ଦୀପିକାଙ୍କ କୋଳରେ ରଣବୀର

ବଲିଉଡ ଅଭିନେତ୍ରୀ ଦୀପିକା ପାଦୁକୋନ ଏବେ ଫ୍ରାନ୍ସରେ ଚାଲିଥିବା କାନ୍ସ ଫିଲ୍ମ ଫେଷ୍ଟିଭାଲ୍‌ରେ ନିଜ ଜଲଓ୍ବା ପ୍ରଦର୍ଶନ କରି ପ୍ରଶଂସା ସାଉଁଟିଛନ୍ତି। ଚଳିତ ଥର ଦୀପିକା ପ୍ରଥମ ଥର ‘କାନ୍ସ’ରେ ଜୁରୀ ଟେବୁଲରେ ନଜର ଆସିଥିଲେ। ତେବେ ଏହି ସମୟ ମଧ୍ୟରେ ସେ ସୋସିଆଲ ମିଡିଆରେ ମଧ୍ୟ ସକ୍ରିୟ ରହିଛନ୍ତି। ସେ ସୋସିଆଲ ମିଡିଆରେ ନିଜର ଫଟୋ ଏବଂ ଭିଡିଓ ଶେୟାର କରୁଛନ୍ତି। ଏବେ ଦୀପିକା ତାଙ୍କର ନୂଆ ଭିଡିଓ ଶେୟାର କରିଛନ୍ତି। ଏହି ଭିଡିଓରେ ସେ ତାଙ୍କ ଟିମ୍‌ ସହିତ ବସିଛନ୍ତି ଏବଂ ରଣବୀର ସିଂ ମଧ୍ୟ ତାଙ୍କ ସହିତ ଅଛନ୍ତି। ଟିମ୍‌ ପକ୍ଷରୁ ଦୀପିକାଙ୍କୁ ଏକ ଚକୋଲେଟ ଉପହାର ଦିଆଯାଇଛି। କିଛି ସମୟ ପରେ ରଣବୀର ଆସି ଦୀପିକାଙ୍କ କୋଳରେ ବସିପଡନ୍ତି। ଏହାଦେଖି ଦୀପିକା କୁହନ୍ତି, ଏ ହେଉଛନ୍ତି ମୋର ଟ୍ରଫି।
ଦୀପିକା ଆଗାମୀ ଦିନରେ ହ୍ରିତିକ ରୋଶନଙ୍କ ସହ ଫିଲ୍ମ ‘ଫାଇଟର’ରେ ନଜର ଆସିବେ। ତାଙ୍କୁ ଏହି ଫିଲ୍ମରେ ପ୍ରଥମ ଥର ପାଇଁ ଆକ୍ସନ କରୁଥିବା ଦେଖିବାକୁ ମିଳିବ। ଏହା ପରେ ସେ ଶାହାରୁଖ ଖାନଙ୍କ ଫିଲ୍ମ ‘ପଠାନ’ରେ ମୁଖ୍ୟ ଭୂମିକାରେ ନଜର ଆସିବେ। ଦୀପିକାଙ୍କୁ ରଣବୀର ସିଂଙ୍କ ଫିଲ୍ମ ‘୮୩’ରେ ଶେଷ ଥର ପାଇଁ ଦେଖିବାକୁ ମିଳିଥିଲା।

 

View this post on Instagram

 

A post shared by Deepika Padukone (@deepikapadukone)


Enter your email to get our daily news in your inbox.

All Right Reserved By Dharitri.Com

ମହିଳା ୨୫ ମି. ପିସ୍ତଲରେ ଇଶାଙ୍କୁ ରୌପ୍ୟ, ନିରାଶ କଲେ ମନୁ

ନାଗୋୟା,୨୮ା୯: ଭାରତୀୟ ଶୁଟର ଇଶା ସିଂ ମହିଳା ୨୫ ମି. ପିସ୍ତଲ ବ୍ୟକ୍ତିଗତ ଇଭେଣ୍ଟରେ ରୌପ୍ୟ ପଦକ ଜିତିଛନ୍ତି। ଚଳିତ ଏସିଆନ ଗେମ୍ସରେ ଶୁଟିଂ ପ୍ରତିଯୋଗିତାରେ ଏହା…

ତେଜିଲା ଆନ୍ଦୋଳନ, ଜିଲାପାଳଙ୍କ କାର୍ଯ୍ୟାଳୟ ଆଗରେ କଂଗ୍ରେସର ବିକ୍ଷୋଭ

ଛତ୍ରପୁର,୨୮।୯(ଦିଲ୍ଲୀପି ସାମଲ/ଦ୍ୱାରିକା ସାମଲ): ଅଖିଳ ଭାରତ କଂଗ୍ରେସ କମିଟିର ନିର୍ଦ୍ଦେଶ କ୍ରମେ ଭୋଟ ଚୋରି ଅଭିଯୋଗକୁ ନେଇ ମୁଖ୍ୟ ନିର୍ବାଚନ କମିସନରଙ୍କ ବିରୋଧରେ ଗଞ୍ଜାମ ଜିଲା କଂଗ୍ରେସ…

କାଠ ସଂଗ୍ରହ ବେଳେ ମହୁମାଛି ଆକ୍ରମଣ: ୪ ଜଣ ଆହତ, ତୁମୁଡ଼ିବନ୍ଧ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଚିକିତ୍ସାଧୀନ

ତୁମୁଡ଼ିବନ୍ଧ, ୨୮୯ (ଦୀପକ କୁମାର ପରାସେଠ): ଜାଳେଣି କାଠ ସଂଗ୍ରହ କରିବାକୁ ଜଙ୍ଗଲକୁ ଯାଇଥିବାବେଳେ ମହୁମାଛି ଆକ୍ରମଣରେ ୪ ଜଣ ଆହତ ହୋଇଛନ୍ତି। କନ୍ଧମାଳ ଜିଲା ତୁମୁଡ଼ିବନ୍ଧ…

କେନ୍ଦୁଝର ବହୁ ଚର୍ଚ୍ଚିତ ଷ୍ଟ୍ରିଟ ଲାଇଟ୍‌ ଦୁର୍ନୀତି ମାମଲା: ବିଦ୍ୟୁତ୍‌ ବିଭାଗର ୩ ଯନ୍ତ୍ରୀ କଲେ ଆତ୍ମସମର୍ପଣ

କେନ୍ଦୁଝର,୨୮।୯(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ବହୁ ଚର୍ଚ୍ଚିତ ଷ୍ଟ୍ରିଟ ଲାଇଟ୍‌ ଦୁର୍ନୀତି ମାମଲାରେ ୩ଜଣ ଯନ୍ତ୍ରୀ ଆତ୍ମସମର୍ପଣ କରିଛନ୍ତି। ସୋମବାର କେନ୍ଦୁଝର ସ୍ବତନ୍ତ୍ର ଭିଜିଲାନ୍ସ କୋର୍ଟରେ ବିଦ୍ୟୁତ୍‌…

ମଙ୍ଗଳ-ଚନ୍ଦ୍ରଙ୍କ ସଂଯୋଗରେ ମହାଲକ୍ଷ୍ମୀ ରାଜଯୋଗ: ୨୦୨୭ ପୂର୍ବରୁ କର୍କଟ ସମେତ ୪ ରାଶି ହେବେ ମାଲାମାଲ, ଘରକୁ ଆସିବ ଖୁସିଖବର!

ନଭେମ୍ବର ଆରମ୍ଭରେ ଗ୍ରହମାନଙ୍କ ସ୍ଥିତିରେ ଏକ ବିଶେଷ ପରିବର୍ତ୍ତନ ଦେଖିବାକୁ ମିଳିବ। ପଞ୍ଚାଙ୍ଗ ଅନୁସାରେ, ୧ ନଭେମ୍ବର ୨୦୨୬ରେ ଚନ୍ଦ୍ର ଓ ମଙ୍ଗଳ ଏକାଠି କର୍କଟ ରାଶିରେ…

ଟ୍ରକ୍‌ ଡ୍ରାଇଭରଙ୍କ ଝିଅ ରଚିଲେ ଇତିହାସ: ଏସିଆନ ଗେମ୍‌ରେ ଭାଙ୍ଗିଲେ ୪୨ ବର୍ଷର ରେକର୍ଡ

ନୂଆଦିଲ୍ଲୀ,୨୮।୯: ଏସିଆନ ଗେମ୍ସ ୨୦୨୬ରେ ତାମିଲନାଡୁର ଆଥଲେଟ ବିଥ୍ୟା ରାମରାଜ ନିଜ ନାଁରେ କରିଛନ୍ତି ଏକ ବଡ଼ ରେକର୍ଡ। ମହିଳା ୪୦୦ ମିଟର ହର୍ଡଲ୍ସରେ ସେ ୫୪.୭୫…

ଗୋଟିଏ UPI ପେମେଣ୍ଟରୁ ସରକାରଙ୍କୁ ମିଳେ କେତେ ଟଙ୍କା? ପ୍ରତି ଟ୍ରାଞ୍ଜାକ୍ସନ୍‌ର ପୂରା ହିସାବ ଜାଣିଲେ ହେବେ ଚକିତ

ନୂଆଦିଲ୍ଲୀ,୨୮।୯: ୟୁନିଫାଏଡ ପେମେଣ୍ଟସ ଇଣ୍ଟରଫେସ ବା UPI ଜରିଆରେ ପ୍ରତିଦିନ କୋଟି କୋଟି ଟଙ୍କାର କାରବାର ହେଉଛି। କିନ୍ତୁ ଆପଣ କେବେ ଭାବିଛନ୍ତି କି, ଆପଣଙ୍କ ଗୋଟିଏ…

ନଦୀ ପାର ହେବା ବେଳେ ପୁଅ ଆଗରେ ଭାସିଗଲେ ବାପା, କାଠ ସଂଗ୍ରହ କରିବାକୁ ଯାଉଥିଲେ

ତୁମୁଡିବନ୍ଧ,୨୮ା୯(ଦୀପକ କୁମାର ପରାସେଠ): ପରିବାର ପାଇଁ ଦୁଇ ପଇସା ରୋଜଗାର କରିବା ଆଶାରେ ଜଙ୍ଗଲକୁ କାଠକୋଇଲା ସଂଗ୍ରହ କରିବାକୁ ଯାଉଥିଲେ ବାପା ପୁଅ । ହେଲେ ଜଙ୍ଗଲରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?