Posted inଖେଳ

ଏହି ଖେଳାଳିଙ୍କ ସହ ମସ୍ତିକଲେ ବଲିଉଡ୍‌ର ବାଜିରାଓ: ଫଟୋ ଶେୟାର କରି କହିଲେ…

ଗୋଟିଏ ପଟେ ଆଇପିଏଲ୍‌ ୨୦୨୧ କୁ ନେଇ ଲୋକଙ୍କ ମଧ୍ୟରେ ଉତ୍ସୁକତା ଭରିରହିଥିବା ବେଳେ ଅନ୍ୟପଟେ ବଲିଉଡ୍‌ କଳାକାରମାନେ ନିଜର ଫିଲ୍ମ ମାଧ୍ୟମରେ ପ୍ରଶଂସକଙ୍କ ମନୋରଞ୍ଜନ କରୁଛନ୍ତି। ତେବେ ଯେତେବେଳେ ବଲିଉଡ୍‌ କଳାକାର ଏବଂ କ୍ରିକେଟର ଏକାସହ ମିଶିଯାଉଛନ୍ତି କମାଲ କରୁଛନ୍ତି ନିଶ୍ଚୟ। ନିକଟରେ ଏମିତି କିଛି ଦେଖିବାକୁ ମିଳିଛି ବଲିଉଡ୍‌ର ବାଜିରାଓ ରଣବୀର ସିଂହ ଏବଂ ଭାରତର ପୂର୍ବତନ ଖେଳାଳି ଭିଭିଏସ୍‌ ଲକ୍ଷଣଙ୍କ ସହ।
ରଣବୀର ସୋସିଆଲ ମିଡିଆରେ ନିଜର ଏକ ଫଟୋ ଶେୟାର କରିଛନ୍ତି, ଯେଉଁଥିରେ ତାଙ୍କୁ ଲକ୍ଷଣଙ୍କ ସହ ଦେଖିବାକୁ ମିଳୁଛି। ଲକ୍ଷଣ ଏବେ ଆଇପିଏଲ୍‌ରେ କମେଣ୍ଟ୍ରି କରିବାରେ ବ୍ୟସ୍ତ ଅଛନ୍ତି। ନିକଟରେ ଲକ୍ଷଣ ଏବଂ ରଣବୀର ଏକ ବିଜ୍ଞାପନ ଶୁଟିଂ ପାଇଁ ଏକାଠି ହୋଇଥିଲେ। ଏହାର ଫଟୋକୁ ରଣବୀର ନିଜର ଇନ୍‌ଷ୍ଟାଗ୍ରାମ୍‌ରେ ଶେୟାର କରିଛନ୍ତି। କ୍ୟାପଶନରେ ଲେଖିଛନ୍ତି, ବିଜ୍ଞାପନର ଶୁଟିଂ ଅବସରରେ ଏହି ଖେଳାଳିଙ୍କ ସହ ଭଲରେ କାମ କରିଛି। ଆପଣଙ୍କୁ ଆଇପିଏଲ୍‌ ପାଇଁ ଶୁଭେଚ୍ଛା ବୋଲି ସେ ଲେଖିଛନ୍ତି। ରଣବୀରଙ୍କ ଏହି ଫଟୋ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି।


Enter your email to get our daily news in your inbox.

All Right Reserved By Dharitri.Com

ବାଲ ଧନୁଯାତ୍ରାରେ ରଙ୍ଗସଭା: କମାଲ କଲେ ସତ୍ୟଜିତ

ମଥୁରା ନଗରୀ,୨୭।୧୨:ବରଗଡ଼ ପିଏମ୍‌ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟଠାରେ ଚାଲିଥିବା ବାଲ ଧନୁଯାତ୍ରାର ଦ୍ବିତୀୟ ଦିବସରେ ମହାରାଜ କଂସଙ୍କ ଦରବାରରେ ରଙ୍ଗସଭା ଅନୁଷ୍ଠିତ ହୋଇଥିଲା। ଏହି...

ଭୁବନେଶ୍ବରରେ ପହଞ୍ଚିଲେ ମୁଖ୍ୟ ନିର୍ବାଚନ କମିଶନର, ପୁରୀରେ ଶ୍ରୀଜଗନ୍ନାଥଙ୍କ ଦର୍ଶନ କରି କୋଣାର୍କ ଯିବେ

ଭୁବନେଶ୍ବର,୨୭/୧୨: ଭାରତର ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ୩ ଦିନିଆ ଓଡ଼ିଶା ଗସ୍ତ ରହିଥିବା ବେଳେ ସେ ଭୁବନେଶ୍ବରରେ ଆସି ପହଞ୍ଚିଛନ୍ତି । ଆଜି ପୁରୀରେ...

କ୍ରିକେଟ୍‌ ଖେଳୁଥିଲେ ଚଳଚ୍ଚିତ୍ର ନିର୍ଦ୍ଦେଶକ, ହଠାତ୍‌ ଟଳିପଡ଼ିଲେ: ଆଉ ତା’ପରେ…

ଟିଟିଲାଗଡ଼,୨୮ା୧୨(ଶରତ ମିଶ୍ର):ଟିଟିଲାଗଡ଼ ଖେଳପଡିଆରେ ଶୁକ୍ରବାର କ୍ରିକେଟ୍‌ ଖେଳୁଥିବା ଜଣେ ଚଳଚ୍ଚିତ୍ର ନିର୍ଦ୍ଦେଶକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବଲାଙ୍ଗୀର ଜିଲା ଟିଟିଲାଗଡ଼ ଥାନା ଅଧୀନ ହାଇସ୍କୁଲପଡା...

୪ ଦିନ ପରେ ବଢ଼ିବ ତାପମାତ୍ରା: କୋରାପୁଟ ସବୁଠୁ ଥଣ୍ଡା

ଭୁବନେଶ୍ୱର,୨୭ା୧୨(ବନ୍ଦନା ସେଠୀ):ରାଜ୍ୟରେ ଲଗାତର ଭାବେ ଥଣ୍ଡାର ପ୍ରକୋପ ଜାରି ରହିଛି। ଏହା ସାଙ୍ଗକୁ ବିଭିନ୍ନ ଜିଲାରେ ଘନ କୁହୁଡି ଯାତାୟାତରେ ସମସ୍ୟା ଉପୁଜାଉଛି। ରାଜ୍ୟରେ ମୁଖ୍ୟତଃ...

ବ୍ରେକ ଫେଲ୍ ହୋଇ ଟ୍ରକ ଦୁର୍ଘଟଣା, ୧୬ ନଂ ଜାତୀୟ ରାଜପଥରେ ଗାଡି ଚଳାଚଳ ବାଧାପ୍ରାପ୍ତ

ଭଦ୍ରକ, ୨୭/୧୨(ସନାତନ ରାଉତ): ୧୬ ନଂ ଜାତୀୟ ରାଜପଥର ଧାମରା ବ୍ରିଜ ତଳେ ରାସ୍ତାରେ ଟ୍ରକ ଦୁର୍ଘଟଣା ହୋଇଛି । ଫଳରେ ଏକ ଦୁର୍ଘଟଣା ଗ୍ରସ୍ତ ଟ୍ରକ...

ଦୋକାନରେ ଶୋଇଥବା ବେଳେ ଲାଗିଗଲା ନିଆଁ, ଦୋକାନୀ ଜୀବନ୍ତଦଗ୍ଧ

ପାଟକୁରା ୨୭/୧୨(ରବୀନ୍ଦ୍ର ନାଥ ବାରିକ ): କେନ୍ଦ୍ରାପଡା ଜିଲା ଗରଦପୁର ବ୍ଳକ ଅଧୀନ କଳାବୁଦା ବାରୁଣୀ ବଜାରରେ ଶନିବାର ଏକ ଦୁଃଖଦ ଘଟଣା ଘିଟିଛି ।...

ଭାଷଣ ଦେଉଥିଲେ ଭାଜପା ଏମ୍‌ପି. ଆକ୍ରମଣ କଲା ମହୁମାଛି: ଆଉ ତା’ପରେ…

ଲକ୍ଷ୍ନୌ,୨୭।୧୨: ଉତ୍ତର ପ୍ରଦେଶର ଦେଓରିଆର ରବିନ୍ଦ୍ର କିଶୋର ଶାହି ଷ୍ଟାଡିୟମରେ ସଂସଦୀୟ କ୍ରୀଡା ପ୍ରତିଯୋଗିତା ଅନୁଷ୍ଠିତ ହେଉଥିଲା। କ୍ରୀଡା ମହୋତ୍ସବର ଶେଷ ପର୍ଯ୍ୟାୟ ଶେଷ ହୋଇଥିଲା।...

ପୋଲକୁ ଧକ୍କା ଦେଇ ଓଲଟିଲା ଟୁରିଷ୍ଟ ଗାଡ଼ି, ୭ଜଣ ଆହତ

ସମ୍ବଲପୁର: ରେଢ଼ାଖୋଲ ରାସ୍ତାରେ ସଡ଼କ ଦୁର୍ଘଟଣା । ଭୁବନେଶ୍ୱରରୁ ସମ୍ବଲପୁର ଯିବା ବେଳେ ଦୁର୍ଘଟଣା ଘଟିଥିବା ସୂଚନା ରହିଛି । ପୋଲକୁ ଧକ୍କା ଦେଇ ଓଲଟିପଡିଲା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri