ମୁମ୍ବାଇରେ ରଣବୀର ସିଂଙ୍କ କାର ଦୁର୍ଘଟଣାଗ୍ରସ୍ତ

ମୁମ୍ବାଇ,୧୫।୧୦-ବଲିଉଡ ଅଭିନେତା ରଣବୀର ସିଂଙ୍କ ଗାଡି ଗୁରୁବାର ମୁମ୍ବାଇରେ ଦୁର୍ଘଟଣାଗ୍ରସ୍ତ ହୋଇଛି। ରଣବୀର ଡବିଂ ଷ୍ଟୁଡିଓରୁ କାମ ସାରି ନିଜ କାରରେ ଫେରୁଥିବାବେଳେ ଦୁର୍ଘଟଣାର ସମ୍ମୁଖୀନ ହୋଇଥିଲେ। ଜଣେ ବାଇକ ଆରୋହୀ ରଣବୀରଙ୍କ କାରକୁ ପଛ ପଟୁ ଧକ୍କା ଦେଇଥିଲେ। ଦୁର୍ଘଟଣା ପରେ ରଣବୀର ଗାଡିରୁ ଓହ୍ଲାଇ ଗାଡିର ସ୍ଥିତି ପରଖି ପୁଣି କାର ଭିତକୁ ପ୍ରବେଶ କରିଥିବା ଦେଖାଯାଇଥିଲା। ଏହି ଦୁର୍ଘଟଣାରେ ବିଶେଷ କିଛି କ୍ଷୟକ୍ଷତି ହୋଇ ନ ଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ବାଦାମ ବିକିବେ ‘କଚା ବାଦାମ୍‌’ ଷ୍ଟାର୍‌

‘କଚା ବାଦାମ’ ଗୀତ ଗାଇ ରାତାରାତି ଷ୍ଟାର୍‌ ପାଲଟିଥିବା ଭୁବନ ବାଦକର ଆଜିକାଲି ପୁଣିଥରେ ଚର୍ଚ୍ଚାରେ ଅଛନ୍ତି। ଏଥର ସେ ନିଜ ମନ୍ତବ୍ୟ ପାଇଁ କ୍ଷମା...

ୟୁଟ୍ୟୁବ୍‌ ଚ୍ୟାନେଲ୍‌ ଲଞ୍ଚ କଲେ ଗୋବିନ୍ଦା

ମୁମ୍ବାଇ: ୮୦ ଦଶକରୁ ବହୁମୁଖୀ ପ୍ରତିଭା ଯୋଗେ ଦର୍ଶକଙ୍କ ମନୋରଞ୍ଜନ କରିଆସୁଥିବା ଗୋବିନ୍ଦା ନିଜର ଏକ ୟୁଟ୍ୟୁବ୍‌ ଚ୍ୟାନେଲ୍‌ ଲଞ୍ଚ କରିଛନ୍ତି। ସମୟ ସହିତ ତାଳ...

ଖବରଦାତାଙ୍କୁ ଫୋନ୍‌କରି ଗାଳିଗୁଲଜ କରିଥିଲେ ଏହି ସୁପରଷ୍ଟାର

ଭୋଜପୁରୀ ସୁପରଷ୍ଟାର ଦୀନେଶ ଲାଲ ଯାଦବ ଓରଫ୍‌ ନିରହୁଆ ମଙ୍ଗଳବାର ନିଜର ୪୨ତମ ଜନ୍ମଦିନ ପାଳନ କରୁଛନ୍ତି। ଫେବୃଆରୀ ୨, ୧୯୭୯ରେ ଉତ୍ତରପ୍ରଦେଶ ଗାଜିପୁରର ଟଣ୍ଡଓ୍ବା...

ମେ’ ୧୩ରେ ପ୍ରେକ୍ଷାଳୟକୁ ଆସିବ ଆୟୁଷ୍ମାନଙ୍କ ଏହି ଫିଲ୍ମ

ମୁମ୍ବାଇ: ବଲିଉଡ୍‌ ଅଭିନେତା ଆୟୁଷ୍ମାନ ଖୁରାନା ସବୁବେଳେ ନିଜର ଆକ୍ଟିଭିଟିଜ୍‌କୁ ନେଇ ଚର୍ଚ୍ଚାରେ ରହିଥାନ୍ତି। ଏଥିସହିତ ସେ ଦେଶର ସମସାମୟିକ ପ୍ରସଙ୍ଗରେ ନିଜର ମତ ପ୍ରକାଶ...

ସାଙ୍ଗମାନେ ମୋତେ ମିଛୁଆ ଭାବୁଥିଲେ

ସଙ୍ଗୀତ ଦୁନିଆରେ ପାଦ ଥାପିବା ପରେ ପ୍ରତିଷ୍ଠା ପାଇବାକୁ ବହୁତ ବିଳମ୍ବ ହୋଇଥିଲା। ଓଡ଼ିଶାରେ ଏହା ଜଣେ କଳାକାରଙ୍କ ପାଇଁ ବି ଏତେ ସହଜ ନୁହେଁ।...

କପିଲ ଶର୍ମା ଏବଂ ସୁନୀଲ ଗ୍ରୋଭରଙ୍କୁ ଏକାଠି କଲେ ସଲମାନ୍‌

ମୁମ୍ବାଇ: କମେଡି କିଙ୍ଗ୍‌ କପିଲ ଶର୍ମା ଏବଂ ସୁନୀଲ ଗ୍ରୋଭରଙ୍କ ମଧ୍ୟରେ ଳାଗି ରହିଥିବା ତୁ ତୁ ମେଁ ମେଁ ଏବେ ଶେଷ ହୋଇଛି। କପିଲ...

ଜୁଲାଇ ୧୫ରେ ପରଦାକୁ ଆସିବ ‘ସାବାସ ମିଠୁ’

ବମ୍ବେ: ଜୁଲାଇ ୧୫ରେ ରିଲିଜ ହେବ ଭାରତୀୟ ମହିଳା କ୍ରିକେଟ ଟିମର ଅଧିନାୟକ ମିତାଲି ରାଜଙ୍କ ବାୟୋପିକ୍‌ ‘ସାବାସ ମିଠୁ’। ଟୁଇଟ୍‌ କରି ମିତାଲି ଫିଲ୍ମର...

ନିଜଠାରୁ ୩ ବର୍ଷ ବଡ ନାୟିକାଙ୍କୁ ପ୍ରେମ କରୁଛନ୍ତି ଭିକ୍କି !

ମୁମ୍ବାଇ: ବଲିଉଡ୍‌ ଦୁନିଆରେ ଲଭ୍‌, ରିଲେଶନଶିପ ଆଦିକୁ ନେଇ ସବୁବେଳେ ଚାଲିଥାଏ ଗସିପ୍‌। ଏବେ ଏମିତି ଏକ ଗସିପ୍‌ ଶୁଣିବାକୁ ମିଳିଛି ଯାହା ସୋସିଆଲ ମିଡିଆରେ...

Advertisement
Archives

Model This Week