ଉର୍ଫି ଜଣେ ଫ୍ୟାଶନ୍‌ ଆଇକନ୍‌: ରଣବୀର

ବମ୍ବେ: ଯିଏ ନିଜର ଅଜବଗଜବ ପରିଧାନକୁ ନେଇ ସର୍ବଦା ରହିଥାନ୍ତି ଚର୍ଚ୍ଚାରେ, ତାଙ୍କର ବଡ଼ ପ୍ରଶଂସକ ପାଲଟିଛନ୍ତି ବଲିଉଡ୍‌ ସୁପରଷ୍ଟାର ରଣବୀର ସିଂହ। ଆମେ କହୁଛୁ ଉର୍ଫି ଜାଭେଦଙ୍କ ବିଷୟରେ। ସର୍ବଦା ଅଭିନେତ୍ରୀ ନିଜର ସ୍ବତନ୍ତ୍ର ବେଶଭୂଷାକୁ ନେଇ ସୋସିଆଲ ମିଡିଆରେ ହଇଚଇ ସୃଷ୍ଟି କରିଥାନ୍ତି। କେବେ ତାରରେ ତ କେବେ ପ୍ଲାଷ୍ଟିକ, କେବେ ଅଖା ତ କେବେ ସେପ୍ଟିପିନ୍‌ରେ ସେ ଡ୍ରେସ୍‌ ପ୍ରସ୍ତୁତ କରି ପିନ୍ଧିବାକୁ ନେଇ ଚର୍ଚ୍ଚାରେ ଥାନ୍ତି। ଏପରିସ୍ଥଳେ କଫି ଉଇଥ୍‌ କରନ୍‌ ଶୋ’ରେ ରଣବୀର ଉର୍ଫିଙ୍କ ଫ୍ୟାଶନକୁ ପସନ୍ଦ କରୁଥିବା କହି ଅନେକଙ୍କୁ ଚମକାଇଛନ୍ତି।

ଶୋ’ର ପ୍ରଥମ ଏପିସୋଡରେ ଅତିଥି ଭାବେ ରଣବୀର ଏବଂ ଆଲିଆ ଭଟ୍ଟଙ୍କୁ ଦେଖିବାକୁ ମିଳିଛି। ଏହି ସମୟରେ ଅଭିନେତା କିଛି ର଼୍ୟାପିଡ୍‌ ଫାୟାର ପ୍ରଶ୍ନର ଜବାବ ଦେଇଥିଲେ। ସେଥିରୁ ଗୋଟିଏ ଥିଲା କିଏ ନିଜର ପୋଷାକକୁ ପୁଣି ଥରେ ପିନ୍ଧିପାରିବା ମୁସ୍କିଲର ପ୍ରଶ୍ନ। ଏହାର ଜବାବରେ ଅଭିନେତା ଉର୍ଫିଙ୍କ ନାମ ନେଇଥିଲେ। ଏଥିସହ ଉର୍ଫି ଜଣେ ଫ୍ୟାଶନ ଆଇକନ ବୋଲି କହିଥିଲେ।

ଉର୍ଫିଙ୍କ ନାମ ଶୁଣି କରନ୍‌ ହସିଥିଲେ। ସେହିଭଳି ଆଲିଆ ଚକିତ ହୋଇଯାଇଥିଲେ। ପରେ ରଣବୀର ତା ପଛରେ ଥିବା କାରଣ ବିଷୟରେ କହିବାକୁ ସମସ୍ତେ ଚୁପ୍‌ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମିଳୁନି ୧୫ ମତ୍ସଜୀବୀଙ୍କ ପତ୍ତା, ବାଲେଶ୍ବରରୁ ରହିଛନ୍ତି ୩ ଭାଇ

ଭୋଗରାଇ,୯।୭(ପ୍ରଦୀପ ଦାସ): ଲଘୁଚାପ କାରଣରୁ ସମୁଦ୍ର ଅଶାନ୍ତ ରହିଛି । ଏଭକି ସ୍ଥିତିରେ ଓଡିଶା ସୀମାନ୍ତ ପଶ୍ଚିମବଙ୍ଗ ଶଙ୍କରପୁର ମତ୍ସ୍ୟ ଅବତରଣ କେନ୍ଦ୍ରରୁ ମା କାଳୀ ନାମକ…

କଟକରେ ଦୁର୍ଘଟଣା; ବାଇକ୍‌ ଆରୋହୀଙ୍କ ଉପରେ ଚଢ଼ିଗଲା ଆମ ବସ୍‌, ତାପରେ…

କଟକ,୯।୭(ପ୍ରଭୁକଲ୍ୟାଣ ପାଲ୍): ପୁଣି ଦୁର୍ଘଟଣା କଲା ଆମ ବସ୍ । କଟକ ବାଦାମବାଡ଼ି ମଲାଚଣ୍ଡିଆ ଛକ ନିକଟରେ ଏକ ବାଇକ ଉପରେ ଚଢ଼ିଲା ଆମ ବସ୍ ।…

ସରକାରଙ୍କ ଅଣଦେଖା! ଜିଲାପାଳଙ୍କ କାର୍ଯ୍ୟାଳୟ ଆଗରେ ଗର୍ଜିଲେ ଆଶାକର୍ମୀ

ବରଗଡ଼,୯।୭(ପ୍ରେମାନନ୍ଦ ଖମାରୀ): ରାଜ୍ୟରେ କାର୍ଯ୍ୟରତ ଆଶାକର୍ମୀଙ୍କ ପ୍ରତି ସରକାର ଅଣଦେଖା ମନୋଭାବ ପୋଷଣ କରୁଛନ୍ତି । ଏଭଳି ଅଭିଯୋଗ ଆଣି ଗୁରୁବାର ଜିଲାପାଳଙ୍କ କାର୍ଯ୍ୟାଳୟରେ ରଣହୁଙ୍କାର ଦେଇଛନ୍ତି…

ପ୍ରଧାନମନ୍ତ୍ରୀ ମୋଦି କ୍ରିକେଟ ମ୍ୟାଚ ସହ ଟସ ବିଷୟରେ କାହିଁକି କହିଲେ? ହସ ରୋକି ପାରିଲେନି ଅଷ୍ଟ୍ରେଲିଆ ପ୍ରଧାନମନ୍ତ୍ରୀ ଆଲବାନିଜ

ମେଲବୋର୍ନ,୯।୭: ଅଷ୍ଟ୍ରେଲିଆରେ ପହଞ୍ଚିବା ପରେ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମେଲବୋର୍ନରେ ତାଙ୍କ ଭାଷଣ ସମୟରେ କ୍ରିକେଟ ବିଷୟ ଉଠାଇ ପରିବେଶକୁ ହାଲୁକା କରିଥିଲେ। ଏକ ମିଳିତ ପ୍ରେସ…

ଔଷଧୀୟ ଚାରାରୋପଣ କଲେ ବିଧାୟକ

ଛତ୍ରପୁର,୯।୭(ଦିଲ୍ଲୀପ ସାମଲ): ରୋଗୀଙ୍କ ନିରୋଗ ସ୍ବାସ୍ଥ୍ୟ କାମନା ନିମନ୍ତେ ଅଗ୍ରପୂଜ୍ୟ ମହାପ୍ରଭୁ ଶ୍ରୀ ଗଣେଶଙ୍କ ମୂର୍ତ୍ତୀ ଗୁରୁବାର ସ୍ଥାନୀୟ ଉପକଣ୍ଠ ଚିକିତ୍ସାଳୟରେ ପ୍ରତିଷ୍ଠା କରାଯାଇଛି। ଏହି ଅବସରରେ…

NDAରେ ଯୋଗ ଦେବେ ଶରଦ ପାଓ୍ବାର? କଳ୍ପନା ଜଳ୍ପନା ମଧ୍ୟରେ ଦଳ ଭିତରେ ମତଭେଦ

ମୁମ୍ବାଇ,୯।୭: ମହାରାଷ୍ଟ୍ରରେ ପୁଣି ଥରେ ଏକ ବଡ଼ ରାଜନୈତିକ ଅସ୍ଥିରତା ସୃଷ୍ଟି ହେବାର ଚର୍ଚ୍ଚା ଜୋର ଧରିଛି। ‘ଅପରେସନ ଟାଇଗର’ ପରେ, ‘ଅପରେସନ ଟୁଟାରି’ ସମ୍ପର୍କରେ ଆଲୋଚନା…

ମେଡ଼ିକାଲ ଯିବା ବାଟରେ ଖରାପ ହେଲା ଆମ୍ବୁଲାନ୍ସ: ୩ ଘଣ୍ଟା ଛଟପଟ ହୋଇ ଚାଲିଗଲା ନାବାଳିକାଙ୍କ ଜୀବନ

ଭବାନୀପାଟଣା,୯।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାରେ ଗୁରୁବାର ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଯାନ୍ତ୍ରିକ ତ୍ରୁଟି ଯୋଗୁ ଏକ ଆମ୍ବୁଲାନ୍ସ ଦୀର୍ଘ ୩ ଘଣ୍ଟା ଧରି…

ଟିଏମସିର ବ୍ୟାଙ୍କ ଆକାଉଣ୍ଟରୁ ଟଙ୍କା ଉଠାଇପାରିବେ ମମତା, ହାଇକୋର୍ଟରୁ ମିଳିଲା ବଡ଼ ଆଶ୍ବସ୍ତି

କୋଲକାତା,୯।୭: ମମତା ବାନାର୍ଜୀଙ୍କ ଦଳ, ତୃଣମୂଳ କଂଗ୍ରେସ (TMC)କୁ କୋଲକାତା ହାଇକୋର୍ଟରୁ ଗୁରୁତ୍ୱପୂର୍ଣ୍ଣ ଆଶ୍ୱସ୍ତି ମିଳିଛି । ଦୈନନ୍ଦିନ ଖର୍ଚ୍ଚ ପୂରଣ କରିବା ପାଇଁ କୋର୍ଟ ଟିଏମସିକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri