ଶିଶୁକନ୍ୟାକୁ ବଳାତ୍କାର: ନାବାଳକଙ୍କୁ ମିଳିଲା ଏମିତି ଦଣ୍ଡ, ଯାହା ସମସ୍ତଙ୍କୁ କଲା ଚକିତ

ଜାକର୍ତ୍ତା,୨୭ା୧୧: ଇଣ୍ଡୋନେସିଆର ୧୯ ବର୍ଷୀୟ ନାବାଳକ ଜଣେ ଶିଶୁକନ୍ୟାକୁ ବଳାତ୍କାର କରିବା ଅଭିଯୋଗରେ ଏମିତି ଦଣ୍ଡ ପାଇଲେ ଯେଉଁଥିରେ ସେ ଚେତାଶୂନ୍ୟ ହୋଇଗଲେ। ପରେ ତାଙ୍କର ଚିକିତ୍ସା କରାଯାଇଥିଲା। ସେ ସୁସ୍ଥ ହେବା ପରେ ତାଙ୍କୁ ପୁଣି ଦଣ୍ଡ ଦିଆଯାଇଥିଲା।
ନାବାଳକ ଜଣକ ଖସିଯିବା ପାଇଁ ଚେଷ୍ଟା କରିବା ବେଳେ ତାଙ୍କୁ ଡାକ୍ତରଖାନା ନିଆଯାଇଥିଲା। ଏହି ନାବାଳକଙ୍କୁ ୧୬୯ ବେତ ପାହାର କରାଯାଇଥିଲା। ତାଙ୍କ ପରିସ୍ଥିତିକୁ ଦୃଷ୍ଟିରେ ରଖି ତାଙ୍କୁ ଏହି ଦଣ୍ଡ ପାଇଁ ଅଯୋଗ୍ୟ ଘୋଷିତ କରାଯାଇଥିଲା। ଏହି ଦଣ୍ଡ ୧୪୬ ବେତ ପାହାରକୁ ହ୍ରାସ କରାଯାଇଥିଲା।
ଜଣେ ଡାକ୍ତର କହିଛନ୍ତି, ତାଙ୍କୁ ଯେତେବେଳେ ୫୨ ବାଡ଼ି ବେତ ପାହାର ଦିଆଯାଇଥିଲା ତାଙ୍କ ଅଣ୍ଟାରେ ଅନେକ ଫୁଲା ରହିଥିଲା। ଏମିତି ବାଡ଼ାଇବା ଦ୍ୱାରା ତାଙ୍କର ରକ୍ତବାହୀ ଫାଟି ଯାଇପାରେ। ଅବସ୍ଥା ଆହୁରି ଗୁରୁତର ହୋଇପାରେ। ତେଣୁ ଏମିତି ଦଣ୍ଡରୁ ମୁକ୍ତି ଦେବା ଭଲ। ସେ ଆହୁରି କହିଛନ୍ତି, ପ୍ରଥମେ ଯେତେବେଳେ ଅଭିଯୁକ୍ତଙ୍କୁ ବେତରେ ପିଟା ଯାଇଥିଲା ସେ ଠିକ୍‌ଠାକ୍‌ ଥିଲେ। ପରେ ଭୟଭୀତ ହୋଇଯିବା ସହ ହାତଯୋଡ଼ି ଅନୁରୋଧ କରିଥିଲେ ଆଉ ନ ବାଡ଼ାଇବା ପାଇଁ। ବେତରେ ୫୨ ପାହାର ଖାଇବା ପରେ ସେ ଅସୁସ୍ଥ ହୋଇପଡ଼ିଥିଲେ। ତାଙ୍କୁ ଡାକ୍ତରଖାନା ନିଆଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

PEOଙ୍କୁ ଗିରଫ କଲା ଭିଜିଲାନ୍ସ: ଆୟଠାରୁ ଅଧିକ ସମ୍ପତ୍ତି ରଖିବା ଅଭିଯୋଗରେ ହୋଇଥିଲା ଚଢାଉ

ବଞ୍ଚୋ,୩୧।୧୨ (ପ୍ରଦୋଷ ବିଶ୍ୱାଳ): କେନ୍ଦୁଝର ଜିଲା ହାଟଡ଼ିହି ବ୍ଲକ PEO(କାର୍ଯ୍ୟନିର୍ବାହୀ ଅଧିକାରୀ) ଜିତେନ୍ଦ୍ର ଜେନାଙ୍କ ଘରେ ଭିଜିଲାନ୍ସ ଚଢାଉ କରିଥିବା ବେଳେ ଆଜି ତାଙ୍କୁ ଗିରଫ...

ଭଦ୍ରକ ଏସପି ଅଫିସକୁ ନୂଆ ବର୍ଷରେ ଫୁଲତୋଡ଼ା ମନା: ଲାଗିଲା ନୋଟିସ

ଭଦ୍ରକ,୩୧।୧୨(ସନାତନ ରାଉତ): ଭଦ୍ରକ ଏସ୍‌ପି ଅଫିସକୁ ନୂଆବର୍ଷରେ ଫୁଲ ତୋଡ଼ା ନେଇ ଯିବାକୁ ବାରଣ କରାଯାଇଛି। ନୂଆ ବର୍ଷରେ ଶୁଭେଚ୍ଛା ଜଣାଇବା ପାଇଁ ବହୁ ବହୁ...

ଭିତରେ ମିଟିଂ କରୁଥିଲେ ସିଏସଓ: ଅଫିସ ଭିତରେ ଧାରଣା ଦେଲେ ଚାଷୀ, ଧାନ ନ ଉଠିବାରୁ…

ବଲାଙ୍ଗୀର, ୩୧।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଲୋଇସିଂହା ବ୍ଳକ କୁସମେଲ ପ୍ୟାକ୍ସରେ ଚାଷୀମାନଙ୍କ ଧାନ କିଣା ନ ଥିବାରୁ ଏହି ପ୍ୟାକ୍ସ ଅନ୍ତର୍ଗତ ବିଭିନ୍ନ...

ଆଜି ସରୁଛି ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ କାର୍ଯ୍ୟକାଳ, ତାଙ୍କ ସ୍ଥାନ ନେବେ…

ଭୁବନେଶ୍ୱର,୩୧ା୧୨: ଆଜି ଅର୍ଥାତ୍‌ ବୁଧବାର ସରୁଛି ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ କାର୍ଯ୍ୟକାଳ। ୨୦୨୪ ଜୁଲାଇରୁ ମୁଖ୍ୟ ଶାସନ ସଚିବ ଦାୟିତ୍ୱରେ ସେ ରହି...

ଗାଡ଼ି ଧକ୍କାକୁ ତୁମୁଳ କାଣ୍ଡ: ଆହତ ହେଲେ ବାଇଁଆ

ଭୁବନେଶ୍ୱର,୩୧।୧୨: ଗାଡ଼ି ଧକ୍କାକୁ ନେଇ ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ। ୪୫ ନଂ କର୍ପୋରେଟର ଅମରେଶ ଜେନା ଓରଫ ବାଇଁଆ ଭାଇ ଆହତ ହୋଇଛନ୍ତି। ଲକ୍ଷ୍ମୀସାଗର...

ପୁଣି ହେବାକୁ ଯାଉଛି ଯୁଦ୍ଧ? ଭାରତ କଲା ବଡ଼ ଡିଲ୍‌

ନୂଆଦିଲ୍‌ଲୀ,୩୧।୧୨: ଦେଶର ସୁରକ୍ଷାକୁ ଆହୁରି ସୁଦୃଢ଼ କରିବା ପାଇଁ ସରକାର ବର୍ଷ ଶେଷରେ ଏକ ବଡ଼ ପଦକ୍ଷେପ ନେଇଥିଲେ। ଡିସେମ୍ୱର 30, 2025 ରେ, ପ୍ରତିରକ୍ଷା...

ବାଇକ୍‌ରେ ଗଲା ବେଳେ ପିଉସୀଅ-ପୁତୁରାଙ୍କ ବେକରେ ଲାଗିଲା ମାଞ୍ଜା ସୂତା: ପରେ…

 କଟକ ସଦର,୩୧।୧୨(ସୁଶାନ୍ତ କୁମାର ଜେନା): କଟକ ଜିଲା  ୪୨ ମୌଜା ଥାନା ଅନ୍ତର୍ଗତ  ବ୍ରହ୍ମପୁର ଗ୍ରାମରେ ବୁଧବାର ସକାଳେ ଅଭାବନୀୟ ଘଟଣା ଘଟିଛିି। ବାଇକରେ ପିଉସୀ...

ଚାଇନାକୁ ବଡ଼ ଝଟକା ଦେଲା ଭାରତ, ଏହି ଜିନିଷ ଉପରେ ଲାଗୁ କଲା ୩ ବର୍ଷର ଟାରିଫ୍‌, ଜାଣନ୍ତୁ କାରଣ…

ନୂଆଦିଲ୍ଲୀ,୩୧।୧୨: ଭାରତ ସରକାର ମଙ୍ଗଳବାର ଚାଇନା ବର୍ଦ୍ଧିତ ଶସ୍ତା ଇସ୍ପାତ ଆମଦାନୀକୁ ରୋକିବା ପାଇଁ ତିନି ବର୍ଷ ପାଇଁ କିଛି ଇସ୍ପାତ ଉତ୍ପାଦ ଉପରେ ୧୧-୧୨...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri