ମେ’ରେ ରିଲିଜ୍ ହେବ ‘ଜୟେଶ ଭାଇ ଜୋରଦାର’

ମୁମ୍ବାଇ: ବଲିଉଡର କପିଲ ଦେବ ଅର୍ଥାତ୍ ଅଭିନେତା ରଣବୀର ସିଂ ସୋସିଆଲ ମିଡିଆରେ ତାଙ୍କ ଅପ କମିଂ ଫିଲ୍ମ ‘ଜୟେଶ ଭାଇ ଜୋରଦାର’ର ଏକ ଭିଡିଓ ଶେୟାର କରିଛନ୍ତି । ଏଥିରେ ସେ ଭିନ୍ନ ଭିନ୍ନ ଚରିତ୍ରରେ ନଜର ଆସିଛନ୍ତି । ଭିଡିଓରେ ଏକ ଭିନ୍ନ ଅନ୍ଦାଜରେ ରଣବୀର ନିଜକୁ ଇଣ୍ଟରଡ୍ୟୁସ କରିଛନ୍ତି । ଏହି ଭିଡିଓ ଶେୟାର କରିବା ସହ ରଣବୀର ଫିଲ୍ମର ରିଲିଜ୍ ଡେଟ ସମ୍ପର୍କରେ ବି ସୂଚନା ଦେଇଛନ୍ତି । ‘ଜୟେଶ ଭାଇ ଜୋରଦାର’ ମେ’ ୧୩ରେ ରିଲିଜ ହେବ ବୋଲି ସେ ସୂଚନା ଦେଇଛନ୍ତି ।
ଭିଡିଓଟି ଶେୟାର କରି ରଣବୀର ଲେଖିଛନ୍ତି, ନମସ୍କାର, ଆପଣମାନେ କେତେ ପ୍ରକାରର ହିରୋ ଦେଖିଥିବେ । ଯେମିତିକି, ଦୁôଖି ହିରୋ, ଟଙ୍କା ବାଲା ହିରୋ, ଧନ ଥିବା ହିରୋ, ଗୋରି ମାନଙ୍କ ସହ ନାଚୁଥିବା ହିରୋ, ପୋଲିସ ବାଲା ହିରୋ, ଗୁଣ୍ଡା ବାଲା ହିରୋ, ଘୋଡା ଚଢୁଥିବା ହିରୋ, ଆଉଟର ସ୍ପେଶ ହିରୋ, ଲାଲ ଚଡି ବାଲା ହିରୋ, ଡବଲ ରୋଲ ବାଲା ହିରୋ ଇତ୍ୟାଦି । ହେଲେ ଆପଣମାନେ ଏମିତି ହିରୋ କେବେ ଦେଖି ନ ଥିବେ । ଯେ ହେଉଛନ୍ତି ଜୟଶ ଭାଇ ଆଉ ତାଙ୍କ କାମ ଜୋରଦାର ।
ଭିଡିଓଟିକୁ ସୋସିଆଲ ମିଡିଆରେ ଖୁବ୍ ପସନ୍ଦ କରାଯାଉଛି । ଆଉ ରଣବୀରଙ୍କ ପ୍ରଶଂସକ ତାଙ୍କୁ ଜୋରଦାର ବୋଲି ବି କହୁଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଭକ୍ତଙ୍କ ନାଁରେ ରୋକଠୋକ୍‌ ଏମିତି କହିଦେଲେ ସୋଫିଆ: ବଢୁଛି ଚର୍ଚ୍ଚା

ଭୁବନେଶ୍ୱର,୧୦।୭ (ରବିନାରାୟଣ ଜେନା):ରାଜ୍ୟ କଂଗ୍ରେସରେ କିଛି ଠିକ୍‌ଠାକ୍‌ ଚାଲିନାହିଁ ବୋଲି ନିଲମ୍ବିତ କଂଗ୍ରେସ ବିଧାୟିକା ସୋଫିଆ ଫିର୍ଦ୍ଦୋସ କହିଛନ୍ତି। ବିଧାନସଭାର ସ୍ଥାୟୀ କମିଟି ବୈଠକ ଅବସରରେ ଗୁରୁବାର…

ଧରିତ୍ରୀ ପ୍ରଭାବ: ମରାମତି ହେଲା ବିଜୁ ଏକ୍ସପ୍ରେସ ୱେ

ନୂଆପଡ଼ା,୧୦ା୭ (ମକାରୁ ବେମାଲ): ନୂଆପଡ଼ା ଜିଲା ଘାଟିପଡାଠାରୁ ସିନାପାଲି ଦେଇ କୋରାପୁଟକୁ ସଂଯୋଗ କରୁଥିବା ବିଜୁ ଏକ୍ସପ୍ରେସ ୱେ ମରଣଯନ୍ତା ପାଲଟିବା ଖବର ଧରିତ୍ରୀରେ ଗୁରୁବାର ପ୍ରକାଶିତ…

ସମ୍ପତ୍ତି ପାଇଁ ସୈତାନ ସାଜିଲେ ଝିଅ: ନିଜ ମାଆକୁ ହତ୍ୟା କରିବା ପାଇଁ ରଚିଥିଲେ ଭୟଙ୍କର ଷଡ଼ଯନ୍ତ୍ର, ପୂରା ଘଟଣା କରିଦେବ ସ୍ତବ୍ଧ

ଜୟପୁର,୧୦।୭: ରାଜସ୍ଥାନରୁ ଏକ ଏଭଳି ହୃଦୟବିଦାରକ ଘଟଣା ସାମ୍ନାକୁ ଆସିଛି, ଯାହା ମାଆ-ଝିଅର ପବିତ୍ର ସମ୍ପର୍କକୁ କଳଙ୍କିତ କରିଦେଇଛି। ଜୟପୁରର ପ୍ରତାପ ନଗର ଅଞ୍ଚଳରେ ଜଣେ ୨୩…

ପାଟପୁର ଶନି ମନ୍ଦିରରେ କଳାକନା ବୁଲାଇଲେ ଦୁର୍ବୃତ୍ତ, ଦାନ ହୁଣ୍ଡି ଭାଙ୍ଗି ଲୁଟିନେଲେ…

ଦିଗପହଣ୍ଡି,୧୦ା୭(ଅଶେଷ ନାଥ ମିଶ୍ର): ମନ୍ଦିରର ଦାନବାକ୍ସ ଭାଙ୍ଗି ଚୋରି କରିନେଲେ ଦୁର୍ବୃତ୍ତ । ଏଭଳି ଘଟଣା ଘଟିଛି ଗଞ୍ଜାମ ଜିଲା ପାଟପୁର ଥାନା ଠାରୁ ମାତ୍ର ଶହେ…

୪ ବର୍ଷର ଶିଶୁ କନ୍ୟାଙ୍କୁ ନିର୍ଜନ ସ୍ଥାନକୁ ଡାକିନେଲେ ନାବାଳକ: ବଳାତ୍କାର ପରେ ଘଟିଲା…

ଡାବୁଗାଁ,୧୦।୭(ସବିତା ମହାନ୍ତି):ନବରଙ୍ଗପୁର ଜିଲା ଡାବୁଗାଁ ଥାନା ଅଞ୍ଚଳର ଜଣେ ୪ବର୍ଷର ଶିଶୁକନ୍ୟାଙ୍କୁ ବଳାତ୍କାର କରାଯାଇଥିବା ନେଇ ଅଭିଯୋଗ ହୋଇଛି। ଏହି ଘଟଣାରେ ସମ୍ପୃକ୍ତ ଜଣେ ନାବାଳକଙ୍କୁ ପୋଲିସ…

ରାଶନ କାର୍ଡ ଅଛି, ଚାଉଳ ମିଳୁନାହିଁ: ୫ ମାସ ଧରି ଅପେକ୍ଷାରେ ହିତାଧିକାରୀ

ଅମରପାଲି, ୧୦ା୭ (ପୀତାମ୍ବର ସାହୁ): ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗର ଖାଦ୍ୟ ସୁରକ୍ଷା ଯୋଜନାରେ ବୀରମହାରାଜପୁର ବ୍ଲକରେ ଗୁରୁତର ଅବ୍ୟବସ୍ଥା ଅଭିଯୋଗ ସାମ୍ନାକୁ ଆସିଛି।…

ମଦ ଦୋକାନ ଉଦ୍‌ଘାଟନ କଲେ ଭାଜପା ନେତା: ପ୍ରତିଶ୍ରୁତି ଭୁଲିଗଲା ଦଳ

ସମ୍ବଲପୁର,୧୦ା୭(ବି.ଶଙ୍କର): ସାଧାରଣ ନିର୍ବାଚନ ପୂର୍ବରୁ ଭାଜପା କ୍ଷମତାକୁ ଆସିଲେ ରାଜ୍ୟକୁ ନିଶାମୁକ୍ତ କରାଯିବ ଏବଂ ମଦ ବନ୍ଦ ହେବ ବୋଲି ପ୍ରତିଶ୍ରୁତି ଦେଇଥିଲା। ଅଥଚ ସରକାର ଗଠନ…

ଇଂଲଣ୍ଡ ବିପକ୍ଷରେ ପରାଜୟ ପରେ ବଡ଼ ବୟାନ ଦେଲେ ଅଧିନାୟକ, ପରିବର୍ତ୍ତନର ସମୟ….

ନୂଆଦିଲ୍ଲୀ,୧୦।୭: ଶ୍ରେୟାସ ଆୟରଙ୍କ ଅଧିନାୟକତ୍ୱରେ, ଭାରତୀୟ ଦଳ ଲଗାତାର ଦ୍ୱିତୀୟ ଟି-୨୦ ଅନ୍ତର୍ଜାତୀୟ ସିରିଜ ହାରିଛି । ଇଂଲଣ୍ଡ ବିପକ୍ଷରେ ଚାଲିଥିବା ପାଞ୍ଚ ମ୍ୟାଚ୍ ବିଶିଷ୍ଟ ଟି-୨୦…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri