ଡ୍ରଗ୍ସ ମାମଲାରେ ଦୀପିକାଙ୍କୁ ପଚରାଉଚରା ପରେ ରଣଭୀରଙ୍କ ପ୍ରଥମ ଟୁଇଟ୍‌ : ଯାହା ପ୍ରଧାନମନ୍ତ୍ରୀଙ୍କ ସହ ଜଡିତ

ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁ ପରେ ଅନେକ ବଲିଉଡ ତାରକା ବିବାଦ ଘେରକୁ ଆସିଛନ୍ତି। ଡ୍ରଗ୍ସ ମାମଲାରେ ଦୀପିକା ପାଦୁକୋନ ଏବଂ ତାଙ୍କ ମ୍ୟାନେଜର କରିସ୍ମା ପ୍ରକାଶଙ୍କ ହ୍ବାଟ୍‌ସ ଆପ ଚାଟ୍‌ ସାମ୍ନାକୁ ଆସିଥିଲା। ପରେ ଏନସିବି ଦୀପିକାଙ୍କୁ ଡକାଇ ଅନେକ ପଚରାଉଚରା କରିଲେ। ବର୍ତ୍ତମାନ ଦୀର୍ଘ ସମୟ ପରେ ଅଭିନେତା ରଣଭୀର ସିଂ ଏକ ଟୁଇଟ୍‌ କରିଛନ୍ତି ଯାହା ଚର୍ଚ୍ଚାରେ ରହିଛି।

ଚାରି ମାସ ପରେ ରଣଭୀର ଏହି ଟୁଇଟ କରିଛନ୍ତି। ତାଙ୍କର ଶେଷ ଟୁଇଟ୍‌ ସୁଶାନ୍ତଙ୍କ ମୃତ୍ୟୁ ପରେ ହୋଇଥିଲା ଯେଉଁଥିରେ ସେ ତାଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ। ଯେତେବେଳେ ଦୀପିକାଙ୍କୁ ଏନ୍‌ସିବି ପଚରାଉଚରା କରିଥିଲେ ରଣଭୀର ସୋସିଆଲ ମିଡିଆରେ ଚୁପ ରହିଲେ। ବର୍ତ୍ତମାନ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଭିଯାନ ବିଷୟରେ ରଣଭୀର ଟୁଇଟ୍‌ କରିଛନ୍ତି।

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସମସ୍ତଙ୍କୁ ନିବେଦନ କରିଛନ୍ତି ଯେ, କରୋନାକୁ ନେଇ ଏକଜୁଟ ହୁଅନ୍ତୁ। ଯାହା ପରେ ଅନ୍ୟ କ୍ଷେତ୍ରର ସେଲିବ୍ରିଟିଙ୍କ ସମେତ ବଲିଉଡ ତାରକାମାନେ ପିଏମ୍‌ ମୋଦିଙ୍କ ଏହି ସଚେତନତା ଅଭିଯାନକୁ ସମର୍ଥନ କରିଥିଲେ। ରଣଭୀର ଲେଖିଛନ୍ତି- ” ଚାଲ କରୋନା ସହିତ ଲଢ଼ିବା ପାଇଁ ଏକଜୁଟ ହେବା।”

ସୂଚନାଯୋଗ୍ୟ, ଏନସିବିକୁ ଏପର୍ଯ୍ୟନ୍ତ କୌଣସି ପ୍ରମାଣ ମିଳିନାହିଁ ଯେ, ଦୀପିକା ପାଦୁକୋନ, ସାରା ଅଲ୍ଲିଖାନ, ରକୁଲ ପ୍ରୀତ ସିଂ କିମ୍ବା ଅନ୍ୟ କୌଣସି ନିର୍ମାତା ନିର୍ଦ୍ଦେଶକ ନିଶା କାରବାରରେ ଜଡିତ ଅଛନ୍ତି। ଏବେ ଦୀପିକା ପାଦୁକୋନ ମଧ୍ୟ ତାଙ୍କ ଚଳଚ୍ଚିତ୍ରର ଶୁଟିଂ କରିବା ପାଇଁ ଗୋଆକୁ ଫେରିଯିବା ପାଇଁ ପ୍ରସ୍ତୁତି ଆରମ୍ଭ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

IPL 2026: ଚେପକ୍‌ରେ ପଞ୍ଜାବ କିଙ୍ଗସର ଐତିହାସିକ ବିଜୟ; ଚେନ୍ନାଇକୁ ୫ ୱିକେଟରେ ହରାଇ ରଚିଲା ଇତିହାସ

ଚେନ୍ନାଇ,୩/୪ : ଆଇପିଏଲ୍ ୨୦୨୬ର ସପ୍ତମ ମ୍ୟାଚ୍‌ରେ ପଞ୍ଜାବ କିଙ୍ଗସ ଏକ ଚମତ୍କାର ପ୍ରଦର୍ଶନ କରି ଚେନ୍ନାଇ ସୁପର କିଙ୍ଗସକୁ ତା’ର ଘରୋଇ ଗ୍ରାଉଣ୍ଡ୍ ଏମ୍.ଏ. ଚିଦାମ୍ବରମ୍…

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

କୁଆପଥର ବର୍ଷା: ଗଛ ଉପୁଡ଼ିବା ସହ ଉଡ଼ିଲା ଛପର

ନନ୍ଦପୁର,୩ା୪(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ କୁଆପଥର ବର୍ଷା ପବନ ପ୍ରଭାବରେ ମାଳିବେଲଗାଁ ପଞ୍ଚାୟତ ରାସ୍ତାରେ ୨ଗଛ ଉପୁଡ଼ି ପଡ଼ିଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି।…

ରିଲ୍ସ ପାଇଁ ବନ୍ଧୁକ ଧରି ଯୁବକଙ୍କ ଫାଙ୍କା ଗୁଳିଚାଳନା ଭିଡିଓ ଭାଇରାଲ, ଏସ୍‌ପି କହିଲେ ତଦନ୍ତ ଚାଲିଛି

ପୁରୀ,୩ା୪(ଅଜିତ୍‌ କୁମାର ମହାନ୍ତି): ରିଲ୍ସ ପାଇଁ ଜଣେ ଯୁବକ ବନ୍ଧୁକ ଧରି ଫାଙ୍କା ଗୁଳିଚାଳନା କରୁଥିବାର ଏକ ଭିଡିଓ ଶୁକ୍ରବାର ସୋସିଆଲ ମିଡିଆରେ ଦେଖିବାକୁ ମିଳିଛି। ଏହି…

ପୋଖରୀରେ ବୁଡ଼ିଲେ ଜଣଙ୍କ ପରେ ଜଣେ …

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ଗ୍ରାମ ନିକଟସ୍ଥ ଏକ ପୋଖରୀରେ ଶୁକ୍ରବାର ୩ଜଣ ମହିଳା ବୁଡି ଯାଉଥିବା ବେଳେ ସେମାନଙ୍କୁ ଉଦ୍ଧାର…

ଛେଳି ଖାଇଲା ଟମାଟୋ ଗଛ: ମାଡ଼ ଖାଇଲେ ଦମ୍ପତି, ମାମଲା ଏବେ…

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମ ନିକଟରେ ଜି.ଦୁର୍ଯ୍ୟ ରେଡ୍ଡୀଙ୍କ ଜମିରେ ଲାଗିଥିବା ଟମାଟୋ ଗଛ ଗୁଡ଼ିକୁ ଶୁକ୍ରବାର ମଧ୍ୟାହ୍ନରେ କିଛି…

ଆଦେଶ ପାଳନ କଲେ ଜିଲାପାଳ, ପିଛିଲା ତାରିଖ ପକାଇ ୨୧ ଦିନ ପରେ ଅର୍ଡର ପ୍ରେରଣ

କେନ୍ଦୁଝର/ହାଟଡିହୀ,୩l୪(ନରେଶ ଚନ୍ଦ୍ର ପଟ୍ଟନାୟକ/ଶୁଭକାନ୍ତ ନାୟକ):ଓଡ଼ିଶା ହାଇକୋର୍ଟଙ୍କ ନିର୍ଦ୍ଦେଶ ଧାର୍ଯ୍ୟ ସମୟରେ ପାଳନ ନ କରିବା ଫଳରେ ଅଦାଲତ ଅବମାନନା ମାମଲା ଦାୟର ହେବା ଏବଂ ଏ ନେଇ…

ନମ୍ବର ସେଭ୍‌ ନ କରି କରିପାରିବେ WhatsAppରେ ଚାଟ୍‌, ଅନେକେ ଜାଣନ୍ତି ନାହିଁ ଏହି ସିକ୍ରେଟ୍‌…

ନୂଆଦିଲ୍ଲୀ,୩।୪: ସାଧାରଣତଃ ହାଟ୍ସଆପରେ କାହା ସହିତ କଥା ହେବାକୁ ହେଲେ ଆମକୁ ପ୍ରଥମେ ସେହି ବ୍ୟକ୍ତିଙ୍କ ନମ୍ବର ନିଜ ଫୋନରେ ସେଭ କରିବାକୁ ପଡ଼ିଥାଏ। କିନ୍ତୁ ଅନେକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri