ଧମାକା କରିବେ ରଣବୀର: ଦର୍ଶକଙ୍କୁ ଦେବେ ସର୍‌ପ୍ରାଇଜ୍‌

ଅଭିନେତା ରଣବୀର ସିଂହଙ୍କ ବହୁ ପ୍ରତୀକ୍ଷିତ ‘ଧୂରନ୍ଧର’ର ଧମାକାଦାର ଟ୍ରେଲର ରିଲିଜ୍‌ କରିଛି। ୪ ମିନିଟ ୭ ସେକେଣ୍ଡର ଏହି ଟ୍ରେଲର୍‌ରେ ରଣବୀର ସିଂହଙ୍କ କେବେ ଦେଖା ନ ଯାଇଥିବା ଅବତାର ଦର୍ଶକଙ୍କ ମନକୁ ଚକିତ କରିବ। ଫିଲ୍ମର ତିନି ଜଣ ଖଳନାୟକ ଅଛନ୍ତି। ପ୍ରଥମେ ଅର୍ଜୁନ ରାମପାଲ, ତା’ପରେ ଅକ୍ଷୟ ଖାନ୍ନା ଏବଂ ଶେଷରେ ସଞ୍ଜୟ ଦତ୍ତଙ୍କୁ ଦେଖିବାକୁ ମିଳିଛି।
ଟ୍ରେଲରଟି ଅର୍ଜୁନ ରାମପାଲଙ୍କ ଏକ ହୃଦୟ ବିଦାରକ ଏକକ ସଂଳାପ ସହିତ ଆରମ୍ଭ ହୁଏ। ପ୍ରତିଶୋଧ, ବିଶ୍ୱାସଘାତକତା ଏବଂ ଦେଶପ୍ରେମରେ ପରିପୂର୍ଣ୍ଣ ଏକ ଭୟଙ୍କର ଗୁପ୍ତଚର ଯୁଦ୍ଧକୁ ନେଇ ଫିଲ୍ମ ପର୍ଯ୍ୟବେସିତ ହୋଇଛି।
ଟ୍ରେଲରଟି ବିପଦପୂର୍ଣ୍ଣ ଆକ୍ସନ ସିକ୍ୱେନ୍ସ ଏବଂ ରକ୍ତପାତରେ ପରିପୂର୍ଣ୍ଣ। ଆକ୍ସନ ସିକ୍ୱେନ୍ସଗୁଡ଼ିକ ରକ୍ତାକ୍ତ, ବଡ଼ ଧରଣର ଷ୍ଟଣ୍ଟ ଏବଂ ଶକ୍ତିଶାଳୀ ସଂଳାପ ସହିତ। ଟ୍ରେଲରଟି ଅନଲାଇନରେ ଚର୍ଚ୍ଚା ସୃଷ୍ଟି କରିଛି। ନିର୍ଦ୍ଦେଶକ ଆଦିତ୍ୟ ଧର ଏହି ଫିଲ୍ମଟିକୁ ଦୁଇଟି ଭାଗରେ ନିର୍ମାଣ ହେଉଛି। ପ୍ରଥମ ଭାଗ ଡିସେମ୍ବର ୫, ୨୦୨୫ରେ ମୁକ୍ତିଲାଭ କରିବ, ଦ୍ୱିତୀୟ ଭାଗ ୨୦୨୬ ଗ୍ରୀଷ୍ମ ଋତୁରେ ମୁକ୍ତିଲାଭ କରିବ ବୋଲି ଆଶା କରାଯାଉଛି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

୧୦ ମାସ ତଳେ ବିବାହ କରିଥିଲେ ଅନୁପମା, ବେକରେ ଦାଗ ଦେଖି ବାପଘର ଲୋକେ ଆଣିଲେ ହତ୍ୟା ଅଭିଯୋଗ

ବଲାଙ୍ଗୀର,୨୮ା୩(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ତୁଷୁରା ଥାନା ମହିପୁର ଗାଁରେ ଜଣେ ନବବଧୂକୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ୧୦ ମାସ ତଳେ ବାହା ହୋଇଥିବା…

ଉପଖଣ୍ଡ ମାନ୍ୟତା ପ୍ରଦାନ ନେଇ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର

ରିଷିଡ଼ା,୨୮ା୩ (ସୁଶାନ୍ତ ମଲ୍ଲିକ)କଳାହାଣ୍ଡି ଜିଲାର ମଦନପୁର ରାମପୁରକୁ ଉପଖଣ୍ଡ ମାନ୍ୟତା ଦେବା ପାଇଁ ଯୁବ ନେତା ତଥା ରାଜ ପରିବାର ସଦସ୍ୟ ନୀଳମାଧବ ସିଂଦେଓ ମୁଖ୍ୟମନ୍ତ୍ରୀ ମୋହନ…

ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହେଲେ ହିମାଂଶୁ-ଦେବେନ୍ଦ୍ର, କାର୍ଯ୍ୟଭାର ନେବା ପରେ…

ବରପାଲି,୨୮ା୩(ଚିତ୍ତରଞ୍ଜନ ସାହୁ): ଶନିବାର ବରପାଲି ଓକିଲ ସଂଘର ନୂତନ କର୍ମକର୍ତ୍ତା ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହୋଇଛନ୍ତି। ଚଳିତ ବର୍ଷ ପାଇଁ ସଭାପତି ହିମାଂଶୁ ଶେଖର ସାହୁ ଓ ସମ୍ପାଦକ…

ବାଣଫୁଟାଇ ମିଠାଖୁଆଇ ବିଜୟ ଉତ୍ସବ ପାଳିଲେ ପ୍ରକାଶ-ରବୀନ୍ଦ୍ର

ପୁରୁଷୋତ୍ତମପୁର,୨୮ା୩(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଓକିଲ ସଂଘ ନିର୍ବାଚନ ଶାନ୍ତିଶୃଙ୍ଖଳାର ସହ ଶେଷ ହୋଇଛି। ଏଥିରେ ସଭାପତି ଭାବେ ପ୍ରକାଶ ଚନ୍ଦ୍ର ତ୍ରିପାଠୀ ତାଙ୍କ ପ୍ରତିଦ୍ୱନ୍ଦ୍ୱୀ…

ମଧ୍ୟପ୍ରାଚ୍ୟରେ ଅଶାନ୍ତି ମଧ୍ୟରେ, ଆମେରିକାକୁ କଡ଼ା ଚେତାବନୀ ଦେଲେ ଇରାନ ରାଷ୍ଟ୍ରପତି, କହିଲେ ଏଥର…

ତେହରନ୍‌,୨୮।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନା ଆରମ୍ଭ ହେବାର ଏକ ମାସ ବିତିଗଲାଣି। ଇରାନ ଏବଂ ଇସ୍ରାଏଲ ମଧ୍ୟରେ ନିରନ୍ତର କ୍ଷେପଣାସ୍ତ୍ର ଆକ୍ରମଣ ବିନିମୟ ହୋଇଛି। ଇରାନ ରାଷ୍ଟ୍ରପତି…

ସରିଲା ଓକିଲ ସଂଘ ନିର୍ବାଚନ: ବାଜି ମାରିଲେ ହୃଦୟରଞ୍ଜନ-ସନ୍ତୋଷ

ଦିଗପହଣ୍ଡି,୨୮ା୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦଗିଗପହଣ୍ଡିସ୍ଥିତ ଖେମୁଣ୍ଡି ଓକିଲ ସଂଘର ନିର୍ବାଚନ ଶନିବାର ଶାନ୍ତିପୂର୍ଣ୍ଣ ଭାବେ ସରିଛି। ଓକିଲ ସଂଘର ସଭାପତି ଭାବେ ହୃଦୟରଞ୍ଜନ ମେକାପ…

ପେଟ୍ରୋଲ ପମ୍ପର ମାଟିତଳେ କେତେ ତେଲ ଥାଏ? କେବଳ ଏତିକି ଦିନ ପାଇଁ ରୁହେ ଷ୍ଟକ୍‌…

ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନା ଯୋଗୁଁ, ଏକ ବିଶ୍ୱ ଶକ୍ତି ସଙ୍କଟ ଦେଖାଦେଉଛି। ଏହି ଅସ୍ଥିରତାର ପ୍ରଭାବ ଘରୋଇ ସ୍ତରରେ ମଧ୍ୟ ଅନୁଭୂତ ହେଉଛି, ବିଶେଷକରି ଗ୍ୟାସ ଯୋଗାଣ…

ହର୍ମୁଜ ଷ୍ଟ୍ରେଟରେ ଇରାନର ମାୟାବି ଜାଲ, ଏନର୍ଜି କରିଡର ଏବେ ‘ମୃତ୍ୟୁର କୂଅ’! ସୁପରପାଓ୍ବାରକୁ ଦେଖାଇଦେଲା ଅସଲ ସ୍ଥିତି

ତେହରାନ୍‌,୨୮।୩: ପଶ୍ଚିମ ଏସିଆରେ ଉତ୍ତେଜନା ବୃଦ୍ଧି ପାଇବା ପରେ, ପରିସ୍ଥିତି ଧୀରେ ଧୀରେ ନିୟନ୍ତ୍ରଣ ବାହାରକୁ ଚାଲିଯାଉଛି। ହର୍ମୁଜ ପ୍ରଣାଳୀ ଦେଇ ଜାହାଜ ଚଳାଚଳ ବନ୍ଦ ହେବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri