡ଼ର ପ୍ରସିଦ୍ଧ ଶୈବପୀଠ ବାବା ଧବଳେଶ୍ବରଙ୍କ ପୀଠକୁ ଗୁରୁବାର ଅପରାହ୍ଣ ୪ଟାରୁ ପରବର୍ତ୍ତୀ ୪୮ ଘଣ୍ଟା ପାଇଁ ଶ୍ରଦ୍ଧାଳୁଙ୍କ ଯିବା ଆସିବା ସମ୍ପୂର୍ଣ୍ଣ ବାରଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri