ଚର୍ଚ୍ଚାରେ ରଣବୀରଙ୍କ ନୂଆ ଲୁକ୍‌

ମୁମ୍ବାଇ: ବଲିଉଡ୍‌ ଅଭିନେତା ରଣବୀର ସିଂ ନିଜ ନିଆରା ଅନ୍ଦାଜ, ଡ୍ରେସିଂ ସେନ୍ସ ଓ ଷ୍ଟାଇଲିଷ୍ଟ ପାଇଁ ବେଶ୍‌ ଜଣାଶୁଣା। ପ୍ରାୟ ସମୟରେ ତାଙ୍କୁ ଭିନ୍ନ ଭିନ୍ନ ଅନ୍ଦାଜରେ ଦେଖିବାକୁ ମିଳେ ନିକଟରେ ରଣବୀର ନିଜର ଏକ ଫଟୋଶୁଟ କରାଇଛନ୍ତି। ଯାହା ଏବେ ସୋସିଆଲ ମିଡ଼ିଆରେ ଭାଇରାଲ ହୋଇଥିବା ବେଳେ ପ୍ରଶଂସକ ବେଶ୍‌ ପସନ୍ଦ କରିଛନ୍ତି। ଏହି ଫଟୋରେ ରଣବୀର ଗୁସି ବ୍ରାଣ୍ଡର ଏକ ଟ୍ରାକ୍‌ ଶୁଟ୍‌ ସହ ମ୍ୟାଚିଂ କରି ଏକ ଫେଡେରା କ୍ୟାପ ପିନ୍ଧିଥିବା ନଜର ଆସିଛନ୍ତି। ଏହି ବ୍ଲୁ କଲରର ଟ୍ରାକ୍‌ ଶୁଟ୍‌ ଓ ଫେଡେରା କ୍ୟାପରେ ସେ ବେଶ୍‌ ହ୍ୟାଣ୍ଡସମ୍‌ ଦେଖାଯାଉଛନ୍ତି।

ଏହି ଲୁକ୍‌କୁ ଦେଖି ଅନେକ ଲୋକ ତାଙ୍କୁ ହଲିଉଡ୍‌ ଅଭିନେତା ଜେରେଡ ଲେଟୋଙ୍କ ସହ ତୁଳନା କରିଛନ୍ତି। ତେବେ ରଣବୀର ପିନ୍ଧିଥିବା ଟ୍ରାକ୍‌ ଶୁଟ୍‌ ଓ କ୍ୟାପର ଦାମ୍‌ ଶୁଣିଲେ ସମସ୍ତଙ୍କ ହୋସ୍‌ ଉଡ଼ିଯିବ। ଗୁସି ଓ୍ବେବସାଇଟ୍‌ ଅନୁସାରେ ରଣବୀରଙ୍କ ଟ୍ରାକ୍‌ ପ୍ୟାଣ୍ଟର ଦାମ୍‌ ହେଉଛି ୧,୯୮୦ ଡଲାର ଅର୍ଥାତ୍‌ ୧,୪୭,୮୮୬.୬୦ ଟଙ୍କା। ସେହିପରି ତାଙ୍କର ସାଇନିଂ କରୁଥିବା ଜେର୍ସି ସ୍ବେଟଶାର୍ଟର ଦାମ୍‌ ୧,୬୫୦ଡଲାର ଅର୍ଥାତ୍‌ ୧,୨୩,୨୩୮.୮୩ ଟଙ୍କା।

ତେବେ ପୂରା ଟ୍ରାକ୍‌ ଶୁଟ୍‌ର ଦାମ୍‌ ହେଉଛି ମୋଟ ୨,୭୧,୧୨୫.୪୩ ଟଙ୍କା। ଏତଦ୍‌ ବ୍ୟତୀତ ରଣବୀର ଏହି ଫେଡେରା କ୍ୟାପର ଦାମ୍‌ ହେଉଛି ୫୩୦ ଡଲାର। ଏହା ଭାରତୀୟ ମୂଲ୍ୟ ଅନୁସାରେ ୩୯,୫୮୮.୦୮ଟଙ୍କା। ରଣବୀର ସିଂହଙ୍କ ଏହି ଲକ୍‌ ଏବେ ଚର୍ଚ୍ଚାରେ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଏସୀୟ କ୍ରୀଡ଼ା: ଜାପାନକୁ ହରାଇ ସେମିରେ ପହଞ୍ଚିଲା ଭାରତ

କୋରୋଗି,୧୮।୯: ଜାପାନର ନିଶିନ ସ୍ଥିତ କୋରୋଗି ସ୍ପୋର୍ଟସ ପାର୍କରେ ଖେଳାଯାଇଥିବା କ୍ୱାର୍ଟର ଫାଇନାଲ ମ୍ୟାଚ୍‌ରେ ଶେଫାଲି ଏବଂ ରିଚାଙ୍କ ଦମଦାର ପ୍ରଦର୍ଶନ ବଳରେ ଭାରତୀୟ ଦଳ ଜାପାନକୁ…

ବହୁ ଚର୍ଚ୍ଚିତ ନିଠାରି ମାମଲାର ମୁଖ୍ୟ ଅଭିଯୁକ୍ତ ସୁରେନ୍ଦ୍ର କୋଲିଙ୍କ ଆତ୍ମହତ୍ୟା, ଝୁଲନ୍ତା ଅବସ୍ଥାରେ ମିଳିଲା ମୃତଦେହ

ହରିଦ୍ୱାର,୧୮।୯: ବହୁଚର୍ଚ୍ଚିତ ନିଠାରି ମାମଲାର ମୁଖ୍ୟ ଅଭିଯୁକ୍ତ ସୁରେନ୍ଦ୍ର କୋଲି ହରିଦ୍ୱାରରେ ସନ୍ଦେହଜନକ ପରିସ୍ଥିତିରେ ଫାଶୀ ଲଗାଇ ଆତ୍ମହତ୍ୟା କରିଥିବା ସୂଚନା ମିଳିଛି। କୋଲି ଗତ କିଛି…

ଭାରତକୁ ନାଲି ଆଖି ଦେଖାଇଲାଣି ବାଂଲାଦେଶ, ବର୍ତ୍ତମାନ ରଖିଲାଣି ବଡ଼ ସର୍ତ୍ତ

ଢାକା,୧୮।୯: ବାଂଲାଦେଶରେ ତାରିକ ରହମାନଙ୍କ ନେତୃତ୍ୱାଧୀନ ପ୍ରଶାସନ ଶେଖ ହସିନାଙ୍କ ପ୍ରତ୍ୟର୍ପଣ ଦାବିକୁ ନେଇ ଧମକପୂର୍ଣ୍ଣ ଆଭିମୁଖ୍ୟ ଗ୍ରହଣ କରିଛି। ଭାରତ ପ୍ରତି ଏକ ଆକ୍ରମଣାତ୍ମକ ମନୋଭାବ…

ବାଇକ୍‌ରେ ଯାଉଥିବାବେଳେ ଯୁବକଙ୍କ ଉପରେ ଭାଙ୍ଗିପଡ଼ିଲା ଗଛ ଡାଳ, ପେଟରେ ଗଳିଯିବାରୁ…

କେନ୍ଦ୍ରାପଡ଼ା,୧୮ା୯(ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ବ୍ଲକ ସଦର ଥାନା ଅନ୍ତର୍ଗତ ଗଣ୍ଡାକିଆ ରାସ୍ତାରେ ଶୁକ୍ରବାର ଏକ ଅଘଟଣ ଘଟିଛି।ଏହି ରାସ୍ତାର କଂସାରଠାରେ ଗଛଡାଳ ବାଇକ୍‌ ଉପରେ ପଡ଼ିବା ସହ…

ଆସୁଛି UPIର ‘ବାପା’, ‘ଡିଜିଟାଲ ରୁପି’ (Digital Rupee), ଏହା କ’ଣ? ବ୍ୟାଙ୍କ କିମ୍ବା ଇଣ୍ଟରନେଟ ସଂଯୋଗ ବିନା କିପରି ଟଙ୍କା ସ୍ଥାନାନ୍ତର ହେବ ଜାଣନ୍ତୁ…

ନୂଆଦିଲ୍ଲୀ,୧୮।୯: ମୂଳ କଥା ହେଉଛି UPI ଠାରୁ ମଧ୍ୟ ଏକ ବଡ଼ ଜିନିଷ ଆସିବାକୁ ଯାଉଛି। UPI ଶୁଳ୍କ (charges) କୁ ନେଇ ଚାଲିଥିବା ହଟଚମଟ ମଧ୍ୟରେ,…

କୃଷକଙ୍କ ପାଇଁ ଖୁସି ଖବର: ମାସକୁ ପାଇବେ ୩,୦୦୦ ଟଙ୍କା ପେନସନ! PM Kisan ରେ…

ନୂଆଦିଲ୍ଲୀ,୧୮।୯: ବାର୍ଦ୍ଧକ୍ୟରେ ନିୟମିତ ଆୟକୁ ନେଇ ସମସ୍ତଙ୍କ ମନରେ ଚିନ୍ତା ଥାଏ, ବିଶେଷକରି କ୍ଷୁଦ୍ର ଏବଂ ନାମମାତ୍ର ଚାଷୀମାନଙ୍କ ପାଇଁ ଏହି ଚିନ୍ତା ଆହୁରି ବଢ଼ିଯାଏ। ଏହାକୁ…

ଗୋଟିଏ ରୁମ୍‌ରେ ଯୁବତୀଙ୍କ ସହ ରାତି କାଟିଲେ ଫାଣ୍ଡି ଅଧିକାରୀ, ଗ୍ରାମବାସୀ ଦେଖିବା ପରେ ବାହାରୁ ତାଲା ପକାଇ…

ଉମରକୋଟ,୧୮।୯(ସନ୍ତୋଷ ଶତପଥୀ): ନବରଙ୍ଗପୁର ଜିଲା ଡାବୁଗାଁ ଥାନା ଅଧୀନ ସିଂସାରି ଫାଣ୍ଡି ଅଧିକାରୀ ଫାଣ୍ଡି ପରିସରରେ ଥିବା ଏକ ରୁମ୍‌ରେ ଜଣେ ଯୁବତୀଙ୍କ ସହ ବୁଧବାର ରାତିରେ…

ନିର୍ବାଚନ ଆୟୋଗଙ୍କ ଉପରେ ବର୍ଷିଲେ ରାହୁଲ, ପ୍ରଥମେ ଶିବସେନା-ଏନସିପି ପରେ ଏବେ TMC…

ନୂଆଦିଲ୍ଲୀ,୧୮।୯: ତୃଣମୂଳ କଂଗ୍ରେସ (TMC)ର ନାମ ଓ ନିର୍ବାଚନୀ ଚିହ୍ନକୁ ଅନ୍ତରୀଣ ଭାବେ ଫ୍ରିଜ୍‌ କରିବା ପରେ ଭାରତୀୟ ନିର୍ବାଚନ କମିଶନ (ECI)କୁ ନେଇ ରାଜନୈତିକ ବିବାଦ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?