ମହିଳା ଥାନାରୁ ଚମ୍ପଟ ମାରିଥିଲେ ବଳାତ୍କାର ଅଭିଯୁକ୍ତ: ବେଙ୍ଗାଲୁରୁରୁ ଗିରଫ

ଭୁବନେଶ୍ୱର,୭।୮: କମିଶନରେଟ ପୋଲିସ ଶୁକ୍ରବାର ଭୁବନେଶ୍ୱର ମହିଳା ଥାନାରୁ ଚମ୍ପଟ ମାରିଥିବା ବଳାତ୍କାର ଅଭିଯୁକ୍ତଙ୍କୁ ବେଙ୍ଗାଲୁରୁରୁ ଗିରଫ କରିଛି।

ମିଳିଥିବା ସୂଚନା ମୁତାବକ, ଜଳଖିଆ ଖାଇବା ବାହାନାରେ ଭଦ୍ରକ ଅଞ୍ଚଳର ଜଣେ ଅଭିଯୁକ୍ତ ମହିଳା ଥାନାରୁ ଚମ୍ପଟ ମାରିଥିଲେ। ଏନେଇ କମିଶନରେଟ ପୋଲିସ ଏକ ଟିମ୍‌ ଗଠନ କରି ତଦନ୍ତ ଆରମ୍ଭ କରିଥିଲା। ଫେରାର ହେବାର