Posted inଖେଳ

ଏହି ଖେଳାଳିଙ୍କ ସହ ମସ୍ତିକଲେ ବଲିଉଡ୍‌ର ବାଜିରାଓ: ଫଟୋ ଶେୟାର କରି କହିଲେ…

ଗୋଟିଏ ପଟେ ଆଇପିଏଲ୍‌ ୨୦୨୧ କୁ ନେଇ ଲୋକଙ୍କ ମଧ୍ୟରେ ଉତ୍ସୁକତା ଭରିରହିଥିବା ବେଳେ ଅନ୍ୟପଟେ ବଲିଉଡ୍‌ କଳାକାରମାନେ ନିଜର ଫିଲ୍ମ ମାଧ୍ୟମରେ ପ୍ରଶଂସକଙ୍କ ମନୋରଞ୍ଜନ କରୁଛନ୍ତି। ତେବେ ଯେତେବେଳେ ବଲିଉଡ୍‌ କଳାକାର ଏବଂ କ୍ରିକେଟର ଏକାସହ ମିଶିଯାଉଛନ୍ତି କମାଲ କରୁଛନ୍ତି ନିଶ୍ଚୟ। ନିକଟରେ ଏମିତି କିଛି ଦେଖିବାକୁ ମିଳିଛି ବଲିଉଡ୍‌ର ବାଜିରାଓ ରଣବୀର ସିଂହ ଏବଂ ଭାରତର ପୂର୍ବତନ ଖେଳାଳି ଭିଭିଏସ୍‌ ଲକ୍ଷଣଙ୍କ ସହ।
ରଣବୀର ସୋସିଆଲ ମିଡିଆରେ ନିଜର ଏକ ଫଟୋ ଶେୟାର କରିଛନ୍ତି, ଯେଉଁଥିରେ ତାଙ୍କୁ ଲକ୍ଷଣଙ୍କ ସହ ଦେଖିବାକୁ ମିଳୁଛି। ଲକ୍ଷଣ ଏବେ ଆଇପିଏଲ୍‌ରେ କମେଣ୍ଟ୍ରି କରିବାରେ ବ୍ୟସ୍ତ ଅଛନ୍ତି। ନିକଟରେ ଲକ୍ଷଣ ଏବଂ ରଣବୀର ଏକ ବିଜ୍ଞାପନ ଶୁଟିଂ ପାଇଁ ଏକାଠି ହୋଇଥିଲେ। ଏହାର ଫଟୋକୁ ରଣବୀର ନିଜର ଇନ୍‌ଷ୍ଟାଗ୍ରାମ୍‌ରେ ଶେୟାର କରିଛନ୍ତି। କ୍ୟାପଶନରେ ଲେଖିଛନ୍ତି, ବିଜ୍ଞାପନର ଶୁଟିଂ ଅବସରରେ ଏହି ଖେଳାଳିଙ୍କ ସହ ଭଲରେ କାମ କରିଛି। ଆପଣଙ୍କୁ ଆଇପିଏଲ୍‌ ପାଇଁ ଶୁଭେଚ୍ଛା ବୋଲି ସେ ଲେଖିଛନ୍ତି। ରଣବୀରଙ୍କ ଏହି ଫଟୋ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି।


Enter your email to get our daily news in your inbox.

All Right Reserved By Dharitri.Com

ପଢାଉଥିବା ବେଳେ ରୁମ୍‌ ଡାକି ଛାତ୍ରୀଙ୍କୁ ବଳାତ୍କାର ଅଭିଯୋଗ, ଜେଲ ଗଲେ ଟ୍ୟୁଶନ ଶିକ୍ଷକ

ଭୋଗରାଇ, ୨୫ା୬(ପ୍ରଦୀପ ଦାସ): ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ କମର୍ଦ୍ଦା ଥାନା ଅଞ୍ଚଳରେ ଜଣେ ଅଷ୍ଟମ ଶ୍ରେଣୀ ଛାତ୍ରୀଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ପୀଡ଼ିତାଙ୍କ ସମ୍ପର୍କୀୟଙ୍କ…

ଶକ୍ତିଶାଳୀ ଭୂକମ୍ପ: ଭେନେଜୁଏଲାରେ ଜରୁରୀକାଳୀନ ପରିସ୍ଥିତି ଘୋଷଣା

ଭେନେଜୁଏଲା,୨୫।୬: ଭେନେଜୁଏଲାରେ ଆସିଥିବା ଶକ୍ତିଶାଳୀ ଭୂକମ୍ପ ଝଟକା ସମଗ୍ର ବିଶ୍ୱକୁ ଆତଙ୍କିତ କରିଦେଇଛି। ମାତ୍ର ଗୋଟିଏ ମିନିଟ୍‌ ବ୍ୟବଧାନରେ ୭.୨ ଏବଂ ୭.୫ ତୀବ୍ରତାର ଦୁଇଟି ପ୍ରଳୟଙ୍କରୀ…

LED ଲାଇଟ୍‌ ଦୁର୍ନୀତିର ଭିଜିଲାନ୍ସ ତଦନ୍ତ ଆରମ୍ଭ

ପାଟଣା,୨୫ା୬(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକରେ ଲାଗିଥିବା ଏଲ୍‌ଇଡି ଲାଇଟ୍‌ର ତଦନ୍ତ ଆରମ୍ଭ ହୋଇଛି। ଭୁବନେଶ୍ୱରରୁ ଆସିଥିବା ୨ଟି ଭିଜିଲାନ୍ସ ଟିମ୍‌ ପହଞ୍ଚି ପାଟଣା ବ୍ଲକର…

ହିନ୍ଦୁଧର୍ମର ସ୍ବରୂପ

ଆମେ ଆଜି ଯାହାକୁ ହିନ୍ଦୁଧର୍ମ ବୋଲି କହୁଛୁ, ତାହା ଅନେକ ଶତାବ୍ଦୀ ଧରି ଏକକ ଧର୍ମ ହୋଇ ରହି ନ ଥିଲା। ଏହା ଜାତି ବ୍ୟବସ୍ଥାକୁ ନେଇ…

ବାଲିଘାଟରୁ ଶ୍ରମିକଙ୍କ ମୃତଦେହ ମିଳିବା ଘଟଣା: ଅଭିଯୁକ୍ତଙ୍କୁ ଗିରଫ କରିବାରେ ପୋଲିସ ବିଫଳ, ବଢୁଛି ଉତ୍ତେଜନା

ଦେବଗଡ଼,୨୫ା୬(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ବାରକୋଟ ବ୍ଲକ ସିଂହଶାଳ ପଞ୍ଚାୟତର ଚଟିଆପାଲି ବାଲିଘାଟରୁ ପୋଲିସ ୨୧ ତାରିଖ ରାତିରେ ଶ୍ରମିକ ଈନ୍ଦ୍ର ମୁଣ୍ଡାଙ୍କର ଗଳିତ ମୃତଦେହ…

କ୍ୟାମେରାରେ କଏଦ ହେଲା ମହାପ୍ରଳୟ! ଭେନେଜୁଏଲାରେ ଭୂକମ୍ପର ତାଣ୍ଡବ, ସାମ୍ନାକୁ ଆସିଲା ଛାତିଥରା ଭିଡିଓ

ଭେନେଜୁଏଲା,୨୫।୬: ଲାଟିନ ଆମେରିକୀୟ ଦେଶ ଭେନେଜୁଏଲାରେ ପାଖାପାଖି ଦୁଇଟି ଶକ୍ତିଶାଳୀ ଭୂକମ୍ପ ଝଟ୍‌କା ଆସିବା ଯୋଗୁ ବ୍ୟାପକ ଧ୍ୱଂସଲୀଳା ଘଟିଛି। ଅଧିକାରୀ ଏବଂ ପର୍ଯ୍ୟବେକ୍ଷଣ ସଂସ୍ଥାଗୁଡ଼ିକ ଅନୁଯାୟୀ,…

ମହାକାଳପଡ଼ାର ଏହି ସ୍ଥାନରେ ହେବ ଜାହାଜ କାରଖାନା, ଆରମ୍ଭ ହେଲା ସର୍ଭେ

ମହାକାଳପଡ଼ା, ୨୫ା୬ (ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ବତୀଘର ପଞ୍ଚାୟତ ବଡ଼ଟୁବି, ସାନଟୁବି ଓ ନିପାଣିଆ ଗ୍ରାମରେ ଜାହାଜ କାରଖାନା ପ୍ରତିଷ୍ଠା ପାଇଁ…

‘ଇ୨୦’ ପେଟ୍ରୋଲ ବ୍ୟବହାର କଲେ ବୀମା ବାତିଲ ହେବନାହିଁ: କେନ୍ଦ୍ର

ନୂଆଦିଲ୍ଲୀ, ୨୫ା୬ : ୨୦ ପ୍ରତିଶତ ଇଥାନଲ୍‌ ମିଶ୍ରିତ ପେଟ୍ରୋଲ୍‌ ବା ‘ଇ୨୦’ ଇନ୍ଧନ ବ୍ୟବହାର କଲେ ଗାଡ଼ିର ବୀମା ଅବଧି ବା ବୈଧତା ବାତିଲ ହୋଇଯିବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri